ଆମ ଜିଲା ଖବର

ସାବିତ୍ରୀବ୍ରତରେ ସ୍ତ୍ରୀ ମାଡ଼ରେ ସ୍ବାମୀ ଗୁରୁତର

ବଡ଼ବିଲ,୧୦।୬(ସ୍ବ.ପ୍ର.): ଆଜି ଥିଲା ପବିତ୍ର ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ ପାଇଁ ପୂଜାର୍ଚ୍ଚନା କରିଥାନ୍ତି ସ୍ତ୍ରୀ। ହେଲେ ଏଭଳି ଏକ ଦିନରେ ସ୍ତ୍ରୀଙ୍କ ଆକ୍ରମଣରେ ସ୍ବାମୀ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଭଦ୍ରାସାହି…

ଗୋରୁ ଗୋଠ ଉପରେ ବଜ୍ରପାତ

ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି। ଗୋରୁପଲ ବାରଖମା ଫାଣ୍ଡି ନିକଟରେ ଚରୁଥିବା ବେଳେ ବର୍ଷା ହେବାରୁ ଏକ ଗଛମୂଳକୁ ଆସି…

ବଚସାରୁ ହତ୍ୟା

ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ ଅନ୍ୟ ଦୁଇ ସହଯୋଗୀ ବୀଭତ୍ସ ଭାବେ ହତ୍ୟା କରିଛନ୍ତି। ଏପରି କି ପ୍ରମାଣ ନଷ୍ଟ…

କାଳ ହେଲା ମର୍ନିଂ ଓ୍ବାକ୍‌

ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜିଲିବା ଗ୍ରାମର…

କାଳବୈଶାଖୀର ତାଣ୍ଡବ: ବଜ୍ରପାତରେ ଚାଲିଗଲା ୬ ଗୋରୁଙ୍କ ଜୀବନ

ବାଲିଗୁଡା,୧୦।୬(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ବାଲିଗୁଡ଼ା ଥାନା ବାରଖମା ପଞ୍ଚାୟତରେ ବଜ୍ରପାତରେ ୬ ଗୋରୁ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ସୂଚନା ମୁତାବକ, ବୁଧବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବାଲିଗୁଡ଼ା…

ଗଞ୍ଜାମରେ ମନ୍ଦିର ବନ୍ଦ: ଘରେ ରହି ସାବିତ୍ରୀ ବ୍ରତ ପାଳିଲେ ମହିଳା

ଛତ୍ରପୁର,୧୦ା୬(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଯୋଗୁ ଗଞ୍ଜାମ ଜିଲାରେ ଆଗୁଆ ପଦକ୍ଷେପ ନିଆଯାଇ ୨ ମାସ ହେଲା ସବୁ ମନ୍ଦିର ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିଛି। ଫଳରେ ଗୁରୁବାର ସାବିତ୍ରୀ ବ୍ରତ ପୂଜା ପାଇଁ ମନ୍ଦିର ଯାଇପାରିନାହାନ୍ତି ମହିଳା। ଫଳରେ ଘରେ ରହି…

ପୁରୀ ବ୍ୟତୀତ ଆଉ କେଉଁଠି ହେବନି ରଥଯାତ୍ରା

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଚଳିତବର୍ଷ ରଥଯାତ୍ରା ଉପରେ ରାଜ୍ୟ ସରକାର କଟକଣା ଲାଗୁ କରିଛନ୍ତି। ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ଗୁରୁବାର ସୂଚନା ଦେଇଛନ୍ତି। ଗତବର୍ଷ…

ସାଙ୍ଗଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସାଙ୍ଗ

ଝାରସୁଗୁଡ଼ା ଅଫିସ,୧୦ା୬: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅନ୍ତର୍ଗତ ଲୁହୁରାପଡ଼ା ପାଣି ଟାଙ୍କି ନିକଟରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ସାଙ୍ଗ ଅନ୍ୟ ଜଣେ ସାଙ୍ଗଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରିଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ଗୁମାଡେରା…

ପାଦରୁ ଲିଭିନି ଅଳତା ଚାଲିଗଲା ନବବଧୂଙ୍କ ଜୀବନ

ଗଞ୍ଜାମ,୧୦ା୬(ଡି.ଏନ୍‌.ଏ.): ହାତରୁ ମେହେନ୍ଦୀ ଓ ପାଦରୁ ଅଳତା ଲିଭିନି ହେଲେ ଜଳିଲା ଜୁଇ l ଏମିତି ଏକ ହୃଦୟ ବିଦାରକ ଘଟଣା ଗଞ୍ଜାମ ଜିଲା ରମ୍ଭା ସହରରେ ଘଟିଥିବା ଦେଖିବାକୁ ମିଳିଛି। ବିବାହକୁ ମାସେ ପୂରିନି ଏକ ନବବଧୂକୁ ଯୌତୁକ ଜନିତ…

ରେକର୍ଡ ନିଶାରେ ଦିବ୍ୟଜ୍ୟୋତି

କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି ମୁଦ୍ରା ଏବଂ ୨୦ ନୋଟ୍‌ ସଂଗ୍ରହ କରି ସେ ରେକର୍ଡ ସୃଷ୍ଟି କରିଥିଲେ। ଏବେ…

ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ

ବୁଗୁଡ଼ା,୧୦।୬(ଡି.ଏନ୍‌.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଶିଶୁମାନଙ୍କ କୋଭିଡ ଲକ୍ଷଣ ସହ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ ହୋଇଛି। ଏଥିସହ ଶିଶୁମାନଙ୍କ…

ପାନୀୟ ଜଳ ସମସ୍ୟାକୁ ନେଇ କନିଷ୍ଠ ଯନ୍ତ୍ରୀଙ୍କୁ ଭେଟିଲେ ଗ୍ରାମବାସୀ

ଗଞ୍ଜାମ,୧୦।୬(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ପାନୀୟ ଜଳ ସମସ୍ୟା ଦୀର୍ଘ ଦିନ ଧରି ଲାଗି ରହିଛି l ଏନେଇ ଗ୍ରାମବାସୀ ଜନସ୍ବାସ୍ଥ୍ୟ ବିଭାଗକୁ ବାରମ୍ବାର ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ। ଗୁରୁବାର ଏନେଇ ଗ୍ରାମବାସୀ କନିଷ୍ଠଯନ୍ତ୍ରୀ ଆଶିଷ କୁମାର ବରାଳଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?