ଆମ ଜିଲା ଖବର

ଡରାଇଲାଣି ସମ୍ଭାବ୍ୟ ବାତ୍ୟା

ଭୋଗରାଇ,୨୧।୫(ଡି.ଏନ.ଏ.)-ପୂର୍ବ-ମଧ୍ୟୀୟ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ସମ୍ଭାବ୍ୟ ବାତ୍ୟା ‘ୟାସ’ ବାଲେଶ୍ୱର ଓ ପଶ୍ଚିମବଙ୍ଗ ଉପୂକଳରେ ତାଣ୍ଡବ ରଚାଇବ ବୋଲି ବିଭିନ୍ନ ପାଣିପାଗ ଦପ୍ତର ଆଗୁଆ ସତର୍କ ସୂଚନା ଦେବା ଯୋଗୁ ଉପକୂଳବାସୀ ଭୟଭୀତ ହୋଇପଡିଛନ୍ତି। ବାଲେଶ୍ୱର ଜିଲାପାଳ, ଏସ୍‌ପିଙ୍କ ସହ ଜିଲା…

୧୪ ଦିନର ଶିଶୁକନ୍ୟାର ମୃତ୍ୟୁ ପରେ ବିଷ ପିଇଲେ ମା’ବାପା

କେନ୍ଦୁଝର, ୨୦ା୫(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅଧୀନ ଗୁମୁରା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ୧୪ଦିନର ଶିଶୁକନ୍ୟାଙ୍କ ମୃତ୍ୟୁରେ ମର୍ମାହତ ହୋଇ ମା’ ବାପା ବିଷ ପିଇ ଦେଇଥିଲେ। ଉଭୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ସ୍ବାମୀଙ୍କ…

କରୋନାରେ ଆଖି ବୁଜିଲେ ଗୋଷ୍ଠୀ ଶିକ୍ଷା ଅଧିକାରୀ

ସୁନ୍ଦରଗଡ଼,୨୦।୫: କରୋନା ମହାମାରୀ ଯୋଗୁ ସୁନ୍ଦରଗଡ଼ ଜିଲାରେ ଗଲାଣି ଅନେକ ଜୀବନ। ଗୁରୁବାର ସନ୍ଧ୍ୟାରେ ସବ୍‌ଡ଼େଗା ବ୍ଲକ ଶିକ୍ଷା ଅଧିକାରୀ ଅଜୟ କୁମାର ଏକ୍କାଙ୍କ ସ୍ଥାନୀୟ ଏନ୍‌ଟିପିସି କୋଭିଡ୍‌ ହସ୍ପିିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୩୯ ବର୍ଷ…

ସାନଭାଇର ଅନ୍ତେଷ୍ଟିକ୍ରିୟା ନ ସରୁଣୁ ଚାଲିଗଲେ ବଡ଼ଭାଇ

ପାରଳାଖେମୁଣ୍ଡି,୨୦ା୫: ସାନଭାଇର ଅନ୍ତେଷ୍ଟିକ୍ରିୟା ନ ସରୁଣୁ ବଡ଼ଭାଇଙ୍କ କରୋନାରେ ମୃତ୍ୟୁ ଘଟିଛି । ପାରଳାଖେମୁଣ୍ଡି ରାଜଦାଣ୍ଡ ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ୯ ଦିନ ମଧ୍ୟରେ କରୋନାରେ ୨ ଭାଇଙ୍କ ମୃତ୍ୟୁ ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି। ରାଜଦାଣ୍ଡ…

ଅଂଶୁଘାତରେ ଛୁଆ ହାତୀର ମୃତ୍ୟୁ

ସଜନାଗଡ଼,୨୦।୫: ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡ଼ିହା ଅଭୟାରଣ୍ୟରୁ ବନବିଭାଗ ଏକ ଛୁଆ ହାତୀର ମୃତଦେହ ଉଦ୍ଧାର କରିଛି। ହାତୀର ବୟସ ୩ ବର୍ଷ ହେବ। ଅଂଶୁଘାତ ଯୋଗୁ ହାତୀର ମୃତ୍ୟୁ ହୋଇଥିବା ବନ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି। କୁଲଡ଼ିହା…

ଭଉଣୀ ଆଗରେ ୮ବର୍ଷର ଭାଇଙ୍କୁ ହାଣି ହତ୍ୟା

କଣ୍ଟାବାଞ୍ଜି,୨୦ା୫: ବଲାଙ୍ଗୀର ଜିଲା ତୁରେକେଲା ଥାନା ଅଧୀନ ପଣ୍ଡରେନ ଗାଁର ଜଣେ ନାବାଳକଙ୍କୁ ସେହି ଗାଁର ଜଣେ ବ୍ୟକ୍ତି ଗୁରୁବାର ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ମୃତକ ହେଲେ ଜୟରାମ ଗହୀରଙ୍କ ପୁଅ ପରମେଶ୍ୱର(୮)। ସକାଳେ ନାବାଳିକା ଭଉଣୀ ଟିକେମନୀ(୧୨)ଙ୍କ ସହ…

୧୫ ଦିନ କରୋନା ସହ ସଂଗ୍ରାମ କରି ଶେଷରେ ହାରିଗଲେ ଏହି ବ୍ୟାଙ୍କ ଅଧିକାରୀ

ବୁଗୁଡ଼ା,୨୦ା୫(ଡି.ଏନ୍‌.ଏ.): ମହାମାରୀ କରୋନାର ଦିତୀୟ ଲହରି ମୃତ୍ୟୁର ତାଣ୍ଡବ ରଚି ଚାଲିଥିବା ବେଳେ ଏହାର ଶିକାର ପାଲଟିଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ l ଦୀର୍ଘ ୧୫ ଦିନ କାଳ ସଂଗ୍ରାମ ପରେ ଶେଷରେ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି ଆସିକା ସମବାୟ ବ୍ୟାଙ୍କର…

ଏମ୍‌କେସିଜିରେ ଅକ୍ସିଜେନ ଷ୍ଟୋରେଜ ଭେସେଲ ସିଷ୍ଟମ ସ୍ଥାପନ: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୨୦।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦୈନିକ ସଂକ୍ରମଣ ସମସ୍ତ ରେକର୍ଡ ଭାଙ୍ଗୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ପରିସ୍ଥିତି ଏଭଳି ହୋଇଛି ଯେ, କରୋନାରେ ଆକ୍ରାନ୍ତ ହୋଇଥିବା ମୃତ ବ୍ୟକ୍ତିଙ୍କ ଅନ୍ତିମ…

ଛତ୍ରପୁର ହସ୍ପିଟାଲରେ ସ୍ଥାପନ ହେବ ଅକ୍ସିଜେନ ପ୍ଲାଣ୍ଟ

ଛତ୍ରପୁର,୨୦।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଉଦ୍‌ବେଗଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଅତ୍ୟନ୍ତ ଭୟାନକ ହୋଇଥିବା ବେଳେ ଦୈନିକ ସଂକ୍ରମଣ ଓ ରୋଗୀଙ୍କ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ କରୋନା ସହ ଲଢ଼ିବା ପାଇଁ ଗଞ୍ଜାମ ଜ଼ିଲା…

କାଳବୈଶାଖୀର ତାଣ୍ଡବ: ଉପୁଡ଼ିଲା ବିଦ୍ୟୁତ୍‌ଖୁଣ୍ଟ, ଭାଙ୍ଗିଲା ବଡ଼ବଡ଼ ଗଛ

ପାଟଣା,୨୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ବର୍ଷା ପବନ ସାଙ୍ଗକୁ ତୁହାକୁ ତୁହା ପବନ ଏବଂ ଘଡ଼ଘଡ଼ି ଯୋଗୁ ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ପଡ଼ିବା ସହ ଅନେକ ଘରଦ୍ୱାର ଭାଙ୍ଗିପଡ଼ିଛି। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ…

ରଥଖଳାର ୩ ମହାରଣା, ୫ ଭୋଇ ସେବକ କରୋନା ଆକ୍ରାନ୍ତ

ପୁରୀ ଅଫିସ,୨୦ା୫: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣ କାମ ଚାଲିଥିବା ବେଳେ ରଥଖଳା ଚଳଚଞ୍ଚଳ ହୋଇଉଠିଛି। ତେବେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁଯାୟୀ ରଥ କାର୍ଯ୍ୟ ନିର୍ମାଣ ଚାଲିଥିବା ବେଳେ ଗୁରୁବାର ଆଉ ୩ ମହାରଣା ଏବଂ ୫ ଭୋଇ ସେବକ କରୋନା…

ଅବକାରୀ ବିଭାଗର ଚଢ଼ାଉ: ୨ଗିରଫ

ପଦ୍ମପୁର,୨୦।୫(ଡି.ଏନ୍‌.ଏ): ଭଦ୍ରକ ଜିଲାରେ ଅବକାରୀ ବିଭାଗ ଚଢ଼ାଉ କରିଛି। ସାବରଙ୍ଗ ଥାନା ଅନ୍ତର୍ଗତ ଏରଡା ବଜାର ଓ ସାବରଙ୍ଗ ଛକରେ ଥିବା ଚୋରା ମଦ ଦୋକାନ ଉପରେ ଏହି ଚଢ଼ାଉ କରାଯାଇଛି। ଅବକାରୀ ବିଭାଗର ଏହି ଚଢ଼ାଉ ସମୟରେ ୧୫୦ ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?