ଆମ ଜିଲା ଖବର

୯ କଏଦୀ କରୋନା ସଂକ୍ରମିତ

କେନ୍ଦୁଝର,୧୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା କାରାଗାରରେ ୯ କଏଦୀ ଓ ଜଣେ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାପଡ଼ିଛି। କିଛିଦିନ ତଳେ ଜଣେ ଅନ୍ତେବାସୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏଥିପାଇଁ ତାଙ୍କ ସହ ରହୁଥିବା ୩୦ କଏଦୀଙ୍କ ନମୁନା ପରୀକ୍ଷା…

କାଳବୈଶାଖୀରେ ଭାଙ୍ଗିଲା ପତିତପାବନ ବାନା ବାଉଁଶ

ପୁରୀ ଅଫିସ, ୧୨।୫:କାଳବୈଶାଖୀ ବର୍ଷାର ପ୍ରଭାବ ମଙ୍ଗଳବାର ପୁରୀରେ ଦେଖିବାକୁ ମଳିଛି। କାଳବୈଶାଖୀ ତାଣ୍ଡବ ଯୋଗୁ ଶ୍ରୀମନ୍ଦିର ନୀଳଚକ୍ରରେ ଲାଗିଥିବା ପତିତପାବନ ବାନାର ବାଉଁଶ ଭାଙ୍ଗିଯାଇଥିଲା, ଯାହାଫଳରେ ପତିତପାବନ ବାନା ଅଧା ନଇଁ ଯାଇଥିଲା। ମଙ୍ଗଳବାର ମଧ୍ୟାହ୍ନରେ ହଠାତ୍‌ ପୁରୀ ସହର…

ସେବାରେ ସନ୍ତୁଷ୍ଟ ନୁହନ୍ତି ସଂକ୍ରମିତ

ଅନୁଗୋଳ ଅଫିସ, ୧୨ା୫ – (ଅମିତ କୁମାର ସାମଲ) ଅନୁଗୋଳ ଜିଲାରେ କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ତାଳଚେରଠାରେ ଖୋଲାଯାଇଛି ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ। ଜିଲାର ଆକ୍ରାନ୍ତମାନଙ୍କୁ ଏଠାରେ ଉତ୍ତମ ସେବା ଯୋଗାଇ ଦିଆଯିବାର ଲକ୍ଷ୍ୟ ରଖାଯାଇଥିଲେ ମଧ୍ୟ ଏଥିରେ ବ୍ୟତିକ୍ରମ…

ଚନ୍ଦନଯାତ୍ରାର ହେବ ସିଧାପ୍ରସାରଣ

ପୁରୀ ଅଫିସ,୧୨ା୫:ଶ୍ରୀମନ୍ଦିର ବାହାରେ ୧୪୪ ଧାରା ମଧ୍ୟରେ ଚନ୍ଦନଯାତ୍ରା କରିବା ପାଇଁ ମଙ୍ଗଳବାର ଛତିଶାନିଯୋଗ ଭର୍ଚୁଆଲ୍‌ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୫ ତାରିଖ ଅକ୍ଷୟତୃତୀୟାରେ ଚନ୍ଦନଯାତ୍ରା ସହ ରଥଯାତ୍ରା ପାଇଁ ରଥକାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ପ୍ରଶାସନ ତରଫରୁ ସ୍ବତନ୍ତ୍ର…

ଶ୍ମଶାନରୁ ଫେରି ପୁଣି ଚିକିତ୍ସିତ ହେଲେ ଯୁବକ

ସମ୍ବଲପୁର,୧୨ା୫ (ବ୍ୟୁରୋ): ମଙ୍ଗଳବାର ସମ୍ବଲପୁର ବୁର୍ଲାସ୍ଥିତ ଭିମ୍‌ସାରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକଙ୍କୁ ମୃତ ଘୋଷଣା ପରେ ଶ୍ମଶାନକୁ ନିଆଯାଇଥିଲା। ହେଲେ ସେଠାରେ ପରିବାର ବର୍ଗ ଜୀବିତ ଜାଣିବା ପରେ ପୁଣି ଭିମ୍‌ସାରକୁ ଚିକିତ୍ସା ପାଇଁ ଆଣିଥିଲେ। ଏ…

ସତ ଲୁଚାଉଛି ସିଏମ୍‌ସି

କଟକ ଅଫିସ, ୧୧।୫: ଜିଲାରେ କରୋନାର ୨ୟ ଲହରରେ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରି କି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ସତୀଚୌରା ଶ୍ମଶାନରେ କରୋନା ମୃତକଙ୍କ ଦାହ ସଂସ୍କାର…

