ଆମ ଜିଲା ଖବର

ପ୍ରେମ ନିବେଦନରେ ବିଫଳ ହେବା ପରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ନାବାଳିକାଙ୍କୁ ଛୁରିରେ ମରଣାନ୍ତକ ଆକ୍ରମଣ

ଖଇରା,୧୦।୬(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଟୋ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ନିବେଦନରେ ବିଫଳ ହେବା ପରେ ଜଣେ ଯୁବକ ଜଣକ ଏକ ଧାରୁଆ ଛୁରିରେ ଉକ୍ତ ଗ୍ରାମର ଜନୈକ ନାବାଳିକାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ…

ନଳକୂଅ ଧରାଇ ନୀରବ

ବଇଣ୍ଡା,୧୦ା୬: ବସୁଧା ଯୋଜନାରେ ପ୍ରଚୁର ଅର୍ଥ ବ୍ୟୟ ହେଉଛି। ଏକାଧିକ ପାଣି ଟାଙ୍କି ଗ୍ରାମାଞ୍ଚଳ ଆକାଶ ଛୁଉଁଛି। ଘର ଟ୍ୟାପ୍‌ ଖୋଲିଲେ ଲୋକଙ୍କୁ ବିଶୁଦ୍ଧ ପାଇପ୍‌ ପାଣି ମିଳିପାରୁଛି। ହେଲେ ଅନୁଗୋଳ ଜିଲା କିଶୋରନଗର ବ୍ଲକର ୧୬ ଗ୍ରାମବାସୀ ଏଥିରୁ ବଞ୍ଚିତ।…

ବ୍ରତ ଚିନ୍ତାରେ ସାବିତ୍ରୀ

ଭୁବନ, ୧୦।୬(ଡି.ଏନ.ଏ.) ଭୋର୍‌ ସମୟରୁ ମନ୍ଦିର ହେବ ପୋଲିସ ଛାଉଣି। କାହାରିକୁ ପୀଠ ଭିତରକୁ ପ୍ରବେଶ କରିବାକୁ ମିଳିବନି ଅନୁମତି। ମନ୍ଦିର ପରିଚାଳନା କମିଟି କଟକଣା ଭାଙ୍ଗି ପୂଜା କରିବାକୁ ଅନୁମତି ଦେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପ୍ରଶାସନର ଏଭଳି…

ମୃତଦେହ ପ୍ୟାକିଂ ବେଳେ ଚୋରି ହୋଇଥିଲା ସୁନା ଚେନ

ଝାରସୁଗଡ଼ା ଅଫିସ୍‌,୯।୬: ଝାରସୁଗୁଡ଼ା ଜିଲା କୋଭିଡ୍‌ ହସ୍ପିଟାଲ୍‌ରେ କନକତୋରା ଗ୍ରାମର ନନ୍ଦଲାଲ୍‌ ବିଶ୍ୱାଳଙ୍କ ନାମକ ବୃଦ୍ଧ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଗତ ୩୦ ତାରିଖରେ ମୃତ୍ୟୁ ଘଟିଥିଲା। ବୃଦ୍ଧ ନନ୍ଦଲାଲ୍‌ଙ୍କ ନିକଟରୁ ସୁନାଚେନ୍‌ ଓ ୧୦ ହଜାର ଟଙ୍କା…

କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର

ବ୍ରହ୍ମପୁର ଅଫିସ,୯ା୬: ଜଣେ ଯୁକ୍ତ ୨ କଲେଜ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର ଅଭିଯୋଗରେ ସଦର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଦିଗପହଣ୍ଡି ଥାନା ଅଧୀନ ବଡଡୁମ୍ବୁଳା ଗ୍ରାମର। ପୋଲିସ ତାଙ୍କୁ ବୁଧବାର କୋର୍ଟ ଚାଲାଣ…

ପୋଖରୀରେ ବୁଡ଼ି ୨ ଭଉଣୀଙ୍କ ଜୀବନ ଗଲା

ବାସୁଦେବପୁର,୯।୬: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବ୍ରଜାନନ୍ଦପୁର ଗ୍ରାମରେ ବୁଧବାର ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତ ନାବାଳିକା ହେଲେ ବ୍ରଜାନନ୍ଦପୁର ଗ୍ରାମର ଘନଶ୍ୟାମ ବାରିକଙ୍କ ଝିଅ ଟିକି ବାରିକ(୯)। ଅନ୍ୟ ଜଣେ ହେଲେ ଘଣ୍ଟେଶ୍ୱର ଗ୍ରାମର ଚଗଲା…

ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ

କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ବୁଧବାର ପୋଲିସ ଜବତ କରିଛି। ଉଭୟ ଯୁବକ ଓ ଯୁବତୀ ନିକଟ ଗୌନ୍ତିଆପଡାର ଅମିତ…

ବାଲେଶ୍ୱରରୁ ଇସ୍ରୋର ବୈଜ୍ଞାନିକ

ସଜନାଗଡ଼, ୯।୬(ଡି.ଏନ.ଏ.)-ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ବୈଜ୍ଞାନିକ ଭାବେ ଯୋଗଦେବେ ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଅଭିଷେକ ପରିଡ଼ା। ମାର୍ଚ୍ଚରେ ଅନୁଷ୍ଠିତ ଏ ସମ୍ପର୍କିତ ପରୀକ୍ଷାରେ ସେ ସର୍ବଭାରତୀୟ ସ୍ତରରେ ୪ର୍ଥ ସ୍ଥାନ ଅଧିକାର କରି ନୀଳଗିରି ତଥା ବାଲେଶ୍ୱର ଜିଲା…

ସାବିତ୍ରୀ ଅମାବାସ୍ୟା ପାଇଁ ବଜାରରେ ପ୍ରବଳ ଭିଡ଼: ୧୮ ଦୋକାନ ସିଲ୍‌ କଲା ପ୍ରଶାସନ

ବାଲିଗୁଡ଼ା,୯ା୬(ଡି.ଏନ୍‌.ଏ.): ମହାମାରୀ କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଲକ୍‌ଡାଉନ୍‌ ଶଟ୍‌ଡାଉନ୍‌ ପ୍ରକ୍ରିୟାକୁ କଡ଼ାକଡ଼ି କରାଯାଇଛି। ଫଳରେ ରାଜ୍ୟରେ ବର୍ତ୍ତମାନ ସଂକ୍ରମିତଙ୍କ ସଂଖ୍ୟା କମିଛି ହେଲେ ବିପଦ ଟଳିନି। ଏଭଳି ପରିସ୍ଥିତିରେ କୋଭିଡ୍‌ ନିୟମ ଉଲ୍ଲଂଘନ…

ଅକ୍ସିଜେନ ବୋଝେଇ ଟ୍ରେନ୍‌ରୁ ଦୀର୍ଘ ୧୧ ଘଣ୍ଟା ଧରି ଅକ୍ସିଜେନ ଲିକ୍‌

କେସିଙ୍ଗା,୯ା୬(ଡି.ଏନ୍‌.ଏ.): ସମ୍ବଲପୁର ରେଲଓ୍ବେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲଓ୍ବେ ଷ୍ଟେଶନରେ ଏକ ଅକ୍ସିଜେନ ବୋଝେଇ ଟ୍ରେନ୍‌ରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲିକ୍‌ ହୋଇଥିଲା। କେସିଙ୍ଗା ରେଲଓ୍ବେ ଷ୍ଟେଶନ ମାଷ୍ଟର ସ୍ଥାନୀୟ ଅଗ୍ନିଶମ ବିଭାଗର ଓଆଇସି ଅନିଲ କୁମାର ମିଶ୍ରଙ୍କୁ ଜଣାଇଥିଲେ। ଖବର…

ଗଞ୍ଜାମକୁ ଡରାଉଛି କରୋନା ମୃତ୍ୟୁ: ପୁଣି ଗଲା ୨ ଯୁବକଙ୍କ ଜୀବନ

ଛତ୍ରପୁର,୯।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ଏପରିକି ଗଞ୍ଜାମ ଗ୍ରୀନ ଜୋନ୍‌ରେ ରହିଛି ଅପରପକ୍ଷରେ କରୋନା ଜନିତ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ପୁଣି ଜିଲାର ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି।…

ଏମିତି ବି ଆସେ ମୃତ୍ୟୁ: ଅସୁସ୍ଥ ବାପାଙ୍କୁ ଦେଖିବାକୁ ଯାଉଥିବା ବେଳେ ଚାଲିଗଲା ପୁଅ ବୋହୂଙ୍କ ଜୀବନ

ବୌଦ୍ଧ,୯।୬(ଡି.ଏନ୍‌.ଏ.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ଅନ୍ତର୍ଗତ ଝାଡ଼ରାଜିଙ୍ଗ ନିକଟରେ ବୁଧବାର ସକାଳେ ଏକ ମର୍ମନ୍ତୁଦ କାର ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣଙ୍କ ଅବସ୍ଥା ଗୁରୁତର ହୋଇଛି। ପ୍ରକାଶ ଯେ, ବ୍ରହ୍ମପୁର ରାଇପଡା ଅଞ୍ଚଳର ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?