ସିଙ୍କି ସାହିକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ପ୍ରଶାସନ
ପାରଳାଖେମୁଣ୍ଡି,୨୮।୪(ଡି.ଏନ୍.ଏ.): ଭୟଙ୍କର ରୂପ ନେଇ ପୁଣି ଥରେ ଫେରିଛି କରୋନା। ଦେଶ ତଥା ରାଜ୍ୟରେ ପ୍ରତିଦିନ ସଂକ୍ରମଣ ମାମଲା ରେକର୍ଡ ଭାଙ୍ଗୁଛି। ଆଜି ପୁଣି ଗଜପତିରେ ୯୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ୪୯୪୭ରେ ପହଞ୍ଚିଛି। ଦ୍ୱିତୀୟ…
ପୁରୀରେ ଆରମ୍ଭ ହେବ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲ
ପୁରୀ ଅଫିସ,୨୮।୪: ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ହେବାରେ ଲାଗିଲାଣି। ଏହାକୁ ଦୃଷ୍ଟିରେ ରଖି କରୋନା ଆକ୍ରାନ୍ତଙ୍କ ପାଇଁ ପୁରୀରେ ଆରମ୍ଭ ହେବାକୁ ଯାଉଛି ସ୍ବତନ୍ତ୍ର ବ୍ୟବସ୍ଥା। ପୁରୀରେ ୧୫୦ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲ ହେବ। ଏହି…
୩ ଲକ୍ଷ ଟଙ୍କାର ଗୁଟ୍ଖା ଜବତ: ଜଣେ ଗିରଫ
ପୁରୁଷୋତ୍ତମପୁର,୨୮।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ତାରାତାରିଣୀ ଛକଠାରେ ଥିବା ଏକ ତେଜରାତି ଦୋକାନ ଉପରେ ମଙ୍ଗଳବାର ରାତିରେ ଚଢାଉ କରାଯାଇଥିଲା। ଚଢ଼ାଉରେ ବିପୁଳ ପରିମାଣର ଗୁଟ୍ଖା ଜବତ କରାଯାଇଛି। ଯାହାର ମୂଲ୍ୟ ପ୍ରାୟ ୩ ଲକ୍ଷ ଟଙ୍କା ହେବ।…
ସୌର, ପବନଶକ୍ତିରେ ଚାଲୁଛି ସେଚ ପ୍ରକଳ୍ପ
ନବରଙ୍ଗପୁର,୨୮।୪ (ବି.ପ୍ର.) – ବିଦ୍ୟୁତ୍ ନ ଥାଇ ସୌର ଓ ପବନ ଶକ୍ତି ଦ୍ୱାରା ପାଣିମଟର ଚଳାଇ ଜମିକୁ କରାଯାଉଛି ଜଳସେଚନ । ଗୋଟିଏ ପ୍ରକଳ୍ପରୁ ଦୈନିକ ୨୦ହଜାର ଲିଟର ପାଣି ଜମିକୁ ପହଞ୍ଚା ଯାଇପାରୁଛି। ସାଉଥ୍ ଆଫ୍ରିକା ଜ୍ଞାନକୌଶଳରେ ନବରଙ୍ଗପୁର…
ଗଞ୍ଜାମ ଜିଲାପାଳଙ୍କ ନୂଆ ନିୟମ: ଏଥର ଅପରାହ୍ନ ୨ଟାରୁ ବନ୍ଦ ରହିବ ବଜାର
ଛତ୍ରପୁର,୨୮।୪(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ଜିଲାରେ ୨୦୯ ପଜିଟିଭ ଚି଼ହ୍ନଟ ହୋଇଛନ୍ତି। ଏଥିସହ କରୋନା ଜଣଙ୍କ ମୁଣ୍ଡ ନେଇଛି। ଅପରପକ୍ଷରେ ଜିଲାରର ବ୍ରହ୍ମପୁର ସମେତ ୧୮ ସହରର ସମସ୍ତ ଦୋକାନ ବଜାର…
ନୂଆ ରୂପନେବ ନୂଆପୋଖରୀ
ଢେଙ୍କାନାଳ ଅଫିସ, ୨୮।୪ – ନୂଆରୂପ ନେବ ଢେଙ୍କାନାଳ ପୌରାଞ୍ଚଳର ପୁରାତନ ନୂଆପୋଖରୀ (ଭାଗୀରଥି ସାଗର)। ଏହାର ଉନ୍ନତୀକରଣ ଲାଗି ପୌରସଂସ୍ଥା ପକ୍ଷରୁ ସରକାରଙ୍କୁ ୪ କୋଟି ୭୨ଲକ୍ଷ ଟଙ୍କାର ପ୍ରସ୍ତାବ ଦିଆଯାଇଛି। ପ୍ରସ୍ତାବ ଅନୁମୋଦିତ ହେଲେ କାର୍ଯ୍ୟ ଆରମ୍ଭ ହେବ।…