ପୋଲିସରେ ବଡ଼ ଧରଣର ବଦଳି: ୨୬ ଅଧିକାରୀଙ୍କ ମଧ୍ୟରେ ଅଦଳବଦଳ

ବରଗଡ ଅଫିସ,୧୧।୫- ବରଗଡ ଜିଲା ପୋଲିସରେ ବଡ଼ ଧରଣର ବଦଳି ହୋଇଛି। ଜିଲାରେ କାର୍ଯ୍ୟରତ ୨୬ଜଣ ପୋଲିସ ଅଧିକାରୀଙ୍କ ମଧ୍ୟରେ ଅଦଳବଦଳ ହୋଇଛି। ସେମାନଙ୍କ ମଧ୍ୟରେ ୭ଜଣ ଇନ୍ସପେକ୍ଟର, ୧୧ଜଣ ସବ ଇନ୍ସପେକ୍ଟର ଏବଂ ୮ଜଣ ଆସିଷ୍ଟାଣ୍ଟ ସବ ଇନ୍ସପେକ୍ଟର ଅଛନ୍ତି।…

ଟିକା ପାଇଁ ଉତ୍ତେଜନା

ବାଳକାଟୀ,୧୧।୫(ଡି.ଏନ୍‌.ଏ.): ରାଜ୍ୟର ସବୁ ଟିକା କେନ୍ଦ୍ରରେ ଲୋକେ ଟିକା ନେବା ପାଇଁ ଅସମ୍ଭାଳ ଭିଡ଼ ହେଉଛି। ଟିକା ନେବା ପାଇଁ ରାତି ୩ଟାରୁ ଲୋକେ ଆସି ଲାଇନ୍‌ ଲଗାଉଛନ୍ତି। ଫଳରେ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରହୁ ନ ଥିବାବେଳେ ପରିସ୍ଥିତି…

ଆଖିବୁଜିଲେ ପୁଣି ଜଣେ କରୋନା ଯୋଦ୍ଧା

ଝାରସୁଗୁଡା ଅଫିସ, ୧୧।୫: ଝାରସୁଗୁଡା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏଥିମଧ୍ୟରେ ଆକ୍ରାନ୍ତମାନେ ମଧ୍ୟ ପ୍ରତିଦିନ ପ୍ରାଣ ହରାଉଛନ୍ତି । ଫଳରେ ଜିଲାରେ କରୋନା ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ଏଭଳି ସ୍ଥିତିରେ…

ରୋଜଗାର ନାହିଁ, ଚିନ୍ତାରେ କ୍ଷୁଦ୍ର ବ୍ୟବସାୟୀ

ବନ୍ତ,୧୧ା୫(ଡି.ଏନ.ଏ.)-ଦୈନିକ ଦୋକାନରୁ ଯାହା ରୋଜଗାର ହେଉଥିଲା, ସେଥିରେ ପରିବାର ଚଳୁଥିଲା। ସେହି ଟଙ୍କାରେ ଦୋକାନ ପାଇଁ ସଉଦା କିଣିବା ସହ ପରିବାର ଚଳିବା ପାଇଁ ଆବଶ୍ୟକ ସାମଗ୍ରୀ, ଔଷଧ ଓ ପିଲାମାନଙ୍କ ପାଠପଢ଼ା ଲାଗି ଖର୍ଚ୍ଚ ହେଉଥିଲା। ହେଲେ କରୋନା ଦାଉ…

ସଙ୍କଟରେ କୌଳିକ ବୃତ୍ତି

କେନ୍ଦୁଝର, ୧୧।୫ (ସ୍ବ.ପ୍ର.)-ମାଟି ସହିତ ମଣିଷର ସମ୍ପର୍କ ଅତି ନିବିଡ଼। ଏଥିରୁ ଅନେକ ଜୀବନଜୀବିକା ନିର୍ବାହ କରିଆସୁଛନ୍ତି । ଏଭଳି ମାଟିରୁ ଜୀବିକା ନିର୍ବାହ କରି ବହୁ କାଳରୁ ବଞ୍ଚିଆସୁଥିବା ସମ୍ପ୍ରଦାୟ ହେଉଛନ୍ତି କୁମ୍ଭକାର ବା କୁମ୍ଭାର। ମାଟିରୁ ହାଣ୍ଡି, ମାଠିଆ,…

ମଶାଣିରେ ଫିଙ୍ଗିଦେଲେ ମୃତଦେହ

କାମାକ୍ଷାନଗର, ୧୧।୫(ଡି.ଏନ.ଏ.) କରୋନା କବଳିତ ପୃଥିବୀରେ ସଙ୍କଟରେ ପଡ଼ିଛି ମଣିଷପଣିଆ। ଭୂତାଣୁ ଭୟ ଏମିତି ଘାରିଛି ଯେ, ମରିବା ପରେ କେହି ପାଖ ମାଡୁନାହାନ୍ତି। ଶେଷକୃତ୍ୟ କରିବା ଦାୟିତ୍ୱରେ ଥିବା କର୍ମଚାରୀ ମଧ୍ୟ ମୃତଦେହକୁ ସମ୍ମାନ ଦେଉନାହାନ୍ତି। ଏଭଳି ଏକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?