ଆମ ଜିଲା ଖବର

ଭିମ୍‌ସାରରେ ୧୦ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ

ସମ୍ବଲପୁର,୭ା୬ (ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାରରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ସୋମବାର ମିଳିଥିବା ରିପୋର୍ଟ ମୁତାବକ, ଭିମ୍‌ସାରରେ ୧୦ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିକିତ୍ସିତ ହେଉଛନ୍ତି। ରୋଗୀ ସଂଖ୍ୟା ବୃଦ୍ଧିକୁ ନେଇ…

ମହିଳାଙ୍କୁ ଗଣବଳାତ୍କାର

କେନ୍ଦୁଝର, ୭ା୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ଗାଡ଼ିରେ ଉଠାଇ ନେଇ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରିଥିବା ବେଳେ ଜଣେ ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡ…

୨ ବିଭାଗର ଅବହେଳାରୁ ଦନ୍ତା ମୃତ

ଭଞ୍ଜନଗର,୭।୬: ଗଞ୍ଜାମ ଜିଲା ଉତ୍ତର ଘୁମୁସର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଢଉପଲ୍ଲୀ ନିକଟ କାଜୁ ଜଙ୍ଗଲରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ୧୧ କେ.ଭି. ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଏକ ଦନ୍ତାହାତୀର ଜୀବନ ଯାଇଛି। ସୋମବାର ସକାଳେ…

ଗଞ୍ଜାମରେ ଥମୁନି କରୋନା ମୃତ୍ୟୁ ସଂଖ୍ୟା: ପୁଣି ନେଲା ୩ ମୁଣ୍ଡ

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାର ନା ନେଉ ନାହିଁ। ସୋମବାର ପୁଣି ଜିଲାରୁ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହର ଜିଲାରୁ ୪୪ ଜଣଙ୍କ ଜୀବନ ନେଲାଣି ।…

ଛତ୍ରପୁରରେ ୧୮-୪୪ ବର୍ଷୀୟଙ୍କ ପାଇଁ  ଟିକାକରଣ ଆରମ୍ଭ

ଛତ୍ରପୁର,୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ୩ଟି ସ୍ଥାନରେ ୧୮ରୁ ୪୪ ବର୍ଷୀୟଙ୍କ ପାଇଁ ଟିକାକରଣ ସୋମବାରଠାରୁ ଆରମ୍ଭ ହୋଇଛି। ଟିକାକରଣକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରା ଯୋଗଦେଇ ଶୁଭାରମ୍ଭ…

ଶାଳୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ଶାଶୁଙ୍କୁ ବଳାତ୍କାର କଲେ ଜ୍ୱାଇଁ, ୨୦୦ ଫୁଟ ତଳକୁ ଫିଙ୍ଗିଲେ ମୃତଦେହ

କେନ୍ଦୁଝର,୭ା୬(ସ୍ବ.ପ୍ର.): ଶାଳୀଙ୍କୁ କୁରାଢ଼ିରେ ହାଣି ଜଘନ୍ୟ ହତ୍ୟା ପରେ ଶାଶୁଙ୍କ ହାତ ବାନ୍ଧି ବଳାତ୍କାର କରିଛନ୍ତି ଜ୍ୱାଇଁ। ପରେ ମୃତଦେହକୁ ୨୦୦ ଫୁଟ ଖାଲକୁ ଫିଙ୍ଗି ଦେଇଛନ୍ତି। ଏଭଳି ଅମାନୁଷିକ ଘଟଣା ଘଟିଛି କେନ୍ଦୁଝର ଜିଲା ବଲାଣି ଥାନା କିରିବୁର ନିକଟ…

ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ ଲାଗି ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍‌

ବାଲେଶ୍ୱର ଅଫିସ,୭ା୬: ବାତ୍ୟା ‘ୟାସ୍‌’ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ସୋମବାର କେନ୍ଦ୍ରୀୟ ଟିମ୍‌ ବାଲେଶ୍ୱରରେ ପହଞ୍ଚିଛନ୍ତ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି କେନ୍ଦ୍ରୀୟ ଟିମ୍‌ କେନ୍ଦ୍ରରୁ ୭ଜଣ ସଦସ୍ୟ ଆସି ପ୍ରଥମେ ରେମୁଣା ବ୍ଲକ ସାର୍ଥା ଅଞ୍ଚଳ…

