ଆମ ଜିଲା ଖବର

ବାଲି ଟଙ୍କା ୪ ଭାଗ

ଯାଜପୁର ଅଫିସ,୩।୫: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରୁ ବାଲି ଲୁଟ୍‌୍‌ ସୁଚିନ୍ତିତ ଯୋଜନାରେ ଚାଲିଛି। ଯୋଜନା ଅନୁଯାୟୀ ଲୁଟ୍‌ ବାଲି ବାବଦ ଅର୍ଥକୁ ୪ ଭାଗ କରାଯାଉଛି। ଗୋଟିଏ ଭାଗ ସରକାରଙ୍କ ରାଜସ୍ବ ଆଦାୟରେ ଦର୍ଶାଯାଉଥିବାବେଳେ ଆଉ ୩…

ଶେଷରେ ଶେଷ ଅସ୍ତ୍ର

ଅନୁଗୋଳ ଅଫିସ, ୩ା୫: କରୋନା ସଂକ୍ରମଣ ରୋକିବାକୁ ସରକାର କଟକଣା କଡ଼ାକଡ଼ି କରିଛନ୍ତି। ମାସ୍କ, ସାମାଜିକ ଦୂରତ୍ୱ ନିୟମ ପାଳନ କରୁ ନ ଥିବା ଲୋକଙ୍କ ଠାରୁ ଜରିମାନା ଆଦାୟ କରୁଛନ୍ତି। ଆବଶ୍ୟକସ୍ଥଳେ ସେମାନଙ୍କ ନାମରେ ମାମଲା ରୁଜୁ କରାଯାଉଛି। ବ୍ୟବସାୟୀମାନେ…

ହାଟରେ ମାନୁନାହାନ୍ତି କୋଭିଡ୍‌ କଟକଣା

ଗୋପ,୩।୫(ଡି.ଏନ୍‌.ଏ): କରୋନା କଟକଣାକୁ ନେଇ ସରକାର ଅଧିକ ଗୁରୁତ୍ୱ ଦେଉଥିବା ବେଳେ ଗୋପ ଥାନା ଅଧିନ ନୟାହାଟ ହାଟରେ ତା’ର ବ୍ୟତିକ୍ରମ ଦେଖାଦେଇଛି। ହାଟରେ ଲୋକେ ମାସ୍କ ପିନ୍ଧୁ ନ ଥିବାବେଳେ କାହା ମଧ୍ୟରେ ବି ସାମାଜିକ ଦୂରତ୍ୱ ରହୁ ନାହିଁ।…

ନାବାଳିକାଙ୍କୁ ଗଣବଳାତ୍କାର

ଫୁଲବାଣୀ ଅଫିସ,୨ା୫: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହାକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ୩ ଯୁବକଙ୍କୁ ଗିରଫ କରିଛି। ଅନ୍ୟଜଣେ ଫେରାର ଅଛନ୍ତି। ଏ ନେଇ ପୋଲିସ ଏକ…

ବଜ୍ରପାତରେ ଜଳିଗଲା ୨୯ ବଖରା

ପାଟଣା/ହାଟଡିହୀ/ରୂପସା/ଭଦ୍ରକ ଅଫିସ,୨।୫: କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲାର ବିଭିନ୍ନ ସ୍ଥାନର ବଜ୍ରପାତ ଘଟି ଗଛ ସହ ୨୯ ବଖରା ଜଳିଯାଇଛି। କେନ୍ଦୁଝର ପାଟଣା ବ୍ଲକରେ ରବିବାର କାଳବୈଶାଖୀ ପ୍ରଭାବରେ ବୁଢ଼ୀକାପୁଡି ମହାନ୍ତ ସାହିରେ ବଜ୍ରପାତ ହୋଇଥିଲା। ଉକ୍ତ ଗ୍ରାମର ଲକ୍ଷ୍ମୀଧର…

କ୍ୱାରେଣ୍ଟିନ୍‌ ସେଣ୍ଟରରୁ ୩୪ ପ୍ରବାସୀ ଫେରାର

ସାରସକଣା,୨।୫: ମୟୂରଭଞ୍ଜ ଜିଲା ଝାରପୋଖରିଆ ସ୍ଥିତ ସୀମାନ୍ତ ମହାବିଦ୍ୟାଳୟ କ୍ୱାରେଣ୍ଟିନ୍‌ ସେଣ୍ଟରରୁ ୩୪ ପ୍ରବାସୀ ଫେରାର ହୋଇଯାଇଛନ୍ତି। ଏନେଇ ସାରସକଣା ବିଡ଼ିଓ ସଂଗ୍ରାମ କେଶରୀ ଭୋଳ ୨ ଜଣ ପ୍ରବାସୀଙ୍କ ନାଁରେ ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ…

ଗଛ ତଳେ କ୍ୱାରେଣ୍ଟିନ୍‌ ଥିଲେ କରୋନା ଆକ୍ରାନ୍ତ

କୋକସରା, ୨।୫: କଳାହାଣ୍ଡି ଜିଲା କୋକସରା ବ୍ଲକ ଛିଲିପାମାଲ ଗ୍ରାମର ଜଣେ ଯୁବକ କରୋନା ଆକ୍ରାନ୍ତ ହେବା ପରେ ସଂଘରୋଧରେ ରହିବା ପାଇଁ ଘରେ କୌଣସି ସୁବିଧା ନ ଥିବାରୁ ଗାଁମୁଣ୍ଡ ଏକ ବରଗଛ ତଳେ ଆଶ୍ରୟ ନେଇଥିଲେ। ଘଟଣା ୩…

କରୋନାର ଭୟଙ୍କର ରୂପ: ଗାଇଡ୍‌ଲାଇନ ଉପରେ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

କୋରାପୁଟ,୨।୫(ସ୍ବ.ପ୍ର): କରୋନାର ଦ୍ୱିତୀୟ ଲହର ଦେଶସାରା ତାହାର ଭୟଙ୍କର ରୂପ ଦେଖାଉଥିବା ବେଳେ ରାଜ୍ୟରେ ମଧ୍ୟ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଛି। କୋରାପୁଟ ଜିଲାରେ ରବିବାର ଦିନକରେ ସର୍ବାଧିକ ୧୨୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଜିଲାରେ…

ଶଟ୍‌ଡାଉନ୍‌ରେ ଚାରିଆଡ଼େ ଖାଁ ଖାଁ: ଗୋପିିନୀ ସାହି କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ପାରଳାଖେମୁଣ୍ଡି:୨।୫(ଡି.ଏନ୍‌.ଏ.): ଗଜପତି ଜିଲାର ସଦରମହକୁମାର ପାରଳାଖେମୁଣ୍ଡି ପୌରାଞ୍ଚଳ ଓ କାଶୀନଗର ଏନ୍‌ଏସିରେ ଶଟ୍‌ଡାଉନ୍‌ କଡ଼ାକଡ଼ି କରାଯାଇଛି। ଏହାର ପ୍ରଭାବରେ ସହର ଖାଁ ଖାଁ ହୋଇଯାଇଛି। ମେଡିକାଲ ଓ ଅତି ଆବଶ୍ୟକ ସେବାକୁ କଟକଣା ନ ଥିବା ବେଳେ ବିନା କୌଣସି କାରଣ…

ସୁରକ୍ଷା ପ୍ରାଚୀର ଭାଙ୍ଗି ନନ୍ଦନକାନନରେ ପଶିଲା ହାତୀ

ବାରଙ୍ଗ,୨।୫(ଡି.ଏନ୍‌.ଏ.): କିଛିଦିନର ବ୍ୟବଧାନ ପରେ ପୁଣି ମାତିଛି ମାକେନା ହାତୀ। ଚନ୍ଦକା ଜଙ୍ଗଲର ଏହି ମାକେନା ହାତୀ ଶନିବାର ବିଳମ୍ବିତ ରାତିରେ ନନ୍ଦନକାନନର ସୁରକ୍ଷା ପ୍ରାଚୀର ଭାଙ୍ଗି ନନ୍ଦନକାନନର ସୀମାକୁ ପଶିଥିବାର ରବିବାର ସକାଳେ ଦେଖିବାକୁ ମିଳିଥିଲା ାତେବେ ମାକେନା ନନ୍ଦନକାନନ…

ଆଖଣ୍ଡଳମଣି ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ଆରଡ଼ି,୨।୫(ଡି.ଏନ୍‌.ଏ.): ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ବାବା ଆଖଣ୍ଡଳମଣିଙ୍କ ମନ୍ଦିରକୁ ଶନିବାର ସନ୍ଧ୍ୟାଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରିଛନ୍ତି। ସାଧାରଣ ଦର୍ଶନ ଉପରେ ଅଙ୍କୁଶ ଲଗାଯାଇଛି। କେବଳ ସେବାୟତମାନେ…

ଗଛମୂଳରୁ ଶୁଭୁଥିଲା ନବଜାତକର କାନ୍ଦ ଶବ୍ଦ, ଆଉ ତା’ ପରେ…

ବାରଙ୍ଗ,୨।୫(ଡି.ଏନ୍‌.ଏ): ରାଜଧାନୀ ଉପକଣ୍ଠ କଳାରାହଙ୍ଗ ଗ୍ରାମମୁଣ୍ଡ ପୋଖରୀ ହୁଡ଼ା ପଛପଟରୁ ଇନ୍‌ ଫୋସିସ୍‌ ଥାନା ପୋଲିସ ରବିବାର ସକାଳେ ଏକ ନବଜାତ ଶିଶୁକୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନା ପଠାଇଛି। ଆଜି ସକାଳେ କଳାରାହଙ୍ଗ ଗ୍ରାମର କିଛି ଲୋକ ଗାଧୋଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?