ପୋଲିସ ଉପସ୍ଥିତିରେ ରାଜସ୍ବ ନିରୀକ୍ଷକଙ୍କୁ ଆକ୍ରମଣ
ନିଶ୍ଚିନ୍ତକୋଇଲି, ୨୩ା୫(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ତହସିଲରେ ଶନିବାର ବେଆଇନ୍ ବାଲି ବୋଝେଇ ଗାଡ଼ି ଉପରେ ଚଢ଼ାଉବେଳେ ଜଣେ ରାଜସ୍ବ ନିରୀକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଏହାପରେ ଗୁରୁତର ଅବସ୍ଥାରେ ତାଙ୍କୁ ମାହାଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେ ହେଲେ…
ପ୍ରଶାସନ ଢିଲା, ନିୟମ ମାନୁନାହାନ୍ତି ବ୍ୟବସାୟୀ
ଜଟଣୀ,୨୩ା୫(ଡି.ଏନ୍.ଏ.): କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟରେ ଲକ୍ଡାଉନ ଓ ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍ଡାଉନ ଜାରି ରହିଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନକୁ ଛାଡ଼ିଦେଲେ ଅନ୍ୟ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିିଛି। ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳରେ ଏହି କଟକଣା ଉଲ୍ଲଂଘନ…
ଆରୁହା ପାହାଡ଼ରୁ କଳାପଥର ଚୋରି: ଚେତିଲା ପୋଲିସ ପ୍ରଶାସନ
ଯାଜପୁର ଅଫିସ/ଧର୍ମଶାଳା (ଡି.ଏନ.ଏ.),୨୩ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ଆରୁହା ପାହାଡ଼ରେ ପୋଲିସ ପକ୍ଷରୁ ଶନିବାର ଚଢାଉ ହୋଇଛି। କଳାପଥର ଚୋରିରେ ନିୟୋଜିତ ୧୧ ଟିପ୍ପର, ଟ୍ରକ, ଟ୍ରାକ୍ଟର ଓ ହିଟାଚି ମେଶିନକୁ ପୋଲିସ ଜବତ କରିଛି। ଏହାସହ ୧୫…
ଏମ୍କେସିଜିରେ ବ୍ଲାକ୍ ଫଙ୍ଗସ୍ ରୋଗୀ
ବ୍ରହ୍ମପୁର ଅଫିସ,୨୩ା୫: ବ୍ରହ୍ମପୁର ଏମ୍କେସିଜି ମେଡିକାଲରେ ଶନିବାର ଜଣେ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ ହୋଇଛନ୍ତି। ମହିଳାଙ୍କ ବୟସ ପ୍ରାୟ ୫୦ ହୋଇଥିବା ବେଳେ ଘର ଗଞ୍ଜାମ ଜିଲା ବୋଲି ସୂଚନା ମିଳିଛି। ତାଙ୍କର ଆଖି କଳା ପଡ଼ିଯାଇଛି। ସେ ଶ୍ୱାସକ୍ରିୟାରେ…
ଜନ୍ମନେଲେ ୨୮ ଘଡ଼ିଆଳ ଶାବକ
ବନ୍ତଳା,୨୩ା୫(ଡି.ଏନ.ଏ.): ସାତକୋଶିଆ ଅଭୟାରଣ୍ୟର ଅନୁଗୋଳ ଜିଲା ମହାନଦୀ ଗଣ୍ଡରେ ଶନିବାର ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ଗଣ୍ଡର ଉପରମୁଣ୍ଡ ବଳଦମରା ଠାରେ ୨୮ ଘଡ଼ିଆଳ ଶାବକ ଜନ୍ମ ନେବା ସହ ଦୀର୍ଘ ୪୦ ବର୍ଷର ଅଭିଯାନ ସଫଳ ହୋଇଛି। ଫଳରେ…
ଘାରିଛି କୋଭିଡ୍ ଭୟ: ଜେଲରେ ବଢୁଛି ସଂକ୍ରମଣ
ବ୍ରହ୍ମପୁର ଅଫିସ/ପଦ୍ମପୁର(ଡି.ଏନ.ଏ.), ୨୩।୫: କରୋନାର କରାଳ ରୂପରୁ ବାଦ୍ ପଡ଼ିନି କାରାଗାର। ରାଜ୍ୟର ବିଭିନ୍ନ ଜେଲରେ କଏଦୀ, ବିଚାରାଧୀନ ବନ୍ଦୀଙ୍କ ସମେତ କର୍ମଚାରୀ ସଂକ୍ରମଣର ଶିକାର ହେବା ପରେ ସେମାନଙ୍କ ସ୍ବାସ୍ଥ୍ୟ ଚିନ୍ତା ବଢ଼ିଛି। ରାଜ୍ୟର ହାଇପ୍ରୋଫାଇଲ ଅପରାଧୀଙ୍କ କାରଗାର ଭାବେ…
ଗାଁକୁ ଦିଆଯାଉ ଗୁରୁତ୍ୱ
ଅନୁଗୋଳ ଅଫିସ, ୨୩ା୫: ଅନୁଗୋଳ ଜିଲାରେ କରୋନା ସ୍ଥିତି ଅତି ଗମ୍ଭୀର। ଦୈନିକ ଜିଲାରୁ ହଜାରେ ପାଖାପାଖି ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଲକ୍ଡାଉନ୍ ଓ ଶଟଡାଉନ୍ କଟକଣା ସତ୍ତ୍ୱେ ଆକ୍ରାନ୍ତଙ୍କ ସଂଖ୍ୟା ତଳମୁହାଁ ହେଉନାହିଁ। ସହରାଞ୍ଚଳ ପରି ଜିଲାର ଗ୍ରାମାଞ୍ଚଳରୁ ମଧ୍ୟ…
ଶୁଦ୍ଧିକ୍ରିୟା ଭୋଜିରେ ବଡ଼ ସଡୁଙ୍କ ଛୁରା ମାଡ଼ରେ ସାନ ମୃତ
ଦିଗପହଣ୍ଡି,୨୨ା୫: ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ ଡୁମ୍ବୁଳା ଗ୍ରାମ ଗୌଡ଼ ସାହିରେ ଶନିବାର ଏକ ଶୁଦ୍ଧିକ୍ରିୟା ଭୋଜି ଚାଲିଥିବା ବେଳେ ଧାର ଟଙ୍କା ପରିଶୋଧ ପାଇଁ ୨ ସଡୁଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ରାଗି ଯାଇ ବଡ଼ ସଡୁ…
ଠାକୁରଙ୍କ ପୂଜା ବେଳେ ଟଳି ପଡ଼ିଲେ ପୂଜକ
ଆଳି,୨୨।୫: ଏମିତି ବି ମୃତ୍ୟୁ ଆସେ । ମନ୍ଦିରରେ ଠାକୁରଙ୍କ ନୀତିକାନ୍ତି କରୁଥିବା ବେଳେ ଟଳି ପଡିଲେ ପୂଜକ। ବଜ୍ରପାତରେ ତାଙ୍କର ମୃତ୍ୟୁ ଘଟିଛି। ଆଳି ବ୍ଲକ ସିଙ୍ଗିରି ପଞ୍ଚାୟତ ମାସାହାଣି ଗ୍ରାମରେ ଏହି ଦୁଃଖଦ ଘଟଣା ଘଟିଛି । ମୃତ…
ମାଛ କିଣିବା ପାଇଁ ଜମୁଛି ଭିଡ
ବଲାଙ୍ଗୀର ଅଫିସ, ୨୨ା୫: ରାଜ୍ୟରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲେ ମଧ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରୟ ଉପରେ ସାମାନ୍ୟ କୋହଳ କରାଯାଇଛି। ମାତ୍ର ଏହାର ଫାଇଦା ନେଇ କେତେକ କୋଭିଡ ଗାଇଡ୍ଲାଇନର ଉଲ୍ଲଂଘନ କରୁଛନ୍ତି। ପ୍ରତିଦିନ ବଲାଙ୍ଗୀର ସହରରେ ସକାଳ ୭ଟାରୁ ୧୧ଟା…
ସପ୍ତାହେ ପାଇଁ ଶଟ୍ଡାଉନ
ଭଣ୍ଡାରିପୋଖରୀ,୨୨।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ପଞ୍ଚାୟତ ୪ ନଂ. ୱାର୍ଡକୁ ଶୁକ୍ରବାରଠାରୁ ସପ୍ତାହେ ପାଇଁ ଶଟ୍ଡାଉନ ଘୋଷଣା କରାଯାଇଛି। ଉକ୍ତ ୱାର୍ଡର ପୋଖରୀ ଆଡ଼ି ସଂଲଗ୍ନ କିଛି ସ୍ଥାନରେ ମହିଳା, ପୁରୁଷ ଏବଂ ଛୋଟ ପିଲାଙ୍କୁ ମିଶାଇ ୨୭ଜଣ…
ଆରଆଇଙ୍କୁ ପୋଲିସ କର୍ମଚାରୀଙ୍କ ଉପସ୍ଥିତିରେ ମରଣାନ୍ତକ ଆକ୍ରମଣ
ନିଶ୍ଚିନ୍ତକୋଇଲି,୨୨।୫(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ତହସିଲ ଅଞ୍ଚଳରେ ଦିନକୁ ଦିନ ବେଆଇନ ଓ ଚୋରା କାରବାର ବୃଦ୍ଧି ପାଉଛି। ଏହାକୁ ରୋକିବାକୁ ଯାଇ ମାହାଙ୍ଗା ଆରଆଇ ଗଣେଶ୍ୱର ହେମ୍ବ୍ରମଙ୍କ ଉପରେ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୋଲିସ କର୍ମଚାରୀଙ୍କ ଉପସ୍ଥିତିରେ ତାଙ୍କୁ ମରଣାନ୍ତକ…

