ଆମ ଜିଲା ଖବର

ଗଞ୍ଜାମ ସହରରେ ଶଟ୍‌ଡାଉନ: ଜାତୀୟ ରାଜପଥରେ କଡାକଡି ଚେକିଂ

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣର ୨ୟ ଲହର ଦିନକୁ ଦିନ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନ କରାଯିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଏ ନେଇ ସପ୍ତାହାନ୍ତ ଶଟ୍‌ଡାଉନ ଶନିବାର ଓ ରବିବାର ଘୋଷଣା ହୋଇଛି।…

ଗାଁ କମିଟି ବୈଠକ ପାଲଟିଲା ରଣକ୍ଷେତ୍ର: ବୁଲିଲା ଖଣ୍ଡା, ୪ ଗୁରୁତର

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ଅଗସ୍ତି ନୂଆ ଗାଁରେ ଗ୍ରାମ କମିