ଆମ ଜିଲା ଖବର

ଡରାଉଛି କରୋନା: କୋଭିଡରେ ଆଖି ବୁଜିଲେ ଯୋଦ୍ଧା

ବଲାଙ୍ଗୀର ଅଫିସ,୫।୫: ବଲାଙ୍ଗୀର ଜିଲା ଚୁଡାପାଲି ହସ୍ପିଟାଲରେ ଦୀର୍ଘ ୩୦ ବର୍ଷ ଧରି କାର୍ଯ୍ୟ କରି ଲୋକପ୍ରିୟତା ହାସଲ କରିଥିବା କୋଭିଡ ଯୋଦ୍ଧା ଫାର୍ମାସିଷ୍ଟ ଦିବାକର ପରିଡ଼ାଙ୍କ ମଙ୍ଗଳବାର ପରୋଲୋକ ଘଟଇଛି। ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ…

ପଶ୍ଚିମବଙ୍ଗ ଆଇନ ଶୃଙ୍ଖଳାକୁ ବିରୋଧ କରି କେନ୍ଦ୍ରମନ୍ତ୍ରୀଙ୍କ ଅନଶନ

ସଜନାଗଡ଼,୫।୫(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ନିର୍ବାଚନୀ ଫଳାଫଳ ଘୋଷଣା ପରେ ଭାଜପା କାର୍ଯ୍ୟକର୍ତ୍ତା ଏବଂ ସେମାନଙ୍କ ପରିବାର ସଦସ୍ୟଙ୍କ ଉପରେ ହିଂସାତ୍ମକ ଆକ୍ରମଣ ପ୍ରତିବାଦରେ ବୁଧବାର କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଅନଶନରେ ବସିଛନ୍ତି। ସେ ଏହାକୁ ନିନ୍ଦା କରିବା ସହ ତାଙ୍କ ନୀଳଗିରି…

ବଢ଼ାଇଦେଲେ ବଜାର ଦର

ଅନୁଗୋଳ ଅଫିସ,୫ା୫ – ଲକ୍‌ଡାଉନ୍‌ ନେଇ ରାଜ୍ୟ ସରକାରଙ୍କ ଘୋଷଣା ପୂର୍ବରୁ ଅନୁଗୋଳ ବଜାରରେ ଆଳୁ ଦର ଠିକ୍‌ଠାକ୍‌ ଥିଲା। ପରିବା ମୂଲ୍ୟ ମଧ୍ୟ ସେପରି ଅଧିକ ନ ଥିଲା। ବଜାର ଅପେକ୍ଷା ବିଭିନ୍ନ ହାଟରେ ଏହା ଶସ୍ତାରେ ଖାଉଟିଙ୍କୁ ମିଳୁଥିଲା।…

ପୌର ପ୍ରଶାସନ ପ୍ରସ୍ତୁତ

ଢେଙ୍କାନାଳ ଅଫିସ, ୫।୫ – ଡରାଉଛି କରୋନାର ଦ୍ୱିତୀୟ ଲହର। ବଢୁଥିବା ଦ୍ରୁତ ସଂକ୍ରମଣ ରୋକିବା ଲାଗି ଲକ୍‌ଡାଉନ୍‌କୁ ଅସ୍ତ୍ର ଭାବେ ପ୍ରୟୋଗ କରିଛନ୍ତି ରାଜ୍ୟ ସରକାର। ସଂକ୍ରମଣ ଚେନ୍‌ ଭାଙ୍ଗିବାକୁ ବୁଧବାରଠାରୁ ଆରମ୍ଭ ହେବାକୁ ଥିବା ୧୪ଦିନିଆ ତାଲାବନ୍ଦକୁ ବୁଦ୍ଧିଜୀବୀବର୍ଗ…

ଅମାନିଆଙ୍କ ପାଇଁ ଆତଙ୍କ

କାମାକ୍ଷାନଗର, ୫।୫(ଡି.ଏନ.ଏ.) – କରୋନାର ଦ୍ୱିତୀୟ ଲହରକୁ ପ୍ରତିହତ କରିବାକୁ ଜୋର୍‌ସୋରରେ ଉଦ୍ୟମ ଚଳାଇଛନ୍ତି ସରକାର। ସାରା ରାଜ୍ୟରେ ମେ ୫ରୁ ୧୪ ଦିନିଆ ଲକ୍‌ଡାଉନ୍‌ କରାଯିବାକୁ ନିଷ୍ପତ୍ତି ହୋଇସାରିଛି। ହେଲେ ସଙ୍କଟ ସମୟରେ ଅମାନିଆଙ୍କ ଗତିବିଧି ସଂକ୍ରମଣ ପ୍ରତିରୋଧ କରିବା…

ପୋଖରୀ ଖୋଳା ବେଳେ ମିଳିଲା ଅନନ୍ତ ସାଇ ବିଷ୍ଣୁ ମୂର୍ତ୍ତି

ଭଣ୍ଡାରିପୋଖରୀ, ୫।୫ (ଡି.ଏନ.ଏ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ କୁରିଗାଁ ପଞ୍ଚାୟତ ଷଠଗାଁର ରମେଶ ପରିଡ଼ା ନାମକ ଜଣେ ବ୍ୟକ୍ତିଙ୍କର ଦୁଧେଇ ନାଳ ନିକଟରେ ଥିବା ନିଜସ୍ବ ଜମିରେ ରବିବାର ପୋଖରୀ ଖୋଳାଯାଉଥିଲା। ଏହି ସମୟରେ ସେଠାରୁ ଅନନ୍ତ ସାଇ ବିଷ୍ଣୁଙ୍କର ଏକ…

ଘାରିଛି ବିକ୍ରି ଚିନ୍ତା: ଚିନ୍ତାରେ ଚିନାବାଦାମ ଚାଷୀ

ଜଳେଶ୍ୱର,୫ା୫-ଚଳିତବର୍ଷ ବାଲେଶ୍ୱର ଜିଲାର ଜଳେଶ୍ୱର କୃଷି ଜିଲା ଅନ୍ତର୍ଗତ ୩ଟି ବ୍ଲକ ଜଳେଶ୍ୱର, ବାଲିଆପାଳ ଓ ଭୋଗରାଇରେ ୭୦ଭାଗ ଚିନାବାଦାମ ଅମଳ ସରିଥିଲେ ମଧ୍ୟ ବିକ୍ରି ଲାଗି ସୁବିଧା ନ ଥିବାରୁ ଚାଷୀମାନେ ଅଭାବୀ ବିକ୍ରୀର ସମ୍ମୁଖୀନ ହେବାର ଆଶଙ୍କା ଦେଖାଦେଇଛି।…

ଦମକଳ କେନ୍ଦ୍ର ଷ୍ଟାଫ୍‌ କ୍ୱାର୍ଟର୍ସ ନିର୍ମାଣରେ ଅନିୟମିତତା: ବର୍ଷକ ପରେ ତଦନ୍ତ ଆରମ୍ଭ

କପ୍ତିପଦା,୫।୫(ଡି.ଏନ.ଏ)-ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଞ୍ଚଳରେ ଥିବା ଦମକଳ କେନ୍ଦ୍ରର ବିଭିନ୍ନ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଲାଗି କ୍ୱାର୍ଟର୍ସ ନିର୍ମାଣ କାର୍ଯ୍ୟ ନିମ୍ନମାନର ହୋଇଥିବା ତତ୍କାଳୀନ ବାଲେଶ୍ୱର ଜୋନ ଡିଏଫ୍‌ଓ ପୁରନ ସରେନ ଅଭିଯୋଗ କରିଥିଲେ। ଅଟକଳକୁ ଅଣଦେଖା କରି…

ଗୋଳନ୍ଥରା ଥାନାରେ ଅଭିଯୁକ୍ତଙ୍କ ଆତ୍ମହତ୍ୟା ଘଟଣା: ଏଏସ୍‌ଆଇ, କନଷ୍ଟେବଳ ନିଲମ୍ବିତ

ଗୋପାଳପୁର,୪ା୫: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପରିସରରେ ସୋମବାର ରାତିରେ ଜଣେ ଅଭିଯୁକ୍ତଙ୍କ ଆତ୍ମହତ୍ୟା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା କରିଥିବାରୁ ଥାନା ଏଏସ୍‌ଆଇ ପ୍ରକାଶ ଚନ୍ଦ୍ର ଆଚାର୍ଯ୍ୟ ଓ କନଷ୍ଟେବଳ ଡିପି ଜେନାଙ୍କୁ ବ୍ରହ୍ମପୁର ଏସ୍‌ପି ପିନାକ…

କରୋନା କାଳରେ କଳାବଜାର: ବଢ଼ିଲା ଆଳୁଦର, ପ୍ରଶାସନର ଚଢ଼ାଉ

ବୁଗୁଡ଼ା,୪।୫(ଡି.ଏନ୍‌.ଏ.): ମହାମାରୀ କରୋନାର ପ୍ରଭାବକୁ ପ୍ରତିହତ କରିବା ଲକ୍ଷ୍ୟରେ ସରକାର ମେ’ ୫ରୁ ୧୫ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିବା ପରେ ବୁଗୁଡ଼ାର କେତେକ ମୁନାଫାଖୋର ଅସାଧୁ ବ୍ୟବସାୟୀଙ୍କ କଳା କାରନାମା ଯୋଗୁ ଆଳୁ ଦର ହୁ ହୁ ହୋଇ ବୃଦ୍ଧି…

ଲକ୍‌ଡାଉନ ଗାଇଡ୍‌ଲାଇନ୍‌ କହିଲେ ଜିଲାପାଳ

କେନ୍ଦୁଝର,୪।୫(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳ ଆଶିଷ ଥାକରେ ମଙ୍ଗଳବାର ଖବରଦାତା ସମ୍ମିଳନୀରେ ଆସନ୍ତାକାଲି ଅର୍ଥାତ୍‌ ୫ ତାରିଖରୁ ରାଜ୍ୟ ସରକାର ଘୋଷଣା କରିଥିବା ଲକ୍‌ଡାଉନ୍‌ ପାଇଁ ଜିଲା ଗାଇଡଲାଇନ ଉପସ୍ଥାପନ କରିଛନ୍ତି। ଏହା ୧୯ ମେ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହା ସହିତ…

ଭଙ୍ଗା ପାଇପ ସଜାଡ଼ିବାକୁ ମିସ୍ତ୍ରୀ ମାଗିଲେ ୪ ଲକ୍ଷ, ବିଲ୍‌ ଭାଇରାଲ

ବ୍ରିଟେନର ଜଣେ ପ୍ଲମ୍ବର ବା ପାଇପ୍‌ ମିସ୍ତ୍ରୀଙ୍କ ବିଲ୍‌ ଏବେ ଚର୍ଚ୍ଚାରେ ରହିଛି। ଏହି ପ୍ଲମ୍ବର ଜଣକ ତାଙ୍କର ଜଣେ ଛାତ୍ରଙ୍କ ଘରେ ଭଙ୍ଗା ପାଇପ ସଜାଡ଼ିବାକୁ ପହଞ୍ଚିଥିଲେ। ରୋଷେଇ ଘରେ ସାମାନ୍ୟ ପାଇପ୍‌ ଟିକିଏ ସଜାଡ଼ି ଦେବାକୁ ମିସ୍ତ୍ରୀ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?