ବୋହୂ କରୋନା ଆକ୍ରାନ୍ତ ହେବା ପରେ ଘରୁ ମିଳିଲା ଶାଶୁ-ଶ୍ୱଶୁରଙ୍କ ମୃତଦେହ
ବ୍ରଜରାଜନଗର,୨୮ା୫: ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା କାଳୀନଗର କଲୋନୀ ଏକ କ୍ୱାର୍ଟର୍ସରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଶୁକ୍ରବାର ପୋଲିସ ଜବତ କରିଛି। ପୋଲିସ ସୂଚନା ଅନୁଯାୟୀ ଉକ୍ତ କ୍ୱାର୍ଟର୍ସରେ ସଦାନନ୍ଦ ବିଶ୍ୱାଳ (୮୦) ଓ ତାଙ୍କର ସ୍ତ୍ରୀ ମାୟା ବିଶ୍ୱାଳ ପୁଅ…
ପ୍ରେମୀଯୁଗଳଙ୍କ ବିବାହ କରାଇଲା ସ୍ବେଚ୍ଛାସେବୀ ଅନୁଷ୍ଠାନ
ଝାରସୁଗୁଡ଼ା ଅଫିସ,୨୮ା୫: ଝାରସୁଗୁଡ଼ା ଜିଲାର ଏକ ପ୍ରେମୀଯୁଗଳ ବିବାହ ପାଇଁ ନିଷ୍ପତ୍ତି ନେଇଥିଲେ ମଧ୍ୟ ଭିନ୍ନ ଜାତିର ହୋଇଥିବାରୁ ଯୁବକଙ୍କ ପରିବାର ଲୋକେ ସ୍ବୀକୃତି ଦେଇ ନ ଥିଲେ। ପରେ ପ୍ରେମିକା ଜଣକ ସମଲେଶ୍ୱରୀ ମା’ଘର ଚେରିଟେବୁଲ୍ ଟ୍ରଷ୍ଟ ସ୍ବେଚ୍ଛାସେବୀ ଅନୁଷ୍ଠାନର…
ଗାଡିରେ ଘରରୁ ଘର ବୁଲି ଅଳିଆ ସଂଗ୍ରହ କରୁଛନ୍ତି ମହିଳା
ଛତ୍ରପୁର,୨୮।୫(ଡି.ଏନ୍.ଏ.): ଏସ୍ଏଚଜି ମହିଳା ସଂଘର ସଦସ୍ୟାମାନେ ବର୍ତ୍ତମାନ ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁର ଏନ୍ଏସିର ପରିମଳ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ନିଜକୁ ଏଥିରେ ସାମିଲ କରିଛନ୍ତି। ଏଥିସହ ମହିଳା ମାନେ ନିଜେ ଗାଡି ଚଳାଇ ସହରରେ ଥିବା ଘରକୁଘର ଯାଇ…
ସ୍ବାସ୍ଥ୍ୟସେବା ସୁପରିଚାଳନା: ଡିପିଏମଙ୍କୁ ଏନ୍ଏଚ୍ଏମ୍ ନିର୍ଦ୍ଦେଶିକାଙ୍କ ପ୍ରଶଂସାପତ୍ର
ଛତ୍ରପୁର,୨୮।୫(ଡିଏନଏ): କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା ସୁପରିଚାଳନା ପାଇଁ ମିଶନ ଜିଲା କାର୍ଯ୍ୟକ୍ରମ ଅଧିକାରୀ (ଡିପିଏମ) ଶ୍ୟାମସୁନ୍ଦର ତ୍ରିପାଠୀଙ୍କୁ ପ୍ରଶଂସାପତ୍ର ମିଳିଛି। ଜାତୀୟ ସ୍ବାସ୍ଥ୍ୟ ମିଶନର ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏହି ପ୍ରଶଂସାପତ୍ର…
ଡରାଉଛି କରୋନା: ୧୫.୯୮ ଲକ୍ଷ ଲୋକଙ୍କଙ୍କ ହେଲାଣି ଥର୍ମାଲ ସ୍କ୍ରିନିଂ
ଛତ୍ରପୁର,୨୮।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହି ପରିପ୍ରେକ୍ଷୀରେ ଜିଲାର ସମସ୍ତ ଘରକୁ ଘର ଯାଇ ସମସ୍ତ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଗତ ୧୯ ତାରିଖରୁ ଚାଲିଛି । ଗୁରୁବାର ସୁଦ୍ଧା ଗଞ୍ଜାମର…
ବାତ୍ୟା ପରେ ବନ୍ୟା, ତଳିଆ ଅଞ୍ଚଳ ଲୋକେ ଆତଙ୍କିତ
ବାଲେଶ୍ୱର ଅଫିସ,୨୮ା୫: ବାତ୍ୟା ‘ୟାସ୍’ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା ଲାଗି ରହିଥିବାରୁ ବାଲେଶ୍ବର ଦେଇ ପ୍ରବାହିତ ସୁବର୍ଣ୍ଣରେଖା ସମେତ ବୁଢ଼ାବଳଙ୍ଗ ଏବଂ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇଥିବାରୁ ବନ୍ୟା ଆସିଛି। ବାତ୍ୟାର ଗୋଟିଏ ଦିନ ପରେ ବନ୍ୟା ଆସିବାକୁ…
ଦୁର୍ବଳ ଲୁଣା ଘେରିବନ୍ଧ ନିର୍ମାଣ ଯୋଗୁ ଘାଇ
ମହାକାଳପଡ଼ା,୨୮ା୫(ଡି.ଏନ୍.ଏ.): ବାତ୍ୟା ୟାସ୍ ପ୍ରଭାବରେ ସମୁଦ୍ର ମୁହାଣ ଅଶାନ୍ତ ଯୋଗୁ ତଟାଞ୍ଚଳ ଚାଷଜମିରେ ଲୁଣାଜଳ ପ୍ରବେଶ କରିଛି। ଅନେକ ଚାଷଜମିରେ ସମୁଦ୍ର ଜଳ ଲହଡି ମାରୁଛି। ଦୁର୍ବଳ ଲୁଣା ଘେରିବନ୍ଧ ନିର୍ମାଣ ଯୋଗୁ ଘାଇ ସୃଷ୍ଟି ହୋଇଛି। ଚଳିତ ଖରିଫ ଋତୁରେ…
ମାଟିରେ ମିଶିଲା ପାନବରଜ, ଚିନ୍ତାରେ ଚାଷୀ
ରସୁଲପୁର,୨୮ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ବାତ୍ୟା ୟାସ ପ୍ରକୋପ ଯୋଗୁ ପାନଚାଷୀ ଅଧିକ ପ୍ରଭାବିତ ହୋଇଛନ୍ତି। ପବନରେ ସେମାନଙ୍କ ପାନ ବରଜ ମାଟିରେ ମିଶିଯାଇଛି। ମଞ୍ଚା ଭାଙ୍ଗିଯିବା ଯୋଗୁ ପାନପତ୍ରଗୁଡ଼ିକ ଛିଡ଼ି ପଡ଼ିଛି। ଫଳରେ ଚାଷୀଙ୍କ ମୁଣ୍ଡରେ ଚଡ଼କ ପଡ଼ିଛି। ବ୍ଲକ…
ବୈତରଣୀରେ ବନ୍ୟା
ଭଦ୍ରକ ଅଫିସ,୨୮ା୫: ୟାସ୍ ପ୍ରଭାବରେ ଭଦ୍ରକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପବନ ପରେ ଏବେ ବିପତ୍ତି ଆଣିଛି ବନ୍ୟା। ବୈତରଣୀରେ ବନ୍ୟା ଆସିବା ଯୋଗୁ ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ବହୁ ପଞ୍ଚାୟତର ଅନେକ ଗାଁ ଜଳମଗ୍ନ ହୋଇଛି। ଭଣ୍ଡାରିପୋଖରୀ ମାଳଦା…
କାଣୀନଦୀରେ ଘାଇ: ବିପଦ ସଙ୍କେତ ଊର୍ଦ୍ଧ୍ୱରେ ବନ୍ୟା ପାଣି ପ୍ରବାହିତ
ଯାଜପୁର ଅଫିସ,୨୮ା୫: ଯାଜପୁର ଜିଲା ବୈତରଣୀ ନଦୀର ଶାଖା କାଣୀନଦୀର ମଲ୍ଲିକାପୁର ନିକଟରେ ଘାଇ ସୃଷ୍ଟି ହୋଇଛି। ଶୁକ୍ରବାର ପୂର୍ବାହ୍ନ ୮ଟା ସୁଦ୍ଧା ଦଶରଥପୁରଠାରେ ବିପଦ ସଙ୍କେତଠାରୁ ୨ ମିଟର ଊଦ୍ଧର୍ବରେ ବନ୍ୟା ପାଣି ପ୍ରବାହିତ ହେଉଛି। ଏଠାରେ ବିପଦ ସଙ୍କେତଠାରୁ…
ୟାସ୍ ତଥ୍ୟ ଆଣିଛି ବିକାଶର କଟୁ ସତ୍ୟ
କେନ୍ଦ୍ରାପଡ଼ା ଅଫିସ, ୨୮।୫: ୧୯୯୯ର ମହାବାତ୍ୟାକୁ ଇତିମଧ୍ୟରେ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ବିତିଛି। ପ୍ରତିବର୍ଷ ବନ୍ୟା, ବାତ୍ୟା ପରି ପ୍ରାକୃତିକ ବିପର୍ଯ୍ୟୟକୁ ସାମ୍ନା କରୁଥିବା କେନ୍ଦ୍ରାପଡ଼ା ଜିଲାବାସୀ ଏହି ମହାବାତ୍ୟାରେ ଧନଜୀବନ ହରାଇଛନ୍ତି। ଏହାସତ୍ତ୍ୱେ ଏପରି ପ୍ରାକୃତିକ ବିପର୍ଯ୍ୟୟ ପ୍ରତି ପ୍ରଶାସକ…
ପଲିଥିନ୍ ତଳେ ବିତୁଛି ଜୀବନ
ନିରାକାରପୁର,୨୮ା୫(ଡି.ଏନ୍.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଗରିବଙ୍କ ସହାୟତା ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ଗ୍ରାମାଞ୍ଚଳରେ ରହୁଥିବା କେତେକ ଲୋକଙ୍କ ପାଇଁ ସରକାରଙ୍କ ଏହି ଯୋଜନା ସାତସପନ ହୋଇ ରହିଛି। ଏହାର ଉଦାହରଣ ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଲେଣ୍ଡୋ ପଞ୍ଚାୟତ…

