୧୭ ଦିନରେ ଗଲାଣି ୮୬୮୯.୬୨୬ ଟନ୍ ଅକ୍ସିଜେନ୍
କଟକ ଅଫିସ,୧୦ା୫:କରୋନା ସଂକ୍ରମଣ ଯୋଗୁ ଦେଶର ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍ ଅଭାବ ଦେଖାଦେଇଛି ା ଏଭଳି ପରିସ୍ଥିତିରେ ସାରା ଦେଶକୁ ମେଡିକାଲ ଅକ୍ସିଜେନ୍ ଯୋଗାଇଛି ଓଡ଼ିଶା। ୧୭ ଦିନ ମଧ୍ୟରେ ଅନୁଗୋଳ, ରାଉରକେଲା, ଢେଙ୍କାନାଳ ଏବଂ ଯାଜପୁର ଜିଲାରୁ ୪୭୩ ଟ୍ୟାଙ୍କରରେ…
ସ୍ବାମୀ ପରିତ୍ୟକ୍ତାଙ୍କୁ ବଳାତ୍କାର
ଭଦ୍ରକ ଅଫିସ, ୯ା୫: ଭଦ୍ରକ ଜିଲା ତିହିଡ଼ି ଥାନା ଦୋଳସାହି ଅଞ୍ଚଳରେ ଜଣେ ସ୍ବାମୀ ପରିତ୍ୟକ୍ତାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଘଟଣାର ୪ ଦିନ ପରେ ଏସ୍ପିଙ୍କ ନିର୍ଦ୍ଦେଶ କ୍ରମେ ତିହିଡ଼ି ଥାନା ପୋଲିସ ଏକ ମାମଲା (ନଂ.…
ଆତ୍ମସମର୍ପଣ କଲେ ମାଓବାଦୀଙ୍କୁ ଯୋଗାଇ ଦିଆଯିବ ଚିକିତ୍ସା
ମାଲକାନଗିରି,୯ା୫: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତଓ୍ବୋଡ଼ା ଜିଲାର ବିଭିନ୍ନ ଜଙ୍ଗଲରେ ଲୁଚି ରହିଥିବା ମାଓବାଦୀମାନେ ମଧ୍ୟ କରୋନା କବଳରୁ ମୁକୁଳି ପାରିନାହାନ୍ତି। ୫୦ରୁ ଊର୍ଦ୍ଧ୍ୱ ମାଓବାଦୀ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଏପରି କି ୨୫ ଲକ୍ଷ ଟଙ୍କା ପୁରସ୍କାର…
ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ଗୁରୁତର
ବରଗଡ଼ ଅଫିସ୍/ବିଜେପୁର,୯।୫: ବରଗଡ଼ ଜିଲା ବିଜେପୁର ଥାନା ଅଧୀନ ଜାରିଂ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଅଧିକ ଯୌତୁକ ଦାବି କରି ଶାଶୁଘର ଲୋକେ ଜଣେ ବିବାହିତା ମହିଳାଙ୍କୁ ନିଆଁରେ ପୋଡ଼ି ମାରି ଦେଇଥିବା କନ୍ୟାପକ୍ଷ ଅଭିଯୋଗ କରିଛନ୍ତି ।…
ଭଉଣୀ ଆଗରେ ବୁଡ଼ି ଗଲା ଭାଇ
ଦଶମନ୍ତପୁର, ୯ା୫: କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଚ଼ଣାବାଡ଼ ପଞ୍ଚାୟତର ଚଣାବାଡ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଭଉଣୀଭାଇ ଦୁହେଁ ଗ୍ରାମ ନିକଟସ୍ଥ ଚେକ୍ ଡ୍ୟାମକୁ ଗାଧୋଇବାକୁ ଯାଇ ପାଣିରେ ବୁଡିଯିବାରୁ ଭାଇର ମୃତ୍ୟୁ ହୋଇଛି। ମୃତ ଶିଶୁ…
ବନ ବିଭାଗ ରୁଜୁ କଲା ମାମଲା: ହାତୀ ମୃତ୍ୟୁର ହେବ ତଦନ୍ତ
କେନ୍ଦୁଝର,୯।୫: ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ଅଧୀନ ଦେଓଗାଁ ରେଞ୍ଜ ଶଗଡ଼ପଟା ଗ୍ରାମ ନିକଟରେ ଟ୍ରେନ୍ ଦୁର୍ଘଟଣାରେ ଆହତ ହୋଇଥିବା ହାତୀର ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ଘଟିଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ହାତୀର ପଛ ଡାହାଣ ଗୋଡ଼ରେ ଆଘାତ…
ବାହାଘର ଶୋଭାଯାତ୍ରାରେ ତହସିଲଦାରଙ୍କୁ ଆକ୍ରମଣ କରିଥିବା ମୁଖ୍ୟ ଅଭିଯୁକ୍ତ ଗିରଫ
ଆର.ଉଦୟଗିରି,୯ା୫: ଗଜପତି ଜିଲା ଆର.ଉଦୟଗିରି ଥାନା ଛେଳିଗଡ଼ ଖ୍ରୀଷ୍ଟିଆନ ସାହିରେ ବାହାଘର ବନ୍ଦ କରିବାକୁ ଯାଇଥିବା ତହସିଲଦାରଙ୍କୁ ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ରବିବାର ଗିରଫ ହୋଇଛନ୍ତି। ସେ ହେଲେ ଉକ୍ତ ସାହିର ଜାନୁଏଲ ବୀର। ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ…
ବରଗଡ଼ରେ କୋଭିଡ୍ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା: ଅତିଶୀଘ୍ର ଖୋଲିବ ଆର୍ଟିପିସିଆର ଟେଷ୍ଟ ପରୀକ୍ଷାଗାର
ବରଗଡ଼ ଅଫିସ,୯।୫: ବରଗଡ଼ ଜିଲାରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇ ପଡିଛି। ଏହାର ମୁକାବିଲା କରିବା ପାଇଁ ରବିବାର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓ ବିକାଶ ପରିଷଦ ଅଧ୍ୟକ୍ଷ ଅସୀତ ତ୍ରିପାଠୀ ବରଗଡ଼ ଗସ୍ତରେ ଆସି ଏହାର ସମୀକ୍ଷା…
କୋଭିଡ୍ ସ୍ଥିତି ସମୀକ୍ଷା: ରାଉରକେଲା ଗସ୍ତରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଅସୀତ ତ୍ରିପାଠୀ
ସୁନ୍ଦରଗଡ଼,୯।୫(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାରେ କରୋନା କାୟା ବିସ୍ତାର କରିଥିବା ବେଳେ ବିଶେଷକରି ରାଉରକେଲା ମହାନଗର ନିଗମରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ…
କନ୍ଦାଇଲାଣି କଳାବଜାର
ଖମାର, ୯।୫ – କରୋନା ମହାମାରୀ ଆତଙ୍କ ଭିତରେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି ଖାଉଟିଙ୍କୁ କନ୍ଦାଇଲାଣି। ଗତ ସପ୍ତାହକ ଭିତରେ ରାଶନ, ପରିବା ସମେତ ସମସ୍ତ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷପତ୍ରର ଦର ବଢ଼ିଛି। ଯୋଗାଣ ବିଭାଗ ପକ୍ଷରୁ ବଜାରରେ ନିୟମିତ ଯାଞ୍ଚ…
ହାତୀକୁ ଧକ୍କାଦେଲା ଟ୍ରେନ୍
କେନ୍ଦୁଝର,୯।୫(ସ୍ବ.ପ୍ର.): ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ଅଧିନସ୍ଥ ଦେଓଗାଁ ରେଞ୍ଜ ଶଗଡ଼ପଟା ଗ୍ରାମ ନିକଟରେ ଶନିବାର ରାତିରେ ରେଳ ଦୁର୍ଘଟଣା ପରେ ଆହତ ହୋଇଥିବା ହାତୀର ଅବସ୍ଥାରେ ସୁଧାର ହେଉନି। ହାତୀର ଗୋଡ଼ରେ ମାଡ଼ ହୋଇଥିବାରୁ ଠିଆ ହୋଇପାରୁନି। ଏଣୁ ତଳେ ପଡ଼ି…
ଅନ୍ତର୍ଜାତୀୟ ମାତୃ ଦିବସରେ ବାଲୁକା କଳାକୃତି: ଦୁଇ ଯୁବ ବାଲୁକା ଶିଳ୍ପୀଙ୍କୁ ଛୁଟୁଛି ପ୍ରଶଂସାର ସୁୁଅ
ଗଞ୍ଜାମ,୯।୫(ଡି.ଏନ୍.ଏ.): ମେ ୯ ତାରିଖକୁ ଅନ୍ତର୍ଜାତୀୟ ମାତୃ ଦିବସ ଭାବେ ପାଳନ କରାଯାଏ। ଏହି ଅବସରରେ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ବଟେଶ୍ୱର ଶୈବପୀଠ ନିକଟସ୍ଥ ସମୁଦ୍ର ବେଳାଭୂମିରେ ସ୍ଥାନୀୟ ଅଞ୍ଚଳର ଦୁଇ ଯୁବ ବାଲୁକା ଶିଳ୍ପୀ କଣ୍ଟିଆଗଡ଼ ଗ୍ରାମର…

