ଆମ ଜିଲା ଖବର

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ୨ ଜଣଙ୍କୁ ଆଜୀବନ କାରାଦଣ୍ଡ

କେନ୍ଦୁଝର, ୨୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଗଣବଳାତ୍କାର କରିବା ଘଟଣାରେ ଅତିରିକ୍ତ ଜିଲା ଜଜ୍‌ ଓ ସ୍ବତନ୍ତ୍ର ଜଜ୍‌ ଲୋକନାଥ ସାହୁ ସୋମବାର ପୋକ୍ସୋ ଆଇନରେ ୨ ଜଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ।…

ଯୁବତୀଙ୍କୁ କଟୁରିରେ ହାଣି ହତ୍ୟା

ନୟାଗଡ଼ ଅଫିସ,୨୩ା୧୧: ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମରେ ଜଣେ ଯୁବତୀଙ୍କୁ କଟୁରିରେ ହାଣି କେହି ଦୁର୍ବୃତ୍ତ ହତ୍ୟା କରିଥିବା ଜଣାପଡ଼ିଛି। ତେବେ କିଏ ହତ୍ୟା କରିଛି କାହିଁକି କରିଛି ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପୋଲିସ ଓ…

ଥରେ ଗିରଫ ପରେ ସୁଧୁରିଲେନି: ପୁଣି ଲାଞ୍ଚ ନେଇ ଡାକ୍ତର ଗିରଫ

ମାଲକାନଗିରି, ୨୩।୧୧(ଡି.ଏନ୍‌.ଏ.): ପୂର୍ବରୁ ଲାଞ୍ଚ ନେଇ ଗିରଫ ହୋଇଥିବା ଜଣେ ଡାକ୍ତର ପୁଣିଥରେ ଲାଞ୍ଚ ନେବା ବେଳେ ଭାଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ହେ ହେଲେ ମାଲକାନଗିରି ଜିଲା ପୋଡିଆ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ପାନୁ ଚରଣ…

ନାବାଳିକା ଝିଅକୁ ପୋଡିଦେଲେ ବାପା

ପାଟଣାଗଡ, ୨୩।୧୧ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ବେଲପଡା ଥାନା ଅନ୍ତର୍ଗତ ଡେବିରିପାଲି ଗ୍ରାମରେ ଦେଖିବାକୁ ମିଳିଛି ଅଭାବନୀୟ କାଣ୍ଡ। ଜଣେ ନାବାଳିକା ଝିଅକୁ ବାପା କିରୋସିନ ଢାଳି ପୋଡି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର ନାବାଳିକା…

ଆଜି ପବିତ୍ର ଅଁଳା ନବମୀ

ସାକ୍ଷୀଗୋପାଳ,୨୩ା୧୧(ଡି.ଏନ୍‌.ଏ.):ସୋମବାର ଅଁଳାନବମୀ ଉପଲକ୍ଷେ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରୀରାଧାଙ୍କ ପାଦ ଦର୍ଶନ ନୀତି ଅନୁଷ୍ଠିତ ହେବ। ପାରମ୍ପରିକ ବେଶଭୂଷା ଓ ଗହଣାରେ ଲାଗି ହୋଇ ମା’ ରାଧାରାଣୀ ଓଡିଆଣୀ ବେଶରେ ସଜ୍ଜିତ ହେବେ। ରତ୍ନ ସିଂହାସନରେ ସାକ୍ଷୀଗୋପାଳ ଠାକୁର ନଟବର ବେଶରେ ଶୋଭା…

ପୁରୀ: ପୁଣି ଏକ ଥାର୍ଡ ଡିଗ୍ରୀ ଅଭିଯୋଗ

ପୁରୀ ଅଫିସ,୨୩ା୧୧:ଥାନା ହାଜତରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ନେଇ ସମଗ୍ର ରାଜ୍ୟରେ ଏବେ ପୁରୀ ଜିଲା ଚର୍ଚ୍ଚାରେ ରହିଛି । ବାସେଳିସାହି ଥାନା ହାଜତ ମୃତ୍ୟୁ ପରେ ପିପିଲି ଥାନାରେ ଥାର୍ଡ ଡିଗ୍ରୀ ଘଟଣା ସାମ୍ନାକୁ ଆସିଥିଲା। ଏହାକୁ ନେଇ ହଟଚମଟ…

ରୋଗ ବାଣ୍ଟୁଛି ‘ରଗଡ଼ି’

