ଆମ ଜିଲା ଖବର

ରାସ୍ତାକୁ ଚାଲି ଆସିଲା ଗାଈ, ଓଲଟିଲା କାର

ସୁନ୍ଦରଗଡ଼,୧୩।୬: ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥ-୧୦ର କରମଡିହି ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ କାର୍‌ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ କାରରେ ବସିଥିବା ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇଛନ୍ତି।…

ପଦ୍ମଫୁଲ ତୋଳିବା ହେଲା କାଳ

ଝାରସୁଗୁଡ଼ା ଅଫିସ୍‌,୧୩।୬: ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ତାଳବେର୍ଣ୍ଣା ଗ୍ରାମର ଏକ ପୋଖରୀରେ ରବିବାର ପଦ୍ମଫୁଲ ତୋଳିବାକୁ ଯାଇଥିବା ଜଣେ ବ୍ୟକ୍ତି ପାଣିରେ ବୁଡି ପ୍ରାଣ ହରାଇଛନ୍ତି। ମୃତକ ହେଲେ ଚାରପାଲି ନୂଆଗାଁର ଯୁଧିଷ୍ଟିର ରୋହିଦାସ(୪୮)। ଏନେଇ ତାଙ୍କ ପୁଅ…

କଟକରୁ ଲମ୍ବିଛି ନକଲି ଔଷଧର ଚେର

ଝାରସୁଗୁଡା ଅଫିସ୍‌,୧୩।୬: ହିମାଞ୍ଚଳ ପ୍ରଦେଶର ମ୍ୟାକ୍ସ ରିଲିଫ୍‌ ହେଲ୍‌ଥ କେୟାର କମ୍ପାନୀର ନକଲି ଔଷଧର ଚରେ କଟକରୁ ଲମ୍ବିଛି ଝାରସୁଗୁଡ଼ା। ଏହା ଜଣାପଡିବା ପରେ ଝାରସୁଗୁଡା ଜିଲା ଭେଷଜ ନୀରିକ୍ଷଣ ବିଭାଗ ଓ ପୋଲିସର ମିଳିତ ଉଦ୍ୟମରେ ଜିଲାର ବିଭିନ୍ନ ଔଷଧ…

ବୋମାମାଡ଼ କରି ବିଜେଡି ନେତା ଗିରଫ

ଗୋପାଳପୁର,୧୩ା୬: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ଗତ ୧୦ ତାରିଖରେ ୨ ଗୋଷ୍ଠୀ ମଧ୍ୟରେ ବୋମାମାଡ଼ ହୋଇଥିଲା। ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ରବିବାର ଜଣେ ବିଜେଡି ନେତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ସମ୍ଭାବ୍ୟ ତୃତୀୟ ଲହର ମୁକାବିଲା: ଗଞ୍ଜାମରେ ଚାଲିଛି ଶିଶୁଙ୍କ କୋଭିଡ୍‌ ଲକ୍ଷଣ ଯାଞ୍ଚ

  ଛତ୍ରପୁର,୧୩।୬(ଡି.ଏନ୍‌.ଏ.): ଆଗାମୀ ଦିନରେ କରୋନାର ତୃତୀୟ ଲହରରେ ଶିଶୁମାନେ ବେଶି ସଂକ୍ରମିତ ହେବା ନେଇ ବିଶେଷଜ୍ଞମାନେ ମତ ରଖିଛନ୍ତି। ଏହି ପରିପ୍ରେକ୍ଷୀରେ କରୋନା ସଂକ୍ରମଣଠାରୁ ଶିଶୁମାନଙ୍କୁ ଦୂରେଇ ରଖିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ତରଫରୁ ଜିଲାର ସମସ୍ତ ଘରକୁ…

ଗଞ୍ଜାମର ୬.୪୩ ଲକ୍ଷ ନେଲେଣି ପ୍ରଥମ ଡୋଜ୍‌ ଟିକା

ଛତ୍ରପୁର,୧୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅପରପକ୍ଷରେ କରୋନା ଟିକାକରଣ ଉପରେ ଜିଲା ପ୍ରଶାସନ ଗୁରୁତ୍ୱ ଦେଉଛନ୍ତି। ଜିଲାରେ ଶନିବାର ସୁଦ୍ଧା ୬ ଲକ୍ଷ ୪୩ ହଜାର ୮୮୧ ଜଣଙ୍କୁ ଟିକାର ପ୍ରଥମ ଡୋଜ୍‌…

