ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର
ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ ମଧ୍ୟରେ ୧୧ଜଣ ଛାତ୍ର ଓ ୮ଜଣ ଛାତ୍ରୀ ରହିଛନ୍ତି । ବିଦ୍ୟାଳୟର ପ୍ରଧାନଶିକ୍ଷକ…
ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…
ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ରାମଗିରି ଗ୍ରାମରେ। ସୂଚନାନୁଯାୟୀ, ଆର୍ ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ରାଉଳପଡ଼ା ଗାଁର…
ଏସଡିଓଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା: ଏତିକି ଟଙ୍କାର ରଖିଥିଲେ ମେଶିନ
ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି। ଏକା ସମୟରେ ୫ଟି ସ୍ଥାନରେ…
ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…
ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ସହାୟତାରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛ।…
ଇଞ୍ଜିନିୟରିଂ ଛାଡ଼ି ଷ୍ଟ୍ରବେରି ଚାଷକୁ ଆପଣାଇଛନ୍ତି ସଫଳଚାଷୀ ଭାଗୀରଥି
କାଳିଆପାଣି,୨୬ା୩(ଅସିତ ମହାନ୍ତ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ପିଙ୍ଗଲ ପଞ୍ଚାୟତ ଅନ୍ତର୍ଗତ ରାଇଟିକର ଗ୍ରାମର ଭାଗୀରଥି ସ୍ବାଇଁ ଇଞ୍ଜିନିୟରିଂ ବୃତ୍ତି ଛାଡ଼ି ଷ୍ଟ୍ରବେରି ଚାଷ କରି ସଫଳ ହୋଇଛନ୍ତି। ଏକ୍ଜିକ୍ୟୁଟିଭ୍ ଇଞ୍ଜିନିୟର ଭାବେ କାର୍ଯ୍ୟ କରୁଥିବା ଭାଗୀରଥି କୋଭିଡ୍-୧୯ ମହାମାରୀ ସମୟରେ…
ଧରିତ୍ରୀର ପ୍ରଭାବ; ବୁଲା କୁକୁର ଉପରେ ମୁଖ୍ୟମନ୍ତ୍ରୀ ବସ୍ ଚଢ଼ାଇ ଦେବା ଘଟଣା, ଆକ୍ସନ ମୋଡରେ ବିଡିଓ
ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ): ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଘଟଣା । ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆକ୍ସନ ମୋଡରେ ପ୍ରଶାସନ । ଡ୍ରାଇଭରମାନଙ୍କୁ ଡକାଇ ତାଙ୍କ ସହ ଆଲୋଚନା କରି କଡା ତାଗିଦ କଲେ ଗଞ୍ଜାମ ବିଡିଓ…
କଲେଜ ଫେୟାରଓ୍ବେଲ୍ରେ ଯୋଗଦେଇଥିଲେ ତୃପ୍ତିମୟୀ, ଘରକୁ ଫେରିବା ସମୟରେ ଘଟିଲା…
ଜଗତ୍ସିଂହପୁର,୨୬ା୩ (ପ୍ରମୋଦ କୁମାର ନାୟକ): ମଙ୍ଗଳବାର ପରୀକ୍ଷା ସରିଲା। ବୁଧବାର ଥିଲା ବିଦାୟକାଳୀନ ଉତ୍ସବ (ଫେୟାର୍ଓ୍ବେଲ)। ତେଣୁ ମନରେ ଥିଲା ଅଫୁରନ୍ତ ଆନନ୍ଦ। ନୂଆ ଶାଢ଼ି ପିନ୍ଧି ସକାଳୁ କାଦୁଆପଡ଼ାସ୍ଥିତ ଗାଦିବ୍ରହ୍ମ ମହିଳା ମହାବିଦ୍ୟାଳୟକୁ ବାହାରି ଯାଇଥିଲେ ଜଗତ୍ସିଂହପୁର ନିକଟ ଅଳସୁଦା…