ଭୁବନ, ୨୩।୧୧ (ବିପିନ ବିହାରୀ ସେଠୀ) : ଭୁବନ ଅଞ୍ଚଳବାସୀଙ୍କ ଭାବାବେଗ ସହିତ ଜଡ଼ିତ ରଗଡ଼ିନାଳ ଏବେ ପରିତ୍ୟକ୍ତ। ଭୁଶୁଡ଼ି ପଡ଼ିଥିବା ଡ୍ରେନେଜ୍‌ ବ୍ୟବସ୍ଥା ପାଇଁ ନାଳରେ ସିଧାସଳଖ ମିଶୁଛି ସାରା ସହରର ଦୂଷିତ ଆବର୍ଜନା ଜଳ। ଫଳରେ ଏକଦା ଅଞ୍ଚଳର ହଜାର…

‘ଅପରାଧମୁକ୍ତ ପୁରୀ ମୁଖ୍ୟ ଲକ୍ଷ୍ୟ’

ପୁରୀ ଅଫିସ,୨୩ା୧୧:ପତିତପାବନଙ୍କୁ ଦର୍ଶନ କରି ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ପୁରୀର ନୂତନ ଏସ୍‌ପି ଭାବେ ଆଇପିଏସ୍‌ ଅଫିସର କେ. ବିଶାଲ ସିଂ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ପୂର୍ବାହ୍ନରେ ପୂର୍ବତନ ଏସ୍‌ପି ଅଖିଳେଶ୍ୱର ସିଂଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ…

ସଂଖ୍ୟା ନୁହେଁ, ଶିକ୍ଷା ପରିସର ବଢ଼ାଅ

ଅନୁଗୋଳ ଅଫିସ, ୨୩।୧୧: ୨୦ରୁ କମ୍‌ ପିଲା ଥିବା ସ୍କୁଲକୁ ନିକଟସ୍ଥ ବିଦ୍ୟାଳୟରେ ମିଶ୍ରଣ ପାଇଁ ପୂର୍ବରୁ ନିଆଯାଇଥିବା ନିଷ୍ପତ୍ତିରେ ରବିବାର କିଛିଟା ପରିବର୍ତ୍ତନ କରାଯାଇଛି। ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ପାଇଁ ଏପରି ବ୍ୟବସ୍ଥା ହେଉଥିବା ସରକାରୀ ଭାବେ କୁହାଯାଉଛି। କିନ୍ତୁ…

ଯେଉଁଠୁ ମିଳେ ଧାର୍ମିକ ସହିଷ୍ଣୁତାର ବାର୍ତ୍ତା

ଚଣ୍ଡିଖୋଲ, ୨୩ା୧୧ (ଡି.ଏନ.ଏ.):ଭାରତର ବିଭିନ୍ନ ସ୍ଥାନରେ ଧର୍ମପୀଠକୁ ନେଇ ହିନ୍ଦୁ ଓ ମୁସଲମାନଙ୍କ ମଧ୍ୟରେ ହିଂସା ବହୁବାର ଦେଖିବାକୁ ମିଳୁଛି। ପରସ୍ପର ଲହୁଲୁହ ବୁହାଉଛନ୍ତି। ଅନେକ ଜୀବନ ଯାଉଛି। ହେଲେ ଯାଜପୁର ଜିଲାର ଧାର୍ମିକ ପୀଠ ‘ସତ୍ୟପୀର’ ହିନ୍ଦୁ ଏବଂ ମୁସଲମାନମାନଙ୍କ…

ପୋଖରୀରେ ବୁଡିଗଲେ ୨ ଭଉଣୀ

ମାଲକାନଗିରି, ୨୨।୧୧(ଡି.ଏନ.ଏ)-ମାଲକାନଗିରି ଜିଲା କାଲିମେଳା ବ୍ଲକ ମୋଟୁ ଥାନା ଅନ୍ତର୍ଗତ ପୁଶୁଗୁଡା ପଞ୍ଚାୟତ ମୁକାନପାଲି ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୋଖରୀରେ ବୁଡିଯାଇ ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ବୟସ ୬ ଓ ୩ ବର୍ଷ ବୋଲି…

୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ସହ ନଗଦ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ: ଜଣେ ଅଟକ

ବାଲେଶ୍ୱର ଅଫିସ, ୨୧।୧୧: ବାଲେଶ୍ୱର ସହରସ୍ଥିତ ଅଡ଼ର ବଜାରରୁ ୧୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ସହ ୨୩ ଲକ୍ଷରୁ ଊର୍ଦ୍ଧ୍ୱ ନଗଦ ଟଙ୍କା ଜବତ ହୋଇଛି । ଏ ନେଇ ମୁନା ଖାଁ (୩୦) ନାମକ ଜଣେ ଯୁବକଙ୍କୁ ସହଦେବଖୁଣ୍ଟା ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri