ଇଟାଭାଟି ଭିତରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ
ପାଟଣା,୨୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଉପାନ୍ତ ଅଞ୍ଚଳ ମାଛଗଡ଼ ପଞ୍ଚାୟତ ବାଉଁଶନାଳି ଗ୍ରାମରେ ଜେନା ମୁଣ୍ଡାଙ୍କର ଥିବା ଏକ ପୁରଣା ଇଟାଭାଟି ଚୁଲା ଭିତରୁ ଶୁକ୍ରବାର ସକାଳେ ଜଣେ ମହିଳାଙ୍କ ଗଳିତ ମୃତଦେହ ଠାବ ହୋଇଛି। ମୃତକଙ୍କ ପରିଚୟ ଜଣାପଡ଼ି…
ସ୍ତ୍ରୀଙ୍କୁ କୁରାଢ଼ୀରେ ଛେଚି ହତ୍ୟା କଲେ ସ୍ବାମୀ
ବାରିପଦା ଅଫିସ,୨୦।୧୧: ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ମାଳିହତା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶିବପ୍ରସାଦ ମହାନ୍ତ ସ୍ତ୍ରୀ ପାର୍ବତୀ ମହାନ୍ତଙ୍କୁ କୁରାଢୀରେ ଛେଚି ଅତି ନୃଶଂସଭାବେ ହତ୍ୟା କରିଛନ୍ତି। ପ୍ରକାଶ ଯେ, ପାରିବାରିକ କଳହ…
ଦଳିତ, ଆଦିବାସୀଙ୍କୁ ମିଳୁନି ଘରଡିହ ପଟ୍ଟା
ନୟାଗଡ଼ ଅଫିସ,୨୦।୧୧: ସରକାର ଦଳିତ ଓ ଆଦିବାସୀଙ୍କ ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ହେଲେ ଏହା ସେମାନଙ୍କ ପାଇଁ ଅପହଞ୍ଚ ହୋଇରହିଛି। ରଣପୁର ତହସିଲର ବିଭିନ୍ନ ପଞ୍ଚାୟତରେ ୫୦୦ରୁ ଊର୍ଦ୍ଧ୍ୱ ଦଳିତ ଓ ଆଦିବାସୀ ପରିବାର ସରକାରୀ ଜମିରେ କାହିଁ କେଉଁ…
ଏନ୍ଜିଟିରେ ମାମଲା ସତ୍ତ୍ୱେ ବାଲି ଉତ୍ତୋଳନ
ଯାଜପୁର ଅଫିସ,୨୦।୧୧: ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବେଆଇନ ସାଆଁଳା ବାଲିଘାଟ ଅଭିଯୋଗ ସଂକ୍ରାନ୍ତରେ ଏନଜିଟି(ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ)ରେ ନଂ.୩୫/୨୦୨୦ରେ ମାମଲା ବିଚାରାଧୀନ ରହିଛି। ଏନଜିଟିର ୬ା୧୧ା୨୦ ତାରିଖ ରାୟରେ ସାଆଁଳା ବାଲିଘାଟ ଲିଜଧାରୀଙ୍କୁ ଅଭ୍ୟାସଗତ ଆପରାଧିକ…
ଭୋଟର ତାଲିକା ସଂଶୋଧନ ଆରମ୍ଭ
ଯାଜପୁର ଅଫିସ,୨୦।୧୧: ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଯାଜପୁର ଜିଲାରେ ଆରମ୍ଭ ହୋଇଛି। ଚୂଡାନ୍ତ ସଂଶୋଧିତ ଭୋଟର ତାଲିକା ୨୦୨୧ ଜାନୁୟାରୀ ୧୫ରେ ସମସ୍ତ ଭୋଟଗ୍ରହଣ କେନ୍ଦ୍ର ଓ ଜିଲା ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରକାଶ ପାଇବ। ଏ ନେଇ…
୩ ବ୍ଲକର କୃଷି ପ୍ରଭାବିତ ହେବ
କେନ୍ଦ୍ରାପଡା ଅଫିସ,୨୦।୧୧: କେନ୍ଦ୍ରାପଡ଼ା ଜିଲାର ଖରସ୍ରୋତା ନଦୀରୁ ଭଦ୍ରକ ଜିଲାର ୪ ବ୍ଲକକୁ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପକୁ ସ୍ଥାନୀୟ ଅଧିବାସୀଙ୍କ ବିରୋଧ ତୀବ୍ରତର ହେବାରେ ଲାଗିଛି। ପ୍ରଶାସନିକସ୍ତରରେ ଏହି ପ୍ରକଳ୍ପ ନିର୍ମାଣ ପାଇଁ ଉଦ୍ୟମ ଚାଲିଛି। ହେଲେ ବୁଧବାର…
ଡିସେମ୍ବର ୨୦ରୁ ଖରିଫ ଧାନ ସଂଗ୍ରହ
ଯାଜପୁର ଅଫିସ,୨୦।୧୧: ଡିସେମ୍ବର ୨୦ରୁ ଚଳିତ ବର୍ଷର ଖରିଫ ଧାନ ସଂଗ୍ରହ ହେବ। ନିୟମ ଅନୁଯାୟୀ ଅନୁପାଳନ ସହ ଚାଷୀମାନଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ। ଗୁରବାର ଯାଜପୁର ଗୌତମ ବୁଦ୍ଧ ସଂସ୍କୃତି ଭବନଠାରେ ଅନୁଷ୍ଠିତ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ…
ପୋଲିସ ହେପାଜତରେ ମୃତ୍ୟୁ ଘଟଣା: ‘ମୃତଦେହ ଲୁଚାଇ ଦାହ କରିଛି ପୋଲିସ’
ପୁରୀ ଅଫିସ,୨୦ା୧୧: କେ. ରମେଶ ଦାସଙ୍କ ମୃତ୍ୟୁ ଘଟଣାରେ ସମ୍ପର୍କୀୟମାନେ ଭିନ୍ନ କଥା କହିଛନ୍ତି। ରମେଶଙ୍କ ମା’, ବାପାଙ୍କୁ ପୋଲିସ ସହର ବାହାରର ଏକ ଥାନାକୁ ନେଇ ସେଠାରେ ଅଟକ ରଖିଛି। ୭ଦିନ ପୂର୍ବରୁ ପୋଲିସ ରମେଶଙ୍କୁ ଘରୁ ଉଠାଇ ନେଇ…
‘ବିଧାନସଭାରେ ଉଠିବ ହାଜତ ମୃତ୍ୟୁ ପ୍ରସଙ୍ଗ’
ପୁରୀ ଅଫିସ,୨୦।୧୧: ପୋଲିସ ହେପାଜରେ ଯୁବକଙ୍କ ମୃତ୍ୟୁକୁ ନେଇ ଗଭୀର ଉଦ୍ବେଗ ପ୍ରକାଶ କରିଛି ଭାଜପା। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକଙ୍କ ନେତୃତ୍ୱରେ ଗୁରୁବାର ସନ୍ଧ୍ୟାରେ ୨୦ଜଣ ବିଧାୟକଙ୍କ ଏକ ପ୍ରତିନିଧି ଦଳ ପୁରୀ ଆସି ମୃତକଙ୍କ ସମ୍ପର୍କୀୟଙ୍କୁ ଭେଟିଛନ୍ତି।…
ଡିସେମ୍ବର ୨୮ରୁ ପ୍ରକ୍ରିୟା ଆରମ୍ଭ: ୬.୭୬ ଲକ୍ଷ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ
ପୁରୀ ଅଫିସ,୨୦।୧୧: ପୁରୀ ଜିଲା ଚାଷୀଙ୍କଠାରୁ କିପରି ସୁରୁଖୁରୁରେ ଖରିଫ ଧାନ ସଂଗ୍ରହ କରାଯିବ ସେ ନେଇ ବୁଧବାର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୁଗୁଲ୍ ମିଟ୍ ମାଧ୍ୟମରେ ଅନୁଷ୍ଠିତ ଏହି ବୈଠକରେ ଜିଲାପାଳ ବଲୱନ୍ତ ସିଂ ଅଧ୍ୟକ୍ଷତା କରିଥିଲେ।…
ନିମାପଡ଼ା କଲେଜର ପ୍ରଥମ ପିଜି ପରୀକ୍ଷାଫଳ ପ୍ରକାଶିତ
ନିମାପଡ଼ା,୨୦ା୧୧(ଡି.ଏନ୍.ଏ.): ନିମାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ରଥମଥର ସ୍ନାତକୋତ୍ତର(ପିଜି) ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ଏହି ପରୀକ୍ଷାର ପାସ ହାର ଶତକଡ଼ା ଶତପ୍ରତିଶତ ହୋଇଛି। କଲେଜରେ ପ୍ରଥମଥର ପାଇଁ ସ୍ନାତକତ୍ତୋର ଶ୍ରେଣୀର ଓଡ଼ିଆ ବିଭାଗରେ ୨୯ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ସମସ୍ତେ ପ୍ରଥମ…
ବିଦେଶୀ ପକ୍ଷୀଙ୍କ ଆଗମନ ସଂଖ୍ୟା କମୁଛି
କୃଷ୍ଣପ୍ରସାଦ,୨୦ା୧୧(ଡି.ଏନ୍.ଏ.): ଶୀତ ଋତୁ ଆସିଲେ ରଙ୍ଗବେରଙ୍ଗ ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ କୃଷ୍ଣପ୍ରସାଦ ଅଞ୍ଚଳ। ଯେଉଁଥି ପାଇଁ ଦେଶ ବିଦେଶରୁ ପର୍ଯ୍ୟଟକଙ୍କ ସୁଅ ଛୁଟେ ଚିଲିକାକୁ। ତେବେ ବିଡ଼ମ୍ବନାର ବିଷୟ ପ୍ରାକୃତିକ ବୈଷମ୍ୟତା ଯୋଗୁ…
Archives


