ସ୍କୁଲ ପରିସର ସଫେଇ କଲେ ସୁରଟ ଫେରନ୍ତା
କୁକୁଡାଖଣ୍ଡି, ୮।୮(ଡି.ଏନ.ଏ.)- ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଳକର ନିମଖଣ୍ଡି ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ଅଛନ୍ତି ୭୨ଜଣ ପ୍ରବାସୀ ଓଡ଼ିଆ। ସେମାନେ ସୁରଟ ଫେରନ୍ତା। ତେବେ ସେମାନେ ରହୁଥିବା ସ୍କୁଲ ପରିସରକୁ ପରିଷ୍କାର କରି ନୂଆ ଉଦାହରଣ ସୃଷ୍ଟି କରିଛନ୍ତି।...
ସୀମାନ୍ତରେ ଧରାପଡ଼ିଲେ ୪୭ ଶ୍ରମିକ
ଚମ୍ପୁଆ, ୮।୫(ଡି.ଏନ.ଏ.)- କରୋନା ମହାମାରୀ ପାଇଁ ସରକାରଙ୍କ ନିର୍ଦ୍ଦେଶ ପରେ ଉପାନ୍ତ ଅଞ୍ଚଳର ସୀମା ସିଲ୍ କରାଯାଇଛି। ଏଠାରେ ବ୍ୟାପକ ତନଖି ସହିତ ଅନୁପ୍ରବେଶ ରୋକିବା ଏବଂ ରାଜ୍ୟ ବାହାରେ କାମ କରୁଥିବା ପ୍ରବାସୀ ଶ୍ରମିକମାନେ ଓଡିଶା ମଧ୍ୟକୁ ପ୍ରବେଶ...
ହାତୀ ମୃତ୍ୟୁ ଘଟଣାର ତଦନ୍ତ କଲେ ଆରସିସିଏଫ
ଯୋଡ଼ା/କେନ୍ଦୁଝର, ୮।୫(ଡି.ଏନ୍.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଓ ବାମେବାରୀ ବନପାଳ ଅଧୀନ କେନ୍ଦୁଘାଟି ଜଙ୍ଗଲରେ ଏକ ହାତୀର ଗଳିତ ମୃତଦେହ ଉଦ୍ଧାର ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଗୁରୁବାର ରାଉରକେଲାରୁ ଆରସିସିଏଫ (ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ) ଭଞ୍ଜ କିଶୋର...
କରୋନା ସାଙ୍ଗକୁ ବର୍ଷା ମାଡ଼: ମଉଳିଗଲା ଚାଷୀଙ୍କ ଆଶା
ଖଇରା, ୮।୫(ଡି.ଏନ.ଏ.)-କରୋନା ସାଙ୍ଗକୁ ଏବେ ଦାଉ ସାଧୁଛି ବର୍ଷା। ଏଥିରେ ଅଧିକ କ୍ଷତିଗ୍ରସ୍ତ ହେଉଛନ୍ତି ଚାଷୀ। ବାଲେଶ୍ୱର ଜିଲା ଖଇରା ବ୍ଲକର ଗଗନଧୂଳି, ଡାଲଙ୍ଗ, ପଳସା ଓ ଅଚ୍ୟୁତପୁର ପଞ୍ଚାୟତରେ ଏହାର ପ୍ରଭାବ ପଡିଛି। ସରକାର କ୍ଷତିପୂରଣ ବ୍ୟବସ୍ଥା ନ...
ଜଳେଶ୍ୱର ଷ୍ଟାଡ଼ିୟମ ପୂର୍ଣ୍ଣାଙ୍ଗୀକରଣ ପାଇଁ ୨୦ ଲକ୍ଷ ମଞ୍ଜୁର
ଜଳେଶ୍ୱର, ୮ା୫(ସ୍ବ.ପ୍ର.)-ଦୀର୍ଘ ୧୦ବର୍ଷ ଧରି ଅଧାପନ୍ତରିଆ ଭାବେ ରହିଥିବା ବାଲେଶ୍ୱର ଜିଲା ଜଳେଶ୍ୱର ଷ୍ଟାଡ଼ିୟମକୁ ପୂର୍ଣ୍ଣାଙ୍ଗୀକରଣ କରିବା ଲାଗି ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟରେ ୨୦ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ା ବୁଧବାର ସନ୍ଧ୍ୟାରେ ଜଳେଶ୍ୱର ବିଧାୟକ ଏକ ପ୍ରେସ୍ନୋଟ୍ ଜରିଆରେ...
ବାଲି, ପଥର ଚାଲାଣ, ଜରିମାନା ଆଦାୟ
ଚିକିଟି,୭ା୫(ଡି.ଏନ.ଏ.)-ଚିକିଟି ତହସିଲ ଅଞ୍ଚଳରେ ଟ୍ରକ୍ ଓ ଟ୍ରାକ୍ଟର ଯୋଗେ ବେଆଇନ ବାଲି, ପଥର ଚାଲାଣ ଓ ମାସ୍କ ବ୍ୟବହାର କରି ନ ଥିବା ବ୍ୟକ୍ତିଙ୍କଠାରୁ ୭୧,୮୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି। ଚିକିଟି ତହସିଲ ଅନ୍ତର୍ଗତ ବିଭିନ୍ନ ଜାଗାରୁ ବାଲି...
ବୁଗୁଡ଼ା ବ୍ଲକ, ଏନ୍ଏସିର ୪୦ ସଙ୍ଗରୋଧ କେନ୍ଦ୍ରରେ ୨୦୫୯ ପ୍ରବାସୀ ଓଡ଼ିଆ
ବୁଗୁଡ଼ା,୭ା୫(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଓ ଏନ୍ଏସିରେ ଥିବା ୪୦ ସଙ୍ଗରୋଧ କେନ୍ଦ୍ରରେ ଗୁରୁବାର ସୁଦ୍ଧା ମୋଟ ୨୦୫୯ ପ୍ରବାସୀ ଓଡ଼ିଆ (ସୁରାଟ ଫେରନ୍ତା) ଆସି ରହିଛନ୍ତି। ରବିବାର ଠାରୁ ବୁଧବାର ରାତି ସୁଦ୍ଧା ଏହି ପ୍ରବାସୀ ଓଡ଼ିଆମାନେ ଟ୍ରେନ ଓ...
ଏମ୍କେସିଜିରେ ୧୭ ସନ୍ଦିଗ୍ଧ ଭର୍ତ୍ତି
ବ୍ରହ୍ମପୁର ଅଫିସ,୭ା୫-ଗଞ୍ଜାମ ଜିଲାରେ ଏବେ ସୁରଟ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଗୋଟିଏ ପଟେ ଲଗାତର ଜିଲାର ସନ୍ଦିଗ୍ଧ କରୋନା ଲକ୍ଷଣ ଥିବା ଲୋକମାନେ ଏମ୍କେସିଜିରେ ଭର୍ତ୍ତି ହେଉଥିବା ବେଳେ ନିକଟରେ ଗଞ୍ଜାମକୁ ସୁରଟରୁ ଫେରିଥିବା ପ୍ରବାସୀ ଓଡ଼ିଆଙ୍କୁ...
କ୍ୱାରାଣ୍ଟାଇନ ସେଣ୍ଟରକୁ ବାହାରୁ ଯାଉଛି ଖାଦ୍ୟ, ଭିଡିଓ ଭାଇରାଲ
ଭଞ୍ଜନଗର,୭।୫(ଡି.ଏନ.ଏ.)- ଗଞ୍ଜାମରେ ସୁରଟ ଫେରନ୍ତା ଚିନ୍ତା ବଢାଇଛନ୍ତି। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ କ୍ୱାରାଣ୍ଟାଇନ୍ରେ ଥିବା ଲୋକେ ନିୟମ ମାନୁ ନାହାନ୍ତି। ଗଞ୍ଜାମ ଜିଲା ବେଲଗୁଣ୍ଠା ଜିଟି ହାଇସ୍କୁଲ କ୍ୱାରାଣ୍ଟାଇନ ସେଣ୍ଟରରେ ଲୋକଙ୍କୁ ସମ୍ପର୍କୀୟ ଭେଟୁଥିବାର ଭିଡ଼ିଓ ଗୁରୁବାର ଭାଇରଲ...
ସୁରଟରୁ ପୁଣି ୫ ବସ୍ ଗଞ୍ଜାମ ଆସିଲା
ଭଞ୍ଜନଗର,୭।୫(ଡି.ଏନ.ଏ)- କରୋନା ଭୂତାଣୁ ପାଇଁ ସୁରଟରୁ ହଜାର ହଜାର ଓଡ଼ିଆ ନିଜ ଭିଟାମାଟିକୁ ଫେରୁଛନ୍ତି। ପ୍ରଥମେ ବସ୍ ଯୋଗେ ଆସୁଥିବାବେଳେ ଦୁର୍ଘଟଣା ବଢ଼ିବା ସହ ସାମାଜିକ ଦୂରତ୍ୱ ରହିଲା ନାହିଁ। ଫଳରେ ସରକାର ବସ୍ ବଦଳରେ ଟ୍ରେନ୍ ଯୋଗେ ସୁରଟରୁ...
କାଳବୈଶାଖୀ ଉଜାଡିଲା ଧାନ
ବିନିକା, ୭।୫(ଡି.ଏନ୍.ଏ.)-ସୁବଣ୍ଣର୍ର୍ପୁର ଜିଲାର ବିନିକା ଅଞ୍ଚଳ ଧାନଚାଷ ପାଇଁ ପ୍ରସିଦ୍ଧ। ଚଳିତ ବର୍ଷ ବିନିକାରେ ରବି ଧାନଚାଷ ୧୭ହଜାର ୨ଶହ ହେକ୍ଟର ଜମିରେ ହୋଇଛି। ୬୦ଭାଗ ଧାନଚାଷ କେନାଲ ଜଳସେଚନ ଓ ୪୦ଭାଗ ଉଠା ଜଳସେଚନ ଦ୍ୱାରା ହୋଇଛି ।...
ବାଇକ୍, ବୋଲେରୋ ଜବତ: ଅମାନିଆଙ୍କ ନାଁରେ ମାମଲା
ଦେବଗଡ,୭।୫(ଡି.ଏନ.ଏ):ଦେବଗଡ ଜିଲାକୁ ଅରେଞ୍ଜ ଜୋନ ଘୋଷଣା ପରେ ସନ୍ଧ୍ୟା ୭ରୁ ସକାଳ ୭ଟା ଯାଏ ବାହାରକୁ ନ ବାହାରିବାକୁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହାସତ୍ତ୍ୱେ ଭିଭିନ୍ନ ସ୍ଥାନରେ ଏହି ନିର୍ଦ୍ଦେଶନାମାକୁ ଅମାନ୍ୟ କରାଯାଉଥିବା ଦେଖିବାକୁ ମିଳୁଛି।...
Archives


