ଆମ ଜିଲା ଖବର

ଦାନା ଚିନ୍ତାରେ ଦୁଗ୍ଧଚାଷୀ

ଛେଣ୍ଡିପଦା,୧୭।୬: ଉତ୍ପାଦିତ ଦୁଗ୍ଧ ନେଉଥିଲା ଓମଫେଡ୍‌। ପ୍ରତି ୧୦ ଦିନରେ ବ୍ୟାଙ୍କ ଖାତାକୁ ଆସୁଥିଲା ଅର୍ଥ। ତେଣୁ ଋଣ ଶୁଝିବା ଓ ଗାଈ ପାଇଁ ଦାନା କିଣିବାରେ ହେଉ ନ ଥିଲା ଅସୁବିଧା। ହେଲେ ପରିଚାଳନାଗତ ଅବ୍ୟବସ୍ଥା ଯୋଗୁ ୮ ମାସ…

ଏମ୍‌କେସିଜି ମେଡିକାଲରେ ଅଦ୍ଭୁତ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୧୭ା୬: ବ୍ରହ୍ମପୁର ବଡ଼ ମେଡିକାଲରେ ବୁଧବାର ଏକ ଅଦ୍ଭୁତ ଶିଶୁ ଜନ୍ମ ହୋଇଛି। ଶିଶୁର ନାକ ନ ଥିବା ବେଳେ ଗୋଟିଏ ଜାଗାରେ ଦୁଇଟି ଆଖି ରହିଛି। ଶିଶୁକନ୍ୟାଟି ମୃତ ଅବସ୍ଥାରେ ଜନ୍ମ ହୋଇଥିବା ଏମ୍‌କେସିଜି ମେଡିକାଲ ବରିଷ୍ଠ ଶିଶୁରୋଗ…

ବିଶ୍ୱର ୫୦ ସହର ମଧ୍ୟରେ ରାଉରକେଲା

ରାଉରକେଲା ଅଫିସ, ୧୭ା୬: ‘ବ୍ଲୁମବର୍ଗ-୨୦୨୧ ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ’ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ରାଉରକେଲା ସହର ଚୂଡ଼ାନ୍ତ ପର୍ଯ୍ୟାୟକୁ ମନୋନୀତ ହୋଇଛି। ଫଳରେ ଏହି କାର୍ଯ୍ୟକ୍ରମ ଅଧୀନରେ ବିଶ୍ୱର ୫୦ଟି ପ୍ରମୁଖ ସହର ମଧ୍ୟରେ ରାଉରକେଲା ସ୍ଥାନ ପାଇଛି। କୋଭିଡ୍‌…

ପରୀ ପରେ ବେବିନାଙ୍କୁ ହତ୍ୟା

ନୟାଗଡ଼ ଅଫିସ/ଦଶପଲ୍ଲା, ୧୭ା୬(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ବାଣିଗୋଛା ଥାନା ନୂଆଗଁା ପଞ୍ଚାୟତ ଧୁନ୍ଦୁଗାଡିଆ ଗଁାର ୫ ବର୍ଷୀୟା ଶିଶୁକନ୍ୟା ବେବିନା ନାୟକଙ୍କୁ ହତ୍ୟା କରାଯାଇଛି। ବେବିନାଙ୍କ ହତ୍ୟା ପରୀ ହତ୍ୟାକାଣ୍ଡକୁ ମନେ ପକାଇ ଦେଇଛି। ଏହି ଘଟଣାରେ ପୋଲିସ…

୧୧ ବନ୍ଧୁକ, ୫୧ ଗୁଳି ଜବତ: ୪ ଗିରଫ

କଟକ ଅଫିସ,୧୭ା୬: ଓଡ଼ିଶା ପାଲଟିଛି ଚୋରା ବନ୍ଧୁକର ଭଣ୍ଡାର। ଗ୍ୟାଙ୍ଗ୍‌ଷ୍ଟର ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟର ଖୋଳତାଡ କରୁକରୁ କମିଶନରେଟ୍‌ ପୋଲିସକୁ ମିଳିଳାଣି ବିପୁଳ ପରିମାଣର ବନ୍ଧୁକ ଓ ଗୁଳି। ଅନୁଗୋଳ ଜିଲା ତାଳଚେରର ଟୁକୁନା ସ୍ବାଇଁ ଧରାପଡିବା ପରେ ଧଳସାମନ୍ତ…

