ଆମ ଜିଲା ଖବର

ଖବରଦାତାଙ୍କ ସୁରକ୍ଷା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରେସ କ୍ଲବ ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯିବା ସହ ସମସ୍ତ ଖବରଦାତା ତହସିଲ କାର୍ଯ୍ୟାଳୟକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ତହସିଲଦାର ନୀତିଶ କୁମାର ତ୍ରିପାଠୀଙ୍କୁ ପ୍ରଦାନ କରିଛନ୍ତି। ଖବରଦାତାମାନେ ଦାବି…

ଭୋଟର ତାଲିକାରୁ ୩୪ ବାଦ୍‌

ଜଗତ୍‌ସିଂହପୁର ଅଫିସ,୪।୬: ଭୋଟର ତାଲିକାରେ ଭାରତର ପ୍ରତ୍ୟେକ ନାଗରିକଙ୍କୁ ସାମିଲ କରିବା ପାଇଁ ପ୍ରତ୍ୟେକ ବର୍ଷ ଉଦ୍ୟମ ହେଉଛି। ଏହା ଭିତରେ ସ୍ପେଶିଆଲ ସମରୀ ରିଭିଜନ୍‌ ଅଫ୍‌ ଫଟୋ ଇଲେକ୍ଟୋରାଲ ରୋଲ୍‌ ୨୦୨୧ ଅନୁଷ୍ଠିତ ହୋଇଯାଇଛି। କିନ୍ତୁ ଦୁଃଖର କଥା, ଅନେକ…

ନକଲି ଡାକ୍ତରଙ୍କ ଚିକିତ୍ସାରେ ୨ ମୃତ୍ୟୁ ଅଭିଯୋଗ

ମହାକାଳପଡ଼ା,୪।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ସୁନୀତି ପଞ୍ଚାୟତ ଓ କେବୀ ଦାଣ୍ଡୁଆ ପଞ୍ଚାୟତ ସୀମା ମିଲନ ମୋଡ଼ ବଜାରରେ ବେଆଇନ କ୍ଲିନିକ୍‌ ଖୋଲାଯାଇଛି। ସେହି କ୍ଲିନିକ୍‌ରେ ସ୍ଥାନୀୟ ପଙ୍କପାଳ…

ପାରାଦୀପରୁ ଆସୁଛି ଅପମିଶ୍ରିତ ଏଫ୍‌ଓ

ଯାଜପୁର ଅଫିସ,୪ା୬:ପାରାଦୀପ ବନ୍ଦରରୁ ଯାଜପୁର ଜିଲା ଦେଇ ଯାଇଥିବା ୫୩ ନଂ.ଜାତୀୟ ରାଜପଥ କଳାବଜାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ପାରାଦୀପ ବନ୍ଦର ଠାରୁ ୫ କିମି ପରିଧି ମଧ୍ୟରେ ଥିବା ପାରାଦୀପ ଥାନା ଅନ୍ତର୍ଗତ ପିପିଏଲ ସାରରୋଡ, ବାଉରିଆ ପାଳନ୍ଦା, ବାଲିଝରା…

ବାଣ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

ନିମାପଡ଼ା, ୪ା୬(ଡି.ଏନ୍‌.ଏ.): ଚାରିଛକ ଫାଣ୍ଡି ଅଧୀନ ବ୍ରହ୍ମକୁଣ୍ଡି ଗ୍ରାମ ନିକଟରେ ଥିବା ଏକ ବାଣ ଗୋଦାମରେ ଗୁରୁବାର ମଧ୍ୟାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୋଦାମରେ ଥିବା ବାଣ ସବୁ ବିସ୍ଫୋରଣ ଘଟି ୫ବଖରା ଗୃହ ଓ ପାଚେରି ଭାଙ୍ଗିରୁଜି ଧୂଳିସାତ ହୋଇଯାଇଛି।…

ଶ୍ରୀମନ୍ଦିର ପାଇଁ ପଞ୍ଚବାର୍ଷିକ ଯୋଜନା: ମରାମତି ହେବ ପାର୍ଶ୍ୱ ଦେବଦେବୀ ମନ୍ଦିର

ପୁରୀ ଅଫିସ,୪।୬: ଶ୍ରୀମନ୍ଦିର ପରିସରରେ ଥିବା ପାର୍ଶ୍ୱ ଦେବଦେବୀ ମନ୍ଦିରଗୁଡ଼ିକର ରକ୍ଷଣାବେକ୍ଷଣ ନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍‌ଆଇ)କୁ ମନ୍ଦିର ପ୍ରଶାସନ ଅବଗତ କରାଇବା ସତ୍ତ୍ୱେ ପଦକ୍ଷେପ ନିଆଯାଇ ନ ଥିଲା। ଗୁରୁବାର ଭିଡିଓ କନ୍‌ଫରେନ୍ସରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁଷ୍ଠିତ…

କରୋନା ପାଇଁ କଇଁଚି ବନ୍ଦ

ଭୁବନ, ୪।୬(ବିପିନ ବିହାରୀ ସେଠୀ) କରୋନା ଆସିଲାନି ଯେ, ଉଜାଡ଼ିଦେଲା ଜୀବିକା। ମହାମାରୀର ବିଭୀଷିକା, ଭୂତାଣୁ ଭୟ ଭିତରେ ଜୀବନ ବଞ୍ଚାଇବା ଯେଉଁଠି କାଠିକର ପାଠ, ସେଇଠି ବୃତ୍ତିଗତ କ୍ଷେତ୍ରର ଦୁଃଖ ବଖାଣିବା କଳ୍ପନାବାହାରେ। ରାତି ପାହିଲେ ଶହ ଶହ ଟଙ୍କା…

ହ୍ରାସ ପାଉଛି ସବୁଜ ହୀରା ସଂଗ୍ରହ

ଆଠମଲ୍ଲିକ,୪ା୬(ଡି.ଏନ.ଏ.) ସବୁଜ ହୀରା ବା କେନ୍ଦୁପତ୍ର ତୋଳାଳିଙ୍କ ଠାରୁ ପ୍ରତିବର୍ଷ ସରକାର କେନ୍ଦୁପତ୍ର ସଂଗ୍ରହ କରୁଛନ୍ତି। ଏଥିପାଇଁ ସେମାନଙ୍କୁ କେରି ହିସାବରେ ଅର୍ଥ ପ୍ରଦାନ ସହ ବାର୍ଷିକ ବୋନସ ମଧ୍ୟ ଦେଉଛନ୍ତି। ଏହାବ୍ୟତୀତ ଜୋତା, ଛତା, ବାହାଘର ପ୍ରୋତ୍ସାହନ ରାଶି ଆଦି…

ପାହାଡ଼ିଆ ଅଞ୍ଚଳରେ ସୁଧୁରିବ ଜଳ ସମସ୍ୟା

ଖଇରା, ୪।୬-ବାଲେଶ୍ୱର ଜିଲା ଖଇରା ବ୍ଲକର ଉପାନ୍ତ ପାହାଡିଆ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀଙ୍କ ପାଇଁ ଖୁସି ଖବର ା ଖୁବଶୀଘ୍ର ବର୍ଷ ବର୍ଷ ଧରି ଭୋଗୁଥିବା ପାନୀୟଜଳ ସମସ୍ୟାର ସମାଧାନ ହେବାକୁ ଯାଉଛି। ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲା…

ବଞ୍ଚାଇଦେଲା ପୋଷା କୁକୁର

ଢେଙ୍କାନାଳ ଅଫିସ, ୩।୬: କୁହାଯାଏ କୁକୁର ହେଉଛି ଭାରି ବିଶ୍ୱସ୍ତ। ଏହି ଗୃହପାଳିତ ପ୍ରାଣୀର ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ଜୀବନ ବଞ୍ଚତ୍ୟାଇଥିବା ନଜିର ରହିଛି। ଏଭଳି ଏକ ଘଟଣା ଘଟିଛି ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ଷଡଙ୍ଗୀ ରେଞ୍ଜ୍‌ ଖଙ୍କିରା…

ସ୍ବାମୀଙ୍କୁ ଛାଡ଼ି ଥାନାରେ ପ୍ରେମିକଙ୍କୁ ବିବାହ

ହିନ୍ଦୋଳ,୩।୬: ବିବାହିତା ଥିଲେ। ହସଖୁସିର ପରିବାର ଥିଲା। ତଥାପି ଆଉ ଜଣଙ୍କୁ ମନ ଦେଇଥିଲେ ମହିଳା। ସ୍ବାମୀଙ୍କୁ ଛାଡ଼ି ୧୫ ଦିନ ତଳେ ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ। ଗୁରୁବାର ସମ୍ପୃକ୍ତ ପ୍ରେମୀଯୁଗଳଙ୍କୁ ପୋଲିସ ଉଦ୍ଧାର କରିବା ପରେ ଥାନା ପରିସରରେ…

ଆଇନକୁ ହାତକୁ ନେଲେ ମାଜିଷ୍ଟ୍ରେଟ: ବୃଦ୍ଧ ବ୍ୟବସାୟୀଙ୍କୁ ମାଡ଼ ମାରିଲେ

ଝାରସୁଗୁଡ଼ା ଅଫିସ୍‌,୩।୬: ରାଜ୍ୟରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଅନ୍ୟ ଜିଲା ଭଳି ଝାରସୁଗୁଡ଼ାରେ ମଧ୍ୟ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ଜାରି ରହିଛି। ଏହାକୁ ତଦାରଖ କରିବା ପାଇଁ ଜିଲାରେ ୧୭ଟି ସ୍କ୍ବାର୍ଡ ଗଠନ କରାଯାଇଛି। ଏଥିରେ ମାଜିଷ୍ଟ୍ରେଟ୍‌, ପ୍ରଶାସନିକ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?