ଆମ ଜିଲା ଖବର

ଚାଲାଣ ହେଉଥିଲା ବଳଦ ବୋଝେଇ ଗାଡି: ଅଟକ ରଖିଲେ ଗ୍ରାମବାସୀ

ପାଟଣା,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଖଜିରାପାଟ ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମବାସୀ ଶୁକ୍ରବାର ଏକ ବଳଦ ଚାଲାଣ ହେଉଥିବା ଟାଟା ମ୍ୟାଜିକ୍‌ ଗାଡିକୁ ଅଟକାଇଥିଲେ। ପରେ ତୁରୁମୁଙ୍ଗା ପୋଲିସ ଜିମା ଦେଇଛନ୍ତି। ଗାଡ଼ି ଭିତରେ ଦୟନୀୟ ଅବସ୍ଥାରେ ବନ୍ଧା ଯାଇଥିବା ୩…

ସ୍ବାମୀଙ୍କ ଅନୁପସ୍ଥିତିରେ ଅସଂଯତ ଅବସ୍ଥାରେ ପ୍ରେମିକଙ୍କ ସହ ଧରାପଡ଼ିଲେ ମହିଳା, ବିବାହ କରାଇଦେଲେ ଗ୍ରାମବାସୀ

ହିନ୍ଦୋଳ,୧୧ା୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମୀ ଥାନା କୁକୁଟା ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏହାକୁ ନେଇ ଅଞ୍ଚଳରେ ନାନା ଆଲୋଚନା ହେଉଛି। ଖବରରୁ ପ୍ରକାଶ ଯେ, ଖଣ୍ଡତିରି ଗ୍ରାମର ଜନୈକା ମହିଳା କୁକୁଟା…

ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି କରୋନା: ପୁଣି ଗଞ୍ଜାମରୁ ୨ ଜଣଙ୍କ ଗଲା ଜୀବନ

ଛତ୍ରପୁର,୧୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଏପରିକି ଗଞ୍ଜାମ ଗ୍ରୀନ ଜୋନ୍‌ରେ ରହିଛି। ଅପରପକ୍ଷରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାରେ ନାଁ ନେଉନାହିଁ। ଶୁକ୍ରବାର ଜିଲାରେ ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ…

ତୈଳଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ

ଛତ୍ରପୁର,୧୧।୬(ଡି.ଏନ୍‌.ଏ.): କେନ୍ଦ୍ରସରକାରଙ୍କ ଅହେତୁକ ତୈଳଦର ବୃଦ୍ଧି ପ୍ରତିବାଦରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆନ୍ଦୋଳନର ଡାକରା ଦିଆଯାଇଛି। ଏହିପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କଂଗ୍ରେସ ସଭାପତି ଅବନୀ ଶତପଥୀଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀ ଶୁକ୍ରବାର ପେଟ୍ରୋଲ ପମ୍ପ ଆଗରେ ପ୍ରତିବାଦ ସହ…

କ୍ୟାଡର ମାଓବାଦୀ ନିହତ: ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଡିଜିପି

ବରଗଡ଼ ଅଫିସ,୧୧ା୬: ବରଗଡ଼ ଜିଲା ପଦ୍ମପୁରରେ ଜଣେ ସିନିୟର କ୍ୟାଡର ମାଓବାଦୀ ଶୁକ୍ରବାର ନିହତ ହୋଇଥିବା ଜଣାପଡ଼ିଛି। ପୋଲିସ ମାଓବାଦୀ ଗୁଳି ବିନିମୟରେ ଏହି କ୍ୟାଡର ମାଓବାଦୀଙ୍କ ନିହତ ହୋଇଥିବା ଜଣାପଡ଼ିଛି। ଭଞ୍ଜଗୁଣ୍ଡା ନିକଟ ଝାଞ୍ଜ ସଂରକ୍ଷିତ ଜଙ୍ଗଲରେ ପୋଲିସ ଏବଂ…

ଗ୍ରାମାଞ୍ଚଳଠାରୁ ଜବରଦଖଲ ସହରରେ ଅଧିକ

କେନ୍ଦ୍ରାପଡ଼ା ଅଫିସ,୧୧।୬: ସହର ରାସ୍ତାରେ ସର୍ବଦା ଟ୍ରାଫିକ ଜାମ୍‌। ପାଣିନାଳ ଉପରେ ଘର। ବର୍ଷା ହେଲେ ଘରେ ପାଣି ପଶୁଛି। ମାତ୍ର ୫ ବର୍ଷ ପୂର୍ବରୁ କେନ୍ଦ୍ରାପଡ଼ା ସହର ମଧ୍ୟରେ ୨୪ଟି ପୋଖରୀ ଥିବା ବେଳେ ଏବେ ମାତ୍ର ୬ଟିର କେବଳ…

ଶତାଧିକ ଲୋକଙ୍କ ଇନ୍ଦିରାଆବାସ ଅର୍ଥ ହଡ଼ପ

ମହାକାଳପଡ଼ା,୧୧।୬ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ୧୯୯୯ ମହାବାତ୍ୟା ବହୁ ଧନଜୀବନ ନଷ୍ଟ କରିଥିଲା। ଗରିବ ଲୋକଙ୍କ ପାଇଁ ସରକାର ଦେଇଥିବା ଇନ୍ଦିରା ଆବାସ ଯୋଜନା ଅଟକଳ ମୂଲ୍ୟ ସେତେବେଳେ ୨୨ ହଜାର ଟଙ୍କା ଥିଲା। ଶତାଧିକ ଲୋକଙ୍କୁ ମିଳିଥିବା…

ଜମିରେ ଧାନ ଗଜା, ସହାୟତା ଦାବି

ମହାକାଳପଡ଼ା,୧୧।୬(ଡି.ଏନ୍‌.ଏ.): ବାତ୍ୟା ୟାସ୍‌ ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି। ବିଶେଷକରି ଚାଷୀଙ୍କ ପନିପରିବା ଓ ଖରାଦିନିଆ ଡାଳୁଅ ଧାନ ଉଜୁଡ଼ିଯାଇଛି। ଭାଗଚାଷୀମାନେ ଜମି ମାଲିକଙ୍କୁ ଫସଲ ଦେବାକୁ ଅସମର୍ଥ। ଅନ୍ୟପକ୍ଷରେ ଭାଗ ଚାଷୀମାନେ ସ୍ବୟଂ ସହାୟିକା ମହିଳା ଗୋଷ୍ଠୀରୁ ଋଣ ନେଇ ଚାଷରେ…

ଚାଷ ଜମିରେ ମାଡୁଛି ଲୁଣାପାଣି

ରାଜନଗର, ୧୧।୬(ଡି.ଏନ୍‌.ଏ.): ୩ ବର୍ଷ ହେଲା ସ୍ଲୁଇସ୍‌ ନିର୍ମାଣ ସରିଲାଣି। ମାତ୍ର ଆଜିଯାଏ ସ୍ଲୁଇସ୍‌ରେ ଗେଟ ଲାଗିନି। ନଦୀରେ ଜୁଆର ସମୟରେ ଲୁଣାପାଣି ଭେଡା ଭିତରକୁ ପଶି ଚାଷ ଜମିରେ ଲହଡି ଭାଙ୍ଗୁଛି। ସ୍ଲୁଇସ୍‌ରେ ଗେଟ ନ ଥିବାରୁ ଭେଡା ମଧ୍ୟରେ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣରେ ଅନିୟମିତତା

ଚଣ୍ଡିଖୋଲ,୧୧।୬(ଡି.ଏନ୍‌.ଏ.): ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ-୨ ଜାରକା ଡିଭିଜନ ଅନ୍ତର୍ଗତ ଚଣ୍ଡିଖୋଲ ସବ୍‌ଡିଭିଜନ ଦ୍ୱାରା ନିର୍ମାଣ କରାଯାଇଥିବା ରାସ୍ତାରେ ବ୍ୟାପକ ଅନିୟମିତତା ହୋଇଛି। ଏଣୁ ଗୋଟିଏ ବର୍ଷରେ ଏହି ସବ୍‌ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ତୁଳସୀ ପାତ୍ରଙ୍କୁ ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀ…

ଟିକାକରଣରେ ଅବ୍ୟବସ୍ଥା ନେଇ ଅସନ୍ତୋଷ

ଯାଜପୁର ଅଫିସ,୧୧।୬: ଯାଜପୁର ଜିଲାର କେତେକ କରୋନା ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା ଦେଖା ଦେଇଛି। ଏହାବାଦ୍‌ ଜିଲାରେ ୧୮ରୁ ୪୫ ବର୍ଷ ପର୍ଯ୍ୟନ୍ତ ଟିକାକରଣ କାର୍ଯ୍ୟକ୍ରମ ସୋମବାରଠାରୁ ଆରମ୍ଭ ହୋଇଥିଲେ ହେଁ ବ୍ୟାସନଗର ସହରକୁ ଏଥିରୁ ବାଦ ଦିଆଯାଇଛି। ଯାହାକୁ ନେଇ…

ରଥଯାତ୍ରା ପରିଚାଳନା ପାଇଁ ଏସ୍‌ଓପି ପ୍ରସ୍ତୁତ ହେବ

ପୁରୀ ଅଫିସ, ୧୧।୬: କରୋନା ମହାମାରୀ ଯୋଗୁ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ କୋଭିଡ୍‌ କଟକଣା ଭିତରେ ମହାପ୍ରଭୁଙ୍କ ଘୋଷଯାତ୍ରାକୁ ବିନା ଭକ୍ତରେ କରିବା ପାଇଁ ଗୁରୁବାର ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହି ଘୋଷଣାକୁ ସେବାୟତମାନେ ସ୍ବାଗତ କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?