ଆମ ଜିଲା ଖବର

ଅକ୍ସିଜେନ ସିଲିଣ୍ଡର ବୋଝେଇ ଟ୍ରକ୍‌ରେ ଚାଲାଣ ହେଉଥିଲା କୋଟିଏ ଟଙ୍କାର ଗଞ୍ଜେଇ

ଜୟପୁର,୧୨ା୬: ପ୍ରଥମେ ପରିବା, କଣ୍ଟେନର, ମୁଢ଼ି ବସ୍ତା ଭିତରେ ଗଞ୍ଜେଇ ଚୋରାଚାଲାଣ ହେଉଥିବା ବେଳେ ଏବେ ଆଉ ଏକ ଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ ହେଉଥିବା ନଜରକୁ ଆସିଛି। ଏକ ଅକ୍ସିଜେନ ବୋଝେଇ ଟ୍ରକ୍‌ରେ ଚାଲାଣକାରୀମାନେ ଗଞ୍ଜେଇ ଚାଲାଣ କରୁଥିବା ବେଳେ…

ଆଉ ୧୦ ଦିନ ପରେ ହୋଇଥାନ୍ତା ବାହାଘର: କରୋନା ନେଇଗଲା ଜୀବନ

ବାଉଁଶୁଣୀ,୧୨ା୬: ବାହାଘର ଥିଲା ଆଉ ୧୦ ଦିନ । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିଲା। ହେଲେ ବାହା ହେବାକୁ ଥିବା ଯୁବକ ଜଣକ କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଛନ୍ତି। ଏଭଳି ଏକ ଘଟଣା ଘଟିଛି ବୌଦ୍ଧ ଜିଲା କଣ୍ଟାମାଳ…

ବିନା ଭକ୍ତରେ ହେବ ସ୍ନାନ ଯାତ୍ରା

ପୁରୀ ଅଫିସ,୧୨ା୬: ଚଳିତମାସ ୨୪ ତାରିଖରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ । ତେବେ କରୋନା କଟକଣା ଭିତରେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ମହାପ୍ରଭୁ ସ୍ନାନ କରିବେ। ପୁରୀ ଜିଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ…

ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ

କଟକ ଅଫିସ,୧୨।୬: ଝାରପଡ଼ା ଜେଲ୍‌ରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଷଷ୍ଠ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିବା ପରେ ଶନିବାର ସେ ଜେଲରୁ ବାହାରିଛନ୍ତି। ତେବେ ଜେଲରୁ ବାହାରିବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସେ କୌଣସି ପ୍ରତିକ୍ରିୟା…

ବାପାଙ୍କ ଉନ୍ମତ୍ତକାଣ୍ଡ: ସାଢ଼େ ୩ ବର୍ଷର ଝିଅକୁ ହତ୍ୟା ପରେ ଅନ୍ୟ ୩ ଝିଅ, ସ୍ତ୍ରୀକୁ ହତ୍ୟା ଉଦ୍ୟମ

ସମ୍ବଲପୁର,୧୨।୬(ବ୍ୟୁରୋ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧୀନ ଯୌତୁକବାହାଲ ଗାଁରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ତାଙ୍କର ସାଢ଼େ ତିନି ବର୍ଷର ଝିଅକୁ ଫାର୍ସାରେ ହାଣି ହତ୍ୟା କରଛନ୍ତି। ଏହା ସହ ଅନ୍ୟ…

କରୋନାଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ଗଞ୍ଜାମରୁ ୩ ଜଣଙ୍କ ନେଲା ଜୀବନ

ଛତ୍ରପୁର,୧୨।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନାଜନିତ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ପୁଣି ଜିଲାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୩୭, ୪୩ ଓ ୩୧ ବର୍ଷ ବୟସର ବ୍ୟକ୍ତି ଅଛନ୍ତି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ…

ଅନ୍‌ଲକ୍‌ ପାଇଁ ଫିଟୁଛି ବାଟ: ଗଞ୍ଜାମରେ ୫୦୦ ତଳେ କରୋନା ଆକ୍ଟିଭ କେସ୍‌

ଛତ୍ରପୁର,୧୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ କମ୍‌ ହେବାରେ ଲାଗିଛି। ଏବେ ଗଞ୍ଜାମ ଗ୍ରୀନ୍‌ ଜୋନ୍‌ରେ ରହିଛି। ଜିଲାରେ ଏବେ ୫୦୦ ତଳେ କରୋନା ଆକ୍ଟିଭ୍‌ କେସ ରହିଛି। ଫଳରେ ଗଞ୍ଜାମ ଅନ୍‌ଲକ୍‌ ହେବାର ସମ୍ଭାବନା ଦେଖାଦେଇଛି। ୫%…

ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ

କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍‌ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର ଟିକା ଉପଲବ୍ଧ ନ ଥିବାରୁ ଲୋକେ ଟିକାକରଣରୁ ବଞ୍ଚତ୍ତ ହେଉଛନ୍ତି ବୋଲି ଏସ୍‌ୟୁସିଆଇ ପକ୍ଷରୁ…

ବୃଦ୍ଧଙ୍କୁ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ

ମାହାଙ୍ଗା,୧୨ା୬(ସ୍ବ.ପ୍ର.): ଜଣେ ବୃଦ୍ଧ ଛେଳି ମାରି ଦେଇଥିବା ଅଭିଯୋଗରେ ଗ୍ରାମର କେତେଜଣ ଲୋକ ତାଙ୍କୁ ଏକ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ କରିଥିବାର ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହୋଇଛି। ବୃଦ୍ଧ ମଧ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କ ନାମରେ ପାଲଟା…

ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା

ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍‌ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଏସ୍‌ପି କନଓ୍ବର ବିଶାଲ…

୧୭,୦୦୦ ଫାଭିପିରାଭିର ଟାବ୍‌ଲେଟ୍‌ ଜବତ

କଟକ ଅଫିସ,୧୨ା୬: କଟକ କନିକା ଛକରେ ଥିବା ଏକ ମେଡିସିନ ଗୋଦାମ ଉପରେ ଶୁକ୍ରବାର ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର ପକ୍ଷରୁ ଚଢାଉ କରାଯାଇଛି। ସେଠାରୁ ପ୍ରାୟ ୬୯ ଲକ୍ଷ ଟଙ୍କାର ନକଲି କରୋନା ଔଷଧ ଜବତ ହୋଇଛି। ଉତ୍ତରପ୍ରଦେଶର ମାକ୍ସ ରିଲିଫ…

ଟିକା ନେବାର ଘଣ୍ଟାକ ପରେ ମୃତ୍ୟୁ ଅଭିଯୋଗ

ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): କୋଭିଡ୍‌ ଟିକା ନେବାର ଘଣ୍ଟାକ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ମୃତକ ହେଲେ ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଖମାର ଗ୍ରାମର ଶରତ ଚନ୍ଦ୍ର ସେନାପତି (୫୮)। ଅଭିଯୋଗ ପାଇ ଛେଣ୍ଡିପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?