ଆମ ଜିଲା ଖବର

ଅନ୍ନପୂର୍ଣ୍ଣା ହିତାଧିକାରୀଙ୍କୁ ମିଳିଲା ଚାଉଳ

ଆରଡି, ୯।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ସୁନ୍ଦରପୁର ପଞ୍ଚାୟତର ୫ଜଣ ଅନ୍ନପୁନ୍ନା ହିତାଧିକାରୀଙ୍କୁ ଶୁକ୍ରବାର ୩ ମାସର ଚାଉଳ ବଣ୍ଟନ କରାଯାଇଛି। ଜିଲା ଯୋଗାଣ ଅଧିକାରୀ ମିର୍‌ ରାଜା ଅଲ୍ଲିଙ୍କ ହସ୍ତକ୍ଷେପ ଯୋଗୁ ଏହା ସମ୍ଭବ ହୋଇଥିବା...

ରଥ ନିର୍ମାଣ ପାଇଁ ବଡ଼ଦାଣ୍ଡରେ ବ୍ୟାରିକେଡ୍‌

ପୁରୀ ଅଫିସ, ୯।୫: ରଥ ନିର୍ମାଣ କାର୍ଯ୍ୟକୁ କିପରି ତ୍ୱରାନ୍ବିତ କରାଯିବ ସେ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ରଥ ନିର୍ମାଣକାରୀଙ୍କ ବ୍ୟତୀତ ରଥଖଳାକୁ ଯେପରି ଅନ୍ୟମାନେ ପ୍ରବେଶ କରି ନ ପାରିବେ ତାହା ଉପରେ...

ପୋଲିସଙ୍କୁ ମିଳିବ କରୋନା ସୁରକ୍ଷା ତାଲିମ

କଟକ ଅଫିସ୍‌, ୯।୫: କରୋନା ଭୂତାଣୁର ଦ୍ରୁତ ସଂକ୍ରମଣ ଯୋଗୁ ରାଜ୍ୟରେ ଭୟର ବାତାବରଣ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ ହୋଇ ପଡ଼ିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ ଶୁକ୍ରବାର ରାଜ୍ୟର ସମସ୍ତ...

ମା’ଙ୍କ ପାଇଁ ୪୫୩ କି.ମି. ଯାତ୍ରା

କଟକ ଅଫିସ,୯।୫: ଲକଡାଉନରେ ଅସ୍ତବ୍ୟସ୍ତ ହୋଇଗଲାଣି ଜୀବନ। ମଣିଷ ଏବେ ବନ୍ଦୀ ପ୍ରାୟ। କେଉଁ ଆଡେ ଯାଇପାରୁନି କି କାହା ସୁଖଦୁଃଖରେ ଭାଗିଦାରି ହୋଇପାରୁନି। ଦିନକୁ ଦିନ ଭିନ୍ନ ଭିନ୍ନ ଚିତ୍ର ନଜରକୁ ଆସୁଛି, ଯାହା ଅତ୍ୟନ୍ତ କରୁଣ ଓ...

କରୋନାରୁ ଆରୋଗ୍ୟ ପାଇଁ ଆୟୁର୍ବେଦ ଔଷଧ ବ୍ୟବହାରକୁ ସ୍ବାଗତ

କଟକ ଅଫିସ୍‌,୯।୫: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନ, କେନ୍ଦ୍ର ଆୟୁଷ ବିଭାଗ ମନ୍ତ୍ରୀ ଶ୍ରୀପଦ ନାୟକ ଏବଂ ଆୟୁଷ ମନ୍ତ୍ରଣାଳୟର ସଚିବ ବୈଦ ରାଜେଶ କୋଟେଚାଙ୍କ ଘୋଷଣା ଅନୁଯାୟୀ କରୋନାରୁ ଆରୋଗ୍ୟ ପାଇଁ କେତେକ ଆୟୁର୍ବେଦିକ ଔଷଧକୁ ପରୀକ୍ଷାମୂଳକ...

ସର୍ବୋଦୟ ସେବକ ପ୍ରତାପ ଚନ୍ଦ୍ର ମିଶ୍ରଙ୍କ ପରଲୋକ

କଟକ ଅଫିସ,୯।୫: ସର୍ବୋଦୟ ସେବକ ତଥା ଗାନ୍ଧୀବାଦୀ ପ୍ରତାପ ଚନ୍ଦ୍ର ମିଶ୍ରଙ୍କ ଗୁରୁବାର ବିଳମ୍ବିତ ରାତିରେ ଝାଞ୍ଜିରୀମଙ୍ଗଳାସ୍ଥିତ ବାସଭବନରେ ପରଲୋକ ଘଟିଛି। ତାଙ୍କୁ ୭୪ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ରୋଗରେ ପୀଡ଼ିତ ଥିଲେ। ତାଙ୍କ ମୃତ୍ୟୁରେ ସ୍ଥାନୀୟ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ନିଶ୍ଚିନ୍ତକୋଇଲି,୯।୫(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ ତରତ ଶାସନ ପଞ୍ଚାୟତର ୮୩ ମହିଳା ସୟଂସହାୟକ ଗୋଷ୍ଠୀ, ଅଙ୍ଗନୱାଡି କର୍ମୀ ଓ ଆଶାକର୍ମୀ ମିଶି ୬୦,୦୦୬ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି। ସ୍ଥାନୀୟ ତହସିଲଦାରଙ୍କୁ ଏହି ସହାୟତା...

କରୋନା ସମ୍ପର୍କରେ ଶିଶୁଙ୍କୁ ସଚେତନ କରାଯିବ

କଟକ ଅଫିସ୍‌,୯।୫: ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ଶିଶୁମାନଙ୍କର ସୁରକ୍ଷା ପାଇଁ ଏକ ରାଜ୍ୟ ସ୍ତରୀୟ ପ୍ରଚାର ଅଭିଯାନର ଶୁକ୍ରବାର ଶୁଭାରମ୍ଭ ହୋଇଛି। ପ୍ରାଧିକରଣର କାର୍ଯ୍ୟକାରୀ ଅଧ୍ୟକ୍ଷା ତଥା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ କୁମାରୀ ସଞ୍ଜୁ ପଣ୍ଡା...

ସୁନ୍ଦରଗଡ଼ରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୩କୁ ବୃଦ୍ଧି

ସୁନ୍ଦରଗଡ଼, ୯।୫(ଡି.ଏନ୍‌.ଏ.): ରାଜ୍ୟରେ ଶନିବାର ସକାଳେ ୧୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସୁନ୍ଦରଗଡ଼ ଜିଲାର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ...

ଚିନ୍ତା ବଢ଼ାଉଛି ସୁରଟ ଲିଙ୍କ୍‌: ଭଦ୍ରକରେ ଆଉ ଜଣେ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୫କୁ ବୃଦ୍ଧି

ଭଦ୍ରକ ଅଫିସ,୯।୫: ଭଦ୍ରକ ଜିଲାରେ ଶନିବାର ସକାଳୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଏପର୍ଯ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ତିହିଡି ବ୍ଲକ କୁବେରା ପଞ୍ଚାୟତ ଅଞ୍ଚଳର...

ମୃତକଙ୍କ ପରିବାରକୁ ଭେଟିଲେ ଭାଜପା ନେତା

ଢେଙ୍କାନାଳ ଅଫିସ, ୯ା୫ – କାମାକ୍ଷାନଗର ବ୍ଲକ ସୋଗର ଗ୍ରାମ ନୂଆସାହିରେ ବାଣ ବିସ୍ଫୋରଣରେ ଗତ ବୁଧବାର ସରୋଜ ସାହୁଙ୍କ ପୁଅ ସାହିଲ(୧୦) ଓ ମନୋଜ ସାହୁଙ୍କ ପୁଅ କ୍ରିଷ୍ଣା (୧୦)ଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ଶୁକ୍ରବାର ଭାଜପାର...

୩ ଟ୍ୟାଙ୍କର ଚାଳକଙ୍କ ସନ୍ଦେହଜନକ ମୃତ୍ୟୁ

ଢେଙ୍କାନାଳ ଅଫିସ,୯ା୫ – ଢେଙ୍କାନାଳ ଟାଉନ ଓ ସଦରଥାନା ସୀମା ହରିପୁର ଅଞ୍ଚଳର ୫୫ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଶକ୍ତିସୁଗାର କମ୍ପାନୀ ମୁଖ୍ୟ ଫାଟକ ସମ୍ମୁଖ ପାର୍କିଂସ୍ଥଳରେ ଗୁରୁବାର ବିଳମ୍ବିତ ରାତିରେ ଘଟିଛି ଅଘଟଣ। ସ୍ପିରିଟ୍‌ ନେବାକୁ ଖୋର୍ଦ୍ଧାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri