ଆମ ଜିଲା ଖବର

ଅମାନିଆଙ୍କ ଲାଗି ବଢୁଛି ସଂକ୍ରମଣ

ଭୋଗରାଇ, ୨୬।୪(ଡି.ଏନ.ଏ.): ପଶ୍ଚିମବଙ୍ଗରେ କରୋନାର ନୂଆ ଷ୍ଟ୍ରେନ ଦେଖାଦେବା ପରେ ଓଡ଼ିଶା ସୀମାନ୍ତ ବାଲେଶ୍ୱର ଜିଲା ଭୋଗରାଇ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି। ସ୍ବାସ୍ଥ୍ୟବିଭାଗ, ପ୍ରଶାସନ, ସାମାଜିକ ଅନୁଷ୍ଠାନ ଏଥିପ୍ରତି ସତର୍କ ରହି ସଚେତନତା କରୁଥିବା ବେଳେ…

ଅନିଶ୍ଚିତତାରେ ନୀଳାଚଳ ଅକ୍ସିଜେନ ପ୍ଲାଣ୍ଟରୁ ଉତ୍ପାଦନ

ଯାଜପୁର ଅଫିସ,୨୫ା୪: କୋଭିଡ୍‌ ସଂକ୍ରମିତଙ୍କ ଚିକିତ୍ସା ପାଇଁ ଦେଶରେ ମେଡିକାଲ ଅକ୍ସିଜେନର ବହୁଳ ଚାହିଦା ରହିଛି। ଏହାର ଅଭାବରୁ ରୋଗୀମାନଙ୍କ ମୃତ୍ୟୁ ଘଟୁଥିବାରୁ ଦେଶରେ ହାହାକାର ପରିସ୍ଥିତି ରହିଛି। ଏହାକୁ ଦୃଷ୍ଟିରେ ରଖି ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍‌ଆଇଏନ୍‌ଏଲ୍‌)ର ଅକ୍ସିଜେନ…

ଶ୍ରଦ୍ଧାଳୁଙ୍କୁ ମିଳିବନି ସୁଯୋଗ

ତାଳଚେର,୨୬ା୪(ନି.ପ୍ର.): ମା’ ହିଙ୍ଗୁଳାଙ୍କ ବାର ମାସରେ ତେର ଯାତ୍ରା। ସେଥିରୁ ଚୈତ୍ରମାସ ଶୁକ୍ଳପକ୍ଷ ବିଷ୍ଣୁ ଦମନକ ଚତୁର୍ଦ୍ଦଶୀରେ ମା’ଙ୍କ ସ୍ବତନ୍ତ୍ର ପୂଜା କରାଯାଏ, ଯାହାକୁ ହିଙ୍ଗୁଳା ଯାତ୍ରା କୁହାଯାଏ। ତାଳଚେରର ଇଷ୍ଟଦେବୀ ଗୋପାଳପ୍ରସାଦର ମା’ ହିଙ୍ଗୁଳା ବର୍ଷର ଅନ୍ୟ ସମୟରେ ନିରାକାର…

ଟ୍ରେନ୍‌ ଲାଇନ୍‌ ଉଡ଼ାଇଲେ ମାଓବାଦୀ

ରାଉରକେଲା ଅଫିସ,୨୬।୪: ବିସ୍ଫୋରଣ କରି ଟ୍ରେନ୍‌ ଲାଇନ ଉଡ଼ାଇ ଦେଇଛନ୍ତି ମାଓବାଦୀ। ରବିବାର ବିଳମ୍ବିତ ରାତିରେ ମାଓବାଦୀମାନେ ଝାଡ଼ଖଣ୍ଡ ସୀମା ଚକ୍ରଧରପୁର ଲୋଟା ପାହାଡ଼ ନିକଟରେ ବିସ୍ଫୋରଣ ଘଟାଇଥିବା ସୂଚନା ମିଳିଛି। ବିସ୍ଫୋରଣରେ ୨ ମିଟର ପର୍ଯ୍ୟନ୍ତ ଟ୍ରେନ ଲାଇନ ନଷ୍ଟ…

ସ୍ବର୍ଗଦ୍ୱାରରେ ମୃତଦେହ ଦାହ କରିପାରିବେ ନାହିଁ ଅନ୍ୟ ଜିଲାବାସୀ

ପୁରୀ ଅଫିସ,୨୫ା୪: ପୁରୀ ସହର ଓ ଜିଲାରେ କୋଭିଡ୍‌ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଉପରେ କଟକଣା ଜାରି କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ଏହି କଟକଣା ୨୬ ତାରିଖରୁ ଲାଗୁ ହେବ। କଟକଣା…

ଅମାନିଆ ହେଉଛନ୍ତି ଫୁଡ୍‌ ଡେଲିଭରି ବୟ

ବ୍ରହ୍ମପୁର ଅଫିସ୍‌,୨୫ା୪: କରୋନା ମହାମାରୀର ଦ୍ୱିତୀୟ ଲହରକୁ ରୋକିବାକୁ ନେଇ ସହରାଞ୍ଚଳରେ ହୋଇଥିବା ସପ୍ତାହାନ୍ତ ଶଟ୍‌ଡାଉନ ରବିବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଦ୍ୱିତୀୟ ଦିନରେ ମହାନଗରରେ ସମାନ ସ୍ଥିତି ଦେଖିବାକୁ ମିଳିଥିଲା। ପୋଲିସ ପକ୍ଷରୁ କଡ଼ାକଡ଼ି ଯାଞ୍ଚ କରାଯିବା ସହ ଗହଳି…

