ଆମ ଜିଲା ଖବର

ପଲିଥିନ୍‌ ତଳେ ବିତୁଛି ଜୀବନ

ନିରାକାରପୁର,୨୮ା୫(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଗରିବଙ୍କ ସହାୟତା ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ଗ୍ରାମାଞ୍ଚଳରେ ରହୁଥିବା କେତେକ ଲୋକଙ୍କ ପାଇଁ ସରକାରଙ୍କ ଏହି ଯୋଜନା ସାତସପନ ହୋଇ ରହିଛି। ଏହାର ଉଦାହରଣ ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଲେଣ୍ଡୋ ପଞ୍ଚାୟତ…

କ୍ୱାର୍ଟର୍ସ ପାଇଁ ଧାଉଁଛନ୍ତି ଷ୍ଟାଫ ନର୍ସ

ଖୋର୍ଦ୍ଧା ଅଫିସ,୨୮ା୫: ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଷ୍ଟାଫ ନର୍ସ କ୍ୱାର୍ଟର୍ସ ପାଇପାରୁନାହାନ୍ତି। ଏଥିଲାଗି ସେମାନଙ୍କୁ ସିଡିଏମ୍‌ଓ କାର୍ଯ୍ୟାଳୟ ଏବଂ ଜିଲାପାଳଙ୍କ କାର୍ଯ୍ୟାଳୟକୁ ବାରମ୍ବାର ଧାଇଁବାକୁ ପଡୁଛି। ଷ୍ଟାଫ ନର୍ସ ଭଗବତୀ ସିଂଙ୍କ କ୍ଷେତ୍ରରେ ଏଭଳି ଦେଖିବାକୁ ମିଳିଛି। ସେ…

ଧସିଲା ଆପ୍ରୋଚ୍‌ ରୋଡ୍‌, ଯାତାୟାତ ବନ୍ଦ

ବରୀ,୨୮ା୫(ଡି.ଏନ୍‌.ଏ.): ଦୁଧେଇ ନଦୀ ଉପରେ ଥିବା ଯାଜପୁର ଜିଲା ବରୀ ବ୍ଲକ ଅଧୀନ ଡିହସାହି ସେତୁର ଆପ୍ରୋଚ ରୋଡ୍‌ ବାତ୍ୟା ୟାସ୍‌ ପ୍ରଭାବରେ ଧସିପଡ଼ିଛି। ଫଳରେ ଉକ୍ତ ପୋଲ ଦେଇ ଯାତାୟାତ ଠପ୍‌ ହୋଇଛି। ଏହି ଆପ୍ରୋଚ ରୋଡ୍‌ ଗତ ବର୍ଷ…

ଅଗ୍ରଗତି ପୂର୍ବରୁ ଫାଟି ଆଁ

ବଇଣ୍ଡା,୨୮ା୫ (ପରିକ୍ଷିତ ସାହୁ) କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ୪ ଲେନ୍‌ କାର୍ଯ୍ୟ ଅନୁଗୋଳ ଜିଲାରେ ଠିକ୍‌ଠାକ୍‌ ଚାଲିନି। ୩ ବର୍ଷ ତଳୁ କିଶୋରନଗର ବ୍ଲକ ଅଞ୍ଚଳରେ ସହର ବଜାର ଉଚ୍ଛେଦ କରାଯାଇଥିଲେ ମଧ୍ୟ ଏଯାଏ ନିର୍ମାଣ କାର୍ଯ୍ୟରେ ସେପରି…

ବଟି ମାଗି ଧରାପଡ଼ିଲେ ୩ ନକଲି ଖବରଦାତା

ବରଗଡ଼ ଅଫିସ୍‌/ଅମ୍ବାଭୋନା,୨୭।୫: ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳର ବିଭିନ୍ନ ପଞ୍ଚାୟତକୁ ଯାଇ ସ୍ଥାନୀୟ ଯୋଗାଣ ସହାୟକଙ୍କୁ ଧମକ ଦେଇ ବଟି ମାଗୁଥିବା ୩ ଜଣ ନକଲି ଖବରଦାତାଙ୍କୁ ଗୁରୁବାର ଗ୍ରାମବାସୀ ଧରିଛନ୍ତି । ସେମାନେ ହେଲେ, ପଦ୍ମପୁର ବ୍ଲକ କନସିଂହା…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

ବୁଗୁଡ଼ା,୨୭ା୫: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଜନୈକା ୧୬ ବର୍ଷିୟା ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ବାଲିପଦର ଫାଣ୍ଡି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ହେଲେ…

