ଆମ ଜିଲା ଖବର

ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ

ସମ୍ବଲପୁର,୧୭ା୬(ବ୍ୟୁରୋ): ସାତଦିନ ଧରି ଚାଲିଥିବା ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଗୁରୁବାର ଶେଷ ହୋଇଛି। ନବବିବାହିତ ଶିବପାର୍ବତୀଙ୍କୁ ପଣ୍ଡିତମାନେ ମହାଆଳତି କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଳ ହୁଳହୁଳିରେ ଉଛୁଳି ପଡିଥିଲା ଶୈବପୀଠ। ପାରମ୍ପରିକ ରୀତିନୀତି ଅନୁସାରେ ଗୋଧୂଳି ଲଗ୍ନରେ ଦେବଦମ୍ପତି ସ୍ବମନ୍ଦିର…

କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ

ବୁଗୁଡ଼ା,୧୭ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳର ଜନୈକା କଲେଜ ଛାତ୍ରୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଜଣକ…

କେହି ଶୁଣିଲେନି, କରୋନା ମୃତକଙ୍କୁ କାନ୍ଧ ଦେଲେ ବିଡିଓ, ସରପଞ୍ଚ

ଭଦ୍ରକ ଅଫିସ,୧୭।୬: କରୋନା ଭୟରେ ମୃତଦେହ ପାଖ ମାଡ଼ିଲେନି ସାହି ଭାଇ କିମ୍ବା ସମ୍ପର୍କୀୟ। ଫଳରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ଆଗେଇ ଆସି ମୃତକଙ୍କୁ କାନ୍ଧ ଦେଇଛନ୍ତି। ଗୁରୁବାର ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ଧାମନଗର ବ୍ଲକ…

ଧାର, କରଜ ବଢ଼ିଲାଣି ସେଲୁନ ଖୋଲିବାକୁ ଅନୁମତି ଦିଅ

ବଡଗାଁ,୧୭ା୬: ସୁନ୍ଦରଗଡ଼ ଜିଲା ବଡଗାଁ ବାରିକ ସମାଜ ପକ୍ଷରୁ ଗୁରୁବାର ବୈଠକ କରି ସେଲୁନ ଖୋଲିବାକୁ ଅନୁମତି ଦେବାକୁ ସରକାରଙ୍କ ନିକଟରେ ଅନୁରୋଧ କରିଛନ୍ତି । ବୈଠକରେ ଉପସ୍ଥିତ ହରେକୃଷ୍ଣ ବାରିକ, ସନ୍ତୋଷ ବାରିକ, ବୁଲୁ ବାରିକ, ଗୋବର୍ଦ୍ଧନ ପଶାଏତ, ଅମିତ…

ଶିକ୍ଷାବିତ୍‌ ବେଣୁମାଧବଙ୍କ ପରଲୋକ

ବାଲେଶ୍ବର,୧୭।୬: ବାଲେଶ୍ୱର ଜିଲାର ବରିଷ୍ଠ ଶିକ୍ଷାବିତ୍‌ ତଥା ସତ୍ୟସାଇ ଇଞ୍ଜିନିୟରିଂ କଲେଜ ପରିଚାଳନା ନିର୍ଦ୍ଦେଶକ ବେଣୁମାଧବ ପଣ୍ଡାଙ୍କ ପରଲୋକ ହୋଇଯାଇଛି। ବୁଧବାର ରାତି ପ୍ରାୟ ୧୨ଟାରେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ସେ କରୋନାରେ…

ଦମ୍ପତିଙ୍କୁ ନିଶା ସ୍ପ୍ରେ ଘରୁ ନେଇଗଲେ ଲକ୍ଷାଧିକ ଟଙ୍କା, ଆଉ ତା ପରେ

ବାଲେଶ୍ୱର ଅଫିସ,୧୭।୬: ବାଲେଶ୍ବର ଜିଲା ସୋର ଥାନା ବ୍ରାହ୍ମଣସାହି ଗାଁରେ ବୁଧବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। କେତେକ ଦୁର୍ବୃତ୍ତ ଘରେ ପଶି ପରିବାର ଲୋକଙ୍କୁ ନିଶା ଦ୍ରବ୍ୟ ସିଞ୍ଚି ମାରି ଅଚେତ କରାଇ ଦେଇ ୨୦ ଲକ୍ଷ ଟଙ୍କାର ଗହଣା…

କୋଭିଡ ନିୟମ କଡାକଡି ପାଳନ ନିର୍ଦ୍ଦେଶ: ଚାଲିଚାଲି ଯାଇ ସ୍ଥିତି ପରଖିଲେ ଜିଲାପାଳ

ଛତ୍ରପୁର,୧୭।୬(ଡି.ଏନ୍‌.ଏ.): କରୋନା ମହାମାରୀ ନେଇ ଲକ୍‌ଡାଉନ୍‌ ଉଠି ନ ଥିବା ବେଳେ କଟକଣା କୋହଳ ହୋଇଛି। ଏଣୁ ସମସ୍ତେ କୋଭିଡ ନିୟମ ମାନିବାକୁ ବାଧ୍ୟତାମୂଳକ ଏହାକୁ କଡାକଡି ଭାବେ ଏନ୍‌ଫୋର୍ସମେଣ୍ଟ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସମସ୍ତ ଅଧିକାରୀଙ୍କୁ…

କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ଗଞ୍ଜାମରୁ ୩ ଜୀବନ ନେଲା

ଛତ୍ରପୁର,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ବ୍ରେକ ଲାଗୁନି। ପୁଣି ଜିଲାର ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଜିଲାରୁ ୬୧ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା ଅନୁସାରେ କରୋନାର…

ଲକ୍‌ଡାଉନ୍‌ ନିୟମ ଉଲ୍ଲଙ୍ଘନ ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରରେ ଲକ୍‌ଡାଉନ୍‌ ନିୟମ ଉଲ୍ଲଙ୍ଘନ ହୋଇଥିବା ଦେଖିବାକୁ ମିଳିଛି । ଏନେଇ ଛତ୍ରପୁର ଏନ୍‌ଏସି କର୍ତ୍ତୃପକ୍ଷ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଛତ୍ରପୁର ଅରବିନ୍ଦ ସ୍କୁଲ ନିକଟରେ ଥିବା ଟୁର ଆଣ୍ଡ ଟ୍ରାଭେଲସ ଦୋକାନୀ କରୋନା ଗାଇଡ୍‌ଲାଇନ୍‌…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ: ୧୦ ଆହତ

ସୋର,୧୭ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନସ୍ଥ ଆଟପୁର ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରକ୍ତାକ୍ତ ସଂଘର୍ଷ ଘଟିଛି। ଏଥିରେ ୧୦ ଜଣ ଆହତ ହୋଇ ସୋର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହି ଗ୍ରାମର ଅକ୍ଷୟ…

ରାସ୍ତା ଅବରୋଧ କଲେ ଚାଷୀ

କଣ୍ଟାମାଳ,୧୭ା୬(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ- ମନମୁଣ୍ଡା ରାସ୍ତା ଚାଷୀଙ୍କ ଦ୍ବାରା ଅବରୋଧ ହୋଇଛି । ସକାଳ ୮ଟାରୁ ସିମିଳିପଦର ପେକ୍ସରେ ଧାନ ନ ଉଠିବାରୁ ଚାଷୀ ରାସ୍ତାକୁ ଅବରୋଧ କରିଛନ୍ତି। ୧ରୁ ୧୦ ତାରିଖ ଯାଏ ଟୋକନ ପାଇଥିବା ଚାଷୀ ଧାନ…

ଜିଲାପାଳଙ୍କ ପୋତାଗଡ଼ ପରିଦର୍ଶନ: ସ୍ମାର୍ଟ ପାର୍କ ନିର୍ମାଣ କାର୍ଯ୍ୟକୁ ପ୍ରାଥମିକତା

ଗଞ୍ଜାମ,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ସହର ସ୍ଥିତ ଐତିହାସିକ ପୋତାଗଡ଼ ପରିଦର୍ଶନରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ। ଗୁରୁବାର ଜିଲାପାଳଙ୍କ ସମେତ ଉପଜିଲାପାଳ, ତହସିଲଦାର, ବିଡ଼ିଓ ଓ ଏନ୍‌ଏସି ଇଓ ପୋତାଗଡ଼ ପରିଦର୍ଶନ କରିଥିବା ଜଣାପଡ଼ିଛି। କରୋନା ପାଇଁ ପୋତାଗଡ଼ ପୁନଃଉଦ୍ଧାର କାର୍ଯ୍ୟ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?