ଆମ ଜିଲା ଖବର

ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ୟାସ୍‌ ପ୍ରଭାବିତ ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ବାଲେଶର ଅଫିସ, ୨୯।୫: ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବାଲେଶ୍ୱର ନଗରର କାର୍ଯ୍ୟକର୍ତ୍ତାମାନଙ୍କ ଦାରା ସାର୍ଥା ଅଞ୍ଚଳରେ ପାଣି ଘେରରେ ଥିବା ଗ୍ରାମବାସୀଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି। ବାତ୍ୟା ୟାସ୍‌ର କରାଳ ପ୍ରକୋପ ଯୋଗୁ ଗତ ୨ଦିନ ଧରି ଗ୍ରାମବାସୀଙ୍କୁ…

ଆଜିଠୁ ମାର୍କ ଅପ୍‌ଲୋଡ୍‌, ଜୁଲାଇରେ ଫଳ ପ୍ରକାଶ

କଟକ ଅଫିସ,୨୯।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ୱେବ୍‌ସାଇଟରେ ଶନିବାରଠାରୁ ମାଟ୍ରିକ ପରୀକ୍ଷା ମୂଲ୍ୟାୟନ ପାଇଁ ମାର୍କ ଅପ୍‌ଲୋଡ୍‌ କାର୍ଯ୍ୟ ଆରମ୍ଭ ହେବ। ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ୱେବ୍‌ସାଇଟ୍‌ରେ ଲିଙ୍କ୍‌ ଉପଲବ୍ଧ ରହିବ। ଏହି ସମୟରେ ଛାତ୍ରୀଛାତ୍ରମାନଙ୍କ ମାର୍କ…

ଉମରକୋଟ ଏସ୍‌ଏନ୍‌ସିୟୁ ରାଜ୍ୟରେ ଶ୍ରେଷ୍ଠ

ଉମରକୋଟ,୨୯।୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନବଜାତ ଶିଶୁଙ୍କ ସ୍ବତନ୍ତ୍ର ଯତ୍ନ ନିମନ୍ତେ ରହିଥିବା ସ୍ପେଶିଆଲ ନ୍ୟୁ ବର୍ନ କେୟାର ୟୁନିଟ୍‌ (ଏସ୍‌ଏନ୍‌ସିୟୁ) ସମଗ୍ର ରାଜ୍ୟରେ ଶ୍ରେଷ୍ଠ ବିବେଚିତ ହୋଇଛି। ୧୫ଟି ଦିଗରେ ଉନ୍ନତ ପ୍ରଦର୍ଶନକୁ ନେଇ ପ୍ରସ୍ତୁତ ତାଲିକାରେ…

ସୁବର୍ଣ୍ଣରେଖାରେ ବନ୍ୟା ସ୍ଥିତି

ଭଦ୍ରକ ଅଫିସ /ଭଣ୍ଡାରିପୋଖରୀ/ ଭୋଗରାଇ/ ଯାଜପୁର ଅଫିସ,୨୮ା୫ (ଡି.ଏନ.ଏ.): ବାତ୍ୟା ‘ୟାସ’ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଉତ୍ତରଓଡ଼ିଶାର ୪ ଜିଲା ସମେତ ଯାଜପୁରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଦୁଇଦିନ ହେଲା ବୈତରଣୀ ବିପଦ ସଙ୍କେତ ଉପରେ ପ୍ରବାହିତ…

ଫାଣ୍ଡିରେ କନଷ୍ଟେବଳଙ୍କୁ ବଳାତ୍କାର

ବାଲେଶ୍ୱର ଅଫିସ/ବାହାନଗା, ୨୯।୫(ଡି.ଏନ.ଏ.): ବାତ୍ୟା ଡ୍ୟୁଟିରେ ଥିବା ଜଣେ ମହିଳା କନଷ୍ଟେବଳଙ୍କୁ ଫାଣ୍ଡି ପରିସରରେ ବଳାତ୍କାର କରାଯାଇଛି। ଏହି ଲଜ୍ଜାଜନକ ଘଟଣା ଘଟାଇଛନ୍ତି ସମ୍ପୃକ୍ତ ଫାଣ୍ଡି ଅଧିକାରୀ ଏସ୍‌ଆଇ ବଂଶୀଧର ପ୍ରଧାନ। ୩ଦିନ ପରେ ଘଟଣା ପଦାକୁ ଆସିବାରୁ ଏହା ବାଲେଶ୍ୱର…

କଟକଣା କୋହଳରୁ ବଢ଼ୁଛି କରୋନା

ଅନୁଗୋଳ ଅଫିସ, ୨୯ା୫ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଗତ ୫ ତାରିଖରୁ ସରକାର ରାଜ୍ୟକୁ ଲକ୍‌ଡାଉନ୍‌ରେ ରଖିଛନ୍ତି। ଏଥିସହ ସପ୍ତାହାନ୍ତ ଶଟ୍‌ଡାଉନ୍‌ ମଧ୍ୟ ଜାରି ରହିଛି। ଶନିବାର ଓ ରବିବାର ବ୍ୟତୀତ ଅନ୍ୟ ୫ ଦିନରେ ରାଶନ, ପରିବା, ଫଳ,…

କମୁଛି ଜଳ, ବଢୁଛି ଦୁଃଖ

ଖଇରା, ୨୯।୫ (ଡି.ଏନ.ଏ.)-ବାତ୍ୟା ୟାସ୍‌ ପ୍ରଭାବରେ ବାଲେଶ୍ୱର ଜିଲା ଖଇରା ବ୍ଲକରେ ବ୍ୟାପକ କ୍ଷତି ଘଟିଛି। କେଉଁଠି ବ୍ୟବସାୟୀଙ୍କ ଦୋକାନରେ ପାଣି ପଶି ଲକ୍ଷ ଲକ୍ଷ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି ତ ଆଉ କେଉଁଠି ଘରେ ପାଣି ପଶି ବର୍ଷକର…