ପରିତ୍ୟକ୍ତ କୂଅରୁ ଆସୁଥିଲା ଦୁର୍ଗନ୍ଧ, ପୋଲିସ ଖୋଜିବା ପରେ ଯାହା ମିଳିଲା…

ସୁନ୍ଦରଗଡ଼,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ କରମଡିହି ଗ୍ରାମ ନିକଟ ବିଜୁ ଏକ୍ସପ୍ରେସ ଓ୍ବେ ରାଜ୍ୟ ରାଜପଥର ଅନତି ଦୂରରେ ଥିବା ଏକ ପରିତ୍ୟକ୍ତ କୂଅ ମଧ୍ୟରୁ ରବିବାର ଏକ ଗଳିତ ମୃତଦେହ ଜବତ ହୋଇଛି। ଗତ କିଛି ଦିନ ହେବ…

ରାତିରେ ଘରେ ଶୋଇଥିଲେ, ଏପଟେ ଲାଗିଗଲା ନିଆଁ

ଆରଡ଼ି,୧୩।୬(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓଳଗ ପଞ୍ଚାୟତର ବୋଡକ ଗାଁରେ ୩ ଭାଇଙ୍କର ୪ ବଖରା ଘର ଶନିବାର ବିଳମ୍ବିତ ରାତିରେ ସଂପୂର୍ଣ୍ଣ ଜଳିଯାଇଛି । ସୂଚନାନୁସାରେ, କିଶୋର ମାଝି, ସର୍ବେଶ୍ବର ମାଝି ଓ ବିଶ୍ବମ୍ବର ମାଝିଙ୍କ ପରିବାର…

ଜୀବନ ସହ ସଂଘର୍ଷ କରୁଛନ୍ତି ଯଦୁମଣି

ବାଣପୁର,୧୩ା୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଆୟତପୁର ପଞ୍ଚାୟତର ପାତ୍ରପୁର ଗ୍ରାମର ଯଦୁମଣି ନାୟକ(୪୫)। ସ୍ତ୍ରୀ ସୁକୁମାରୀ, ଗୋଟିଏ ଝିଅ ଓ ପୁଅ ଏବଂ ବିଧବା ମା’ଙ୍କୁ ନେଇ ତାଙ୍କ ପରିବାର। ବାହାର ରାଜ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରି ପରିବାର…

୪ବର୍ଷର ପ୍ରତିଭା ସାଇସାଗର

ଖୋର୍ଦ୍ଧା ଅଫିସ/ବେଗୁନିଆ, ୧୩ା୬(ଡି.ଏନ୍‌.ଏ.): କଥାରେ ଅଛି ତୁଳସୀ ଦୁଇପତ୍ରରୁ ବାସେ। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଦୁର୍ଗାପୁର ପଞ୍ଚାୟତ ଅନ୍ତର୍ଗତ ଗୁଡୁମ ଗଁାର କୃପାସିନ୍ଧୁ ବରାଡ଼ଙ୍କ ପୁଅ ସାଇସାଗର। ବୟସ ୪ବର୍ଷ। ଗଁା ଅଙ୍ଗନଓ୍ବାଡି କେନ୍ଦ୍ରରେ ପାଠ ପଢୁଥିବା ସାଇ ସାଗରଙ୍କ…

ଗୁଣିଗାରେଡ଼ି ସନ୍ଦେହରେ ବାପ-ପୁଅଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୩ା୬(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନା ମୁଠାଗୁଡ଼ା ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ। ବାପପୁଅଙ୍କୁ ଅତି ନିର୍ମମ ଭାବେ ଗାଁର କିଛି ଲୋକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଦ୍ୱୟ ହେଉଛନ୍ତି, ଲୁକ ଦଳବେହେରା ଓ ତାଙ୍କ ପୁଅ ଅନକ…

ହୋଟେଲ, ଭଡ଼ାଘରେ ଚାଲିଥିଲା ଦେହ ବ୍ୟବସାୟ; ଚଢାଉ କରି…

କଟକ ଅଫିସ, ୧୩ା୬: କଟକ ସହରର ଦୁଇଟି ସ୍ଥାନରେ ଶନିବାର ଦେହ ବ୍ୟବସାୟ ଚାଲିଥିବା ପୋଲିସ ଚଢାଉ କରିଥିଲା। ଉଭୟ ସ୍ଥାନରୁ ୪ ଜଣ ଯୁବତୀଙ୍କୁ ଉଦ୍ଧାର କରିବା ସହ ୪ ଜଣଙ୍କୁ ଅଟକ ରଖିଛି। ମାଲଗୋଦାମ ଥାନା ଅଧୀନ ପିଲିଗ୍ରିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?