ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…
ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ ଯୁବତୀ ଘରେ କେହି ନ ଥିବା ସମୟରେ ଘରର ଶିଡ଼ି ତଳେ ନିଜ…
ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍ଲାଇନ୍-ଅଫ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର
ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ ୩ ବର୍ଷ ହେବ ଅଫ୍ଲାଇନରେ +୨ କଳା ବିଭାଗର ମୂଲ୍ୟାୟନ କେନ୍ଦ୍ର ବେଶ୍…
ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି
ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ ପରଲୋକ ଘଟିଛି l ଶନିବାର ସକାଳେ ସବୁଦିନ ଭଳି ଚାହା ପିଉଥିବା ବେଳେ…
କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ
କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ ତଥା କୃଷକ ମୋର୍ଚ୍ଚାର ପୂର୍ବତନ ରାଜ୍ୟ ସଭାପତି ମହେଶ୍ୱର ସାହୁ ଏହି ସଫଳତା…
ପାରମ୍ପରିକ ସଂସ୍କୃତିକୁ ବଞ୍ଚାଇ ରଖିବା ପାଇଁ ପ୍ରୟାସ
ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଜାଗୃତି ସଭାଗୃହଠାରେ ‘ହିମକନ୍ୟା’ ଭାଷା, ସାହିତ୍ୟ ଓ ସାଂସ୍କୃତିକ ପରିଷଦର ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି। ଏହି ପରିଷଦର ସଭାପତି ଭାବେ ପତିତପାବନ ରାଉତ ଏବଂ ସମ୍ପାଦକ ଭାବେ ପ୍ରଶାନ୍ତ ସାହୁଙ୍କୁ ଚୟନ କରାଯାଇଛି।…
‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’
ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ବିଭାସ ଦାସ ସଭାପତିତ୍ୱ କରି ନିଜ ମାତୃଭାଷା ଯେତେ…
ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ
ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ ଅସାଧୁ ଉପାୟରେ ଅର୍ଥ ଉପାର୍ଜନ ପାଇଁ ନିଜ ଜୀବନକୁ ନଷ୍ଟ କରିଦେଉଛନ୍ତି। ହେଲେ…
ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି
ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତଳେ ପଡ଼ିଯାଇଥିଲେ। କର୍ମଚାରୀମାନେ ତାଙ୍କୁ ନେଇ ଚାନ୍ଦବାଲି ମେଡିକାଲରେ ଭର୍ତ୍ତି…
୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା
ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ ପାୱାର କଟ ପାଇଁ ଘୋଷଣା ହୋଇଥିଲା। ମାତ୍ର ୩ ଘଣ୍ଟା ପାୱାର କଟ…
ରେଡ୍ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ
ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା ବାଲିଆ ନିକଟ କୋଲାବ ନଦୀ ପାଖରେ। କୋଲାବ ନଦୀ ପଠାରୁ ବାଲି ଚାଲାଣ…
ବିପଦ ସାଜିଲା ଓଭରଟେକ୍, ବିଲକୁ ପଶିଗଲା ୨ ବସ୍, ଆଉ ତା’ ପରେ…
ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ ଉଭୟ ବସ୍ରେ ୫୦ରୁ ଅଧିକ ଯାତ୍ରୀ ଥିଲେ। ବହୁ ଯାତ୍ରୀ ଆହତ ହୋଇଛନ୍ତି।…
ରାସ୍ତାରେ ପଡ଼ିଲା ବିରାଟକାୟ ଗଛ
ମୋହନା,୧୧।୪(ମନ୍ମଥ ମିଶ୍ର) :ବର୍ଷା ଅଛି ନା ପବନ ଅଛି । ତଥାପି ରାସ୍ତା ଉପରେ ପଡ଼ିଲା ବିରାକାୟ ଗଛ । ଅଟକି ରହିଲା ଅନେକ ଗାଡ଼ି ରାସ୍ତାର ଉଭୟ ପାର୍ଶ୍ୱରେ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ଆର୍.ଉଦୟଗିରି…