ଗାଡ଼ି ଯାଞ୍ଚ ବେଳେ ଗୁଳି ଭର୍ତ୍ତି ବନ୍ଧୁକ ସହ ଚାଳକ ଗିରଫ

ଝାରସୁଗୁଡା ଅଫିସ୍‌,୨୮।୫: ଝାରସୁଗୁଡା ଜିଲା ବନ୍ଧବାହାଲ ଫାଣ୍ଡି ଅଧିକାରୀ ଅଶୋକ ଦାସ ଶୁକ୍ରବାର ସନ୍ଧ୍ୟାରେ ଲକ୍‌ଡାଉନ ପାଇଁ ସ୍ଥାନୀୟ ସ୍ବାଧୀନ କମ୍ପ୍ଲେକ୍ସ ନିକଟରେ ଯାନବାହାନ ଯାଞ୍ଚ କରୁଥିଲେ। ସେତିକିବେଳେ ଜଣେ ବାଇକ୍‌ ଚାଳକ ପହଞ୍ଚି ଥିଲେ। ପୋଲିସ ଯାଞ୍ଚ ବେଳେ ତାଙ୍କଠାରୁ…

ଶତ୍ରୁତାକୁ ନେଇ ପୋଲ ତଳକୁ ଠେଲିଦେଇଥିଲେ

ଦେବଗଡ଼,୨୮ା୫: ଦେବଗଡ଼ ଥାନା ଅଧୀନ ଶୁଳିଆ ପୋଲତଳୁ ମୁମୂର୍ଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ୨୩ ତାରିଖରେ ଉଦ୍ଧାର କରାଯାଇଥିଲା। ପରେ ତାଙ୍କର ମୃତ୍ୟୁ ଘଟିଥିଲା। ସେ ହେଲେ ରିଆମାଳ ଥାନା ଧଉରାଗୋଠ ଗ୍ରାମର ଉପେନ୍ଦ୍ର ବେହେରା। ଏ ନେଇ ମୃତକଙ୍କ ପୁଅ…

ନବଜାତ ଶିଶୁଙ୍କ ଚିକିତ୍ସାରେ ଉମରକୋଟ ଏସ୍‌ଏନ୍‌ସିୟୁ ରାଜ୍ୟରେ ଶ୍ରେଷ୍ଠ

ଉମରକୋଟ,୨୮ା୫: ନବରଙ୍ଗପୁର ଜିଲା ଉମରକୋଟ ଗୋଷ୍ଠୀ ସ୍ବାସ୍ଥକେନ୍ଦ୍ରରେ ନବଜାତ ଶିଶୁଙ୍କ ସ୍ବତନ୍ତ୍ର ଯତ୍ନ ନିମନ୍ତେ ରହିଥିବା ସ୍ପେଶିଆଲ ନ୍ୟୁ ବର୍ନ କେୟାର ୟୁନିଟ(ଏସ୍‌ଏନ୍‌ସିୟୁ) ରାଜ୍ୟରେ ଶ୍ରେଷ୍ଠ ବିବେଚିତ ହୋଇଛି। ୧୫ଟି ଦିଗରେ ଉନ୍ନତ ପ୍ରଦର୍ଶନକୁ ବିଚାରକୁ ନେଇ ଏହି ସମ୍ମାନ ନିମନ୍ତେ…

ବୋହୂ କରୋନା ଆକ୍ରାନ୍ତ ହେବା ପରେ ଘରୁ ମିଳିଲା ଶାଶୁ-ଶ୍ୱଶୁରଙ୍କ ମୃତଦେହ

ବ୍ରଜରାଜନଗର,୨୮ା୫: ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା କାଳୀନଗର କଲୋନୀ ଏକ କ୍ୱାର୍ଟର୍ସରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଶୁକ୍ରବାର ପୋଲିସ ଜବତ କରିଛି। ପୋଲିସ ସୂଚନା ଅନୁଯାୟୀ ଉକ୍ତ କ୍ୱାର୍ଟର୍ସରେ ସଦାନନ୍ଦ ବିଶ୍ୱାଳ (୮୦) ଓ ତାଙ୍କର ସ୍ତ୍ରୀ ମାୟା ବିଶ୍ୱାଳ ପୁଅ…

ପ୍ରେମୀଯୁଗଳଙ୍କ ବିବାହ କରାଇଲା ସ୍ବେଚ୍ଛାସେବୀ ଅନୁଷ୍ଠାନ

ଝାରସୁଗୁଡ଼ା ଅଫିସ,୨୮ା୫: ଝାରସୁଗୁଡ଼ା ଜିଲାର ଏକ ପ୍ରେମୀଯୁଗଳ ବିବାହ ପାଇଁ ନିଷ୍ପତ୍ତି ନେଇଥିଲେ ମଧ୍ୟ ଭିନ୍ନ ଜାତିର ହୋଇଥିବାରୁ ଯୁବକଙ୍କ ପରିବାର ଲୋକେ ସ୍ବୀକୃତି ଦେଇ ନ ଥିଲେ। ପରେ ପ୍ରେମିକା ଜଣକ ସମଲେଶ୍ୱରୀ ମା’ଘର ଚେରିଟେବୁଲ୍‌ ଟ୍ରଷ୍ଟ ସ୍ବେଚ୍ଛାସେବୀ ଅନୁଷ୍ଠାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?