ଆମ ଜିଲା ଖବର

ଜେଲରେ ରହି ସ୍ବାବଲମ୍ବୀ ଚିତ୍ତରଞ୍ଜନ

ଛତ୍ରପୁର,୨୩।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକାରାଗାରରେ ଜଣେ ବିଚାରାଧୀନ ବନ୍ଦୀ ମାଟି ହାଣ୍ଡିରେ ଚିତ୍ର ଆଙ୍କି ସ୍ବାବଲମ୍ବୀ ହୋଇଛନ୍ତି। ପ୍ରଶାସନ ତାଙ୍କୁ ସହଯୋଗର ହାତ ବଢ଼ାଇଛି। ୨୦୧୭ ଜାନୁୟାରୀରେ ଗଞ୍ଜାମ ଥାନା ଅଧୀନ ମଲାଡ଼ ଗ୍ରାମର ଆର.ଚିତ୍ତରଞ୍ଜନ ଏକ ବଳାକତ୍ାର ମାମଲାରେ…

ଗୁମୁରି କାନ୍ଦୁଛି ଘୁମୁରା

କାମାକ୍ଷାନଗର, ୨୩।୮: ଘୁମୁରା ବାଜିଲେ ଉଠୁଥିଲା, ପଡୁଥିଲା ଆଦିବାସୀ ଗାଁ। ବେଶଧାରୀଙ୍କ ନୃତ୍ୟଗୀତରେ ମସ୍‌ଗୁଲ ହୋଇଯାଉଥିଲେ ଶବର ସମ୍ପ୍ରଦାୟର ଆବାଳବୃଦ୍ଧବନିତା। କେବେ ରଣବାଦ୍ୟ ତ କେବେ ଗଣବାଦ୍ୟ, କେବେ ଶକ୍ତି ଉପାସନା ତ ଆଉ କେବେ ମନୋରଞ୍ଜନର ମାଧ୍ୟମ ପାଲଟିଥିଲା ଏହି…

ଷ୍ଟେଶନରେ ଯାତ୍ରୀଙ୍କ ସହ ଟ୍ରେନ୍‌କୁ ଅପେକ୍ଷା କଲେ ରେଳ ମନ୍ତ୍ରୀ

ବଲାଙ୍ଗୀର ଅଫିସ୍‌,୨୩।୮: ଜନ ଆଶୀର୍ବାଦ ଯାତ୍ରା ପାଇଁ ଓଡ଼ିଶା ଆସିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ। ରବିବାର ଓଡିଶାର ଏକ ଷ୍ଟେଶନ ପ୍ଲାଟଫର୍ମରେ ପଡ଼ିଥିବା ଏକ ସିମେଣ୍ଟ ବେଞ୍ଚରେ ବସି ଟ୍ରେନକୁ ଅପେକ୍ଷା କରିଥିଲେ। ଯଦିଓ ରେଳ ଅଧିକାରୀମାନେ ରେଳ ମନ୍ତ୍ରୀଙ୍କ…

ଖୋଲିଲା ଶ୍ରୀମନ୍ଦିର

ପୁରୀ ଅଫିସ,୨୩ା୮: ଦୀର୍ଘ ୪ ମାସର ବ୍ୟବଧାନ ପରେ ସୋମବାରଠାରୁ ସର୍ବସାଧାରଣଙ୍କ ଲାଗି ଶ୍ରୀମନ୍ଦିର ଖୋଲିଛି। କୋଭିଡ୍‌ଗାଇଡ୍‌ ଲାଇନ୍‌ ଅନୁଯାୟୀ ଶ୍ରଦ୍ଧାଳୁମାନେ ମନ୍ଦିର ଭିତରେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି। ଆର୍‌ଟିପିସିଆର ନେଗେଟିଭ୍‌ ରିପୋର୍ଟ ଏବଂ ଦୁଇଟି ଡୋଜ୍‌ ଟିକାକରଣ ରିପୋର୍ଟ ସହ…

ଖୋର୍ଦ୍ଧା-ବଲାଙ୍ଗୀର ରେଳ ପ୍ରକଳ୍ପକୁ ନେଇ ପ୍ରତିକ୍ରିୟା ରଖିଲେ ରେଳମନ୍ତ୍ରୀ

ବଲାଙ୍ଗୀର ଅଫିସ, ୨୩ା୮: କେନ୍ଦ୍ର ରେଳ, ସଞ୍ଚାର ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜନ ଆଶୀର୍ବାଦ ଯାତ୍ରାରେ ରବିବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନ ପରିକ୍ରମା କରିଥିଲେ। ଟିଟିଲାଗଡରୁ କଣ୍ଟାବାଞ୍ଜି, ପାଟଣାଗଡ ଦେଇ ସେ ବଲାଙ୍ଗୀର ପହଞ୍ଚିଲେ। ସ୍ଥାନୀୟ…

ରାଖୀ ବାନ୍ଧିବା ପୂର୍ବରୁ ଚାଲିଗଲା ଭଉଣୀର ଜୀବନ

ରାଇରଙ୍ଗପୁର,୨୨ା୮(ଡି.ଏନ.ଏ.): ଗାଧୋଇ ସାରି ଘରକୁ ଫେରିଥିଲେ ବଡ଼ ଭାଇ ହାତରେ ରାଖୀ ବାନ୍ଧି ଥାଆନ୍ତେ। ହେଲେ ନିୟତିର ନିଷ୍ଠୁର ନିୟମ ତାଙ୍କୁ ପରିବାରଠାରୁ ସବୁଦିନ ପାଇଁ ଦୁରେଇ ଦେଲା । ରାଖୀ ବାନ୍ଧିବା ଆଗରୁ ନଈରେ ବୁଡ଼ି ଚାଲିଗଲା ସାନ ଭଉଣୀର…

ଟ୍ରାକ୍ଟର ଚକା ଲିକ୍‌ ହେବାରୁ ଚାଲିଗଲା ୩ ଜୀବନ

ମାଲକାନଗିରି,୨୨ା୮(ଡି.ଏନ୍‌.ଏ.): ମାଲକାନଗିରି ଆଦର୍ଶ ଥାନା ଅନ୍ତର୍ଗତ ଏମ୍‌ଭି-୧୬ ଗ୍ରାମ ନିକଟରେ ଏକ ଟ୍ରାକ୍ଟରକୁ ଟ୍ରକ୍‌ ଧକ୍କା ଦେଇଛି। ଫଳରେ ଟ୍ରାକ୍ଟରରେ ଥିବା ୩ ଜଣଙ୍କ ମୃତ୍ୟୁ ଘଟିଛି। ୨ଜଣ ଆହତ ହୋଇଛନ୍ତି। ମୃତକମାନେ ହେଲେ ମାଲକାନଗିରି ଥାନା ଅନ୍ତର୍ଗତ ମୁଣ୍ଡାଗୁଡା ଗ୍ରାମର…

ଟଙ୍କା ଭର୍ତ୍ତି ଭ୍ୟାନ ଲୁଟ୍‌ ପଛରେ ଡ୍ରାଇଭର

ବ୍ରହ୍ମପୁର ଅଫିସ,୨୨ା୮: ବ୍ରହ୍ମପୁର ବଡବଜାର ଥାନା ଅଧୀନ ଆସକାରୋଡରୁ ଏଟିଏମ୍‌ ଟଙ୍କା ଭର୍ତ୍ତି ଭ୍ୟାନ୍‌ ଲୁଟ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଭ୍ୟାନ୍‌ର ଡ୍ରାଇଭର ଆଶିଷ କୁମାର ଦିଗାଲଙ୍କୁ କେହି ଅପହରଣ କରି ନ ଥିଲେ। ବରଂ ସେ ନିଜେ ଅପହରଣ…

ତାଲା ଭାଙ୍ଗି ଦୋକାନରୁ ଚୋରି କରୁଥିବା ବେଳେ ଧରାପଡ଼ିଲେ ଚୋର

ବାସୁଦେବପୁର,୨୨ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅନ୍ତର୍ଗତ ପଦ୍ମପୁର ବଜାରରେ ଶନିବାର ବିଳମ୍ବିତ ରାତିରେ ଏକ ତେଜରାତି ଦୋକାନରୁ ଚୋରି ହୋଇଛି। ଦୋକାନୀ ପ୍ରେମ ଆନନ୍ଦ ନାୟକ ରାତିରେ ତାଲା ଦେଇ ଘରକୁ ଫେରିଥିଲେ। ଚୋର ଦୁଇଜଣ ତାଲାଭାଙ୍ଗି ଜିନିଷ ଚୋରି…

ମା’ ବୁଝୁନି ମମତା

ଅନୁଗୋଳ ଅଫିସ,୨୨ା୮: ମାତୃତ୍ୱର ଅର୍ଥ ବୁଝେ ମା’। ସେଥିପାଇଁ ସେ ସ୍ନେହମୟୀ। ମମତାମୟୀ। ପିଲାଟିଏ ତା’ ପାଇଁ ଈଶ୍ୱରଙ୍କ ଆଶୀର୍ବାଦ। ସରଗର ସଜଫୁଟା ପାରିଜାତ। ହେଲେ ଅନେକ ପାରିଜାତ ଏବେ ମଧ୍ୟ ହେଉଛନ୍ତି ପରିତ୍ୟକ୍ତ। କେତେବେଳେ କେଉଁ ବୁଦା ମୂଳରେ ତ…

ପଡ଼ୋଶୀଙ୍କ କାଠ ଫାଳିଆ ମାଡ଼ରେ ଗଲା ଜୀବନ

ପୋଲସରା,୨୧ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ବଡପଙ୍କଳବାଡି ପଞ୍ଚାୟତରେ ଶନିବାର ଏକ ହତ୍ୟାକାଣ୍ଡ ଘଟିଛି। ପଡ଼ୋଶୀଙ୍କ କାଠ ଫାଳିଆ ମାଡ଼ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ କେ.ବଣରାମଚନ୍ଦ୍ରପୁର ଗ୍ରାମର ଭଗବତ ନାୟକ(୫୫)। ଶନିବାର କୌଣସି କଥାକୁ ନେଇ…

ଡିଏଫ୍‌ଓଙ୍କ ଲାଏ ଡିଟେକ୍ସନ ଟେଷ୍ଟ ହୋଇପାରେ

ପାରଳାଖେମୁଣ୍ଡି,୨୧ା୮(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଶନିବାର କ୍ରାଇମବ୍ରାଞ୍ଚ ଟିମ୍‌ ବନଖଣ୍ଡ ଅଧିକାରୀ (ଡିଏଫ୍‌ଓ)ଙ୍କୁ ଜେରା କରିଛି। ଦୀର୍ଘ ୩ ଘଣ୍ଟା ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କୁ ଜେରା କରାଯାଇଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?