ଆମ ଜିଲା ଖବର

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଜଣେ ରୋଗୀଙ୍କ ପାଇଁ ପ୍ରତିଟି ମୁହୂର୍ତ୍ତ ମୂଲ୍ୟବାନ ହୋଇଥିବା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି ୨ ଜଣ ଜୁୁଆଡ଼ିଙ୍କୁ ଗିରଫ କରିଥିବା ବେଳେ ପୂର୍ବରୁ ସୂଚନା ପାଇ ବହୁ…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। କାର୍ଯ୍ୟାଳୟର ଚିଠି ସଂଖ୍ୟା ୬୩୭/୨୦୨୬ ତାରିଖ ୧୦।୪।୨୦୨୬ ଅନୁଯାୟୀ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି ଯୁବକ ନାଳ ନିକଟକୁ ଶୌଚ କରିବାକୁ ଯିବା ବେଳେ ଏକ ମୃତଦେହ ପଡ଼ି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର ଜଣେ ଯୁବତୀ ୨୦୨୧ ମସିହାରେ ସମ୍ବଲପୁର ଜିଲା ଭୋଜପୁର ଗ୍ରାମ ବସଷ୍ଟାଣ୍ଡ ଠାରେ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ ଦିନରୁ ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ଏହି ରାସ୍ତାର ମରାମତି କାର୍ଯ୍ୟ ଶେଷ ହୋଇଥିବା…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି । ଘଟଣା କ୍ରମେ ଶନିବାର…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଏନ୍‌ଏସି ୧୦ ନଂ ୱାର୍ଡ ଭେଙ୍କଟେଶ୍ୱର ସାହିରେ। ଦୀର୍ଘ ବର୍ଷ ହେଲା ସାହି…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ ବିଜେତା ସେନାପତି। ଗୁରୁତର ଅବସ୍ଥାରେ ବିଜେତାଙ୍କୁ ପରିବାର ଲୋକେ ଉଦ୍ଧାର କରି ଚିକିତ୍ସା…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ ୫ ଜଣ ଶିକାରୀ ଜଙ୍ଗଲ ଭିତରକୁ ଶିକାର ନିମନ୍ତେ ଯାଇଥିବା ବେଳେ ଏଆଇ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ ଯୁବତୀ ଘରେ କେହି ନ ଥିବା ସମୟରେ ଘରର ଶିଡ଼ି ତଳେ ନିଜ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ ୩ ବର୍ଷ ହେବ ଅଫ୍‌ଲାଇନରେ +୨ କଳା ବିଭାଗର ମୂଲ୍ୟାୟନ କେନ୍ଦ୍ର ବେଶ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?