କୋଲକାତା ପରେ ଭଦ୍ରକରେ ଚିନ୍ତା ବଢ଼ାଇଛନ୍ତି ସୁରଟ ଫେରନ୍ତା: ୧୯ ପଞ୍ଚାୟତ କଣ୍ଟେନ୍ମେଣ୍ଟ୍ ଜୋନ୍ ଘୋଷଣା,୩୨ ପଞ୍ଚାୟତ ସର୍ଭିଲାନ୍ସ ଜୋନ୍
ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଥିବା ବେଳେ ଏହା ରେଡ୍ ଜୋନ୍ ତାଲିକାରେ ରହିଛି। ଏଥିମଧ୍ୟରୁ ପର୍ଯ୍ୟାୟକ୍ରମେ ଜିଲାର ମୋଟ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ପ୍ରଥମ ୩ ରୋଗୀଙ୍କୁ ବାଦ୍...
ଗଛରେ ପିଟିହେଲା କାର୍, ଜଣଙ୍କ ଜୀବନଗଲା, ୨ ଗୁରୁତର
ବଅଁରପାଳ,୮ା୫(ଡି.ଏନ୍.ଏ.) : ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ବଉଳିଗଡ଼ ବ୍ରିଜ୍ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ କାର୍ ସମ୍ମୁଖରେ ବସିଥିବା ଯତୀନ୍ ସାହୁଙ୍କ ମୃତ୍ୟୁ ଘଟିଥିବା ବେଳେ ଚାଳକ ତ୍ରିଲୋଚନ କୁମାର...
ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଲା
ଗଞ୍ଜାମ,୮ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ସକାଳେ ପୁଣି ୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତମାନେ ସୁରଟ ଫେରନ୍ତା ବୋଲି...
ରଥଖଳା ଚଳଚଞ୍ଚଳ: ଆରମ୍ଭ ହେଲା ରଥ ନିର୍ମାଣ, ସାମାଜିକ ଦୂରତ୍ୱ ରକ୍ଷା କରି ଚାଲିଛି କାମ
ପୁରୀ ଅଫିସ,୮ା୫: ରଥ ନିର୍ମାଣକୁ ନେଇ କିଛିଦିନ ଧରି ଚାଲିଥିବା କଳ୍ପନା ଜଳ୍ପନାର ଅବସାନ ଘଟିଛି। ଶୁକ୍ରବାର ରଥଖଳାରେ ଆରମ୍ଭ ହୋଇଛି ତିନିରଥ ନିର୍ମାଣ କାର୍ଯ୍ୟ। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ରଥ ନିର୍ମାଣ ଲାଗି ଗୁରୁବାର ସର୍ତ୍ତମୂଳକ ଅନୁମତି ଦେବା...
ଶକ୍ତି ସୁଗାର କାରଖାନା ଫାଟକ ସମ୍ମୁଖରୁ ୨ ଟ୍ୟାଙ୍କର ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, ଜଣେ କଟକ ସ୍ଥାନାନ୍ତର, କାରଣ ଅସ୍ପଷ୍ଟ
ଢେଙ୍କାନାଳ ଅଫିସ,୮ା୫: ଢେଙ୍କାନାଳ ସଦର ଥାନା ୫୫ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଶକ୍ତି ସୁଗାର କମ୍ପାନୀ ଫାଟକ ସମ୍ମୁଖରେ ପାର୍କିଂ ହୋଇଥିବା ୩ ସ୍ପିରିଟ୍ ଟ୍ୟାଙ୍କର ମଧ୍ୟରୁ ଶୁକ୍ରବାର ୨ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅନ୍ୟ...
କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଲା: ସମସ୍ତ ଆକ୍ରାନ୍ତ ସୁରଟ ଫେରନ୍ତା, କ୍ୱାରାଣ୍ଟାଇନ୍ ସେଣ୍ଟରରେ ଥିଲେ
କେନ୍ଦ୍ରାପଡ଼ା ଅଫିସ,୮ା୫: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳର ଏକ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଶୁକ୍ରବାର ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଏହି ଜିଲାରେ ୩ ଜଣ ଚିହ୍ନଟ ହୋଇଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଗତ ୩...
