ବଡ଼ବିଲ ଥାନା ଅଞ୍ଚଳରୁ ଚୋରି ଘଟଣା: ଚୋରି ସାମଗ୍ରୀ ଜବତ, ୨ ଅଭିଯୁକ୍ତ ଗିରଫ
ବଡବିଲ,୮।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ସୁନ୍ଦରା ବସ୍ତି ଅଞ୍ଚଳର ଶିବ କୁମାର ଗିରିଙ୍କ ଘରୁ ଗତ ଏପ୍ରିଲ ୧୬ ତାରିଖରେ ଚୋରି ହୋଇଥିଲା। ଏ ନେଇ ପୋଲିସ ଏକ ମାମଲା (ନଂ. ୭୪/୨୦) ରୁଜୁକରି ତଦନ୍ତ ଚଳାଇଥିଲା। ଏଥିରେ...
ଜିଲାପାଳଙ୍କ ନିର୍ଦ୍ଦେଶ ପରେ ଚୌଦ୍ୱାରରେ ସିଲ୍ ହେଲା ମଦ ଦୋକାନ
ଚୌଦ୍ୱାର,୮ା୫(ଡି.ଏନ୍.ଏ)-ମହାମାରୀ କରୋନାକୁ ନେଇ ରାଜ୍ୟରେ ଲକ୍ଡାଉନ ଘୋଷଣା କରାଯାଇଛି। କଟକ ଜିଲାର ଚୌଦ୍ୱାର ସହର ଗ୍ରୀନ ଜୋନରେ ଯାଉଛି। ଗତ ୪ ତାରିଖରେ କେନ୍ଦ୍ର ସରକାର ଗ୍ରୀନ ଜୋନ ଅଞ୍ଚଳରେ ମଦ ଦୋକାନ ଖୋଲିବା ବିଜ୍ଞପ୍ତି ପ୍ରକାଶ ପାଇବା ପରେ...
CORONAVIRUS UPDATE: ଭଦ୍ରକରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଲା
ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଶୁକ୍ରବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ସେ ଭଦ୍ରକ ଜିଲାର ୩୩ ବର୍ଷୀୟ ଯୁବକ। ନିକଟରେ ସେ ସୁରଟରୁ ଫେରିଥିଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଛି।...
ନିର୍ମାଣ ଶ୍ରମିକଙ୍କୁ ମିଳୁନି ସହାୟତା, ଶ୍ରମ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ
ବରଗଡ଼ ଅଫିସ୍,୮।୫-କରୋନା(କୋଭିଡ୍-୧୯) ଭୂତାଣୁ ପ୍ରତିହତ ପାଇଁ ଦେଶବ୍ୟାପୀ ଲକ୍ଡାଉନ ଘୋଷଣା କରାଯାଇଛି। ଏପରିସ୍ଥିତିରେ କାମଧନ୍ଦା ବନ୍ଦ ହୋଇଯାଇ ଥିବା ଯୋଗୁ ନିର୍ମାଣ ଶ୍ରମିକଙ୍କୁ ସରକାରଙ୍କ ପକ୍ଷରୁ ସହାୟତା ପ୍ରଦାନ କରାଯାଉଛି। ମାତ୍ର କେତେକ ନିର୍ମାଣ ଶ୍ରମିକ ସେମାନଙ୍କ ପଞ୍ଜିକରଣକୁ ନବୀକରଣ...
ଚାଲି ଚାଲି ଢେଙ୍କାନାଳରୁ ଛତିଶଗଡ଼ ଫେରୁଛନ୍ତି ପ୍ରବାସୀ ଶ୍ରମିକ
ସରଣ୍ଡା,୮।୫(ଡି.ଏନ.ଏ)-ଛତିଶଗଡ଼ରୁ ଢେଙ୍କାନାଳ ଜିଲାକୁ ଦାଦନ ଖଟିବା ପାଇଁ ଆସିଥିବା ପ୍ରବାସୀ ଶ୍ରମିକମାନେ ଚାଲି ଚାଲି ନିଜ ଘରକୁ ଫେରୁଥିବା ଦେଖିବାକୁ ମିଳିଛି। ଶୁକ୍ରବାର ପୂର୍ବାହ୍ନରେ ସେମାନେ ନିଜ ପିଲା ଛୁଆଙ୍କୁ ଧରି ଅତାବିରା ଅତିକ୍ରମ କରିଛନ୍ତି। ସେମାନଙ୍କ ମଧ୍ୟରେ ୭ପୁରୁଷ,...
ତ୍ୱରାନ୍ବିତ ହେବ ରଥ ନିର୍ମାଣ କାର୍ଯ୍ୟ: ସମସ୍ତ ମହାରଣା, ସେବାୟତଙ୍କ ହେବ ସ୍ବାସ୍ଥ୍ୟ ପରୀକ୍ଷା
ପୁରୀ ଅଫିସ,୮।୫: ରଥ ନିର୍ମାଣ କାର୍ଯ୍ୟକୁ କିଭଳି ତ୍ୱରାନ୍ବିତ କରାଯିବ ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ରଥ କାର୍ଯ୍ୟରେ ନିୟୋଜିତ ସେବାୟତମାନେ କିଭଳି ସୁରୁଖୁରୁରେ ରଥ ନିର୍ମାଣ କରିବେ ତା ଉପରେ...
କ୍ୱାରାଣ୍ଟାଇନ ବ୍ୟବସ୍ଥାରେ ଅବହେଳା: ପ୍ରତିବାଦରେ ଡାକ୍ତରଙ୍କ ସହ ଏମ୍କେସିଜି ଛାତ୍ରୀଛାତ୍ରଙ୍କ ଧାରଣା
ବ୍ରହ୍ମପୁର ଅଫିସ, ୮।୫: ବ୍ରହ୍ମପୁର ଉପକଣ୍ଠ ଶୀତଳାପଲିରେ ଥିବା ଟାଟା କୋଭିଡ-୧୯ ହସ୍ପିଟାଲରେ କାମସାରି ଫେରୁଥିବା ଡାକ୍ତରଙ୍କୁ କ୍ୱାରାଣ୍ଟାଇନରେ ରଖିବାନେଇ ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଇ ନ ଥିବା ଅଭିଯୋଗ ହୋଇଛି। ପ୍ରକାଶ ଯେ, ଶୁକ୍ରବାର ଶିତଳାପଲ୍ଲି ଟାଟା...
ଏମ୍କେସିଜିରେ ୨୯ କରୋନା ସନ୍ଧିଗ୍ଧ ଚିକିତ୍ସିତ
ବ୍ରହ୍ମପୁର ଅଫିସ, ୮।୫ -ଗଞ୍ଜାମ ଜିଲାରେ ଏବେ ସୁରଟ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି । ନିକଟରେ ଗଞ୍ଜମକୁ ସୁରାଟରୁ ଫେରିଥିବା ପ୍ରବାସୀ ଓଡ଼ିଆମାନଙ୍କୁ ବିଭିନ୍ନ ସଙ୍ଗରୋଧ କକ୍ଷରେ ରଖାଯାଇଛି। ଏବେ ସେମାନଙ୍କ ସ୍ବାବ୍ ରିପୋର୍ଟରେ ଦିନକୁ ଦିନ...
ନୂଆପଡ଼ାରେ କାର୍ଯ୍ୟକ୍ଷମ ହେଲା କୋଭିଡ ହସ୍ପିଟାଲ: ରହିଛି ୧୬୫ ଶଯ୍ୟା, ୫ ଆଇସିୟୁ
ଭୁବନେଶ୍ୱର, ୮।୫(ବ୍ୟୁରୋ): ନୂଆପଡ଼ା ଜିଲାରେ ଥିବା କୋଭିଡ ହସ୍ପିଟାଲକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଶୁକ୍ରବାର ବୁଲି ଦେଖିବା ସହ ଏହାର କାର୍ଯ୍ୟ କାରିତା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏଠାରେ ୧୬୫ଟି ଶଯ୍ୟା ଉପଲବ୍ଧ...
ଗଞ୍ଜାମରେ ସୁରଟ ଫେରନ୍ତାଙ୍କୁ ବିରୋଧ: ଟେକାପଥର ମାଡ଼, ପୋଲିସର ଲାଠି ଚାଳନା
ଛତ୍ରପୁର,୮।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତର କ୍ୱାରାଣ୍ଟାଇନ୍ ସେଣ୍ଟରରେ ଗୁରୁବାର ରାତିରେ ସୁରଟ ଫେରନ୍ତାଙ୍କୁ ରଖିବାକୁ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି। ଏପରିକି ପୋଲିସ ଉପରକୁ କେତେକ ଲୋକ ଟେକା ପଥର, କାଚ ବୋତଲ ମାଡ଼ କରିଥିଲେ। ଏହାକୁ...
ବାଇକ୍କୁ ଧକ୍କା ଦେଲା ଟ୍ରକ: ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ଜୀବନଗଲା
ଡେରାବିଶ, ୮ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଅଗ୍ନିଶମ ବିଭାଗର ଜଣେ କର୍ମଚାରୀଙ୍କର ଶୁକ୍ରବାର ସକାଳେ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ହେଲେ ସହଦେବ ବିଶ୍ୱାଳ (୩୪)। ସୂଚନା ଅନୁଯାୟୀ, ସହଦେବ ବାଇକ୍ (ନଂ. ଓଡି ୦୨ ଏ୨୧୧୧) ଯୋଗେ କେନ୍ଦ୍ରାପଡ଼ାରୁ ନିଜ...
କଟକରେ ବିକ୍ରି ହେବନି ମଦ: ସମସ୍ତ ଦୋକାନ ସିଲ୍ କରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ
କଟକ ଅଫିସ,୮।୫- କଟକ ଜିଲାରେ ମଦ ବିକ୍ରି ହେବନାହିଁ। ଜିଲାର ସମସ୍ତ ମଦ ଦୋକାନକୁ ସିଲ୍ କରିବା ପାଇଁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ ଭବାନୀ ଶଙ୍କର ଚୟନୀ। କଟକ ଜିଲା ଗ୍ରୀନ ଜୋନରେ ରହିଛି। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ...
Archives


