ଆମ ଜିଲା ଖବର

ଚାଉଳ ଦେଲେ କ’ଣ ହେବ, ପାଣି ନାହିଁ

ସମ୍ବଲପୁର,୧୫।୫ (ବ୍ୟୁରୋ): ଚାଉଳ ଦେଲେ କ’ଣ ହେବ, ପାଣି ଦିଅ। ନ ହେଲେ କିଭଳି ଭାତ ରୋଷେଇ ହେବ । ପ୍ରଥମେ ପିଇବାକୁ ପାଣି ତା ପରେ ପେଟକୁ ଖାଇବାକୁ ଦିଅ। ବାରମ୍ବାର ସବୁ ଅଫିସକୁ ଯାଇ ଅଭିଯୋଗ କରିଛୁ।...

ହ୍ବାଟ୍ସଆପ୍‌ରେ ଲୋକଙ୍କୁ ଉତ୍ତର ଦେଉଛନ୍ତି ଏସ୍‌ପି

ସମ୍ବଲପୁର,୧୫।୫ (ବ୍ୟୁରୋ): ସମ୍ବଲପୁର ପୋଲିସ ଲକ୍‌ଡାଉନ୍‌ ସମ୍ପର୍କରେ ଠିକ୍‌ ସୂଚନା ଦେବା ପାଇଁ ଏକ ହ୍ବାଟ୍ସଆପ ନମ୍ବର (୯୪୩୮୯୧୬୫୫୦) ସର୍ବସାଧାରଣ କରିଛି। ଏହା କେବଳ ଦିନ ୧୧ଟାରୁ ୧୨ ପର୍ଯ୍ୟନ୍ତ ଖୋଲା ରହୁଛି। ନିଜେ ଏସ୍‌ପି କନୱର ବିଶାଳ ସିଂ...

ବରୀ ବ୍ଲକ: ୧୨୩ ଜଣଙ୍କ ସ୍ବାବ୍‌ ସଂଗ୍ରହ କଲା ଜିଲା ସ୍ବାସ୍ଥ୍ୟବିଭାଗ

ରତ୍ନଗିରି,୧୫।୫(ଡି.ଏନ୍‌.ଏ.)-ଯାଜପୁର ଜିଲା ସ୍ବାସ୍ଥ୍ୟ ବିଭାଗର ୨ଟି ଟିମ୍‌ ଶୁକ୍ରବାର ବରୀ ବ୍ଲକ ଗ୍ରସ୍ତରେ ଆସି ୨ଟି କ୍ୱାରାଣ୍ଟାଇନ କେନ୍ଦ୍ରରେ ଥିବା ୧୨୩ ଜଣଙ୍କ ସ୍ବାବ୍‌ ସଂଗ୍ରହ କରିଛନ୍ତି। ଗୋଟିଏ ଟିମ୍‌ ରତ୍ନଗିରିଠାରେ ଥିବା କ୍ୱାରାଣ୍ଟାଇନ କେନ୍ଦ୍ରରେ ୫୦ ଜଣଙ୍କ ସ୍ବାବ୍‌...

ଗାଁ ମାଟିରେ ସଂଗ୍ରାମୀ ଭବାନୀ ଚରଣଙ୍କ ଶେଷକୃତ୍ୟ ସମ୍ପନ୍ନ

ନିମାପଡ଼ା,୫।୫(ଡି.ଏନ୍‌.ଏ.): ଓଡ଼ିଶାର ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ, ଗାନ୍ଧୀବାଦୀ ନେତା, ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କର ଶେଷକୃତ୍ୟ ପୈତୃକ ଗ୍ରାମ ନିମାପଡ଼ାର ଗଡ଼ଅଣ୍ଢିଆ ଗ୍ରାମ ଶ୍ମଶାନରେ ପୂର୍ଣ୍ଣ ରାଷ୍ଟୀୟ ମର୍ଯାଦା ସହ ସମ୍ପନ୍ନ ହୋଇଛି। ବଡ଼ପୁଅ ସୁବାସ ମୁଖାଗ୍ନୀ ଦେଇଛନ୍ତି। ଏହି ସମୟରେ...

ବାଲିଘାଟ ନିଲାମ ନେଇ ତତ୍ପରତା: କ୍ଷେତ୍ର ପରିଦର୍ଶନ କଲେ ତହସିଲଦାର

ବନ୍ତ,୧୫।୫(ଡି.ଏନ୍‌.ଏ./ସ୍ବ.ପ୍ର.)-ଭଦ୍ରକ ଜିଲା ବନ୍ତ ବ୍ଲକ ସାଳନ୍ଦୀ ନଦୀର ବିଭିନ୍ନ ବାଲିଘାଟ ନିଲାମ ପାଇଁ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଶୁକ୍ରବାର ତହସିଲଦାର ଇନ୍ଦିରା ସାହୁ ଖଣି ଯୋଜନାର ପଞ୍ଜୀକୃତ ଯୋଗ୍ୟ ବ୍ୟକ୍ତି, ଆଗରପଡା ରାଜସ୍ବ ନୀରିକ୍ଷକଙ୍କ ସହିତ ସର୍ବନିମ୍ନ ଗ୍ୟାରେଣ୍ଟି...

ନିଳୋକ ପଞ୍ଚାୟତ ୧୨ ଘଣ୍ଟିଆ ସଟ୍‌ଡାଉନ୍‌

ବନ୍ତ,୧୫।୫(ଡି.ଏନ୍‌.ଏ.)-କରୋନା ମହାମାରୀ ସଂକ୍ରମଣକୁ ରୋକିବା ଲକ୍ଷ୍ୟରେ ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତର ସରପଞ୍ଚ ଅଶୋକ କୁମାର ମହାନ୍ତି ଶନିବାର ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ସମଗ୍ର ପଞ୍ଚାୟତକୁ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏ ନେଇ ସେ...

