ଆମ ଜିଲା ଖବର

ଜାହାଜ ଦୁର୍ଘଟଣା ପରେ ବି ଚେତୁନାହାନ୍ତି ଟ୍ରଲର ମାଲିକ, ବିପଦସଙ୍କୁଳ ଅବସ୍ଥାରେ ଚାଲିଛି ମାଛଧରା

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ୧୦ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ବଙ୍ଗୋପସାଗର ଉପରେ ନିର୍ଭର କରନ୍ତି। ମାଛ ଧରିଲେ ପରିବାର ପୋଷଣ ହୋଇଥାଏ। ଏମାନଙ୍କ ସୁରକ୍ଷା ପାଇଁ ସାମୁଦ୍ରିକ ମତ୍ସ୍ୟ ବିଭାଗ ତଦାରଖ କରୁଛି।…

ଜଗନ୍ନାଥପ୍ରସାଦରେ ଚାଞ୍ଚଲ୍ୟ; ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ଜଗନ୍ନାଥପ୍ରସାଦ,୪।୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଞ୍ଚଭୂତି ଗ୍ରାମର ଖଦାଳ ସାହିରେ ଅଭାବନୀୟ ଘଟଣା ଘଟିଯାଇଛି । ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତ ମହିଳା ଜଣକ ହେଲେ ବିଶ୍ୱାମିତ୍ର…

ପରିବହନକୁ ନେଇ ଗୋଷ୍ଠୀ ସଂଘର୍ଷ; ମରଣାତ୍ମକ ଆକ୍ରମଣରେ ୪ରୁ ଅଧିକ ଗୁରୁତର

ସୁନ୍ଦରଗଡ଼,୪।୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ହେମଗିରି ଥାନା ଅନ୍ତର୍ଗତ ଗର୍ଜନବାହାଲ କୋଇଲା ଖଣିରେ ଗୁରୁବାର ବିଳମ୍ବିତ ରାତିରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଗାଡ଼ି ଧାଡ଼ିରେ ଅଗ୍ରାଧିକାରକୁ ନେଇ ଦୁଇ ଟ୍ରାନ୍ସପୋର୍ଟ କମ୍ପାନୀର ଚାଳକ ଓ କର୍ମଚାରୀଙ୍କ ମଧ୍ୟରେ ବିବାଦ…

ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର: ଛାତ୍ରଛାତ୍ରୀଙ୍କ ପକ୍ଷରୁ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ

ଲୋଇସିଂହା, ୩ା୯ (ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଉପରବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚଳିତ ବର୍ଷର ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଆଲୋଚନାଚକ୍ରରେ ଭାଗ ନେଇଥିବା ଛାତ୍ରଛାତ୍ରୀମାନେ କୁଇଜ ସହ ‘ଭାରତର ଶକ୍ତି ସମ୍ପଦ :…

ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ:ସୁରଧାପାଲି ଜଙ୍ଗଲରୁ ୩୪ ଏକରରୁ ଊର୍ଦ୍ଧ୍ୱ ଜବରଦଖଲ ଉଚ୍ଛେଦ

ଅମରପାଲି, ୪।୯(ପୀତାମ୍ବର ସାହୁ): ସୁବର୍ନପୁର ଜିଲା ବୀରମହାରାଜପୁର ତହସିଲ ଅଧୀନ କେନଝିରିଆପାଲି ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ ସୁରଧାପାଲି ଜଙ୍ଗଲ ମୌଜାରେ ଦୀର୍ଘଦିନ ଧରି ହୋଇଆସୁଥିବା ଜବରଦଖଲ ଉପରେ ପ୍ରଶାସନ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ରାଜସ୍ବ, ବନ ଓ ପୋଲିସ ବିଭାଗର…

ବର୍ଷାରେ ବି ବଢୁଛି ପର୍ଯ୍ୟଟକଙ୍କ ଭିଡ଼: ଦାରିଙ୍ଗବାଡ଼ି ପର୍ଯ୍ୟଟନ ବିକାଶ ପାଇଁ ନୂଆ ପଦକ୍ଷେପ

ଦାରିଙ୍ଗବାଡ଼ି,୪।୯(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡ଼ିକୁ ବର୍ଷତମାମ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ର କରିବା ସହ ପର୍ଯ୍ୟଟନ କ୍ଷେତ୍ରର ଆହୁରି ବିକାଶ ଓ ରୂପାନ୍ତରଣ ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ବର୍ଷା ଋତୁରେ ମଧ୍ୟ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ…

ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡିବସିଲା ବାରକୋଟ ପୋଲିସ, ୫୫ କେଜି…

ଦେବଗଡ,୪।୯(ଶଶାଙ୍କ ଶେଖର ଝାଙ୍କର): ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡିବସିଲା ବାରକୋଟ ଥାନା ପୋଲିସ । ଚଢାଉ କରାଯାଇ ଏକ ଡିଜାୟାର କାର ସହିତ ୫୫ କିଲୋଗ୍ରାମ ବେଆଇନ ଗଞ୍ଜେଇ ଜବତ କରାଯାଇଛି । ଏଥିସହିତ ଚାରା ଚାଲାଣକାରୀକୁ ଗିରଫ କରାଯାଇଥିବା…

