ଆମ ଜିଲା ଖବର

ଗାଈ ଗୋଠରେ ବଜ୍ରପାତ

ଝାରସୁଗୁଡ଼ା ଅଫିସ,୫।୬: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଖଡାମ ଗ୍ରାମ ନିକଟରେ ଶନିବାର ରାତିରେ ଏକ ଗାଈ ଗୋଠରେ ବଜ୍ରପାତ ଘଟିଛି। ଫଳରେ ୨ ଗାଈଙ୍କ ମୃତ୍ୟୁ ଘଟିଛି। ଗାଁ ଲୋକଙ୍କ କହିବା ମୁତାବକ, ଏକ ମହୁଳ ଗଛ ମୂଳରେ ଗାଈ…

ମହିଳାଙ୍କ ସହ ସମ୍ପର୍କକୁ ନେଇ ଯୁବକଙ୍କୁ ହତ୍ୟା

ବୌଦ୍ଧ,୫ା୬: ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଅଧୀନ ସରସରା ଗ୍ରାମ ନିକଟରେ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି । ମୃତକ ହେଲେ ସରସରା ଗ୍ରାମର ଅନ୍ତର୍ଯ୍ୟାମୀ ସ୍ବାଇଁ (୩୨) । ଅନୈତିକ ସମ୍ପର୍କକୁ କେନ୍ଦ୍ର କରି ଏହି…

୨ ନାବାଳିକାଙ୍କୁ ବଳାତ୍କାର

ଉମରକୋଟ, ୫।୬: ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣ ନାବାଳକଙ୍କୁ ଅଟକ ରଖି ପଚରାଉଚରା କରିଛି। ସେମାନଙ୍କ ମଧ୍ୟରୁ ଜଣଙ୍କ କୋଭିଡ୍‌ ରିପୋର୍ଟ ପଜିଟିଭ ଆସିବାରୁ…

ନାବାଳିକାଙ୍କ ଅଶ୍ଳୀଳ ଭିଡ଼ିଓ ଭାଇରାଲ୍‌

ବ୍ରହ୍ମପୁର ଅଫିସ,୫ା୬: ଜନୈକା ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଭିଡ଼ିଓ ଭାଇରାଲ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ଜଣକ ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ପୁରୁଣା ବ୍ରହ୍ମପୁର ପନ୍ଦରାସାହିର ଦୀପକ କୁମାର…

ଦୁର୍ଘଟଣାରେ ରାସ୍ତାରେ ପଡ଼ି ଛଟପଟ ହେଉଥିଲେ, ନିଜ କାର୍‌ ଅଟକାଇ ଗୁରୁତରଙ୍କୁ ହସ୍ପିଟାଲ ପଠାଇଲେ ବିଧାୟକ

କୋରାପୁଟ,୫ା୬(ସ୍ବ.ପ୍ର.): କୋରାପୁଟ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ରଘୁରାମ ପଡାଲଙ୍କ ବଦାନ୍ୟତା ଦେଖିବାକୁ ମିଳିଛି। ଶନିବାର ରାସ୍ତା ଦୁର୍ଘଟଣାରେ ଗୁରୁତରଙ୍କୁ ତୁରନ୍ତ ଚିକିତ୍ସା ନିମନ୍ତେ ନିଜେ ୧୦୮ ଆମ୍ବୁଲାନ୍ସ ଡକାଇ ହସ୍ପିଟାଲ ପଠାଇଥିବା ଜଣାପଡ଼ିଛି। ନବରଙ୍ଗପୁର ଜିଲା ଅନ୍ତର୍ଗତ…

କୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟନକୁ ନେଇ ବିଜେଡି ଏମ୍‌ପି-ବିଧାୟକ ମୁହାଁମୁହିଁ

ପାଲଲହଡ଼ା,୫ା୬(ଡି.ଏନ୍‌.ଏ.): ଶନିବାର ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ସଦରମହାକୁମାଠାରେ କୋଭିଡ୍‌ କେୟାର ସେଣ୍ଟର ଉଦ୍‌ଘାଟନକୁ ନେଇ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଏବଂ ପାଲଲହଡ଼ା ବିଧାୟକ ମୁକେଶ ପାଲଙ୍କ ମଧ୍ୟରେ ମୁଁହାମୁହିଁ ପରିସ୍ଥିତି ଦେଖିବାକୁ ମିଳିଛି। ସୂଚନାନୁଯାୟୀ, ଶନିବାର ଅନୁଗୋଳ ଜିଲା…

