ଆମ ଜିଲା ଖବର

ମାଗଣାରେ ହେବ କୋଭିଡ୍‌ ଚିକିତ୍ସା

ବରଗଡ଼ ଅଫିସ,୧୪।୫: ବରଗଡ଼ ବିକାଶ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲରେ ଏଣିକି ମାଗଣାରେ କୋଭିଡ୍‌ ଆକ୍ରାନ୍ତଙ୍କ ଚିକିତ୍ସା ହେବ । ବିକାଶ ଗ୍ରୁପର ଚେୟାରମ୍ୟାନ ଡି. ମୂରଲୀକ୍ରୀଷ୍ଣା ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଏ ନେଇ ଶୁକ୍ରବାର ରାଜ୍ୟ ସରକାରଙ୍କ ସହିତ…

ନଦୀ ତୁଠରେ ପଡ଼ିରହିଛି କୁଡ଼କୁଡ଼ ବ୍ୟବହୃତ ପିପିଇ କିଟ୍‌

ବାରିପଦା ଅଫିସ, ୧୪।୫: ମୟୂରଭଞ୍ଜ ଜିଲା ବାରିପଦା ସହରର ୱାର୍ଡ ନଂ.୧୪ କବରଖାନା ନିକଟରେ ଦେଇ ଯାଇଥିବା ସରାଳି ନଦୀ ଗାଧୁଆ ତୁଠରେ ପଡ଼ିରହିଛି କୁଡକୁଡ ବ୍ୟବହୃତ ପିପିଇ କିଟ୍‌ ଏବଂ ଗ୍ଲୋଭ୍‌ସ। ଏହି ନଦୀ ଉପରେ ପ୍ରତ୍ୟେହ ଶତାଧିକ ଲୋକ…

ମୃତଦେହ ପାଖକୁ ଆସିଲେନି ଘର ଲୋକେ

କେନ୍ଦୁଝର,୧୪।୫(ସ୍ବ.ପ୍ର/ଡି.ଏନ୍‌.ଏ.): କରୋନାରେ ଆକ୍ରାନ୍ତ ହୋଇ ହୋମ୍‌ ଆଇସୋଲେଶନରେ ଥିବା କେନ୍ଦୁଝର ଜିଲା ଶୁଆକାଟୀର ପ୍ରହଲ୍ଲାଦ ସେଠୀଙ୍କ ଗୁରୁବାର ଅପରାହ୍ନରେ ମୃତ୍ୟୁ ଘଟିଥିଲା। ହେଲେ ତାଙ୍କ ମୃତ୍ୟୁ ପରେ ପରିବାର ଲୋକ ମୃତଦେହ ପାଖ ମାଡି ନ ଥିଲେ। ଏପରିକି ଅନ୍ତିମ ସଂସ୍କାର…

ସ୍ତ୍ରୀ, ୫ବର୍ଷର ଶିଶୁକୁ ଟାଙ୍ଗିଆରେ ହାଣି ହତ୍ୟା

ବୋରିଗୁମ୍ମା,୧୪ା୫: ସ୍ତ୍ରୀ ଏବଂ ୫ ବର୍ଷର ଶିଶୁପୁତ୍ରକୁ ନିର୍ମମ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରିବା ପରି ଏକ ଦୁଃଖଦ ଘଟଣା ଘଟିଛି କୋରାପୁଟ ଜିଲା ବି.ସିଂହପୁର ଥାନା ଅଧୀନ ହର ଗ୍ରାମରେ। ଗ୍ରାମବାସୀ ହତ୍ୟାକାରୀ ସ୍ବାମୀକୁ ବାନ୍ଧି ବି.ସିଂହପୁର ପୋଲିସ…

ପୁରୀରେ ୧୪୪ ଧାରା

ପୁରୀ ଅଫିସ,୧୪।୫: ଚନ୍ଦନଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ୧୪୪ ଧାରା ଜାରି ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଏସ୍‌ପି। ନରେନ୍ଦ୍ର ପୁଷ୍କରିଣୀ ସହ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ଅଞ୍ଚଳରେ ୧୪୪ ଧାରା ଲାଗୁ ହେବ। ପୁରୀ ସହରର ବିଭିନ୍ନ ସ୍ଥାନରେ…

ଥମୁନି ସଂକ୍ରମଣ: ୫ ମାସର ଶିଶୁକନ୍ୟାଙ୍କୁ କରୋନା

ବରଗଡ଼ ଅଫିସ,୧୪।୫: ବରଗଡ଼ ଜିଲାରେ କରୋନା ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ଜିଲାରେ ଇତିମଧ୍ୟରେ ଦୈନିକ ସଂକ୍ରମଣ ୫ଶହ ଟପି ସାରିଛି। ଶୁକ୍ରବାର ଜିଲାରୁ ୫୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ସୋନପୁର, ଝାରସୁଗଡ଼ା ଏବଂ ସମ୍ବଲପୁର ଜିଲାର…

ଗାଁରେ ବ୍ୟାପୁଛି ଜ୍ୱର, ଟେଷ୍ଟିଂ ବ୍ୟବସ୍ଥା ନାହିଁ

ପୁରୀ ଅଫିସ,୧୪।୫: ପୁରୀ ଜିଲାର ଗ୍ରାମାଞ୍ଚଳରେ କୋଭିଡ୍‌ ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି। ତଥାପି ପ୍ରଶାସନ ପକ୍ଷରୁ ମୋବାଇଲ୍‌ ଟେଷ୍ଟିଂ ଭ୍ୟାନ୍‌ ବୁଲୁଥିବା ଦେଖିବାକୁ ମିଳୁନାହିଁ। ସଂକ୍ରମଣ ବ୍ୟାପୁଥିବା ସତ୍ତ୍ବେ ଲୋକେ ଟେଷ୍ଟିଂ କରିବା ପାଇଁ ଘରୁ ବାହାରୁ ନାହାନ୍ତି। ଏଥିପାଇଁ…

ଜୀବିକା ଚିନ୍ତାରେ ବାଉଁଶ କାରିଗର

ଖୋର୍ଦ୍ଧା ଅଫିସ,୧୪।୫: ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ଲକ୍‌ଡାଉନ ଜାରିରହିଛି। ଏଥିଯୋଗୁ ରାସ୍ତାପାର୍ଶ୍ୱ ବାଉଁଶ କାରିଗରଙ୍କ ବେପାର ମାନ୍ଦା ପଡ଼ିଛି। ବେପାର ହେଉ ନ ଥିବାରୁ ସେମାନଙ୍କ ପକ୍ଷେ ପରିବାର ଚଳାଇବା କଷ୍ଟକର ହେଉଛି। ପୂର୍ବରୁ ଦିନକୁ ୧ ହଜାର…

ବେପାରୀଙ୍କ କବ୍‌ଜାରେ ବୋଟ୍‌ ଆମ୍ବୁଲାନ୍ସ ଘାଟ

ମହାକାଳପଡ଼ା,୧୪।୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଉପକୂଳବର୍ତ୍ତୀ ମହାକାଳପଡ଼ା ବ୍ଲକର ବତିଘର ପଞ୍ଚାୟତ ନଦୀ ନାଳ ଘେରା ହୋଇ ରହିଛି। ସ୍ଥଳପଥରେ ଏହି ପଞ୍ଚାୟତଙ୍କୁ ସଂଯୋଗ ନ ଥିବାରୁ ବିଚ୍ଛିନ୍ନାଞ୍ଚଳ ଲୋକଙ୍କ ପାଇଁ ସ୍ବାସ୍ଥ୍ୟସେବା ପହଞ୍ଚତ୍ବା ନିମନ୍ତେ ରାଜ୍ୟ ସରକାର ସ୍ବତନ୍ତ୍ର ବୋଟ୍‌ ଆମ୍ବୁଲାନ୍ସ…

ନିମ୍ନମାନର କାର୍ଯ୍ୟ, ଅର୍ଥ ହରିଲୁଟ୍‌ ମସୁଧା

ନିମାପଡ଼ା,୧୪।୫(ଡି.ଏନ.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ କଳାପାଞ୍ଚଣ ପଞ୍ଚାୟତରେ ବିଭିନ୍ନ ଉନ୍ନୟନମୂଳକ ଓ ନୂତନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ନିର୍ମାଣ କାର୍ଯ୍ୟରେ ଚଞ୍ଚକତା କରାଯାଇ ଅତି ନିମ୍ନମାନର କାର୍ଯ୍ୟ କରି ଲକ୍ଷ ଲକ୍ଷ ଟଙ୍କା…

କାଳବୈଶାଖୀ ବର୍ଷା: ଜମିରେ ଭାସୁଛି ପାଚିଲା ଧାନ

ଲଙ୍ଗଳେଶ୍ୱର, ୧୪।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଅଞ୍ଚଳରେ ଅଦିନିଆ କାଳବୈଶାଖୀ ବର୍ଷା ଯୋଗୁ ହେକ୍ଟର ହେକ୍ଟର ଜମିରେ ପାଚିଲା ଧାନ ସବୁ ପାଣିରେ ଭାସୁଛି। ବିଶେଷ କରି ଧାନଜମିରେ ଦୁଇ ଫୁଟ୍‌ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି। ପବନ ସହ ବର୍ଷା ଯୋଗୁ…

ଆୟୁର୍ବେଦିକ ଔଷଧ ବଣ୍ଟନରେ ବିଳମ୍ବ

ବାଲେଶ୍ୱର ଅଫିସ, ୧୪।୫-ମହାମାରୀ କରୋନା ସମୟରେ ଜିଲାରେ ସଂକ୍ରମଣ ହୁ ହୁ ହୋଇ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଶରୀରର ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଁ ନିୟମିତ ଯୋଗ ପ୍ରାଣାୟମ ସାଙ୍ଗକୁ ଆୟୁର୍ବେଦ ଔଷଧ ସେବନ ଉପରେ ଗୁରୁତ୍ୱ ଦିଆଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?