ଆମ ଜିଲା ଖବର

ନିଉତା ବାଣ୍ଟିଲେ ହନୁମାନ

ସମ୍ବଲପୁର,୧୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହରେ ସାମିଲ ହେବାକୁ ସୋମବାର ହନୁମାନ ନିଉତା (ଗୁଆଗୁଣ୍ଡା) ବିଧି ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ ବୀର ହନୁମାନ ଭକ୍ତଙ୍କ ଗହଣରେ ଦେବଦେବୀଙ୍କୁ ନାରିକେଳ, ଗୁଆ, ପଇତା, ହଳଦୀ, ମିଷ୍ଟାନ୍ନ, ବସ୍ତ୍ର…

ଟ୍ୟାଙ୍କର ଧକ୍କାରେ ବାଇକ୍‌ ଚାଳକଙ୍କ ଜୀବନ ଗଲା

ଝାରସୁଗୁଡ଼ା ଅଫିସ,୧୪ା୬: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅନ୍ତର୍ଗତ ୪୯ନଂ. ଜାତୀୟ ରାଜପଥ ସନ୍ୟାସୀପାଲି ଛକରେ ସୋମବାର ଏକ ଟ୍ୟାଙ୍କର ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ସନ୍ୟାସୀପାଲି ଗ୍ରାମର ଦୀନବନ୍ଧୁ ମାଝି (୫୦)। ସ୍ଥାନୀୟ ଲୋକେ…

ପ୍ରତି ଜିଲାରେ ହେବ ଲୋକକଳା ସ୍ବୟଂସହାୟକ ଗୋଷ୍ଠୀ

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଂସ୍କୃତି କାର୍ଯ୍ୟାଳୟ ପକ୍ଷରୁ ସୋମବାର ୱେବନାର ମାଧ୍ୟମରେ ତୃତୀୟ ଲୋକକଳା ଦିବସ ପାଳିତ ହୋଇଯାଇଛି ଜ଼ିଲା ସଂସ୍କୃତି ଅଧିକାରୀ ଅକ୍ଷୟ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ ସଂସ୍କୃତି ବିଭାଗର ପୂର୍ବତନ ସହକାରୀ ନିର୍ଦ୍ଦେଶକ ଡ଼.…

ସିଏସ୍‌ଓ ଅଫିସରେ ଗଜାଧାନ ଗଦାଇଲେ ଚାଷୀ

ବରଗଡ଼ ଅଫିସ,୧୪।୬: ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକ ମାସରୁ ଊର୍ଦ୍ଧ୍ବ ସମୟ ବିତି ଗଲାଣି। ମାତ୍ର ଧାନ କିଣାବିକା ସମସ୍ୟା ଅସମାହିତ ହୋଇ ରହିଯାଇଛି। ଟୋକନରେ ତ୍ରୁଟି, ଟୋକନ ଅବଧି ହ୍ରାସ ଏବଂ ଟୋକନ ଅବଧି ଶେଷ…

ଟିକା ନେବାକୁ ଡରୁଛନ୍ତି ଲୋକେ

ବୁଗୁଡ଼ା,୧୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଟିକା ନେବାକୁ ଲୋକେ ଡରୁଛନ୍ତି l ଏହି ପଞ୍ଚାୟତର ଦୁଇଟି ଆଦିବାସୀ ଗ୍ରାମ ମରେଇପଲ୍ଲୀ ଓ ଡାହାଣୀପଲ୍ଲୀର ଜଣେ ବି ଲୋକ ଟିକା ନେବାକୁ ଆସି ନ ଥିବା ବେଳେ…

କୋଭିଡ୍‌ ନିୟମ ଉଲ୍ଲଘଂନ: ୫ ଦୋକାନ ସିଲ୍‌

କେସିଙ୍ଗା,୧୪।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର କୋଭିଡ୍‌ ନିୟମ ଉଲ୍ଲଘଂନ ନେଇ ୫ଟି ଦୋକାନକୁ ସୋମବାର ଏନ୍‌ଏସି ପ୍ରଶାସନ ପକ୍ଷରୁ ସିଲ କରାଯାଇଛି । ଉକ୍ତ ୫ ଟି ଦୋକାନକୁ ଏନ୍‌ଏସିର ନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କ ନେତୃତ୍ୱରେ ଚଢ଼ାଉ କରି…

ଗଞ୍ଜାମରେ କରୋନା ମୃତ୍ୟୁସଂଖ୍ୟା ୩୦୦ ଛୁଇଁଲା

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି। ଏଥିସହ କରୋନାରୁ ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ମାତ୍ର ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉ ନାହିଁ। ଗଞ୍ଜାମରେ କରୋନା ଜନିତ ମୃତ୍ୟୁ…

ଛତ୍ରପୁର ଅଞ୍ଚଳରେ ବଢୁଛି ବେଆଇନ ଇଟା ଭାଟି

ଛତ୍ରପୁର,୧୪।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଛତ୍ରପୁର ତହସିଲ ଅଞ୍ଚଳରେ ଦୀର୍ଘ ବର୍ଷ ଧରି ବେଆଇନ ଇଟା, ବାଲି, ମାଟି ବ୍ୟବସାୟ କାରବାର ବୃଦ୍ଧି ପାଉଛି। ସେହିପରି ପୋଟଲାମପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ୧ କି.ମି ଦୂରରେ ବହୁ ଦିନ ଧରି ବେଆଇନ ଭାବେ…

ଟ୍ରକକୁ ପଛପଟୁ ପିଟିଲା ବୋଲେରୋ, ଚାଲିଗଲା ୨ ଜୀବନ

ପାଟଣା,୧୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନଂ. ଜାତୀୟ ରାଜପଥ ତୁରୁମୁଙ୍ଗାସ୍ଥିତ ପେଟ୍ରୋଲ ପମ୍ପ ନିକଟରେ ରବିବାର ବିଳମ୍ବିତ ରାତିରେ ଠିଆ ହୋଇଥିବା ଏକ ଟ୍ରକକୁ ପଛ ପଟୁ ବୋଲେରୋ ଆସି ଧକ୍କା…

ବିନା ମଉଜରେ ରଜ

ସାତମାଇଲ, ୧୪।୬: ସ୍ଥିତି ଠିକ୍‌ ଥିଲେ ଏତେବେଳକୁ କମ୍ପୁଥାଆନ୍ତା ମହୋତ୍ସବ ପଡ଼ିଆ। ବନ୍ଧା ସରନ୍ତାଣି ଦୋଳି। ପସରା ମେଲାଇ ସାରନ୍ତେଣି ବ୍ୟବସାୟୀ। ଖୋଲି ସାରିଥାଆନ୍ତା ମିନାବଜାର। ବନ୍ଧୁବାନ୍ଧବଙ୍କ ଗହଳିଚହଳିରେ ଫାଟି ପଡୁଥାଆନ୍ତା ଘରଦ୍ୱାରା। ହେଲେ ଭୂତାଣୁ ପାଇଁ ଗତବର୍ଷ ଭଳି ଏଥର…

ମୁଖ୍ୟ ଚାଷକୁ ଫେରିବ ମାଣ୍ଡିଆ

ଅନୁଗୋଳ ଅଫିସ, ୧୪ା୬: ଅନୁଗୋଳ ଜିଲାର ଖେତକୁ ଫେରିବ ମାଣ୍ଡିଆ। ମୁଖ୍ୟ ଚାଷରେ ପୁଣି ଯୋଡ଼ିହେବ ଏହି ଫସଲ। ଚାଉଳ ପରି ଏହାର ଚାହିଦା ବଢ଼ୁଥିବାରୁ ଆବଶ୍ୟକ ପ୍ରୋତ୍ସାହନ ଦେବ ଜିଲା ପ୍ରଶାସନ। ଓଡ଼ିଶା ସରକାର ଏଥିପାଇଁ ଅନୁମତି ଦେଇ ସାରିଛନ୍ତି।…

ମନଇଚ୍ଛା ଦର ନେଉଛନ୍ତି ଘରୋଇ ଆମ୍ବୁଲାନ୍ସ

ପୁରୀ ଅଫିସ,୧୪ା୬: ରାଜ୍ୟ ସରକାର ସାଧାରଣ ଆମ୍ବୁଲାନ୍ସ ସେବା ପାଇଁ ପ୍ରତି ୧୦ କିଲୋମିଟରକୁ ୭୫୦ ଟଙ୍କା ଭଡ଼ା ଧାର୍ଯ୍ୟ କରିଛନ୍ତି। ଏହାପରେ କି.ମି. ପିଛା ୩୦ ଟଙ୍କା ନିର୍ଦ୍ଧାରିତ ହୋଇଥାଏ। ଯେଉଁ ଆମ୍ବୁଲାନ୍ସରେ ଲାଇଫ୍‌ ସପୋର୍ଟ ସିଷ୍ଟମ ଥାଏ, ତା’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?