ଅତ୍ୟାବଶ୍ୟକ ସମୟରେ ଅବହେଳା

ବଇଣ୍ଡା,୭ା୬: ଗାଁ ଗାଁରେ ପଶି ସାରିଛି କୋଭିଡ୍‌ ସଂକ୍ରମଣ। ଗୋଟିଏ ପରେ ଗୋଟିଏ ଅଞ୍ଚଳରେ ବଢ଼ୁଛି କଣ୍ଟେନମେଣ୍ଟ ଜୋନ୍‌। ମହାମାରୀର ଦ୍ୱିତୀୟ ଲହର ଗ୍ରାମାଞ୍ଚଳରେ ମାଡ଼ି ଚାଲିଥିବାବେଳେ ସମ୍ଭାବ୍ୟ ତୃତୀୟ ଲହରକୁ ନେଇ ଲୋକେ ଆତଙ୍କିତ। ଏପରି ସମୟରେ ଜରୁରୀ ଚିକିତ୍ସା…

ଧାନ ବିକ୍ରି ଚିନ୍ତାରେ ଚାଷୀ

ବାଲେଶ୍ୱର ଅଫିସ, ୭।୬-ଚଳିତବର୍ଷ ଅମଳ ହୋଇଥିବା ରବି ଧାନ କିଣିବା ସହିତ ଚାଷୀଙ୍କୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବା ପାଇଁ ବାଲେଶ୍ୱର ଜିଲା କଂଗ୍ରେସ ପକ୍ଷରୁ ୬ ଦଫା ସମ୍ବଳିତ ଏକ ଦାବିପତ୍ର ରବିବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ…

ରାସ୍ତାକଡ଼ରେ ୧୪ ପରିବାର

ପଦ୍ମପୁର,୭।୬(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଦେଇପୁର ପଞ୍ଚାୟତ କଣ୍ଟିଆନାଳି ଗ୍ରାମର ୧୪ ପରିବାର ୧୦ ଦିନ ଧରି ଜାମୁଝାଡ଼ି-ଧାମରା ରାସ୍ତା ବିଦେଇପୁର ଛକ ନିକଟରେ ପଲିଥିନ ତଳେ ରହୁଛନ୍ତି। ବାତ୍ୟା ୟାସ୍‌ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ପାଣି ପଶି…

ଜେଆଇପିଟିଏଲ୍‌ ଫାଟକ ସମ୍ମୁଖରେ ମୃତଦେହ ରଖି ଆନ୍ଦୋଳନ

କଣିହାଁ,୭ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଡେରେଙ୍ଗସ୍ଥିତ ଜିନ୍ଦଲ ଇଣ୍ଡିଆ ଥର୍ମାଲ ପାଓ୍ବାର ଲିମିଟେଡ୍‌ (ଜେଆଇଟିପିଏଲ୍‌) ଫାଟକ ସମ୍ମୁଖରେ ସୋମବାର ଜନୈକ ବ୍ୟକ୍ତିଙ୍କ ମୃତଦେହ ରଖି ନିଯୁକ୍ତି ଓ କ୍ଷତିପୂରଣ ଦାବିରେ ଆନ୍ଦୋଳନ ଚାଲିଛି। ସୂଚନାରୁ ଜଣାଯାଏ, ଗତ ୩୦ ତାରିଖ…

ଟେଣ୍ଟ କମ୍ୟୁନିଟି ହସ୍‌ପିଟାଲ ଲାଗି ଜମି ସର୍ଭେ

ଜଳେଶ୍ୱର, ୭।୬(ଡି.ଏନ.ଏ.)-ମହାମାରୀ କରୋନା ସମଗ୍ର ବିଶ୍ୱକୁ କବଳିତ କରିଥିବା ବେଳେ ଏହାର ନିସ୍ତାର ଲାଗି ସ୍ବାସ୍ଥ୍ୟବିଭାଗ ନାକେଦମ ହେଉଛି। କେନ୍ଦ୍ର ଓ ରାଜ୍ୟ ସରକାର ପର୍ଯ୍ୟାପ୍ତ ସ୍ବାସ୍ଥ୍ୟସେବା ଯୋଗାଇବା ସମ୍ଭବ ହୋଇପାରୁ ନ ଥିବାରୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ହୁ) ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?