ଆମ ଜିଲା ଖବର

କରୋନା ଆକ୍ରାନ୍ତଙ୍କ ଘର ସିଲ୍‌ କଲା ପ୍ରଶାସନ: ସାଧାରଣରେ ଅସନ୍ତୋଷ

ପଦ୍ମପୁର,୧୦।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପ୍ରସାଦ ପଞ୍ଚାୟତରେ ୩ କରୋନା ଆକ୍ରାନ୍ତଙ୍କ ଘରକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ମାତ୍ର ଏହି ଘଟଣାକୁ ସ୍ଥାନୀୟ ଜନସାଧାରଣ ପ୍ରତିବାଦ କରିବା ସହ ଆକ୍ରାନ୍ତଙ୍କୁ ତୁରନ୍ତ କୋଭିଡ୍‌ କେୟାର ହସ୍ପିଟାଲକୁ ସ୍ଥାନାନ୍ତର…

ଆଳ ଦେଖାଇ ଖସୁଛନ୍ତି ଅମାନିଆ

ଅନୁଗୋଳ ଅଫିସ, ୧୦ା୫: ଅନୁଗୋଳ ଜିଲାରେ କରୋନା ସଂକ୍ରମଣ ରୋକି ହେଉନାହିଁ। କିଛିଦିନ ହେଲା ଲଗାତର ଭାବେ ଜିଲାରୁ ଦୈନିକ ୫ଶହରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ କୋଭିଡ୍‌ କଟକଣାକୁ କଡ଼ାକଡ଼ି…

ପ୍ରଶାସନିକ ଅବହେଳାରୁ ବଢ଼ୁଛି ପଜିଟିଭ୍‌

ବଇଣ୍ଡା,୧୦ା୫(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କିଛିଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ପରିଲକ୍ଷିତ ହେଉଛି। ଗତ ୬ ତାରିଖରେ ବ୍ଲକ ଅଞ୍ଚଳରୁ ୪୪ଜଣ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ…

ଅଦିନିଆ ବର୍ଷା: ଜମିରେ ଭାସୁଛି ପାଚିଲା ଧାନ

ଜଳେଶ୍ୱର, ୧୦ା୫ (ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ଚାଷୀମାନଙ୍କ ମୁଖ୍ୟ ଫସଲ ଧାନଚାଷ ା ଏହି ଧାନଚାଷରୁ ସେମାନଙ୍କ ଗୁଜୁରାଣ ମେଣ୍ଟିଥାଏ। କୃଷି ବିଭାଗର ରିପୋର୍ଟ ଅନୁଯାୟୀ ଚଳିତବର୍ଷ ବ୍ଲକରେ ୨୧୩୦୦ ଏକର ଜମିରେ ରବି ଧାନଚାଷ ହୋଇଛି। ବିଭିନ୍ନ ସମୟରେ…

ଦୁର୍ଦ୍ଦିନରେ କୁମ୍ଭକାର ପରିବାର

ଲଙ୍ଗଳେଶ୍ୱର, ୧୦।୫(ଡି.ଏନ.ଏ.)-ମହାମାରୀ କରୋନାର ଦ୍ୱିତୀୟ ଲହର ଯୋଗୁ ଓଡ଼ିଶାରେ ଦୈନିକ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂକ୍ରମଣ ଯେପରି ଅଧିକ ନ ବଢ଼ିବ ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୪ଦିନିଆ ଲକଡାଉନ୍‌ ଘୋଷଣା କରିଛନ୍ତି। ଅତି…

ମଶାଣି ମଣିଷ ମନିଆ

ଜଳେଶ୍ୱର, ୧୦ା୫(ଡି.ଏନ୍‌.ଏ)-ଜୀବଦ୍ଦଶାରେ ନିଜର କର୍ତ୍ତବ୍ୟ ସମ୍ପାଦନ ପରେ ମୁକ୍ତି ଯାତ୍ରା ଅନିବାର୍ଯ୍ୟ। ଏହି ମୁକ୍ତି ଯାତ୍ରାର ପ୍ରଥମ ବାହକ ହୁଅନ୍ତି ନିଜର ରକ୍ତ ସମ୍ପର୍କୀୟ କିମ୍ବା ଆମତ୍ୀୟସ୍ବଜନ। ଏ ପ୍ରଥା ଅନାଦି କାଳରୁ ସମାଜରେ ଚଳିଆସୁଛି ା କିନ୍ତୁ ଏପରି ଜଣେ…

୨ ବର୍ଷ ବିତିଲା, ମିଳିନି ପିଠା ଅର୍ଥ

କଟକ ସଦର, ୧୦ା୫ (ଡି.ଏନ.ଏ.):୨୦୧୮-୧୯ ଆର୍ଥିକ ବର୍ଷରେ ରାଜ୍ୟ ସରକାର ସମସ୍ତ ପଞ୍ଚାୟତରେ ପିଠା (ପିପୁଲ୍‌ସ ଏମ୍‌ପାଓ୍ବାରମେଣ୍ଟ ଏନାବେଲିଂ ଟ୍ରାନ୍ସପରେନ୍ସି ଆଣ୍ଡ ଏନ୍‌ହାନ୍ସିଂ ଆକାଉଣ୍ଟେବିଲିଟି) କାର୍ଯ୍ୟକ୍ରମ ଆୟୋଜନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ କଟକ ସଦର ବ୍ଲକର ୨୩ଟି ପଞ୍ଚାୟତରେ ପିଠା…

ଏନ୍‌ଏଚ୍‌ରେ ଟୋଲ୍‌ ଶୋଷଣ

ଯାଜପୁର ଅଫିସ,୧୦ା୫:ଏନ୍‌ଏଚ୍‌ଏଆଇ(ନ୍ୟାଶନାଲ ହାଇୱେ ଅଥରିଟି ଅଫ୍‌ ଇଣ୍ଡିଆ)ରେ ଟୋଲ୍‌ ଶୋଷଣ ସୀମା ଲଂଘିଛି। ୫୦ କିମି ଦୂରତା ମଧ୍ୟରେ ଥିବା ୩ ଟୋଲ୍‌ ପ୍ଲାଜାରେ ଏଭଳି ବେଆଇନ କାର୍ଯ୍ୟ ଚାଲିଛି। ୨୦୧୬ ଜୁଲାଇରେ ହୋଇଥିବା ନିଷ୍ପତ୍ତି ଅନୁସାରେ ୧୬ନଂ.ଜାତୀୟ ରାଜପଥର କଟକ…

୧୭ ଦିନରେ ଗଲାଣି ୮୬୮୯.୬୨୬ ଟନ୍‌ ଅକ୍ସିଜେନ୍‌

କଟକ ଅଫିସ,୧୦ା୫:କରୋନା ସଂକ୍ରମଣ ଯୋଗୁ ଦେଶର ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍‌ ଅଭାବ ଦେଖାଦେଇଛି ା ଏଭଳି ପରିସ୍ଥିତିରେ ସାରା ଦେଶକୁ ମେଡିକାଲ ଅକ୍ସିଜେନ୍‌ ଯୋଗାଇଛି ଓଡ଼ିଶା। ୧୭ ଦିନ ମଧ୍ୟରେ ଅନୁଗୋଳ, ରାଉରକେଲା, ଢେଙ୍କାନାଳ ଏବଂ ଯାଜପୁର ଜିଲାରୁ ୪୭୩ ଟ୍ୟାଙ୍କରରେ…

ସ୍ବାମୀ ପରିତ୍ୟକ୍ତାଙ୍କୁ ବଳାତ୍କାର

ଭଦ୍ରକ ଅଫିସ, ୯ା୫: ଭଦ୍ରକ ଜିଲା ତିହିଡ଼ି ଥାନା ଦୋଳସାହି ଅଞ୍ଚଳରେ ଜଣେ ସ୍ବାମୀ ପରିତ୍ୟକ୍ତାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଘଟଣାର ୪ ଦିନ ପରେ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ତିହିଡ଼ି ଥାନା ପୋଲିସ ଏକ ମାମଲା (ନଂ.…

ଆତ୍ମସମର୍ପଣ କଲେ ମାଓବାଦୀଙ୍କୁ ଯୋଗାଇ ଦିଆଯିବ ଚିକିତ୍ସା

ମାଲକାନଗିରି,୯ା୫: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତଓ୍ବୋଡ଼ା ଜିଲାର ବିଭିନ୍ନ ଜଙ୍ଗଲରେ ଲୁଚି ରହିଥିବା ମାଓବାଦୀମାନେ ମଧ୍ୟ କରୋନା କବଳରୁ ମୁକୁଳି ପାରିନାହାନ୍ତି। ୫୦ରୁ ଊର୍ଦ୍ଧ୍ୱ ମାଓବାଦୀ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଏପରି କି ୨୫ ଲକ୍ଷ ଟଙ୍କା ପୁରସ୍କାର…

ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ଗୁରୁତର

ବରଗଡ଼ ଅଫିସ୍‌/ବିଜେପୁର,୯।୫: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ଜାରିଂ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଅଧିକ ଯୌତୁକ ଦାବି କରି ଶାଶୁଘର ଲୋକେ ଜଣେ ବିବାହିତା ମହିଳାଙ୍କୁ ନିଆଁରେ ପୋଡ଼ି ମାରି ଦେଇଥିବା କନ୍ୟାପକ୍ଷ ଅଭିଯୋଗ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?