ଗଞ୍ଜାମ ସହରରେ ଗୁଟଖା ତମାଖୁ କଳାବଜାର, ଚଢ଼ା ଦରରେ ବିକ୍ରି ଅଭିଯୋଗ
ଗଞ୍ଜାମ,୨୬।୩ (ବିଦ୍ୟାଧର ସାହୁ): ଗତ କିଛି ଦିନ ହେଲା ଗଞ୍ଜାମ ସହରରେ ଗୁଟଖା କଳା ବଜାର ହେଉଛି ।ପୂର୍ବରୁ ରାଧା ଖଇନି, ପାନ ମସଲା ବିମଳ, ସଫଳ ଆଦି ପାଞ୍ଚ ଟଙ୍କାରେ ବିକ୍ରି ହେଉଥିଲା ବର୍ତମାନ ଗୋଟେ ରାଧା ଖଇନି ଓ…
ମହାନଦୀରେ ଭାସୁଛନ୍ତି ମାଳମାଳ କୁମ୍ଭୀର: ସୋଲ ଭେଳାରେ ପାର ହୋଇ ମାଛ, କଙ୍କଡ଼ା ଧରି ପରିବାର ପୋଷଣ କରୁଛନ୍ତି ମହିଳା
ମହାକାଳପଡ଼ା,୨୬ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ନଦୀ ନାଳଘେରା ବତିଘର ଅଞ୍ଚଳ ମହାନଦୀ ଅବବାହିକା ଶାଖା ନାଳଗୁଡ଼ିକରେ କୁମ୍ଭୀର ମାଳ ମାଳ ଭାସୁଛନ୍ତି। ହେଲେ ସ୍ଥାନୀୟ ମତ୍ସ୍ୟଜୀବୀମାନେ ପରିବାର ପ୍ରତିପୋଷଣ ପାଇଁ ଦୈନନ୍ଦିନ ନିକଟସ୍ଥ ଜଙ୍ଗଲ…
୪୦୦ଟଙ୍କା ପାଇଁ ପୁଅ ଭୁଲିଗଲା ରକ୍ତ ସମ୍ପର୍କ, ବାପାକୁ ପିଟିପିଟି ହତ୍ୟା
ମୋରଡା,୨୬।୩(ସ୍ମାରକ ମାଜୀ): ମାତ୍ର ୪୦୦ଟଙ୍କା ପାଇଁ ନିଜ ବାପାଙ୍କୁ ହତ୍ୟା କରିଲେ ପୁଅ । ଏଭଳି ଲୋମହର୍ଷକାରୀ ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡା ଥାନା ତଥା ଚିତ୍ରଡା ଫାଣ୍ଡି ଅଞ୍ଚଳରେ। ସୂଚନା ଅନୁଯାୟୀ, ଉକ୍ତ ଫାଣ୍ଡି ଅଧୀନ ହଳଦୀପାଳ…
ଦିଲ୍ଲୀ ଦରବାରରେ ଗୌରବ ବଢ଼ାଇଲେ ବଲାଙ୍ଗୀରର ୨ ଯୁବ ଶିଳ୍ପୋଦ୍ୟୋଗୀ: ମିଳିଲା ସମ୍ବର୍ଦ୍ଧନା
ବଲାଙ୍ଗୀର,୨୬।୩(ସୁନିଲ କୁମାର ମହାନ୍ତି): ଓଡ଼ିଆ ସମାଜ ପକ୍ଷରୁ ଜବାହାରଲାଲ ନେହେରୁ ଷ୍ଟାଡିୟମ, ନୂଆଦିଲ୍ଲୀରେ ଆୟୋଜିତ ‘ଓଡିଶାପର୍ବ’ରେ ବଲାଙ୍ଗୀରର ଗୌରବ ବଢ଼ାଇଥିବା ସୋମନାଥ ସାହୁ ଓ ନକୁଳ ପଟ୍ଟନାୟକଙ୍କୁ ପବ୍ଲିକ ରିଭ୍ୟୁ କମିଟି, ବଲାଙ୍ଗୀର ପକ୍ଷରୁ ଗୁରୁବାର ସ୍ଥାନୀୟ ଦୈନିକ ବଜାର ପ୍ରାଙ୍ଗଣରେ…
ଝାଡ଼ୁ ଧରିଲେ ବିଡିଓ: ସ୍ବଚ୍ଛ ଦାରିଙ୍ଗବାଡି ପାଇଁ ପ୍ରୟାସ
ଦାରିଙ୍ଗବାଡି,୨୬।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ରକୁ ବିଶ୍ୱସ୍ତରୀୟ କରାଯିବା ପାଇଁ ପ୍ରଶାସନ ଅଣ୍ଟା ଭିଡିଛି। ଗୋଟିଏ ସପ୍ତାହରେ ପୁଣି ପ୍ରଶାସନ ପକ୍ଷରୁ ଦାରିଙ୍ଗବାଡିକୁ ସ୍ବଚ୍ଛ ଓ ସୁନ୍ଦର କରିବାକୁ ସଫେଇ କରାଯାଇଛି। ଏଥିପାଇଁ ବିଡ଼ିଓ ପ୍ରୀତିରଞ୍ଜନ ରଥ ନିଜେ ଝାଡୁ ଧରି…
Archives


