ଆମ ଜିଲା ଖବର

ବରୀରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ, ରହିଛି କୋଲକାତା ଲିଙ୍କ

ରତ୍ନଗିରି, ୧୨।୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀରେ ମଙ୍ଗଳବାର ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ସଂକ୍ରମିତଙ୍କ ମଧ୍ୟରେ ରହିଛନ୍ତି ୪୫ ବର୍ଷୀୟ ପୁରୁଷ ଏବଂ ତାଙ୍କ ୧୨ ବର୍ଷୀୟ ଝିଅ। ଆକ୍ରାନ୍ତମାନେ ଚନ୍ଦନପୁର ପଞ୍ଚାୟତ ଅଞ୍ଚଳର...

ଚୌଦ୍ୱାରରେ ଚିନ୍ତା ବଢାଇଛନ୍ତି ରାଜ୍ୟ ଫେରନ୍ତା

ଚୌଦ୍ୱାର,୧୨।୫(ଡି.ଏନ.ଏ.)-କରୋନା ମୁକାବିଲା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା ହୋଇଛି। ଏପରିସ୍ଥିତିରେ ପଞ୍ଜିକୃତ ଓ ଅଣ ପଞ୍ଜିକୃତ ଶ୍ରମିକମାନେ ବହୁ ସଂଖ୍ୟାରେ ଘର ବାହୁଡ଼ା ହେଉଛନ୍ତି। ପ୍ରତିଦିନ ଶହ ଶହ ଶ୍ରମିକ ୫୫ ନଂ.ଜାତୀୟ ରାଜପଥର ଚୌଦ୍ୱାର ସହର ମଧ୍ୟ...

ବଇଣ୍ଡାକୁ କରାଗଲା ସମ୍ପୂର୍ଣ୍ଣ ସାନିଟାଇଜ

ବଇଣ୍ଡା,୧୨।୫(ଡି.ଏନ.ଏ.)-ଅନୁଗୋଳ ଜିଲାରେ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ବ୍ୟାପକ ସଚେତନତା କରାଯାଉଛି। ବିଶେଷ କରି କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ମହାରାଷ୍ଟ୍ରରୁ ପ୍ରବାସୀଙ୍କୁ ନେଇ ଆସୁଥିବା ଏକ ଯାତ୍ରୀବାସୀ ବସ୍‌ ଏକ ହୋଟେଲରେ...

ଖରା ଦିନେ କୁହୁଡି

କେନ୍ଦୁଝର, ୧୨।୫(ସ୍ବ.ପ୍ର.): ପ୍ରବଳ ଖରା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଉଥିବା ବେଳେ ଅନେକ ସମୟରେ ଅପରାହ୍ନ ଓ ରାତିରେ କାଳ ବୈଶାଖୀ ଯୋଗୁ ବ୍ୟାପକ ଧନଜୀବନ କ୍ଷତିଗ୍ରସ୍ତ ହେଉଛି। ଏପରି ଜଳବାୟୁରେ ପରିବର୍ତ୍ତନକୁ ନେଇ ପରିବେଶବିତ୍‌ ମାନେ ଚିନ୍ତା ପ୍ରକଟ...

ତିଗିରିଆରୁ ଚିହ୍ନଟ କରୋନା ପଜିଟିଭିଙ୍କ ଲିଙ୍କ୍‌ ଠାବକଲା ନନ୍ଦନକାନନ ପୋଲିସ

ବାରଙ୍ଗ,୧୨।୫(ଡି.ଏନ୍‌.ଏ.): କଟକ ଜିଲା ତିଗିରିଆର ଜଣେ ୩୭ ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୩ ତାରିଖରେ ସେ ସୁରଟରୁ ଫେରି ପୁରୀରେ ପହଞ୍ଚିଥିଲେ। ସେଠାରୁ ଭୁବନେଶ୍ୱର ଆସିବାପରେ ୨ ସମ୍ପର୍କୀୟ ତାଙ୍କୁ ବାଇକ୍‌ରେ ନେଇ ତିଗିରିଆରେ...

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଜୁନ୍‌ ୨୨ ସୁଦ୍ଧା ରଥ ନିର୍ମାଣ କାମ ଶେଷ କର

କଟକ ଅଫିସ,୧୨।୫: ଆସନ୍ତା ଜୁନ୍‌ ୨୨ସୁଦ୍ଧା ରଥ ନିର୍ମାଣ କାମ ସାରିବାକୁ ମଙ୍ଗଳବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏକ ଜନସ୍ବାର୍ଥ ମାମଲାର ବିଚାର କରି ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଏବଂ ଜଷ୍ଟିସ ଏସ୍‌କେ ମିଶ୍ରଙ୍କୁ ନେଇ ଗଠିତ...

ଟିକା ଦେବାକୁ ନେଇ ଫେରାଇଲେ ମୃତଦେହ: ଶିଶୁ ବଦଳ ଅଭିଯୋଗରେ ପିଆର୍‌ଏମ୍‌ ମେଡିକାଲରେ ଉତ୍ତେଜନା

ବାରିପଦା ଅଫିସ, ୧୨।୫: ମୟୂରଭଞ୍ଜ ଜିଲା ବାରିପଦା ପିଆର୍‌ଏମ୍‌ ମେଡିକାଲରେ ଶିଶୁ ପୁତ୍ର ବଦଳ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ମଙ୍ଗଳବାର ମେଡିକାଲରେ ଉତ୍ତେଜନା ଦେଖାଦେଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଅଭିଭାବକଙ୍କୁ ବୁଝାଶୁଝା କରୁଥିବା ଦେଖିବାକୁ...

ଜେଲ କଏଦୀଙ୍କୁ ମାସ୍କ ବଣ୍ଟନ

ଆର.ଉଦୟଗିରି,୧୨।୫(ଡି.ଏନ୍‌.ଏ.): ଗଜପତି ଜିଲା ଆର.ଉଦୟଗିରିର ସାପ୍ତାହିକ ହାଟ ଓ ଜେଲର କଏଦୀମାନଙ୍କୁ ମଙ୍ଗଳବାର କୃଷି ବିଜ୍ଞାନ କେନ୍ଦ୍ର, ଇସାରା ଓ ଲିପିକା ଏନ୍‌ଜିଓର ପ୍ରୟାସରେ ୨୦୦ଟି ମାସ୍କ ବଣ୍ଟନ କରାଯାଇଛି। ଏହି ଅବସରରେ ମୋହନା ନିର୍ବାଚନ ମଣ୍ଡଳୀର ବିଧାୟକ ଦାଶରଥି...

ବାଲେଶ୍ୱରରୁ ଚାଲି ଚାଲି ଛତିଶଗଡ଼ ଯାଉଛନ୍ତି ୨୫ ଶ୍ରମିକ: ଅଛନ୍ତି ଛୋଟ ପିଲା, ମହିଳା

ଚୌଦ୍ୱାର,୧୨।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲାର ବିଭିନ୍ନ ଇଟାଭାଟିରେ କାମ କରୁଥିବା ୨୫ ଶ୍ରମିକ ଚାଲିଚାଲି ଛତିଶଗଡ଼ ଯାଉଛନ୍ତି। ପ୍ରାୟ ଏକ ସପ୍ତାହ ହେବ ସେମାନେ ବାଲେଶ୍ବରରୁ ବାହାରି ଏବେ କଟକ ଜିଲା ଚୌଦ୍ୱାରରେ ପହଞ୍ଚିଛନ୍ତି । ସେମାନଙ୍କ ମଧ୍ୟରେ ଛୋଟ ପିଲା,...

ଝାରଖଣ୍ଡର ୧୧ ଶ୍ରମିକଙ୍କୁ ଘରକୁ ପଠାଇଥିଲେ ଗଞ୍ଜାମ ଏସ୍‌ପି: ପହଞ୍ଚିବା ପରେ ଧନ୍ୟବାଦ ମେସେଜ ପଠାଇଲେ

ଛତ୍ରପୁର, ୧୨।୫(ଡି.ଏନ୍‌.ଏ.): ଗତ କିଛି ଦିନ ପୂର୍ବେ ଗଞ୍ଜାମ ଜ଼ିଲାଦେଇ ଜାତୀୟ ରାଜପଥରେ ୧୧ ଶ୍ରମିକ ପ୍ରଚଣ୍ଡ ରୌଦ୍ରତାପରେ ଚାଲି ଚାଲି ଝାରଖଣ୍ଡ ଯାଉଥିଲେ। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ସେହି ରାସ୍ତା ଦେଇ ଯାଉଥିବା ବେଳେ ଏହା...

କରୋନା ଯୋଦ୍ଧାଙ୍କୁ ମାକ୍ସ, ସାନିଟାଇଜର୍‌ ପ୍ରଦାନ କଲେ ବିଧାୟକ

ଲୋଇସିଂହା,୧୨।୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କର୍ମଚାରୀଙ୍କୁ ସ୍ଥାନୀୟ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ସୁରକ୍ଷା ଉପକରଣ ଏନ୍‌-୯୫ ମାକ୍ସ, ସାନିଟାଇଜର୍‌ ଓ ଗ୍ଲୋବ୍ସ ପ୍ରଭୃତି ପ୍ରଦାନ କରାଯାଇଛି। ଲୋଇସିଂହା ବିଧାୟକ ମୁକେଶ ମହଲିଙ୍ଗ ସ୍ବାସ୍ଥ୍ୟ କେନ୍ଦ୍ର...

ଭଦ୍ରକ ଷ୍ଟେସନରେ ଅପରାହ୍ନରେ ପହଞ୍ଚିବ ସ୍ବତନ୍ତ୍ର ଟ୍ରେନ୍‌: ଚରମ୍ପା ଅଞ୍ଚଳରେ ୨୪ ଘଣ୍ଟିଆ କର୍ଫ୍ୟୁ

ଭଦ୍ରକ ଅଫିସ, ୧୨।୫: ପ୍ରବାସୀ ଓଡ଼ିଆଙ୍କୁ ନେଇ ଭଦ୍ରକ ଷ୍ଟେସନରେ ମଙ୍ଗଳବାର ଅପରାହ୍ନରେ ୨ଟି ସ୍ବତନ୍ତ୍ର ଟ୍ରେନ୍‌ ପହଞ୍ଚିବ। ଏଥିପାଇଁ ପ୍ରଶାସନ ଓ ରେଲୱେ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରବାସୀ ଓହ୍ଲାଇବା ପରେ ପ୍ରଶାସନ ପକ୍ଷରୁ ସ୍କ୍ରିନିଂ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri