ଆମ ଜିଲା ଖବର

ଜୀବନ ସହ ସଂଘର୍ଷ କରୁଛନ୍ତି ଯଦୁମଣି

ବାଣପୁର,୧୩ା୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଆୟତପୁର ପଞ୍ଚାୟତର ପାତ୍ରପୁର ଗ୍ରାମର ଯଦୁମଣି ନାୟକ(୪୫)। ସ୍ତ୍ରୀ ସୁକୁମାରୀ, ଗୋଟିଏ ଝିଅ ଓ ପୁଅ ଏବଂ ବିଧବା ମା’ଙ୍କୁ ନେଇ ତାଙ୍କ ପରିବାର। ବାହାର ରାଜ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରି ପରିବାର…

୪ବର୍ଷର ପ୍ରତିଭା ସାଇସାଗର

ଖୋର୍ଦ୍ଧା ଅଫିସ/ବେଗୁନିଆ, ୧୩ା୬(ଡି.ଏନ୍‌.ଏ.): କଥାରେ ଅଛି ତୁଳସୀ ଦୁଇପତ୍ରରୁ ବାସେ। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଦୁର୍ଗାପୁର ପଞ୍ଚାୟତ ଅନ୍ତର୍ଗତ ଗୁଡୁମ ଗଁାର କୃପାସିନ୍ଧୁ ବରାଡ଼ଙ୍କ ପୁଅ ସାଇସାଗର। ବୟସ ୪ବର୍ଷ। ଗଁା ଅଙ୍ଗନଓ୍ବାଡି କେନ୍ଦ୍ରରେ ପାଠ ପଢୁଥିବା ସାଇ ସାଗରଙ୍କ…

ଗୁଣିଗାରେଡ଼ି ସନ୍ଦେହରେ ବାପ-ପୁଅଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୩ା୬(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନା ମୁଠାଗୁଡ଼ା ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ। ବାପପୁଅଙ୍କୁ ଅତି ନିର୍ମମ ଭାବେ ଗାଁର କିଛି ଲୋକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଦ୍ୱୟ ହେଉଛନ୍ତି, ଲୁକ ଦଳବେହେରା ଓ ତାଙ୍କ ପୁଅ ଅନକ…

ହୋଟେଲ, ଭଡ଼ାଘରେ ଚାଲିଥିଲା ଦେହ ବ୍ୟବସାୟ; ଚଢାଉ କରି…

କଟକ ଅଫିସ, ୧୩ା୬: କଟକ ସହରର ଦୁଇଟି ସ୍ଥାନରେ ଶନିବାର ଦେହ ବ୍ୟବସାୟ ଚାଲିଥିବା ପୋଲିସ ଚଢାଉ କରିଥିଲା। ଉଭୟ ସ୍ଥାନରୁ ୪ ଜଣ ଯୁବତୀଙ୍କୁ ଉଦ୍ଧାର କରିବା ସହ ୪ ଜଣଙ୍କୁ ଅଟକ ରଖିଛି। ମାଲଗୋଦାମ ଥାନା ଅଧୀନ ପିଲିଗ୍ରିମ…

କରୋନାର ତୃତୀୟ ଲହରକୁ ନେଇ ଶିଶୁଙ୍କ ସ୍ବାସ୍ଥ୍ୟ ଜୋର୍‌ଦାର ଯାଞ୍ଚ

ବୁଗୁଡ଼ା,୧୩ା୬(ଡି.ଏନ୍‌.ଏ.): କରୋନାର ତୃତୀୟ ଲହରକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ନିର୍ଦ୍ଦେଶ ଅନୁଯାୟୀ ବୁଗୁଡା ବ୍ଲକର ବିଭିନ୍ନ ଗ୍ରାମରେ ଅଙ୍ଗନଓ୍ବାଡ଼ି ଓ ଆଶା କର୍ମୀମାନେ ଘର ଘର ବୁଲି ପରିବାରରେ ରହୁଥିବା ଶିଶୁମାନଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଜୋରଦାର କରୁଛନ୍ତି। ଏ ଅବସରରେ…

ଅମାନବୀୟ: ପଥରରେ ଛେଚି ପ୍ରେମିକାଙ୍କ ଗର୍ଭପାତ, ବିବାହିତ ଥିବା କଥା ଲୁଚାଇଥିଲେ

ପରଜଙ୍ଗ, ୧୩।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ମରଣାନ୍ତକ ଆକ୍ରମଣରେ ୯ମାସର ଗର୍ଭବତୀ ଥିବା ପ୍ରେମିକାଙ୍କ ଗର୍ଭପାତ ହୋଇଛି। ଗତ ୩ତାରିଖରେ ଏଭଳି ଅମାନବୀୟ ଘଟଣା ଘଟିଛି। ତେବେ ମାମଲା…

ପାଲଲହଡ଼ାକୁ ଅଣଦେଖା

ପାଲଲହଡ଼ା,୧୩।୬(ଡି.ଏନ୍‌.ଏ.) ଅନୁଗୋଳ ଜିଲାର ସମସ୍ତ ପେଟ୍ରୋଲ ପମ୍ପରେ କରୋନା ସଂକ୍ରମିତଙ୍କ ଲାଗି ନିଃଶୁଳ୍କ ଅକ୍ସିଜେନ ବ୍ୟବସ୍ଥା କରାଯାଇଥିବା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି। ହେଲେ ଏଥିରେ ପାଲଲହଡ଼ା ଉପଖଣ୍ଡକୁ ଅଣଦେଖା କରାଯାଇଥିବା ଅଭିଯୋଗ ହୋଇଛି। ଉପଖଣ୍ଡରେ ୯ ପେଟ୍ରୋଲ ପମ୍ପ ଥିବାବେଳେ…

ପୁରୁଣା ଉପରେ ନୂଆ ସେତୁ

ଭଦ୍ରକ ଅଫିସ, ୧୩।୬-ସାଳନ୍ଦୀ ନଦୀ ପାର ହେବା ପାଇଁ ଭଦ୍ରକ ଜିଲା କୁଆଁସଠାରେ ପୂର୍ବତନ ଏମ୍‌ପି ସ୍ବର୍ଗତ ଅର୍ଜୁନ ସେଠୀ ୨୦୦୨ରୁ ଏକ ସେତୁ ନିର୍ମାଣ କରିଥିଲେ। ଏହାର ନାମ ଅର୍ଜୁନ ସେତୁ ରଖାଯାଇଥିଲା। ଏଥିପାଇଁ କେନ୍ଦ୍ର ଜଳ ସମ୍ପଦ ବିଭାଗ…

ଚୁମ୍ବକମ୍ୟାନ ରାଜେନ୍ଦ୍ର

ସଜନାଗଡ଼, ୧୩।୬ (ଡି.ଏନ.ଏ.)-ତାଙ୍କ ଦେହରୁ ବାହାରୁଛି ଚୁମ୍ବକୀୟ ଶକ୍ତି। ଶରୀରରେ ଷ୍ଟିଲ ଚାମଚ, କଏନ ଯାହା ଲଗାଇଲେ ସେସବୁ ଲାଖି ରହୁଛି। କଥାଟା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଲୋକମାନେ ତାଙ୍କୁ ଏବେ ତାଙ୍କୁ ଚୁମ୍ବକମ୍ୟାନ୍‌ ବୋଲି ଡାକିବାକୁ ଆରମ୍ଭ…

ବର୍ଷାରେ ଧୋଇଗଲା ଡାଇଭର୍ସନ

କେନ୍ଦୁଝର, ୧୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଖଡ଼ିବାହାଳୀ ଛକ ନିକଟସ୍ଥ କଙ୍କଡାନାଳ ରାସ୍ତା ଲଘୁଚାପ ବର୍ଷାରେ ଧୋଇଯାଇଛି। ଏନେଇ ନରଣପୁର ବ୍ରାହ୍ମଣୀପାଳ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ପ୍ରକାଶ ଯେ ଉକ୍ତ ସ୍ଥାନରେ ଗତ କିଛି ଦିନ ହେବ ରେଳ ଲାଇନର…

ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଝାରସୁଗୁଡ଼ା ଅଫିସ,୧୨।୬: ଝାରସୁଗୁଡ଼ା ଜିଲା ବଡ଼ମାଲ ଥାନା ବୃନ୍ଦାମାଲ ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ପୁଅର ଟାଙ୍ଗିଆ ଚୋଟରେ ବାପାଙ୍କ ମୃତ୍ୟୁ ଘଟିିଛି। ମୃତକ ହେଲେ ସୁରଥ ମରେଇ(୬୫)। ଏ ନେଇ ମୃତକଙ୍କ ସ୍ତ୍ରୀ ନୃପତି ମରେଇ ଥାନାରେ ଏକ…

ହୋମଗାର୍ଡ଼ଙ୍କ ସହ ମିଶି ଲୁଟ କରିଥିଲେ ବୋଲେରୋ

ସୋହେଲା,୧୨।୬୫: ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଅଞ୍ଚଳରୁ ଗତ ୮ ତାରିଖ ଏକ ବୋଲେରୋ ଗାଡ଼ି ଲୁଟ୍‌ ହୋଇଥିଲା। ଶନିବାର ଏହି ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଲୁଟ ଘଟଣାରେ ସମ୍ପୃକ୍ତ ଥିବା ୩ ଜଣଙ୍କୁ ପୋଲିସ ଧରିବାରେ ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?