ଟ୍ରକ୍‌କୁ ଧକ୍କା ଦେଲା ରଙ୍ଗ ରୁଟରେ ଯାଉଥିବା ଆମ୍ବୁଲାନ୍ସ: ଡ୍ରାଇଭର ମୃତ

ବଡ଼ଗାଁ, ୨୫।୪: ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅଫିସ ସମ୍ମୁଖ ୧୦ନମ୍ବର ରାଜ୍ୟ ରାଜପଥରେ ରବିବାର ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌କୁ ଆମ୍ବୁଲାନ୍ସ ଧକ୍କା ଦେବାରୁ ଘଟଣାସ୍ଥଳରେ ଆମ୍ବୁଲାନ୍ସ ଡ୍ରାଇଭର ଝାରସୁଗୁଡ଼ା ବେଲପାହାଡ଼ର ରାଜା ଗରଡିଆ (୩୫)ଙ୍କ ମୃତ୍ୟୁ ଘଟିଛି। ଆମ୍ବୁଲାନ୍ସରେ…

୭୨ ଘଣ୍ଟା ପାଇଁ ବନ୍ଦ ହେଲା ରାଉରକେଲା ଇପିଏଫ କାର୍ଯ୍ୟାଳୟ

ରାଉରକେଲା,୨୫।୪: ରାଉରକେଲା ପାନପୋଷ ରୋଡରେ ଥିବା ଇପିଏଫ ଉପ ଆଞ୍ଚଳିକ କାର୍ଯ୍ୟାଳୟ (ଭବିଷ୍ୟନିଧି ଭବନ)ରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଉରକେଲା ମ୍ୟୁନିସିପାଲ କର୍ପୋରେଶନ କମିଶନର୍‌ ଦିବ୍ୟାଜ୍ୟୋତି ପରିଡ଼ା ଇପିଏଫ ଉପ ଆଞ୍ଚଳିକ କାର୍ଯ୍ୟାଳୟକୁ ୭୨ଘଣ୍ଟା ପାଇଁ ବନ୍ଦ କରିବାକୁ…

ଶ୍ରୀମନ୍ଦିର ସେବାୟତଙ୍କୁ ସ୍ବାସ୍ଥ୍ୟବୀମା

ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ସହ ସମ୍ପୃକ୍ତ ସେବାୟତଙ୍କୁ ସ୍ବାସ୍ଥ୍ୟବୀମା ସୁବିଧା ମିଳିବ। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ନ୍ୟୁ ଇଣ୍ଡିଆ ଇନ୍‌ସ୍ୟୁରାନ୍ସ କମ୍ପାନୀ ପକ୍ଷରୁ ଏହି ସ୍ବାସ୍ଥ୍ୟବୀମା ସୁବିଧା ମିଳିବ। ପ୍ରତି ସେବାୟତଙ୍କ ପରିବାରକୁ ଚିକିତ୍ସା…

କରଞ୍ଜଆଡ଼ିଆ ମହାବିଦ୍ୟାଳୟର ଅଧ୍ୟାପକଙ୍କ ପରଲୋକ, କରୋନା ଟିକା ନେଇ ହୋଇଥିଲେ ଅସୁସ୍ଥ

ପଦ୍ମପୁର,୨୫।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କରଞ୍ଜଆଡ଼ିଆ ମହାବିଦ୍ୟାଳୟର ଅର୍ଥନୀତି ବିଭାଗ ଅଧ୍ୟାପକ ଚକ୍ରଧର ମୁଦୁଲିଙ୍କ ପରଲୋକ ଘଟିଛି। ଗତ ୧୦ ଦିନ ତଳେ କରୋନା ଟିକା ନେବା ପରେ ସେ ଅସୁସ୍ଥ ହୋଇପଡ଼ିଥିବା ପରିବାର ଲୋକ କହିଛନ୍ତି। ଚିକିତ୍ସାଧୀନ…

ଖାଲିପଡ଼ିଛି ଡାକ୍ତର ପଦବୀ, ରୋଗୀସେବା ବିପର୍ଯ୍ୟସ୍ତ

କର୍ଲାମୁଣ୍ଡା,୨୫।୪(ଡି.ଏନ୍‌.ଏ.): ସାଧାରଣ ଲୋକଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇବା ଉଦ୍ଦେଶ୍ୟରେ ସରକାର ଡାକ୍ତରଖାନା ଖୋଲିଛନ୍ତି। ହେଲେ ଆବଶ୍ୟକ ଡାକ୍ତର ନିଯୁକ୍ତି ହୋଇ ନ ଥିବାରୁ ରୋଗୀସେବା ବ୍ୟାହତ ହୋଇଛି। ଏଭଳି ପରିସ୍ଥିତି କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡ଼ାସ୍ଥିତ ପୁରାତନ ଡାକ୍ତରଖାନାରେ ଦେଖିବାକୁ…

ଗଞ୍ଜାମ ସହରରେ ଶଟ୍‌ଡାଉନ: ଜାତୀୟ ରାଜପଥରେ କଡାକଡି ଚେକିଂ

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣର ୨ୟ ଲହର ଦିନକୁ ଦିନ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନ କରାଯିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଏ ନେଇ ସପ୍ତାହାନ୍ତ ଶଟ୍‌ଡାଉନ ଶନିବାର ଓ ରବିବାର ଘୋଷଣା ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?