ବ୍ୟଥା ବଢ଼ାଉଛି ବିଜୁଳି ବିଚ୍ଛିନ୍ନ
ଅମିତ କୁମାର ସାମଲ ଅନୁଗୋଳ ଅଫିସ, ୨୮।୪ – ତତଲା କଡ଼େଇରେ ପରିଣତ ହୋଇଛି ଅନୁଗୋଳ। ପାରଦ ୪୦ ଡିଗ୍ରୀ ପାର୍କଲାଣି। ଅସହ୍ୟ ଗ୍ରୀଷ୍ମପ୍ରବାହ କଲବଲ କରୁଥିବାବେଳେ କରୋନା ଆତଙ୍କରେ ଲୋକେ ଘରେ ଅଧିକ ସମୟ ବିତାଇବାକୁ ପସନ୍ଦ କରୁଛନ୍ତି। ଏଭଳି…
ଅପରାହ୍ନ ୨ଟା ପରେ ସମସ୍ତ ଦୋକାନ ବଜାର ବନ୍ଦ
ବୁଗୁଡ଼ା,୨୮।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ପାଞ୍ଚଟି ଓ୍ବାର୍ଡରୁ ବୁଧବାର ୧୦ ଜଣ ପଜିଟିଭ୍ ଚିହ୍ନଟ ହେବା ପରେ ସହରରେ କୋକୁଆ ଭୟ ସୃଷ୍ଟି ହୋଇଛି। ଆଜି ବୁଗୁଡ଼ାର ବଣିକ ସଂଘ, ଚ୍ୟାମ୍ବର ଅଫ କମର୍ସ, ଗଣେଶ…
ଅଣଓଡ଼ିଆଙ୍କ କବ୍ଜାରେ ମେଗା ପ୍ରକଳ୍ପ
ଯାଜପୁର ଅଫିସ,୨୮ା୪: ଲିଜ୍ ପରିମାଣଠାରୁ ବହୁ ଅଧିକ ଖଣିଜ ପଦାର୍ଥ ଦୀର୍ଘବର୍ଷ ଧରି ଲୁଟିନେଇ ଓଡ଼ିଶା ରାଜକୋଷ ଓ ଭୂସମ୍ପତ୍ତିର ବିପୁଳ କ୍ଷତି ଘଟାଇଥିଲେ ଖଣି ଲିଜ୍ଧାରୀ। ୨୦୦୦ରୁ ୨୦୧୦ ମଧ୍ୟରେ ହୋଇଥିବା ଏହି ମହା ଲୁଟ୍କୁ ଧରିଥିଲେ ଶାହା କମିଶନ।…
ମହିଳାଙ୍କଠାରୁ ଝାମ୍ପି ନେଲେ ୩ ଲକ୍ଷ ୫୦ହଜାର ଟଙ୍କା
ପଦ୍ମପୁର,୨୭।୪(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଇରମ -ପଢ଼ୁଆଁ ଟ୍ରେକର ଷ୍ଟାଣ୍ଡ ନିକଟରେ ଭାଟପଡା ଗ୍ରାମର ଦୁଇ ଜଣ ମହିଳାଙ୍କଠାରୁ ୩ ଲକ୍ଷ ୫୦ହଜାର ଟଙ୍କା ଭର୍ତ୍ତି ବ୍ୟାଗ ଛଡାଇ ନେଇଛନ୍ତି ଦୁର୍ବୃତ୍ତ। ପଲସର ବାଇକରେ ଆସିଥିବା ଦୁଇ ଯୁବକ…
ମେଡିକାଲ କର୍ମଚାରୀଙ୍କ ଘରୁ ଚୋରି, ଶୋଇଥିବା ବେଳେ ବୁଲିଲା କଳାକନା
ହିନ୍ଦୋଳ,୨୭।୪: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମୀ ଥାନା ଖଜୁରିଆକଟା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କର୍ମଚାରୀ ନଗେନ୍ଦ୍ର ନାୟକଙ୍କ ଘରୁ ସୋମବାର ବିଳମ୍ବିତ ରାତ୍ରିରେ ଏକ ଲୁଟ୍ ହୋଇଛି l ଲୁଟେରାମାନେ ମାନେ ୩ଟି ସୁନା ହାର, ରୁପା ପାଉଁଜି ଏବଂ…
ଡଙ୍ଗାପାଳ ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା
ଛେଣ୍ଡିପଦା,୨୭।୪(ସ୍ବ.ପ୍ର): ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ନୂଆଗାଁ ଗ୍ରାମ ପଞ୍ଚାୟତର ଡଙ୍ଗାପାଳ ଗାଁକୁ ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ଛେଣ୍ଡିପଦା ବ୍ଲକର ପ୍ରଥମ ଗାଁ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା…