ବିଶୋଧନାଗାର ତିଆରି କଲା ଖପୁରିଆ ଆଇଟିଆଇ
କଟକ ଅଫିସ,୮।୫: ଜ୍ଞାନକୌଶଳର ସଦୁପଯୋଗ କରି ଆଉ ଏକ ଦୃଷ୍ଟାନ୍ତମୂଳକ ଉଦ୍ଭାବନ କରିଛି ଖପୁରିଆସ୍ଥିତ ସରକାରୀ ଆଇଟିଆଇ। ଲଗାତର ଭାବେ ଏଠାରୁ କରୋନା ମୁକାବିଲା ନିମନ୍ତେ ବିଭିନ୍ନ ଯାନ୍ତ୍ରିକ ଉପକରଣ ତିଆରି ହେଉଛି। ଏହି ଆଇଟିଆଇର ଅଧ୍ୟକ୍ଷ ହୃଷୀକେଶ ମହାନ୍ତିଙ୍କ...
କରୋନା ପାଇଁ ହାଇକୋର୍ଟଙ୍କ ସତର୍କତା: ୬୫ବର୍ଷ ବୟସ୍କ ଓକିଲଙ୍କୁ ଘରୁ ଭିଡିଓ କନ୍ଫରେନ୍ସ ସୁବିଧା
କଟକ ଅଫିସ୍,୮।୫: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ହାଇକୋର୍ଟ ଭିଡିିଓ କନଫରେନ୍ସ ସମ୍ପର୍କିତ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ହାଇକୋର୍ଟ ରେଜିଷ୍ଟ୍ରାର, ଆଡଭୋକେଟ୍ ଜେନେରାଲ୍ ଏବଂ ହାଇକୋର୍ଟ ଓକିଲ ସଂଘର କର୍ମକତ୍ତର୍ର୍ାଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ...
ଭଦ୍ରକରେ ପୁଣି ୨ ପଜିଟିଭ୍ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଲା, ଦୁଇଜଣ ଯାକ ସୁରଟ ଫେରନ୍ତା
ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲାରେ ଶୁକ୍ରବାର ସକାଳୁ ପୁଣି ଦୁଇ କରୋନା ପଜିଟିଭ୍ ଚି଼ହ୍ନଟ ହୋଇଛନ୍ତି। ବାସୁଦେବପୁର ମ୍ୟୁନିସିପାଲିଟିରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ ଧାମନଗର ବ୍ଲକର ବୋଲି ଜଣାପଡ଼ିଛି। ଦୁଇଜଣ ଯାକ ସୁରଟ ଫେରନ୍ତା...
ଭିତରକୁ ଯାଉଛି ବାହାର ଖାଦ୍ୟ
ଅନୁଗୋଳ ଅଫିସ, ୮।୫ – ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ଜେଲ ବିଭାଗ ନିର୍ଦ୍ଦେଶକଙ୍କ ପକ୍ଷରୁ ଜାରି କରାଯାଇଥିବା କଟକଣାକୁ ଅନୁଗୋଳ ଜେଲରେ କଡ଼ାକଡ଼ି ପାଳନ କରାଯାଉ ନ ଥିବା ଅଭିଯୋଗ ହେଉଛି। ସ୍ଥାନୀୟ କର୍ତ୍ତୃପକ୍ଷଙ୍କ...
ଗାଁ ମୁଣ୍ଡରେ ନରହନ୍ତା ଦନ୍ତା
ଛେଣ୍ଡିପଦା,୮।୫(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ଓ ଜରପଡା ବନାଞ୍ଚଳ ସୀମାନ୍ତରେ ଥିବା କୋରଡା, ପୁଟଗାଡିଆ ଗ୍ରାମ ମଧ୍ୟରେ ଗୁରୁବାର ଏକ ନରହନ୍ତା ଦନ୍ତା ବୁଲୁଥିବା ଦେଖିବାକୁ ମିଳିଛି। ଏଥିଯୋଗୁ ଅଞ୍ଚଳବାସୀ ଆତଙ୍କିତ ହୋଇପଡିଛନ୍ତି। ଅନେକ ଲୋକଙ୍କ ଜୀବନ ନେଇ...
ଜଙ୍ଗଲରେ ଚାଲିଥିଲା ଭାଟି, ୮ ଗିରଫ
ଅନୁଗୋଳ ଅଫିସ/କଣିହାଁ, ୮।୫ – ଅନୁଗୋଳ ଜିଲା ରେଙ୍ଗାଲି ଥାନା ଲୋଧାଝରି ଶାଳ ଜଙ୍ଗଲରେ ଭାଟି କରାଯାଇ ଦେଶୀ ମଦ ରନ୍ଧା ଯାଉଥିବା ବେଳେ ଅବକାରୀ କର୍ମଚାରୀମାନେ ଚଢ଼ାଉ କରି ବିପୁଳ ପରିମାଣର ମଦ ଜବତ କରିଛନ୍ତି। ଏଥିସହ ସେଠାରୁ...
Archives