ବିପଦ ସଙ୍କେତ ଉପରେ ବୈତରଣୀ

ଯାଜପୁର ଅଫିସ,୨୭ା୫: ବାତ୍ୟା ୟାସ୍‌ ଯୋଗୁ ଯାଜପୁର ଜିଲା ସମେତ ଉପରମୁଣ୍ଡ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ଫୁଲି ଉଠିଛି। ବୈତରଣୀର ଉପରମୁଣ୍ଡ ଆନନ୍ଦପୁରଠାରେ ଗତ ୨ ଦିନରେ ପ୍ରାୟ ୮୫ ମି.ମି ବର୍ଷା ହୋଇଥିବା ବେଳେ କେନ୍ଦୁଝର…

୨୦ ଜଣଙ୍କ ପାଇଁ ନେଇଥିଲେ ଅନୁମତି, ଡକାଇଥିଲେ ୨ ହଜାର ଲୋକ

ଦାରିଙ୍ଗବାଡ଼ି,୨୭।୫: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ବଡ଼ିପଦର ଗାହାଡାଡି ସାହିରେ ଏକ ବିବାହ ଭୋଜିକୁ ପ୍ରଶାସନ ପକ୍ଷରୁ ଗୁରୁବାର ବନ୍ଦ କରାଯାଇଛି। କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ଆୟୋଜକଙ୍କଠାରୁ ୨୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ଭୋଜି ଆୟୋଜକ କିରଣ…

୨ ଦିନ ହେଲାଣି ୧୫ ପରିବାରଙ୍କୁ ମିଳିନି ରିଲିଫ୍‌

ଆରଡ଼ି,୨୭।୫: ବାତ୍ୟା ୟାସ ଯୋଗୁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଆରଡ଼ି ପଞ୍ଚାୟତ ଶୀତଳପୁର ଗାଁରେ ପାଣି ମାଡିଯାଇଛି। ଫଳରେ ସାଳନ୍ଦୀ ନଦୀ କୂଳ ଗାଁ ରାସ୍ତାପାର୍ଶ୍ୱରେ ବସବାସ କରୁଥିବା ପ୍ରାୟ ୧୫ ପରିବାର ପାଣି ଘେରରେ ରହିଛନ୍ତି। ସରକାରୀସ୍ତରରେ…

ବୈତରଣୀରେ ବନ୍ୟା ଆଶଙ୍କା: ସୁରକ୍ଷିତ ସ୍ଥାନକୁ ଚାଲିଯିବା ପାଇଁ ପ୍ରଶାସନର ଘୋଷଣା

ଭଦ୍ରକ ଅଫିସ,୨୭ା: ବାତ୍ୟା ‘ୟାସ୍‌’ର ତାଣ୍ଡବ ଯୋଗୁ ବୈତରଣୀରେ ବନ୍ୟା ଜଳ ଧୀରେ ଧୀରେ ଫୁଲିବାରେ ଲାଗିଛି। ଆଖୁଆପଦାଠାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବାରୁ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି। ଧାମନଗର, ଭଣ୍ଡାରିପୋଖରୀ ବ୍ଲକ ପ୍ରଭାବିତ…

ବିପଦ ସଙ୍କେତ ଉପରେ ବୈତରଣୀ

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୨୭ା୫(ଡି.ଏନ୍‌.ଏ.): ‘ୟାସ୍‌’ର ତାଣ୍ଡବ ଯୋଗୁ ବୈତରଣୀ ଧୀରେ ଧୀରେ ଫୁଲିବାରେ ଲାଗିଛି। ଆଖୁଆପଦା ଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ମଧ୍ୟାହ୍ନ ୧୨ଟା ସୁଦ୍ଧା ୧୭.୯୨ ମିଟର ପ୍ରବାହିତ ହେଉଛି। ପର୍ଯ୍ୟାୟ କ୍ରମେ ବଢ଼ିବାରେ ଲାଗିଥିବାରୁ ବନ୍ୟା…

ଖବରଦାତାଙ୍କୁ ଆକ୍ରମଣ ଘଟଣା: ପ୍ରତିବାଦ କଲେ ଗଣ ଯୋଗାଯୋଗ ବିଭାଗ ପିଜି ଛାତ୍ରୀଛାତ୍ର

ଭଞ୍ଜନଗର,୨୭ା୫(ଡି.ଏନ୍‌.ଏ.): ରାଜ୍ୟରେ ବିଭିନ୍ନ ଗଣମାଧ୍ୟମରେ କାର୍ଯ୍ୟରତ ଖବରଦାତାଙ୍କ ଉପରେ ଦିନକୁ ଦିନ ଆକ୍ରମଣ ବଢୁଛି। କେତେବେଳେ ପୋଲିସ ତ ଆଉ କେତେବେଳେ ଠିକାଦାର, ବ୍ୟବସାୟୀ, ନେତା ପ୍ରମୁଖଙ୍କ ଆକ୍ରମଣର ଶିକାର ହେଉଛନ୍ତି। ସରକାର ଖବରଦାତାଙ୍କୁ ସୁରକ୍ଷା ଦେଇପାରିନାହାନ୍ତି। ଯାହାକି ଚିନ୍ତାଜନକ ବିଷୟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?