ଅସୁରକ୍ଷିତ ବେଦାନ୍ତ ଖଣି ତଦନ୍ତ ଆଜିଠୁ

ଯାଜପୁର ଅଫିସ,୧୭ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ରହିଛି। ଏନେଇ ହୋଇଥିବା ଅଭିଯୋଗ ଉପରେ ଗୁରୁବାରଠାରୁ ତଦନ୍ତ ଆରମ୍ଭ ହେବ। ଏ ସଂକ୍ରାନ୍ତରେ ଭାରତ ସରକାରଙ୍କ ଡାଇରେକ୍ଟର ଜେନେରାଲ ଅଫ୍‌…

ବାଲେଶ୍ୱରର ଜଣେ ବରିଷ୍ଠ ଶିକ୍ଷାବିତଙ୍କ ପରଲୋକ

ବାଲେଶ୍ବର ଅଫିସ,୧୭।୭: ବାଲେଶର ଜିଲାର ଜଣେ ବରିଷ୍ଠ ଶିକ୍ଷାବିତ ଓ ସତ୍ୟସାଇ ଇଞ୍ଜିନିୟରିଂ କଲେଜର ପରିଚାଳନା ନିର୍ଦ୍ଦେଶକ ତଥା ଯୁବ ନେତା ବେଣୁମାଧବ ପଣ୍ଡାଙ୍କ ପରଲୋକ ଘଟିଛି। ବୁଧବାର ରାତି ପ୍ରାୟ ୧୨ଟାରେ ତାଙ୍କର ହାଇଦ୍ରାବାଦ ସ୍ଥିତ ଏକ ଘରୋଇ ହସ୍ପିଟାଲରେ…

ଗଛରେ ପିଟିହେଲା ପୋଲିସ ଭ୍ୟାନ୍‌

ସୁନ୍ଦରଗଡ଼,୧୬।୬: ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କାଲୋବାହାଲ ନିକଟରେ ବୁଧବାର ଏକ ପୋଲିସ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ ପିଟି ହୋଇଛି। ଘଟଣାସ୍ଥଳରେ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଗାଡ଼ିରେ ଥିବା ଡ୍ରାଇଭରଙ୍କ…

ପ୍ରେମ ବିବାଦର ସମାଧାନ କରିବାକୁ ଯାଇ ଅଡ଼ୁଆରେ ବିଧାୟକଙ୍କ ପୁଅ

କେନ୍ଦୁଝର/ଆନନ୍ଦପୁର,୧୬ା୬(ସ୍ବ.ପ୍ର.): ଏକ ପ୍ରେମ ବିବାଦର ସମାଧାନ କରିବାକୁ ଯାଇ କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରୀ ନାରାୟଣ ପାତ୍ରଙ୍କ ପୁଅ ଦେବାଶିଷ ପାତ୍ର ଅଡୁଆରେ ପଡ଼ିଛନ୍ତି। ମାମଲା ଚପାଇ ଦେବା ପାଇଁ ପ୍ରତାରଣାର ଶିକାର…

ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଆଉ ନାହାନ୍ତି ଆକ୍ରାନ୍ତ

ବରଗଡ଼ ଅଫିସ୍‌,୧୬।୬: ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହିଥିବା କୋଭିଡ୍‌ ହସ୍ପିଟାଲରେ ଆଉ କେହି ଆକ୍ରାନ୍ତ ନାହାନ୍ତି। ଏନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ବୁଧବାର ସୂଚନା ଦେଇଛନ୍ତି । ଅନ୍ୟପକ୍ଷେ…

ବେକରେ ରଶି ଲଗାଇ ଗାଁରେ ବୁଲାଇଲା କଙ୍ଗାରୁ କୋର୍ଟ

ଝାରସୁଗୁଡ଼ା ଅଫିସ,୧୬ା୬: ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ଥାନା, କୋର୍ଟ ଆଦିର ବ୍ୟବସ୍ଥା ରହିଛି। କିନ୍ତୁ ଲୋକେ ଏହା ନ କରି ଆଇନ ହାତକୁ ନେଇ କଙ୍ଗାରୁ କୋର୍ଟରେ ଦୋଷୀଙ୍କୁ ଦଣ୍ଡ ଦେଉଛନ୍ତି। ଏଭଳି ଏକ ଘଟଣା ଘଟିଛି ଝାରସୁଗୁଡ଼ା ଜିଲା…

ଜୁଲାଇ ୨୫ ପର୍ଯ୍ୟନ୍ତ ମିଳିବ ନାହିଁ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୬।୬: ପୁରୀ ମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କରୋନା କଟକଣା ପାଇଁ ଶ୍ରୀମନ୍ଦିରକୁ ଜୁନ ୧୭ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥିବା ବେଳେ ଏହାର ଅବଧିକୁ ଆହୁରି ବୃଦ୍ଧି କରିବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?