ଆମ ଜିଲା ଖବର

ଆଦର୍ଶ ସାଜିଛି ଅଙ୍ଗନଓ୍ବାଡି

ଢେଙ୍କାନାଳ ଅଫିସ, ୭।୫ ପରିଷ୍କାର ପରିଚ୍ଛନ୍ନ ବାତାବରଣ। ନୂଆ ରଙ୍ଗରେ ଝଲସୁଛି କୋଠା। ଅଙ୍କା ଯାଇଛି ଭଳିକି ଭଳି ରଙ୍ଗବେରଙ୍ଗ ଚିତ୍ର। ବାହାର ପରିବେଶଠୁ ଆହୁରି ଚମତ୍କାର ଭିତରର ଦୃଶ୍ୟ। ପଡ଼ିଛି ରଙ୍ଗିନ ପ୍ଲାଷ୍ଟିକ୍‌ ଚେୟାର, ଟେବୁଲ। କୁନି ପିଲାମାନେ ଯେପରି…

କାଲିମେଳା ପୂର୍ବତନ ତହସିଲଦାର ନିଲମ୍ବିତ

ମାଲକାନଗିରି/କାଲିମେଳା,୬ା୫: ମାଲକାନଗିରି ଜିଲା କାଲିମେଳା ବ୍ଲକରେ ହୋଇଥିବା ଜମି ଦୁର୍ନୀତିରେ ସମ୍ପୃକ୍ତ ଥିବା ଅଭିଯୋଗରେ ପୂର୍ବତନ ତହସିଲଦାର ଆଲୋକ କୁମାର ଅନୁଗୁଳିଆଙ୍କୁ ଗୁରୁବାର ଚାକିରିରୁ ନିଲମ୍ବନ କରାଯାଇଛି। ବିଭାଗୀୟ ସଚିବ ଚିଠି ନଂ. ୧୩୬୩୫/୨୧ରେ ତାଙ୍କୁ ନିଲମ୍ବନ କରାଯାଇଛି। ଘଟଣାର ଅଧିକ…

ଯୁବତୀଙ୍କୁ ଗର୍ଭବତୀ କରି ସମ୍ପର୍କୀୟ କକା ଫେରାର

ସୁନ୍ଦରଗଡ,୬।୫: ସୁନ୍ଦରଗଡ଼ ଜିଲା ଧରୁଆଡିହି ଥାନା ଅନ୍ତର୍ଗତ ବାଉରୀଡିହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ସମ୍ପର୍କୀୟ କକା ଗର୍ଭବତୀ କରି ଫେରାର ଥିବା ଅଭିଯୋଗ ହୋଇଛି। ଏ ନେଇ ପୀଡିତା ଗ୍ରାମବାସୀଙ୍କ ସହିତ ମିଶି ଥାନାରେ ଏତଲା ଦେବା ପରେ ପୋଲିସ…

ଲକ୍‌ଡାଉନର ପ୍ରଭାବ: ବିକ୍ରି ନ ହେବାରୁ ରାଜରାସ୍ତାରେ ଢ଼ାଳିଲେ କ୍ଷୀର

ବାଉଁଶୁଣୀ,୬।୫: ଲକ୍‌ଡାଉନ ପାଇଁ ଦୋକାନ ବଜାର ବନ୍ଦ ଥିବାରୁ ଏକ ଘରୋଇ ସଂସ୍ଥା ବୌଦ୍ଧ ବ୍ଲକ ଜହ୍ନାପଙ୍କ ଚାରିଶମ୍ଭୁ ଦୁଗ୍ଧ ସମିତିରୁ କ୍ଷୀର ନେବା ପାଇଁ ମନା କରିଦେବାରୁ ଅଭାବନୀୟ ଘଟଣା ଘଟିଛି । ଏହାର ପ୍ରତିବାଦରେ ଗୁରୁବାର କ୍ଷୀର ବିକ୍ରି…

ରାଇକିଆରେ ଟିକା ନାହିଁ, ବରିଷ୍ଠ ନାଗରିକ ନିରାଶ

ରାଇକିଆ,୬।୫(ଡି.ଏନ୍‌.ଏ.): ପ୍ରଥମ ଡୋଜ୍‌ ଟିକା ନେବା ପରେ ଦ୍ୱିତୀୟ ଡୋଜ୍‌ ଟିକା ନେବାକୁ ହନ୍ତସନ୍ତ ହେଉଛନ୍ତି ଲୋକେ। ପ୍ରଥମ ଡୋଜ୍‌ ଟିକା ନେବାର ପ୍ରାୟ ଦୁଇ ମାସ ବିତିଲାଣି l ଦିତୀୟ ଡୋଜ୍‌ ପାଇଁ ମେଡିକାଲ ଦୌଡ଼ି ନୟାନ୍ତ ହେଲେଣି ବରିଷ୍ଠ…

ଲକ୍‌ଡାଉନ୍‌: ଟ୍ରକ୍‌ରେ ଚାଲାଣ ହେଉଥିଲା ଗୁଟ୍‌ଖା, ଅଟକ ରଖି ଯାଞ୍ଚ କରୁଛି ପୋଲିସ

କେନ୍ଦୁଝର,୬।୫(ସ୍ବ.ପ୍ର.): କେନ୍ଦୁଝର ସହର ଦେଇ ଲକ୍‌ଡାଉନ୍‌ ସମୟରେ ଯାଉଥିବା ଏକ ଗୁଟ୍‌ଖା ବୋଝେଇ ଟ୍ରକକୁ ଏସ୍‌ଆଇ ବିଶ୍ୱଜିତ୍‌ ବେହେରାଙ୍କ ନେତୃତ୍ୱରେ ଅଟକ ରଖି ଯାଞ୍ଚ କରାଯାଉଛି। ନକଲି, ଏକ୍ସପାଏରି ଗୁଟ୍‌ଖା ବେଆଇନ ଚାଲାଣ ହେଉଥିବା ସନ୍ଦେହ କରାଯାଉଥିବା ବେଳେ ତଦନ୍ତ ପରେ…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଯୁବକ ଗିରଫ

ବାଲିଶଙ୍କରା,୬।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କିଞ୍ଜିରିକେଲା ଥାନା ଅନ୍ତର୍ଗତ କରୁଆାହାଲ ଗ୍ରାମରେ ବୁଧବାର ରାତିରେ ଜଣେ ନାବାଳିକାଙ୍କୁ ଜଣେ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏ ନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଅଭିଯୁକ୍ତ ଯୁବକ ଶିବଶଙ୍କର…

ପ୍ରଥମେ ଯୁବତୀଙ୍କୁ ଅପହରଣ ପରେ ବଳାତ୍କାର, ଶେଷରେ ମାରିଦେବାକୁ ଉଦ୍ୟମ

ବନ୍ତ,୬।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି ା ଜଣେ ଯୁବତୀଙ୍କୁ ଅପହରଣ ପରେ ବଳାତ୍କାର କରାଯାଇ ଶେଷରେ ନଦୀକୁ ଠେଲି ମାରିଦେବାକୁ ଉଦ୍ୟମ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଅଭିଯୋଗରୁ ପ୍ରକାଶ…

ଗଛମୂଳରେ ଆଶ୍ରୟ ନେଇଥିବା ସମୟରେ ହେଲା ବଜ୍ରପାତ: ଚାଲିଗଲା ଯୁବକଙ୍କ ଜୀବନ

ଠାକୁରମୁଣ୍ଡା,୬।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ତରଡ଼ିଆ ଡ୍ୟାମ ନିକଟରେ ବଜ୍ରପାତରେ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଆନନ୍ଦପୁର ଥାନା ଅନ୍ତର୍ଗତ ଭୋଗପୁର ଗ୍ରାମର ଅନିଲ କୁମାର ନାଏକ(୨୭) ବୋଲି ଜଣାପଡ଼ିଛି। ଖବରପାଇ ମହୁଲଡିହା…

ଆଳୁ ଉପରେ କରୋନା ଛାଟ

ଗଞ୍ଜାମ,୬।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନାର ଦ୍ୱିତୀୟ ଷ୍ଟ୍ରେନ୍‌ ଉଗ୍ରରୂପ ଧାରଣ କରିଛି । ଦିନକୁ ଦିନ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଥିବାରୁ ସରକାର ମେ ୫ରୁ ୧୯ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ପୂର୍ବଭଳି ଶନିବାର ରବିବାର ଶଟ୍‌ଡାଉନ ବଳବତ୍ତର ରହିଛି। ଏହାର…

ହୋଟେଲ ବ୍ୟବସାୟୀ ହଟହଟା

ଭୁବନ, ୬।୫: ବର୍ଷେ କାଳ ସହିଥିଲେ କରୋନା କଷଣ। ବନ୍ଦ ହୋଇଯାଇଥିଲା ବ୍ୟବସାୟ। ହାତରୁ ଗଣିଥିଲେ ଘରଭଡ଼ା, କାରିଗରଙ୍କ ମଜୁରି, ବିଦ୍ୟୁତ୍‌ ବିଲ୍‌। କଟକଣା କୋହଳ ପରେ ଧାରକରଜ କରି ଅଣ୍ଟା ସଳଖି ଛିଡ଼ା ହେବାକୁ ଉଦ୍ୟମ କରୁଥିବା ବେଳେ ଦାଉ…

ନୟନଯୋରୀ ଅବରୋଧ, ଦୋକାନରେ ପଶିଲା ବର୍ଷାପାଣି

ବାହାନଗା,୬।୫(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକର ବିଭିନ୍ନ ଅଞ୍ଚଳରେ ରାସ୍ତାପାର୍ଶ୍ୱ ନୟନଯୋରୀ ଅବରୋଧ ହୋଇ ରହିଛି। ଫଳରେ ବର୍ଷା ହେଲେ ଜଳ ନିଷ୍କାସନ ହୋଇ ନ ପାରି ଲୋକଙ୍କ ଘର ଓ ଦୋକାନ ଭିତରକୁ ପାଣି ପ୍ରବେଶ କରୁଛି। ମଙ୍ଗଳବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?