ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ
କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଏସ୍ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅସ୍ତ୍ରୋପଚାର ପରେ ତାଙ୍କ…
ଦେଶୀଧାନକୁ ଝୁରୁଛନ୍ତି ଚାଷୀ
କଣାସ, ୫।୬(ସ୍ବ.ପ୍ର): ସମୟ ଓ ପାଣିପାଗର ପରିବର୍ତ୍ତନରେ ପାରମ୍ପରିକ ଚାଷର ପ୍ରଣାଳୀ ମଧ୍ୟ ବଦଳି ଚାଲିଛି। ଅତ୍ୟାଧୁନିକ ବିହନ ଓ ସାର, ଔଷଧର ବ୍ୟବହାର ଯୋଗୁ ପୁରାତନ ଦେଶୀଧାନ ବିହନକୁ ଚାଷୀ ଧୀରେ ଧୀରେ ଭୁଲିଯିବାକୁ ବସିଛି। ଫଳରେ ପୁରୁଷାନୁକ୍ରମେ ପାରମ୍ପରିକ…
ବର୍ଜ୍ୟଜଳରେ ହନ୍ତସନ୍ତ ସହରବାସୀ
ଯାଜପୁର ଅଫିସ୍, ୫।୬: ରାଜ୍ୟର ବିଭିନ୍ନ ସହରରୁ ନିର୍ଗତ ବର୍ଜ୍ୟଜଳକୁ ବୈଜ୍ଞାନିକ ପଦ୍ଧତିରେ ବିଶୋଧନ ଓ ପ୍ରକ୍ରିୟାକରଣ ନ କରି ବାହାରକୁ ଛଡ଼ାଯାଉଥିବାରୁ ତାହା ସୁସ୍ଥ ପରିବେଶ ପାଇଁ ବିପଦ ହୋଇଛି। ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗରୁ ପ୍ରାପ୍ତ…
ଭଙ୍ଗାଗଲା ମନ୍ଦିର, ପାଚେରି
କଟକ ଅଫିସ,୫।୬: କଟକ ଖାନ୍ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍ ଟର୍ମିନାଲ ପାଇଁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଶୁକ୍ରବାର ଛତ୍ରଗଡା ରାସ୍ତା ପାର୍ଶ୍ୱରେ ଥିବା ମନ୍ଦିର ଓ ପାଚେରିଗୁଡିକ ଭଙ୍ଗାଯାଇଥିଲା। ଜିଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର ନିଗମ(ସିଏମ୍ସି) ଅଧିକାରୀ…
କିନ୍ନର ଚିନ୍ମୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଫୋନ୍, ପ୍ରଶଂସା
ଛେଣ୍ଡିପଦା,୫।୬(ସ୍ବ.ପ୍ର.): ୫୦ କିଲୋମିଟର ଦୂରରେ ଥିଲେ ମଧ୍ୟ ଫୋନ୍ କଲ୍ଟିଏ ପାଇ କୋଭିଡ୍ ସଂକ୍ରମିତଙ୍କ ମୃତଦେହ ସଂସ୍କାର ନିମନ୍ତେ ପହଞ୍ଚିଯାଉଥିବା ଅନୁଗୋଳ ଜିଲା ଜରପଡ଼ାର ସାମାଜିକ କର୍ମୀ କିନ୍ନର ଚିନ୍ମୟୀ ଦାସଙ୍କୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ କରିବା ସହ…
ବ୍ୟବସାୟୀଙ୍କୁ ଅତିରିକ୍ତ ତହସିଲଦାର ପିଟିବା ଘଟଣା: ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ
ଝାରସୁଗୁଡ଼ା ଅଫିସ,୫।୬: କୋଭିଡ୍ ତଦାରଖ ମାଜିଷ୍ଟ୍ରେଟ୍ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ଗତ ବୁଧବାର ଜଣେ ବୃଦ୍ଧ ତରଭୁଜ ବିକାଳି ଓ ତାଙ୍କ ନାବାଳକ ପୁଅଙ୍କୁ ବାଡିରେ ପିଟିଥିଲେ। ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର ଘଟଣାର ତଦନ୍ତ…
ମହାନଦୀକୁ ଡେଇଁପଡ଼ିଲେ ଦମ୍ପତି
କଟକ ଅଫିସ,୫।୬: କଟକ ଯୋବ୍ରା ଆନିକଟ୍ ବ୍ରିଜରୁ ମହାନଦୀକୁ ଡେଇଁ ଶୁକ୍ରବାର ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀ ମଧ୍ୟ ମହାନଦୀକୁ ଡେଇଁ ପଡିଥିଲେ। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ଦମ୍ପତିଙ୍କୁ ଉଦ୍ଧାର କରି…
ମନ କିଣୁଛି କିଚେନ ଗାର୍ଡେନ
କାମାକ୍ଷାନଗର, ୫।୬ ଗୁଣ୍ଠେରୁ ସାମାନ୍ୟ ଅଧିକ ଜମି। ସବୁଜ କିଆରିରେ ଭରପୂର। କେଉଁଠି ଭେଣ୍ଡି ତ ଆଉ କେଉଁଠି ଜହ୍ନି। ଗୁଆଁର, ବାଇଗଣ, ଝୁଡ଼ଙ୍ଗ, ଅମୃତଭଣ୍ଡା ସାଙ୍ଗକୁ ଭଳିକି ଭଳି ଶାଗର ସବୁଜ କିଆରିରେ ପୂରି ଉଠିଛି ପରିବେଶ। କେଉଁ ଚାଷ…
ସୁଦୃଢ଼ ହେଉଛି ସ୍ବାସ୍ଥ୍ୟ ଭିତ୍ତିଭୂମି
ଅନୁଗୋଳ ଅଫିସ, ୫ା୬ ମହାମାରୀର ଦ୍ୱିତୀୟ ଲହର ଅତି ମାରାତ୍ମକ ସାବ୍ୟସ୍ତ ହେଉଥିବାରୁ ଏହାର ଉଚିତ ମୁକାବିଲା ନିମନ୍ତେ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଇତିମଧ୍ୟରେ ଅନୁଗୋଳ ଜିଲାରେ ଅଧିକ କୋଭିଡ୍ ହସ୍ପିଟାଲ, କରୋନା କେୟାର ସେଣ୍ଟର…
ଡଷ୍ଟବିନ୍ରୁ ଖାଦ୍ୟ ସାଉଁଟୁଛନ୍ତି ମାନସିକ ବିକୃତ ମହିଳା
ସାରସକଣା, ୫ା୬-ମହାମାରୀ କରୋନା କାଳରେ ସାମ୍ନାକୁ ଆସୁଛି ଅନେକ କରୁଣ ଦୃଶ୍ୟ। ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆ ପଞ୍ଚାୟତ ବମ୍ବେଛକ ବଜାରରେ ଜଣେ ମାନସିକ ବିକୃତ ମହିଳା ଭୋକ ବିକଳରେ ରାସ୍ତାକଡ଼ ଡଷ୍ଟବିନ୍ରୁ ଖାଦ୍ୟ ସାଉଁଟି ଖାଉଥିତ୍ବା ଦେଖିବାକୁ ମିଳିଥିଲା।…
ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼: ମାଜିଷ୍ଟ୍ରେଟଙ୍କୁ ମହଙ୍ଗା ପଡ଼ିଲା
ଝାରସୁଗୁଡା ଅଫିସ୍,୪।୬: କୋଭିଡ୍ ତଦାରଖ ମାଜିଷ୍ଟ୍ରେଟ୍ ଦାୟିତ୍ୱରେ ଥିବା ଝାରସୁଗୁଡ଼ା ଅତିରିକ୍ତ ତହସିଲଦାର ଯୋଗୀତା ତିର୍କୀ ବୁଧବାର ଜଣେ ବୃଦ୍ଧ ତରଭୂଜ ବିକାଳୀ ଏବଂ ତାଙ୍କର ନାବାଳକ ପୁଅଙ୍କୁ ବାଡିରେ ମାଡ଼ ମାରିଥିଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରଲା…
‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’
ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ ପରିବାର ଚଳାଇବା କଷ୍ଟକର ହୋଇପଡିଛି। ରାଉରକେଲାରେ ୧୧ ଶହରୁ ଊର୍ଦ୍ଧ୍ୱ ସେଲୁନ ଦୋକାନ ରହିଛି।…

