ଆମ ଜିଲା ଖବର

ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ମୁକାବିଲା ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଭର୍ଚୁଆଲ ବୈଠକ

ନିଶ୍ଚିନ୍ତକୋଇଲି,୨୪ା୫(ସ୍ବ.ପ୍ର.): ସମ୍ଭାବ୍ୟ ବାତ୍ୟ ‘ୟାସ୍‌’ର ମୁକାବିଲା ପାଇଁ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଏକ ଭର୍ଚୁଆଲ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ବାତ୍ୟାର ଭୟାବହତାକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ଶୂନ୍ୟ ମୃତାହତ ଉପରେ ମନ୍ତ୍ରୀ ଜେନା…

କରୋନାରେ ଆଖି ବୁଜିଲେ ସହକାରୀ ବ୍ରାଞ୍ଚ ପୋଷ୍ଟ ମାଷ୍ଟର

ପାଟଣା,୨୪ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଯମୁନାପଶି ପଞ୍ଚାୟତ ଯମୁନା ଗାଁ ପୋଷ୍ଟ ଅଫିସରେ ସହକାରୀ ପୋଷ୍ଟ ମାଷ୍ଟର ଭାବେ କାର୍ଯ୍ୟ କରୁଥିବା ଗୁରୁ ଚରଣ ମହାପାତ୍ର(୫୫)ଙ୍କର ରବିବାର ରାତିରେ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଗୁରୁ ଚରଣଙ୍କ ଗତ ସୋମବାର କରୋନା…

ଗଞ୍ଜାମରେ ୭.୮୨ ଲକ୍ଷ ଲୋକଙ୍କ ହେଲାଣି ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର,୨୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସମସ୍ତ ଘରକୁ ଘର ଯାଇ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଗତ ୧୯ ତାରିଖରୁ ଚାଲିଛି। ଗଞ୍ଜାମରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲାପାଳ ଏହି ନିଷ୍ପତି ନେଇଥିଲେ। ରବିବାର ସୁଦ୍ଧା ଗଞ୍ଜାମରେ ୭ ଲକ୍ଷ…

କରୋନାକୁ ହରାଇ ଫେରିଥିବା ରୋଗୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କଲେ ଗଞ୍ଜାମ ଜିଲାପାଳ, ଜାଣନ୍ତୁ କ’ଣ

ଛତ୍ରପୁର,୨୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାବେଳେ ଦୈନିକ ସୁସ୍ଥ ହାର ବଢ଼ିଉଛି। ଅପରପକ୍ଷରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଏକ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି। ବ୍ରହ୍ମପୁରରେ ପୋଷ୍ଟ କୋଭିଡ୍‌ କେୟାର ସେଣ୍ଟର ସୋମବାର ଉଦ୍‌ଘାଟିତ ହୋଇଯାଇଛି କରୋନାକୁ…

ପୂର୍ବ ଶତ୍ରୁତାରୁ ଗଣ୍ଡଗୋଳ: ଦୁଇ ବାଇକ୍‌ ସମେତ ଗୋଟିଏ ମାରୁତି ଜାଳିଦେଲେ ଆକ୍ରମଣକାରୀ

ବାଲେଶ୍ୱର ଅଫିସ,୨୪ା୫: ବାଲେଶ୍ୱର ଜିଲା ଖଇରା ବ୍ଲକ ତୁଟ ଗ୍ରାମର କୈଳାସ ଜେନାଙ୍କ ସହିତ ସେହି ଗ୍ରାମର ଶଙ୍କର୍ଷଣ ଜେନା ଓ ବଂଶୀଧର ଜେନାଙ୍କ ସହିତ ଦୀର୍ଘ ଦିନ ଧରି ଶତ୍ରୁତା ଲାଗି ରହିଥିଲା। ଆଗରୁ ଅନେକ ଥର ଗଣ୍ଡଗୋଳକୁ ନେଇ…

ସମ୍ଭାବ୍ୟ ବାତ୍ୟା ନେଇ ଉଚ୍ଚସ୍ଥାନକୁ ଚାଲିଯିବା ପାଇଁ ପ୍ରଶାସନର ପରାମର୍ଶ

ଗଞ୍ଜାମ,୨୪ା୫(ଡି.ଏନ୍‌.ଏ.): ଆସନ୍ତା ୨୬ରେ ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା ‘ୟାସ’କୁ ନେଇ ନାନା କଳ୍ପନା ଜଳ୍ପନା ଲାଗିରହିଛି l ବିଶେଷକରି ସମୁଦ୍ର ତଟବର୍ତ୍ତୀ ଅଞ୍ଚଳଗୁଡ଼ିକର ମତ୍ସ୍ୟଜୀବୀମାନେ କିପରି ସୁରକ୍ଷିତ ରହିବେ ଚିନ୍ତାରେ ପ୍ରଶାସନ। ଏନେଇ ଖୋଦ୍‌ ଗଞ୍ଜାମ ତହସିଲଦାର ଅରୁଣ କୁମାର…

ଯୁଦ୍ଧ କରିବାକୁ ନାହାନ୍ତି ଯୋଦ୍ଧା

ବଇଣ୍ଡା,୨୪ା୫: କୋଭିଡ୍‌ ବିରୋଧୀ ଯୁଦ୍ଧରେ ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀ ସମ୍ମୁଖ ଯୋଦ୍ଧା ସାଜିଛନ୍ତି। ସେମାନଙ୍କୁ ଉପଯୁକ୍ତ ପରିଚାଳନା ଓ ସହଯୋଗ ହିଁ ଏହି ଲଢ଼େଇରେ ବିଜୟ ଦେଇପାରିବ। ହେଲେ ଏ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଆନ୍ତରିକତା ନେଇ ପ୍ରଶ୍ନ…

ଭୋକ ସହ ୫ ପ୍ରାଣୀଙ୍କ ଲଢ଼େଇ

କାମାକ୍ଷାନଗର, ୨୪ା୫(ଡି.ଏନ.ଏ.): ‘ଗରିବଗୁରୁବାଙ୍କୁ ମାଗଣାରେ ଖାଇବାକୁ ଦେଉଥିବା ଜାଣିବା ପରେ ଧାଇଁ ଆସିଥିଲି। ହେଲେ ଆସିବା ବେଳକୁ ସବୁ ସରିଗଲାଣି। ଲୋକମାନେ ପଳାଇଲେଣି। ମତେ ନ ହେଲା ନାହିଁ, ମୋ ପାଗଳା ପୁଅଟା ପାଇଁ ଦି ମୁଠା ଖାଇବାକୁ ଦିଅ। ଖରାରେ…

ସମ୍ଭାବ୍ୟ ବାତ୍ୟାରେ ଜରୁରୀ ବିଷୟ ପ୍ରତି ଧ୍ୟାନ ଦେବାକୁ ଲୋକଙ୍କୁ ଅନୁରୋଧ କଲେ ଜିଲାପାଳ

ବାଲେଶ୍ୱର ଅଫିସ,୨୪।୫: ଆସନ୍ତା ମେ ୨୬ତାରିଖରେ ବାତ୍ୟା ଆଶଙ୍କା ଥିବାରୁ ଜନସାଧାରଣ ସେମାନେ ନିଜକୁ ସୁରକ୍ଷିତ ରଖିବା ପାଇଁ ସମସ୍ତ ପ୍ରାକ ସାବଧାନତା ଅବଲମ୍ବନ କରିବେ ଏବଂ ନିହାତି ଭାବରେ ତିନି ଦିନ ପାଇଁ ପିଇବା ପାଣି ମହଜୁଦ ରଖିବାକୁ ନିବେଦନ…

ଆମ୍ବଗଛ ଉପରେ ଭାଲୁ

ନୂଆପଡ଼ା ଅଫିସ,୨୪।୫:ନୂଆପଡ଼ା ଜିଲା ସିନାପାଲି ବ୍ଲକ ଘୁଚାଗୁଡା ପଞ୍ଚାୟତ ରେଙ୍ଗଟାପଡ଼ା ଗାଁର ଏକ ଆମ୍ବଗଛ ଉପରେ ଭାଲୁ ଚଢ଼ି ରହିଥିବା ଦେଖିବାକୁ ମିଳିଛି। ପାଣି କିମ୍ବା ଖାଦ୍ୟ ଅନ୍ବେଷଣରେ ଗାଁ ଭିତରକୁ ଶନିବାର ରାତିରେ ପଶି ଆସିଥିବା ଅନୁମାନ କରାଯାଉଛି। ରବିବାର…

ଭାଇ ବାହାଘରରେ ମହିଳା ତହସିଲଦାରଙ୍କ ନୃତ୍ୟ, ଭିଡିଓ ଭାଇରାଲ

ତିର୍ତ୍ତୋଲ,୨୪ା୫ (ଡି.ଏନ୍‌.ଏ.):ଭାଇ ବାହାଘର ସମୟରେ ଜଣେ ମହିଳା ତହସିଲଦାର କୋଭିଡ୍‌ ନିୟମ ଉଲ୍ଲଂଘନ କରି ନାଚୁଥିବା ଭିଡିଓ ଭାଇରାଲ ହୋଇଛି। ସେ ଯାଜପୁର ଜିଲାର ଜଣେ ତହସିଲଦାର ହୋଇଥିବାବେଳେ ଶୁକ୍ରବାର ରାତିରେ ଭାଇଙ୍କ ବାହାଘର ବରଯାତ୍ରୀ ଦଳ ସହ ଜଗତ୍‌ସିଂହପୁର ଜିଲା…

କରୋନା କିଟ୍‌ ବାଣ୍ଟିଲେ ବିଧାୟକ

ଟାଙ୍ଗୀ(କଟକ)୨୪।୫(ଡି.ଏନ୍‌.ଏ): କରୋନାକୁ ସାମ୍ନା କରିବାକୁ ରବିବାର ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଆଶା, ଅଙ୍ଗନଓ୍ବାଡି କର୍ମୀମାନଙ୍କୁ କରୋନା ସୁରକ୍ଷା ଉପକରଣ ବାଣ୍ଟିଛନ୍ତି। ଟାଙ୍ଗୀ-ଚୌଦ୍ୱାର ବ୍ଲକ ଗରୁଡଗାଁ, ସଫା, କରଞ୍ଜି ପଞ୍ଚାୟତରେ ଅନୁଷ୍ଠିତ ଉକ୍ତ କିଟ୍‌ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେଇ ବିଧାୟକ କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?