କୋଭିଡ୍ ଟେଷ୍ଟ ଭୟରେ ଗାଁ ଛାଡି ଜଙ୍ଗଲରେ ଗ୍ରାମବାସୀ
ଦାରିଙ୍ଗବାଡି,୨୩।୫: ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ବୁରାଙ୍ଗିଆ ଗ୍ରାମ ସମେତ ଆଖପାଖ ଅଞ୍ଚଳରେ କରୋନାକୁ ନେଇ ଆତଙ୍କ ଦେଖାଯାଇଛି। ଝାରମୁଣ୍ଡା ଗ୍ରାମରେ ଗତ ସପ୍ତାହରେ ଜ୍ୱରରେ ଜଣଙ୍କ ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ସେହି ପରିବାରର ଜଣେ ଓ ସାହିରୁ ଅନ୍ୟ ଜଣେ…
ସମ୍ଭାବ୍ୟ ବାତ୍ୟା ପାଇଁ ହଟିବ ରାସ୍ତାକଡରେ ଲାଗିଥିବା ହୋଡିଂ
ଜଗତ୍ସିଂହପୁର ଅଫିସ, ୨୩ା୫: ଜାତୀୟ ରାଜପଥ କଡ, ପାରାଦୀପ ଓ ଜଗତ୍ସିଂହପୁର ପୌରାଞ୍ଚଳରେ ଲାଗିଥିବା ହୋଡିଂଗୁଡିକୁ ମେ ୨୫ ତାରିଖ ସୁଦ୍ଧା କଢାଯିବ। ଏନେଇ ରବିବାର ବତ୍ୟା ମୁକାବିଲା ପାଇଁ ଅନୁଷ୍ଠିତ ଭର୍ଚୁଆଲ ସମୀକ୍ଷା ବୈଠକରେ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର…
ଚିଙ୍ଗୁଡ଼ି ପ୍ରୋସେସିଂପ୍ଲାଣ୍ଟରୁ ଆମୋନିଆ ଗ୍ୟାସ ଲିକ୍: ୩ ମହିଳା ଗୁରୁତର
ପାରାଦୀପ,୨୩।୫(ସ୍ବ.ପ୍ର.): ପାରାଦୀପ ଉପକଣ୍ଠ ଶିଳ୍ପାଞ୍ଚଳରେ ରବିବାର ଲକ୍ଷ୍ମୀନାରାୟଣ ଏକ୍ସପୋର୍ଟ ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରୁ ଆମୋନିଆ ଗ୍ୟାସ ଲିକ୍ ହୋଇଛି। ଏହାର ପ୍ରଭାବରେ ୧୩ ଜଣ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣ ମହିଳାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି। ସେମାନଙ୍କୁ କଟକ ବଡ…
ବାତ୍ୟା ‘ୟାସ’ ନେଇ ପ୍ରସ୍ତୁତି: ହୋମଆଇସୋଲଶନରୁ କୋଭିଡ୍ ରୋଗୀଙ୍କୁ ସ୍ଥାନାନ୍ତର ନିର୍ଦ୍ଦେଶ
ଛତ୍ରପୁର,୨୩।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାର ସମସ୍ତ ବ୍ଲକ ସ୍ତରୀୟ ଓ ଏନ୍ଏସି ସ୍ତରୀୟ ଅଧିକାରୀ ମାନଙ୍କୁ ସମ୍ଭାବ୍ୟ ବାତ୍ୟା ନିମନ୍ତେ ପ୍ରସ୍ତୁତ ରହିବାପାଇଁ ଜିଲାପାଳ ବିଜୟା ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି । ଗର୍ଭବତୀ, ବୃଦ୍ଧ, ବୃଦ୍ଧା ଓ ଦିବ୍ୟାଙ୍ଗ ବ୍ୟକ୍ତି ବିଶେଷଙ୍କୁ…
ମୋବାଇଲ୍ ଗେମ୍ ହେଲା କାଳ: ରାତିରେ ଶୋଇଥିଲେ, ସକାଳେ…
ପଦ୍ମପୁର,୨୩।୫(ଡି.ଏନ୍.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୋପବନ୍ଧୁ ନଗର ପଞ୍ଚାୟତ ଗଦି ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଶ୍ରୀତମ୍ ନାୟକ। କିଛିଦିନ ଧରି ସେ ଅନ୍ୟମନସ୍କ ରହିବା ସହ ମୋବାଇଲରେ ଗେମ ଖେଳୁଥିଲେ।…
ବ୍ୟବସାୟୀଙ୍କୁ ଟିକା
ଗଞ୍ଜାମ,୨୩।୫(ଡି.ଏନ୍.ଏ.): ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିଚାଲିଛି। ସେହି ତୁଳନାରେ ମୃତ୍ୟୁସଂଖ୍ୟା ମଧ୍ୟ ବଢୁଛି । କରୋନାର ଦ୍ୱିତୀୟ ଷ୍ଟ୍ରେନ ଭୟଙ୍କର ରୂପ ଧାରଣ କରିଛି । ଏଥିପାଇଁ ସମସ୍ତ ବର୍ଗ ବ୍ୟକ୍ତିଙ୍କ ନିମନ୍ତେ ସରକାର ଟିକାକରଣ…
ଷଷ୍ଠଶ୍ରେଣୀ ଛାତ୍ରୀ ପ୍ରତିଭାଙ୍କ କମାଲ: କଣ୍ଟେନ୍ମେଣ୍ଟ ଜୋନ୍ ପାଇଁ ପ୍ରସ୍ତୁତ କଲେ ଆପ୍
ଗଞ୍ଜାମ,୨୩।୫(ଡି.ଏନ୍.ଏ.): ମହାମାରୀ କରୋନା ଯୋଗୁ ଚିନ୍ତାରେ ସାରା ବିଶ୍ୱ। ଏହାକୁ ରୋକିବାକୁ ସରକାରଙ୍କ ପକ୍ଷରୁ ସମସ୍ତ ଚେଷ୍ଟା ଜାରି ରହିଛି । ଏହିଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ କରୋନା ସଂକ୍ରମଣ ବ୍ୟାପୁଥିବା ସ୍ଥାନକୁ କଣ୍ଟେନ୍ମେଣ୍ଟ ଜୋନ ଭାବେ ଚି଼ହ୍ନଟ ଲାଗି ଏକ ଆପ୍…
‘ୟାସ୍’କୁ ନେଇ ପ୍ରଶାସନ ତତ୍ପର: ବାଲେଶ୍ୱରରେ ଏସ୍ଆର୍ସି
ବାଲେଶ୍ୱର ଅଫିସ, ୨୩।୫: ୟାସ୍’କୁ ନେଇ ପ୍ରଶାସନ ତତ୍ପର ହୋଇ ଉଠିଛି। ଏ ନେଇ ବାଲେଶ୍ୱର ଜିଲା ଆହ୍ବାନ ଗୃହରେ ଏସ୍ଆରସି ପ୍ରଦୀପ କୁମାର ଜେନା ବାତ୍ୟା ୟାସ ସମ୍ପର୍କରେ ଜିଲା ପ୍ରଶାସନ ସହ ଆଲୋଚନା ଓ ସମୀକ୍ଷା କରୁଛନ୍ତି। ଲୋକଙ୍କୁ…
ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ତତ୍ପର: କୂଳକୁ ଫେରିଲା ଟ୍ରଲର, ଦୀଘାରେ ଏନ୍ଡିଆରଏଫ୍ର ସଚେତନତା
ଭୋଗରାଇ,୨୩ା୫(ଡି.ଏନ୍.ଏ.): ଆସୁଛି ବାତ୍ୟା ୟାସ୍। ବାଲେଶ୍ୱର ଉପକୂଳ ସହିତ ପଶ୍ଚିମବଙ୍ଗ ପୂର୍ବ ମେଦିନାପୁର ସମୁଦ୍ର କୂଳରେ ଏହି ଭୟଙ୍କର ସାମୁଦ୍ରିକ ଝଡ଼ ସ୍ଥଳଭାଗ ଛୁଇଁବା ନେଇ ସମ୍ଭାବନା ଥିବାରୁ ଦୁଇରାଜ୍ୟର କୂଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳିଆ…
କୋଭିଡ୍ ହସ୍ପିଟାଲ ରୋଗୀଙ୍କ ସହ କଥା ହେଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର,୨୩।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍କେସିଜି କୋଭିଡ୍ ହସ୍ପିଟାଲରେ ଥିବା କରୋନା ରୋଗୀଙ୍କ ସହ ଭିଡିଓ କଲ୍ରେ ଜିଲାପାଳ ବିଜୟା ଅମୃତା କୁଲାଙ୍ଗେ ରବିବାର କଥା ହୋଇଛନ୍ତି। ସେଠାରେ ଚାଲିଥିବା ଡାକ୍ତରୀ ଚିକିତ୍ସା, ଖାଦ୍ୟ ଓ ପରିମଳ ଉପରେ ରୋଗୀମାନଙ୍କୁ ପଚାରି…
ପଜିଟିଭ ଚିହ୍ନଟ ପରେ ଆସନ୍ନପ୍ରସବା ହଟହଟା: ଡାକ୍ତରଖାନାରୁ ରାତାରାତି ଚାଲିଯିବାକୁ କୁହାଗଲା
ବୌଦ୍ଧ,୨୩ା୫(ସ୍ବ.ପ୍ର.): ବୌଦ୍ଧ ଜିଲାରେ କରୋନାର ଆଉ ଏକ କରୁଣ ଚିତ୍ର ଦେଖିବାକୁ ମିଳିଛି । କରୋନା ପଜିଟିଭ ଚିହ୍ନଟ ହେବା ପରେ ଜଣେ ଆସନ୍ନପ୍ରସବାଙ୍କୁ ଡାକ୍ତରଖାନାରୁ ରାତାରାତି ଚାଲିଯିବାକୁ କୁହାଯିବାରୁ ତାଙ୍କୁ ହଟହଟା ହେବାକୁ ପଡିଛି। ଏହି ସମ୍ବେଦନଶୀଳ ଘଟଣା ସାଧାରଣରେ…
ପୋଲିସ ଉପସ୍ଥିତିରେ ରାଜସ୍ବ ନିରୀକ୍ଷକଙ୍କୁ ଆକ୍ରମଣ
ନିଶ୍ଚିନ୍ତକୋଇଲି, ୨୩ା୫(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ତହସିଲରେ ଶନିବାର ବେଆଇନ୍ ବାଲି ବୋଝେଇ ଗାଡ଼ି ଉପରେ ଚଢ଼ାଉବେଳେ ଜଣେ ରାଜସ୍ବ ନିରୀକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଏହାପରେ ଗୁରୁତର ଅବସ୍ଥାରେ ତାଙ୍କୁ ମାହାଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେ ହେଲେ…