ପମ୍ପ ଅପରେଟର ପାଇନାହାନ୍ତି ୬ ମାସର ପାରିଶ୍ରମିକ: ୭ରୁ କାର୍ଯ୍ୟବନ୍ଦ ଚେତାବନୀ

ଲୋଇସିଂହା, ୩ା୯: ଲୋଇସିଂହା ଏନ୍‌ଏସି ଅଧୀନ ଲୋଇସିଂହା ଓ ବୁର୍ଡା ଅଞ୍ଚଳରେ କାର୍ଯ୍ୟରତ ଏସିଏମ୍‌ ଓ ପାନୀୟଜଳ ପ୍ରକଳ୍ପର ପମ୍ପ ଅପରେଟରମାନେ ଦୀର୍ଘ ୬ ମାସ ଧରି ପାରିଶ୍ରମିକ ପାଇନଥିବା ଅଭିଯୋଗ କରିଛନ୍ତି। ବକେୟା ପାରିଶ୍ରମିକ ଯୋଗୁଁ ପରିବାର ଚଳାଇବାରେ ସମସ୍ୟା…

ଟ୍ୟାକ୍ସ ଟାଣୁଛି ଟୋଲପ୍ଲାଜା, ଜୀବନ ନେଉଛି ରାଜପଥ: ନୀରବଦ୍ରଷ୍ଟା ସାଜିଛି ଏନ୍‌ଏଚ୍‌ଏଆଇ

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୪ଲେନ୍‌ ବିଶିଷ୍ଟ ୫୩ ନମ୍ବର ଜାତୀୟ ରାଜପଥ ବେହାଲ୍‌ ହୋଇପଡ଼ିଛି। ରାଜପଥର ବିଭିନ୍ନ ସ୍ଥାନରେ ଖାଲଖମା ପୂରି ରହିଛି। ଅନେକ ସ୍ଥାନ ବିପଦସଙ୍କୁଳ ଅବସ୍ଥାରେ ରହିଛି। ବିଭିନ୍ନ ସ୍ଥାନରେ ଷ୍ଟ୍ରିଟ୍‌ ଲାଇଟ୍‌ ମଧ୍ୟ…

୧୮ଦିନ ହେଲା ଘରକୁ ଫେରିନାହାନ୍ତି ଜୟଲାଲ: ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଯାଇଥିଲେ ଛତିଶଗଡ଼

ନୂଆପଡ଼ା,୪ା୯ (ମକାରୁ ବେମାଲ):ଜଣେ ଦଲାଲଙ୍କ ମାଧ୍ୟମରେ ଚିକିତ୍ସା ପାଇଁ ଛତିଶଗଡ଼ର ଦୁର୍ଗ ଅଞ୍ଚଳକୁ ଯାଇଥିବା ନୂଆପଡା ଜିଲାର ଜଣେ ଯୁବକ ୧୮ଦିନ ହେଲା ଘରକୁ ଫେରିନାହାନ୍ତି। ଏହାକୁ ନେଇ ପରିବାର ଲୋକେ ପୋଲିସ ନିକଟରେ ଅଭିଯୋଗ କରି ସୁଫଳ ନ ପାଇବାରୁ…

କଳାହାଣ୍ଡି ଜିଲାରେ ଶିକ୍ଷାର ବିକଳ ଚିତ୍ର: ୩୮୨୦ ଡ୍ରପ୍‌ଆଉଟ ଛାତ୍ରୀଛାତ୍ର

ଭବାନୀପାଟଣା, ୪ା୯(ଉତ୍ତମ କୁମାର ଦାଶ):ଶିକ୍ଷାର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାଗଣାରେ ଛାତ୍ରୀଛାତ୍ରଙ୍କୁ ବହି, ପୋଷାକ, ମଧ୍ୟାହ୍ନଭୋଜନ ସହ ଆନୁଷଙ୍ଗିକ ବ୍ୟବସ୍ଥା କରିଛନ୍ତି। ଏହାସତ୍ତ୍ୱେ ବିଭିନ୍ନ ସ୍କୁଲରେ ଡ୍ରପ୍‌ଆଉଟ…

ଜମନକିରା ବ୍ଲକରେ ହାତୀ ଉପଦ୍ରବ: ଏକର ଏକର ଧାନ କ୍ଷେତ ଉଜୁଡ଼ିଲା, ଚିନ୍ତାରେ ଚାଷୀକୂଳ

ଜମନକିରା,୪।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ହାତୀପଲଙ୍କ ଉପଦ୍ରବ ଏବେ ଚରମ ସୀମାରେ ପହଞ୍ଚିଛି । ବିଶେଷ କରି ବଡ଼ରମା ବନ୍ୟପ୍ରାଣୀ ରେଞ୍ଜ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ହାତୀଙ୍କ ଉପଦ୍ରବ ଯୋଗୁଁ ଚାଷୀମାନଙ୍କ ଶ୍ରମ ଓ ସମ୍ବଳ ଧୂଳିସାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?