ଆମ ଜିଲା ଖବର

ଚାଲିଚାଲି ଘରକୁ ଫେରୁଛନ୍ତି ରାଜ୍ୟ ଭିତର ଶ୍ରମିକ

ଠାକୁରମୁଣ୍ଡା,୭ା୫(ଡି.ଏନ୍‌.ଏ.) : ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଞ୍ଚଳରୁ ଯାଇ ରାଜ୍ୟର ବିଭିନ୍ନ ଅଞ୍ଚଳରେ ରହି ଶ୍ରମିକ ଭାବରେ କାମ କରୁଥିବା ଶ୍ରମିକ ଏବେ ଘରମୁହାଁ ହେଉଛନ୍ତି। ଲକ୍‌ଡାଉନ୍‌ର ୪୩ ଦିନ ପରେ ଯିଏ ଯେଉଁଠାରେ ଥିଲେ ଚାଲିଚାଲି ଘରକୁ...

ଡେରାବିଶରେ ପ୍ରବାସୀ ଓଡ଼ିଆଙ୍କ ପାଇଁ ୬୮ କ୍ୱାରାଣ୍ଟାଇନ୍‌ ସେଣ୍ଟର ପ୍ରସ୍ତୁତ

ଡେରାବିଶ,୭ା୫(ସ୍ବ.ପ୍ର.): ଲକ୍‌ଡାଉନ୍‌ରେ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆ ଶ୍ରମିକଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ ଉଦ୍ୟମ କରାଯାଇଛି। ଏ ନେଇ କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଅଧୀନରେ ଥିବା ୨୬ଟି ପଞ୍ଚାୟତରେ...

ଟ୍ରେନ୍‌ ଧକ୍କାରେ ଜଣକ ଜୀବନ ଗଲା

ଛତ୍ରପୁର,୭ା୫(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଛତ୍ରପୁର ଥାନା ବ୍ରାହ୍ମଣିଆପଲ୍ଲୀ ରେଳ ଫାଟକ ନିକଟରେ ଟ୍ରେନ ଧକ୍କାରେ ଗୁରୁବାର ଜଣେ ବ୍ୟକ୍ତିଙ୍କ ଜୀବନ ଚାଲିଯାଇଛି। ମୃତକ ଜଣକ ହେଲେ ଛତ୍ରପୁର ବ୍ଲକ ଅନ୍ତର୍ଗତ ଭିକlରିପଲ୍ଲୀ ପଞ୍ଚାୟତର ବ୍ରାହ୍ମଣୀଆପଲ୍ଲୀ ଗ୍ରାମର ପଞ୍ଚୁ ସେଠୀ।...

ମୟୂରଭଞ୍ଜକୁ ଛୁଇଁଲା କରୋନା: ଜିଲାରେ ୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୫(ବ୍ୟୁରୋ): ମୟୂରଭଞ୍ଜକୁ ଛୁଇଁଲା କରୋନା। ପ୍ରଥମ ଥର ପାଇଁ ଗୁରୁବାର ଜିଲାରେ ୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଏବେ ରାଜ୍ୟର ୧୮ ଜିଲା କୋଭିଡ-୧୯ କବଳକୁ ଆସିଛି। ପ୍ରକାଶ ଯେ, ରାଜ୍ୟରେ ଏବେ ମୋଟ ସଂକ୍ରମିତଙ୍କ...

ଦୋକାନ ସିଲ୍‌ କଲା ପ୍ରଶାସନ

ରାୟଗଡ଼ା ଅଫିସ,୭ା୫: ରାୟଗଡ଼ା ଜିଲା ଏବେ ଗ୍ରୀନ୍‌ ଜୋନରେ ରହିଛି। ଏହାକୁ ନେଇ କିଛି ମାତ୍ରାରେ ସହରରେ ଲଗାଯାଇଥିବା କଟକଣାକୁ କୋହଳ କରାଯାଇଛି। ଫଳରେ ବଜାରରେ ଲୋକଙ୍କର ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଏହି ପରିପ୍ରେକ୍ଷୀରେ ପରିସ୍ଥିତି ଆୟତ୍ତ କରିବାକୁ...

ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଗଞ୍ଜାମକୁ ରେଡ୍‌ ଜୋନ୍‌; ମୟୂରଭଞ୍ଜ, ଜଗତସିଂହପୁରକୁ ଅରେଞ୍ଜ ଜୋନ୍‌ ଭାବେ ଘୋଷଣା

ଭୁବନେଶ୍ୱର,୭।୫(ବ୍ୟୁରୋ): ଗୋଟିଏ ଦିନରେ ଗଞ୍ଜାମରେ ୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୁବ୍‌ଶୀଘ୍ର ଆକ୍ରାନ୍ତଙ୍କ ସଂଖ୍ୟା ଦ୍ୱିଗୁଣିତ ହେବାରୁ ରାଜ୍ୟ ସରକାର ଜିଲାକୁ ଗୁରୁବାର ରେଡ୍‌ ଜୋନ୍‌ ଭାବେ ଘୋଷଣା କରିଛନ୍ତି। ସେହିଭଳି ମୟୂରଭଞ୍ଜ ଓ ଜଗତସିଂହପୁରକୁ ମଧ୍ୟ ଅରେଞ୍ଜ...

ସରକାରୀ ଦେଶୀମଦ ଭାଟିରେ ବେଆଇନ ମଦ ପ୍ରସ୍ତୁତ ଘଟଣାରେ ୩ ଗିରଫ: ୭୨୦ ଲିଟର ଦେଶୀମଦ ଜବତ

ଦିଗପହଣ୍ଡି,୭।୫(ଡି.ଏନ୍‌.ଏ.): ଦିଗପହଣ୍ଡିରୁ ୨୦ କିଲୋମିଟରରେ ଦୂରରେ ଥିବା କଳବାଡ ଗ୍ରାମ ନିକଟ ସରକାରୀ ଦେଶୀ ମଦଭାଟି ଉପରେ କେ. ନୂଆଗାଁ ପୋଲିସ ବୁଧବାର ଅତର୍କିତ ଚଢ଼ାଉ କରିଛି। ଏହି ଚଢ଼ାଉରେ ପୋଲିସ ୭୨୦ ଲିଟର ଦେଶୀମଦ ଜବତ କରିଥିବା ଜଣାପଡ଼ିଛି।...

ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଭୟଭୀତ ନ ହେବା ପାଇଁ ଜିଲାବାସୀଙ୍କୁ ଅନୁରୋଧ କଲେ ଜିଲାପାଳ

ଛତ୍ରପୁର,୭ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗୋଟିଏ ଦିନରେ ଜିଲାରେ ୧୭ ପଜିଟିଭ୍‌ ବାହାରିଥିବାରୁ ଜିଲାବାସୀ ଭୟଭୀତ ହୋଇପଡ଼ିଛନ୍ତି। ସମସ୍ତ ପଜିଟିଭ୍‌ ସୁରଟ ଫେରନ୍ତା ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗଣମାଧ୍ୟମକୁ...

ରାଜା ବେଶରେ ସଜ୍ଜିତ ୩ ଠାକୁର

ଆରଡି, ୭।୫, (ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିରେ ଥିବା ଜଗନ୍ନାଥ ମନ୍ଦିରରେ ଗୁରୁବାର ଚନ୍ଦନ ପୂର୍ଣ୍ଣିମାରେ ସ୍ବତନ୍ତ୍ର ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏଠାରେ ପୂଜା ପାଉଥିବା ୩ ଠାକୁର ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ରାଜା ବେଶରେ...

ଅଡୁଆ କରୁଛି ୧୨ ଘଣ୍ଟିଆ କର୍ଫ୍ୟୁ କଟକଣା

ଭଦ୍ରକ ଅଫିସ,୭।୫: ଭଦ୍ରକରେ ଏବେ ପରିବା ଚାଷୀ, ମାଛ ଚାଷୀ ତଥା ଅନ୍ୟାନ୍ୟ ବ୍ୟବସାୟୀଙ୍କୁ ସରକାରୀ କଟକଣା ଅଡୁଆ କରୁଥିବା ଜଣାପଡ଼ିଛି। ପ୍ରଶାସନ ପକ୍ଷରୁ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଜାରି ହୋଇଥିବା କର୍ଫ୍ୟୁ କଟକଣା ଯୋଗୁ ଚାଷୀ...

CORONAVIRUS UPDATE: ଗଞ୍ଜାମରେ କରୋନା ପଜିଟିଭ୍‌ ୨୧କୁ ବୃଦ୍ଧି, ସମସ୍ତେ ସୁରଟ ଫେରନ୍ତା; ଜିଲାପାଳ

ଛତ୍ରପୁର, ୭।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଗୁରୁବାର ପୁଣି ୧୭ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୪ଜଣଙ୍କଠାରେ କରୋନା ପଜିଟିଭ୍‌ ମିଳିଥିବା ବେଳେ ବର୍ତ୍ତମାନ ଏହି ପଜିଟିଭ୍‌ ସଂଖ୍ୟା ୨୧ରେ ପହଞ୍ଚିଛି। ଗୁରୁବାର ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା...

ବାଇକ୍‌, କାର୍‌ରେ ଫେରୁଛନ୍ତି ପ୍ରବାସୀ ଓଡ଼ିଆ

ଭଦ୍ରକ ଅଫିସ,୭।୫: କରୋନା ଭାଇରସ୍‌ ଲକ୍‌ଡାଉନ ଯୋଗୁ ବହୁ ଲୋକ ଅନ୍ୟ ରାଜ୍ୟରେ ଫସି ରହିଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ରାଜ୍ୟସରକାର ସମସ୍ତ ପ୍ରକାରର ବ୍ୟବସ୍ଥା କରୁଛନ୍ତି। ହେଲେ ଏହା ସତ୍ତ୍ୱେ କେତେକ ପ୍ରବାସୀ ଲୁଚି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri