ଆମ ଜିଲା ଖବର

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର। ଏପରି ଘଟଣା କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତର ଟେକଲା ମିଲା…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା। ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ବାରା ଜୁନ ୨୦୧୬ରେ…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଛତ୍ରପୁର ଥାନାରେ ଏସଆଇ ଭାବେ କାର୍ଯ୍ୟ କରୁଥିଲେ । ପରବର୍ତ୍ତୀ ସମୟରେ ଗଞ୍ଜାମ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ ସଂଘ ସଭାପତି ଡ. ଯୁଧିଷ୍ଠିର ସ୍ବାଇଁ ଅଧ୍ୟକ୍ଷତା କରିଥିଲେ। ଆଇନଜୀବୀ ଅଶେଷ ନାଥ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ ସ୍ଥାନୀୟ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ତେବେ ଆଗାମୀ ଦିନରେ ସେ କେଉଁ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ ଉର୍ଦ୍ଧ୍ଵ ଦଣ୍ଡୁଆ ଆହତ ହୋଇଭନ୍ତି । ବଡସହରା ପଞ୍ଚାୟତର ଦଣ୍ଡୁଆମାନେ ଆଜି ସକାଳୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି।ଘୋଷିତ ତାଲିକା ଅନୁଯାୟୀ, ମୋଟ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ ରଖି ତ୍ୱରାନ୍ବିତ ଭାବେ କାମ ସମ୍ପୂର୍ଣ୍ଣ କରାଯାଇଥିବା ବେଳେ, ବ୍ରିଜ୍‌ ଖୋଲାଯିବା ଫଳରେ…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଥିବା…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ସୋମବାର ଅପରାହ୍ନରେ ଗିରଫ କରିଥିଲା। ଉଭୟ ଅଭିଯୁକ୍ତଙ୍କୁ ପୋଲିସ ମନ୍ଦିରକୁ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି ତାଙ୍କୁ ଉଦ୍ଧାର କରିଛି। ଘସିପୁରା ଥାନା ବିରଗୋବିନ୍ଦପୁର ଗାଁ ନିକଟରେ ଏକ ୩୩କେଭି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?