ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ
ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସୂଚନା ଅନୁଯାୟୀ, ସୁନିତା…
ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ
ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ ସରକାର ଏହି ନିଷ୍ପତ୍ତିକୁ ପ୍ରତ୍ୟାହର ନ କଲେ ରାଜ୍ୟ ସାରା ଆନ୍ଦୋଳନ ହେଵ…
ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…
ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ବୁଧବାର ଅପରାହ୍ନରୁ ନିଖୋଜ ଥିବା ଜଣାପଡିଛି । ସେ ସନ୍ଧ୍ୟା…
ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ
ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଶ୍ରମିକ ସଞ୍ଜୟ ପ୍ରଧାନ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିବା ବେଳେ…
ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ
ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କଲେଜଛକ ସ୍ଥିତ ବସଷ୍ଟାଣ୍ଡ ଠାରେ ବିଭିନ୍ନ ମହାପୁରଷଙ୍କ…
ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ
ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ ଯୁବକଙ୍କୁ ବାନ୍ଧିଛି ପୋଲିସ । ଏସପିଙ୍କ ନିର୍ଦ୍ଦେଶ କ୍ରମେ ଆନନ୍ଦପୁର ଏସଡିପିଓ କମଳ…
ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା
ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା ଓ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଅରଡ଼ପଲ୍ଲୀ ଗ୍ରାମର ଝାଣ୍ଟୁ ଜେନା ଓ ତାଙ୍କର…
ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ
ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି। ମୃତକ ଯୁବକ ଜଣଙ୍କ କୋରାପୁଟ ପ୍ରତିଭା ନର୍ସିଂ କଲେଜର ଆକାଉଣ୍ଟାଣ୍ଟ ଭବାନୀ ଶଙ୍କର…
ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ
ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ଖଣି ଅଞ୍ଚଳର ସୁଙ୍ଗେର ଗ୍ରାମ ପଞ୍ଚାୟତର କଣ୍ଟାମାଳ ଗ୍ରାମକୁ ପୋଲିସ ଘେରାଉ…
ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍ ସିଲିଣ୍ଡର, ଜବତ କରି ଉପଜିଲାପାଳ…
ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍ ସିଲିଣ୍ଡର୍କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ ଘରୋଇ ଗ୍ୟାସ୍ ସିଲିଣ୍ଡର୍ ଅଭାବ ଦେଖିବାକୁ ମିଳିଛି। ଯାହାର ପ୍ରଭାବ ଗଜପତି ଜିଲାରେ…
ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…
ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ଥାନା କୋଳିମାଟିଠାରେ ଗୁରୁବାର ଏହି…
ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ
କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍ ଡ୍ୟାମ୍, ନଳକୂପ ଶୁଖିଯାଉଛି। ସମଗ୍ର ୨୬ଟି ପଞ୍ଚାୟତରେ ସରକାରୀ ଓ ବେସରକାରୀ ୫୫୪ଟି ପୋଖରୀ ଅଛି। କେଉଁ…