ଆର୍‌ପିଡିଏସିକୁ ଡର

ଯାଜପୁର ଅଫିସ,୫।୬:ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଏବଂ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି) ବୈଠକ ଶେଷ ଥର ପାଇଁ ୧୪ା୯ା୨୦୧୬ରେ ଅନୁଷ୍ଠିତ ହୋଇଥିଲା। ଇତିମଧ୍ୟରେ କଟକଠାରେ ଆର୍‌ପିଡିଏସି ବୈଠକ ହୋଇଛି…

ଚିନ୍ତା ଘାରିଲେ ବି ପ୍ରତିକାର ଶୂନ

ନୟାଗଡ଼ ଅଫିସ,୫।୬: ବଣପାହାଡ଼ ଘେରା ନୟାଗଡ଼ ଜିଲାରେ ଜଙ୍ଗଲିଆ ଅଞ୍ଚଳ ଧୀରେ ଧୀରେ ପଦା ହେଉଛି। ଜଙ୍ଗଲ ପରିମାଣ କମି ଚାଲିଥିବାବେଳେ କଂକ୍ରିଟ କୋଠାବାଡି ଓ ରାସ୍ତା ନିର୍ମାଣ ବୃଦ୍ଧି ପାଇଛି। ସଚେତନତାର ଅଭାବ ଓ ବିକାଶ ନାଁରେ ବିନାଶ ଚାଲିଥିବାରୁ…

କରୋନାରେ ମାହାଙ୍ଗାର ପୂର୍ବତନ ବିଧାୟକଙ୍କ ପରଲୋକ

ନିଶ୍ଚିନ୍ତକୋଇଲି,୫ା୬(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବିଧାନସଭା କ୍ଷେତ୍ରର ପ୍ରାକ୍ତନ ବିଧାୟକ ବିକ୍ରମକେଶରୀ ବର୍ମାଙ୍କ କରୋନାରେ ଶନିବାର ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ହେବ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ବିୟୋଗରେ ମନ୍ତ୍ରୀ ପ୍ରତାପ ଜେନା, କଟକ ସଦର…

ଅଗ୍ନିକାଣ୍ଡରେ ଜଳିଗଲା କ୍ୟାବିନ: ସାମଗ୍ରୀ ପୋଡ଼ି ପାଉଁଶ

ପାଟଣା,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ଛକରେ ଥିବା ଏକ ପାନ ଦୋକାନ କ୍ୟାବିନରେ ଶନିବାର ସକାଳୁ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ଅନେକ ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଏଥି ସହ ଉକ୍ତ ଦୋକାନ ସଂଲଗ୍ନ ଥିବା…

କରୋନା ସଂକଟରେ ରୋଜଗାର ହରାଇ ହାତବାନ୍ଧି ବସିଛନ୍ତି ଅଟୋ ଚାଳକ

ବୁଗୁଡ଼ା, ୫।୬(ଡି.ଏନ୍‌.ଏ.): ଚକ ଗଡ଼ିଲେ ଜଳୁଥିଲା ଚୁଲି। ଏବେ ତେଲ ପଇସା ମଧ୍ୟ ବାହାରୁନି। ଫଳରେ ଭୋକ ଉପାସରେ ଜୀବନ ବିତାଉଛନ୍ତି ଅଧିକାଂଶ ପରିବାର। କରୋନା ସଂକଟରେ ରୋଜଗାର ହରାଇ ଗଞ୍ଜାମ ଜିଲା ବୁଗୁଡ଼ା ସହରର ଅଟୋ ଚାଳକମାନେ ଏବେ ହାତବାନ୍ଧି…

୭ରୁ କଟକଣାରେ ଚାଲିବ ହାଇକୋର୍ଟ

କଟକ ଅଫିସ୍‌,୫।୬: ମହାମାରୀ କୋଭିଡ୍‌ ଏବଂ ରାଜ୍ୟରେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖରୁ କେତେକ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ କାର୍ଯ୍ୟ। ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର (ଜୁଡିସିଆଲ)ଙ୍କ ସୂଚନା ମୁତାବକ ଏହି କଟକଣା ଆସନ୍ତା ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?