ଆମ ଜିଲା ଖବର

ଶହେ ଶିବଲିଙ୍ଗର ଗାଁ

ଭଦ୍ରକ ଅଫିସ, ୮।୯-ଷ୍ଟାଦଶ ଶତାବ୍ଦୀର ଭଗ୍ନାବଶେଷର ମୂକସାକ୍ଷୀ ନରେନ୍ଦ୍ରପୁର। ଭଦ୍ରକ ଜିଲା ତିହିଡ଼ି ବ୍ଲକ ନରେନ୍ଦ୍ରପୁର ପଞ୍ଚାୟତର ଏହି ଗ୍ରାମ ଶହେ ଶିବଲିଙ୍ଗର ଗାଁ ଭାବେ ପରିଚିତ। ବିଭିନ୍ନ ପୌରାଣିକ କୀର୍ତ୍ତିକୁ ନେଇ ସମୃଦ୍ଧ ନରେନ୍ଦ୍ରପୁର ୨୦୧୬ରେ ପର୍ଯ୍ୟଟନ ସ୍ଥଳୀର ମାନ୍ୟତା…

ମତୁଆଲା କରେ ଐଶାନୀଙ୍କ ତବଲା ବାଦନ

ବାଲେଶ୍ୱର ଅଫିସ, ୮।୯-ବୟସ ତାଙ୍କୁ ୯। ଏଇ ବୟସରୁ ତବଲା ବାଦନ କରି ଶ୍ରୋତାଙ୍କୁ ମତୁଆଲା କରି ଦେଉଛନ୍ତି। ନିଜର ପ୍ରତିଭା ପ୍ରଦର୍ଶନ କରି ଦି ନ୍ୟାଶନାଲ ଏକାଡେମୀ ଫର୍‌ ଆର୍ଟ ଏଜୁକେଶନ (ମହାରାଷ୍ଟ୍ର) ପକ୍ଷରୁ ‘ଇଣ୍ଡିଆ ଷ୍ଟାର ଆଇକନ୍‌ କିଡ୍‌ସ…

ଦୁଇ ରାତି ପୂଜା କରିଥାନ୍ତି ଛଉ କଳାକାର

ବାରିପଦା ଅଫିସ,୮।୯- ମା’ ଅମ୍ବିକା। ବାରିପଦାର ଅଧିଷ୍ଠାତ୍ରୀ ଦେବୀ। ମା’ ଡାକିଦେଲେ ମିଳିଯାଏ ଅଭୟ, ପୂରଣ ହୁଏ ମନସ୍କାମନା। ଏହି ବିଶ୍ୱାସ ନେଇ ରାଜ୍ୟ ଆଉ ରାଜ୍ୟ ବାହାରୁ ଏଠାକୁ ଛୁଟି ଆସନ୍ତି ଶ୍ରଦ୍ଧାଳୁ। ବହୁ କଥା ଆଉ ଗାଥାର ଗନ୍ତାଘର…

ଶ୍ରୀହୀନ ଗଡ଼ଖାଇ, ରାଜବାଟୀ

କେନ୍ଦୁଝର, ୮।୯(ସ୍ବ.ପ୍ର.)-ଚୂଳିଆ ପାହାଡ଼ରୁ ଜୁଡିଆ ଘାଟି ପର୍ଯ୍ୟନ୍ତ ବିସ୍ତୃତ ପର୍ବତ ପାଦ ଦେଶରେ ବିଦ୍ୟମାନ କେନ୍ଦୁଝର ପୁରାତନ ରାଜବାଟୀ। ଏହାର ସୁରକ୍ଷା ପାଇଁ ପଶ୍ଚିମ ଓ ପୂର୍ବରେ ରହିଛି ୨ଟି ଗଡ଼ଖାଇ। ଅନ୍ୟ ଦୁଇ ପାର୍ଶ୍ୱରେ ସୁଉଚ୍ଚ ପର୍ବତମାଳା। ବାହ୍ୟଶତ୍ରୁ ଆକ୍ରମଣରୁ…

ଫେକ୍‌ ଆକାଉଣ୍ଟରେ ନାବାଳିକାଙ୍କ ଅଶ୍ଳୀଳ ଫଟୋ, ଯୁବକ ଗିରଫ

ପାଟଣା, ୮।୯(ସ୍ବ. ପ୍ର.): ଫେସବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି କେନ୍ଦ୍ରାପଡା ଟାଉନ ଥାନା ଅଞ୍ଚଳର ଜଣେ ନାବାଳିକା ଓ ତାଙ୍କ ମା’ ବାପାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କରିବା ସହ ବାରମ୍ବାର ଧମକ ଦେଉଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ କେନ୍ଦୁଝର…

ବିଶାଖାପାଟଣାରୁ ଗିରଫ ପରେ ଚୌଦ୍ୱାର ଜେଲ ଗଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ବିଧାୟକ ଏମ୍‌.ଭି. ପ୍ରସାଦ

କଟକ ଅଫିସ,୭।୯: ଅନ୍ଧ୍ରପ୍ରଦେଶର ପୂର୍ବତନ ବିଧାୟକ ଏମ୍‌.ଭି. ପ୍ରସାଦଙ୍କୁ ମଙ୍ଗଳବାର ଚୌଦ୍ୱାର ଜେଲ ପଠାଇ ଦିଆଯାଇଛି। ଚିଟ୍‌ଫଣ୍ଡ ଠକେଇ ମାମଲାରେ ତାଙ୍କୁ ସୋମବାର ବିଶାଖାପାଟଣାରୁ ଗିରଫ କରାଯାଇଥିଲା। କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଶାଖା ପକ୍ଷରୁ ତାଙ୍କୁ ସ୍ବତନ୍ତ୍ର ଚିଟ୍‌ଫଣ୍ଡ କୋର୍ଟରେ ହାଜର କରାଯିବା…

ପୋଖରୀକୁ ଗାଧୋଇବାକୁ ଯାଇ ଫେରିଲେନି ବାପା-ଝିଅ

ନୂଆପଡ଼ା ଅଫିସ, ୭।୯: ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି ବାପା ଝିଅ। ଏଭଳି ଅଭାବନୀୟ ଘଟଣା ଘଟିଛି ନୂଆପଡା ସଦର ଥାନା ନୂଆପଡା ଏନଏସିର ୮ ନଂ. ୱାର୍ଡ ସାଲେଭଟା ଗାଁରେ। ସୋମବାର ପୂର୍ବାହ୍ନରେ ଗାଁର ରୋହିତ ମାଝି ୫…

କୋଲକାତାରୁ ଓ୍ବେବ୍‌ ପୋର୍ଟାଲ ମୁଖ୍ୟ ରାଜ୍‌ ଗିରଫ

ଭୁବନେଶ୍ୱର(ବ୍ୟୁରୋ)/ବାରଙ୍ଗ,୭।୯(ଡି.ଏନ୍‌.ଏ.): ଦୁଇ ବ୍ୟବସାୟୀଙ୍କୁ ମୁଣ୍ଡଜାମିନ ରଖି ଅମାନୁଷିକ ନିର୍ଯାତନା ଦେବା ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ତଥା ଲାଇଭ୍‌ କଳିଙ୍ଗ ୱେବ୍‌ ପୋର୍ଟାଲର ସିଇଓ ରଘୁନାଥ ସାହୁ ଓରଫ ରାଜ୍‌ଙ୍କୁ ସୋମବାର କମିଶନରେଟ ପୋଲିସ କୋଲକାତାରୁ ଗିରଫ କରିଛି। ଏହି…

ରୋଡ୍‌ ଶୋ’, ବାଇକ୍‌ ରାଲି ଉପରେ କଟକଣା

ପୁରୀ ଅଫିସ, ୭।୯: ପିପିଲି ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ସୋମବାର ପୁରୀ ଜିଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ପ୍ରଦକ୍ଷିଣ ଗୃହ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି,…

୧୩ରେ କଟକ ବନ୍ଦ

କଟକ ଅଫିସ, ୭।୯: ଦୁର୍ଗାପୂଜା ପାଇଁ ପ୍ରତିମା ଉଚ୍ଚତା ୪ଫୁଟରେ ସୀମିତ ରଖିବା ଓ ପରଦା ଆବଦ୍ଧରେ ପୂଜା କରିବାକୁ ରାଜ୍ୟ ସରକାର ନିୟମାବଳୀ ଜାରି କରିଛନ୍ତି। ଏହାକୁ ବିରୋଧ କରି ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଆସନ୍ତା ୧୩ତାରିଖରେ…

ଅଣଓଡ଼ିଆ ଠିକାସଂସ୍ଥା କବ୍‌ଜାରେ ନିଯୁକ୍ତି

ଯାଜପୁର ଅଫିସ,୭।୯: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଓଡ଼ିଆ ଓ ଅଣଓଡ଼ିଆ ଠିକାସଂସ୍ଥା ଦ୍ୱାରା ସ୍ଥାନୀୟ ନିଯୁକ୍ତିକୁ ନେଇ ଏକ ରୋଚକ ତଥ୍ୟ ହସ୍ତଗତ ହୋଇଛି। ଏଠାରେ ୧୮୪ ଓଡ଼ିଆ ଠିକାସଂସ୍ଥା ଦ୍ୱାରା ୬,୧୯୫ ଓ ୩୬୪ ଅଣଓଡ଼ିଆ ଠିକାସଂସ୍ଥା ଦ୍ୱାରା…

ଆକର୍ଷଣୀୟ ହେବନି ଆରାଧନା

ବଅଁରପାଳ,୭ା୯ ଦିନ କେଇଟା ପରେ ବିଶ୍ୱକର୍ମା ପୂଜା। ମହାମାରୀ କରୋନା ବ୍ୟାପୁ ନ ଥିଲେ ଏତେବେଳକୁ ଚଳଚଞ୍ଚଳ ହୋଇଉଠିଥାନ୍ତା ଅନୁଗୋଳ ଜିଲାର ନାଲ୍‌କୋନଗର। ଚମତ୍କାର ସାଜସଜ୍ଜା ସହ ପ୍ରତିଯୋଗିତାମୂଳକ ପୂଜାମଣ୍ଡପ, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ ରହିଥାନ୍ତେ ସ୍ମେଲଟର ଓ ସିପିପି ପ୍ଲାଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?