୨ ପଞ୍ଚାୟତକୁ କରାଗଲା ସାନିଟାଇଜ

ବଇଣ୍ଡା,୧୫।୫(ଡି.ଏନ.ଏ.)-ବାମୁର ଅଗ୍ନିଶମ ବିଭାଗ ପକ୍ଷରୁ ଶୁକ୍ରବାର ହଣ୍ଡପା ଓ ଉରୁକୁଳା ପଞ୍ଚାୟତର ପଞ୍ଚାୟତ ଗୃହ, କ୍ୱାରାଣ୍ଟାଇନ ସେଣ୍ଟର, ଥାନା, ମେଡ଼ିକାଲ, ହଣ୍ଡପା ବଜାର ସହ ବିଭିନ୍ନ ଅନୁଷ୍ଠାନକୁ ସାନିଟାଇଜ କରାଯାଇଛି। ବାମୁର ଅଗ୍ନିଶମ ଅଧିକାରୀ ପ୍ରକାଶ କୁମାର ବେହେରା, ରଞ୍ଜନ...

ସଂଘବଦ୍ଧ ଆକ୍ରମଣ ମାମଲା; ୩ କୋର୍ଟଚାଲାଣ

ଦିଗପହଣ୍ଡି,୧୫।୫(ଡି.ଏନ.ଏ.)-ଏକ ସଂଘବଦ୍ଧ ଆକ୍ରମଣ ମାମଲାରେ ଶୁକ୍ରବାର ଦିଗପହଣ୍ଡି ପୋଲିସ ଭୀଷ୍ମଗିରି ଗ୍ରାମର ଏମ. କଂଗ୍ରେସ ପାତ୍ର, ଏମ.ରାଜି ଓରଫ ରାଜେନ୍ଦ୍ର ପାତ୍ର ଦୁଇ ଭାଇଙ୍କ ସମେତ ତାଙ୍କ ସମ୍ପର୍କୀୟ ଏମ. ମାଗି ପାତ୍ରଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ପୋଲିସ...

ଅକ୍ସନ ପଥର ଖଣିରୁ ପଥର ଛାଡୁ ନାହାନ୍ତି ଗ୍ରାମବାସୀ

ପାଟଣା,୧୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଟାଙ୍ଗରପଡା ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ଅଙ୍କୁରା ରାଜସ୍ବ ମୌଜାରେ ଅକ୍ସନ ହୋଇଥିବା ୧୦ ଏକର ୭୨ ଡିସିମିଲ ହୁଡିରୁ ପଥର ଉତ୍ତୋଳନକୁ ଶୁକ୍ରବାର ଶତାଧିକ ମହିଳା ବିରୋଧ କରିଛନ୍ତି। ପାଟଣା ତହସିଲ ପକ୍ଷରୁ...

ଗଞ୍ଜାମରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ନିର୍ମାଣ: ହିଞ୍ଜିଳିକାଟୁ କୋଭିଡ ହସ୍ପିଟାଲ ପରିଦର୍ଶନ କରି ସମୀକ୍ଷା କଲେ ୫-ଟି ସଚିବ

ହିଞ୍ଜିିଳିକାଟୁ, ୧୫ା୫(ଡ଼ି.ଏନ୍‌.ଏ) : ରାଜ୍ୟ ୫-ଟି ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ ଶୁକ୍ରବାର ହିଞ୍ଜିିଳିକାଟୁର ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍‌ପିଟାଲ ବୁଲି ଦେଖିଛନ୍ତି। ହସ୍‌ପିଟାଲ ମଧ୍ୟରେ ଡାକ୍ତର ଓ ବିଭିନ୍ନ ପଞ୍ଚାୟତର ସରପଞ୍ଚଙ୍କ...

ଷୋଳମପୁରରେ ୩ୟ କରୋନା ପଜିଟିଭି ଚିହ୍ନଟ ପରେ ଗ୍ରାମକୁ ସାନିଟାଇଜ଼ କରାଗଲା

ଭଣ୍ଡାରିପୋଖରୀ, ୧୫।୫ (ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଷୋଳମପୁର ପଞ୍ଚାୟତର ତୃତୀୟ କରୋନା ପଜିଟିଭ ଗୁରୁବାର ଚିହ୍ନଟ ହୋଇଥିଲେ। ତାଙ୍କୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କଟକ ଅଶ୍ୱିନୀ କୋଭିଡ ହସ୍ପିଟାଲକୁ ଚିକିତ୍ସା ପାଇଁ ପଠାଯାଇଛି। ପରେ ସ୍ବାସ୍ଥ୍ୟ ବିଭାଗ...

କୋଭିଡ କେୟାର ହସ୍ପିଟାଲରେ ପରିଣତ ହେଲା ପାରଳା ଇଞ୍ଜିନିୟରିଂ, ଛତ୍ରପୁର କଲେଜ; ରହିଛି ମୋଟ ୬୦୦ ଶଯ୍ୟା

ଛତ୍ରପୁର, ୧୫।୫(ଡି.ଏନ.ଏ.): ଗଞ୍ଜାମ ଜିଲାରେ କରୋନା ପଜିଟିଭ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଜିଲାରେ ଏବେ ଗୋଟିଏ କୋଭିଡ ହସ୍ପିଟାଲ ରହିଛି। ଅପରପକ୍ଷରେ ଛତ୍ରପୁରସ୍ଥିତ ସରକାରୀ ବିଜ୍ଞାନ ମହାବିଦ୍ୟାଳୟକୁ କୋଭିଡ କେୟାର ସେଣ୍ଟରରେ ପରିଣତ କରାଯାଇଛି। ଏଥିରେ ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri