ବର୍ଷେ ତିଷ୍ଟିଲାନି ପ୍ରେମ ବିବାହ: ଦଉଡି ଦେଲେ ମହିଳା କନଷ୍ଟେବଳ
ଗୋପାଳପୁର,୨୯ା୮(ଡି.ଏନ.ଏ.): ଗୋପାଳପୁର ଥାନା ଅଧୀନ ଆମ୍ବପୁଆ ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ମହିଳା କନଷ୍ଟେବଳ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଯାଜ୍ଞସିନୀ ବେହେରା(୨୭)। ବ୍ରହ୍ମପୁର ପୋଲିସ ଜିଲା ରିଜର୍ଭରେ ଯାଜ୍ଞସିନୀ ଏପିଆର କନଷ୍ଟେବଳ ଭାବେ କାର୍ଯ୍ୟ କରୁଥିଲେ । ଉକ୍ତ…
ଶାଶୁ ଘରେ ଛାଡିଦେବାକୁ କହି ମହିଳାଙ୍କୁ ଗଣବଳାତ୍କାର
ବନ୍ତ,୨୯।୮(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ବନ୍ତ ଥାନା ପୋଲିସ ଶନିବାର ଏକ ମାମଲା (ନଂ.୧୪୮/୨୧) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ପୋଲିସ ଜଣେ…
ନଦୀରେ ପକାଇଥିଲେ ଜାଲ: ମାଛ ଭାବି ଉଠାଇଲା ବେଳକୁ କୁମ୍ଭୀର
ମହାକାଳପଡ଼ା, ୨୯।୮(ଡି.ଏନ୍.ଏ.): ମାଛ ପାଇଁ ନଦୀରେ ପକାଇଥିଲେ ଜାଲ ହେଲେ ମିଳିଲା କୁମ୍ଭୀର। ଏଭଳି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ। ତିଖିରି ପଞ୍ଚାୟତ ଜୋରି ଗାଁର ସିଟୁ ବେହେରା ନାମରେ ଜଣେ ଯୁବକ ପାଇକା ନଦୀରେ ଜାଲ…
ଶ୍ବଶୁର ଘର ଆସି ଆଉ ଫେରିଲେନି ଜ୍ୱାଇଁ
ପାଟଣା,୨୯।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଖଜିରାପାଟ ପଞ୍ଚାୟତ ଖୁଣ୍ଟାପିଙ୍ଗୁ ଗାଁ ନିକଟ ଏକ କାଜୁ ବଗିଚାରୁ ରବିବାର ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ବୃଦ୍ଧ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା…
ପରୀକ୍ଷା ସେଣ୍ଟର ନାମ ଭଲରେ ନ ପଢ଼ି ଅନ୍ୟତ୍ର ପହଞ୍ଚିଲେ ଆର୍ଆଇ ପରୀକ୍ଷାର୍ଥୀ, ହେଲେ ହଟହଟା
ଟିଟିଲାଗଡ଼,୨୯।୮(ଡି.ଏନ୍.ଏ.): ରାଜ୍ୟରେ ରାଜସ୍ବ ନିରୀକ୍ଷକ (ରେଭିନ୍ୟୁ ଇନ୍ସପେକ୍ଟର/ଆରଆଇ) ପଦବୀ ପାଇଁ ପରୀକ୍ଷା ହେଉଥିବା ବେଳେ ଏକ ବଡ଼ ବିଭ୍ରାଟ ସାମ୍ନାକୁ ଆସିଛି। ଏ ନେଇ ଶତାଧିକ ପରୀକ୍ଷାର୍ଥୀ ହଇରାଣ ହୋଇଛନ୍ତି। ଏହି ପରୀକ୍ଷାର୍ଥୀଙ୍କ ଆଡ୍ମିଟ୍ କାର୍ଡରେ ପରୀକ୍ଷା କେନ୍ଦ୍ର- ସରକାରୀ ମହିଳା…
ନୂଆ ରୂପ ପାଇବ ନୀଳାଚଳ ଅଶୋକ
ପୁରୀ ଅଫିସ,୨୯।୮: କେନ୍ଦ୍ର ସରକାର ନୂତନ ମୁଦ୍ରୀକରଣ ବ୍ୟବସ୍ଥା ଦ୍ୱାରା ଭାରତୀୟ ଅର୍ଥନୀତିକୁ ସବଳ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏହି କ୍ରମରେ କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା କିଛି ଅଚଳ ସମ୍ପତ୍ତିିରେ ପୁଞ୍ଜି ନିବେଶ ପାଇଁ ଘରୋଇ ସଂସ୍ଥାକୁ ନିମନ୍ତ୍ରଣ…
ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ଦିଆସିଲି କାଠିରେ କଳାକୃତି
ପୁରୀ ଅଫିସ,୨୯।୮: ହକିର ଯାଦୁକର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅଗଷ୍ଟ ୨୯ ତାରିଖକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାତୀୟ କ୍ରୀଡ଼ା ଦିବସ ଭାବରେ ସାରା ଦେଶରେ ପାଳନ କରାଯାଇଥାଏ। ଏହି ପରିପେକ୍ଷ୍ରୀରେ ପୁରୀ କୁମ୍ଭାରପଡ଼ା ଅଞ୍ଚଳର ଯୁବଶିଳ୍ପୀ ଶାଶ୍ୱତ ରଞ୍ଜନ ସାହୁ…
‘ଗୁରୁଜୀ’ଙ୍କ ଗିରଫ ଦାବି ଜୋର ଧରିଲା
ଖୋର୍ଦ୍ଧା ଅଫିସ,୨୯ା୮: ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ କଡ଼ବା ଗ୍ରାମର ମାଗୁଣୀ ନାୟକ ଓ ପୁଅ ଆନନ୍ଦଙ୍କୁ ବନ୍ଦ କୋଠରିରେ ମାନବବାଦ ସଂଗଠନ କର୍ମକର୍ତ୍ତା ମାଡ଼ ମାରୁଥିବା ଭିଡିଓ ଭାଇରାଲ ଘଟଣାର ଗୁମର ଧୀରେ ଧୀରେ ଖୋଲୁଛି। ଶନିବାର ଜିଲା ଆରକ୍ଷୀ…
ଖୋଲିଲା ରାମଲିଙ୍ଗେଶ୍ୱର ଉଦ୍ୟାନ
ବ୍ରହ୍ମପୁର ଅଫିସ୍,୨୯ା୮: ବ୍ରହ୍ମପୁର ସହରକୁ ମନ୍ତ୍ରୀ ଓ ବିଧାୟକଙ୍କ ଗସ୍ତ ସମୟରେ ରାମ ଲିଙ୍ଗେଶ୍ୱର ଉଦ୍ୟାନ ବନ୍ଦ ରହୁଥିବା ବେଳେ ଶୁକ୍ରବାର ସର୍ବସାଧାରଣଙ୍କ ନିମନ୍ତେ ଖୋଲାଯାଇଛି। କିନ୍ତୁ ପାର୍କରେ କଟକଣାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ସହରକୁ ମନ୍ତ୍ରୀ ଓ ବିଧାୟକଙ୍କ…
ହସ୍ପିଟାଲରେ ଭର୍ତ୍ତି ହେଲେ ନୀଳଗିରି ବିଧାୟକ
ବାଲେଶ୍ୱର ଅଫିସ,୨୯ା୮: ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀର ବିଧାୟକ ଇଂ. ସୁକାନ୍ତ ନାୟକ ଅସୁସ୍ଥ । ଶନିବାର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ଅସୁସ୍ଥତା ଅନୁଭବ କରିଥିଲେ । ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ମେଡ଼ିସିନ ଖାଇଥିଲେ…
କେନ୍ଦୁଝରରେ ପ୍ରିୟ ବିଦେଶୀଙ୍କ ନାଲି ଚା’
କେନ୍ଦୁଝର, ୨୯ା୮(ସ୍ବ.ପ୍ର.): କେନ୍ଦୁଝର ସହରର ବିଭିନ୍ନ ସାହି ଗଳିରେ ଚା’ ଦୋକାନ ଖୋଲିଛି। କିନ୍ତୁ ସିନେମା ହଲ ନିକଟରେରେ ଥିବା ବିଦେଶୀ ନାୟକ(୭୧)ଙ୍କ ଦୋକାନରୁ ଚା’ପିଇବାର ମଜା ଅଲଗା। ଏଥିପାଇଁ ସକାଳ ଓ ସନ୍ଧ୍ୟାରେ ଭିଡ ଜମିଥାଏ। ଚାକିରିଆ ଲୋକଙ୍କ ଠାରୁ…
ମୋଟା ଅଙ୍କର ଟଙ୍କା ସହିତ ଧରାପଡ଼ିଲେ ବିଜେପୁର ବିଡିଓ
ସୋନପୁର/ବିଜେପୁର,୨୯ା୮(ନି.ପ୍ର./ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ) ପଦ୍ମନାଭ ସାମନ୍ତରାୟ ରବିବାର ଭୋର୍ରୁ ଭିଜିଲାନ୍ସ ଜାଲରେ ପଡିଛନ୍ତି। ସେ ମୋଟାଅଙ୍କର ଟଙ୍କା ଧରି ଏକ ଗାଡ଼ିରେ ପୁରୀ ଜିଲା ଗଡଚାନ୍ଦପୁର ଗ୍ରାମର ନିଜ ଘରକୁ ଯାଉଥିବା ସୂଚନା ପାଇ…

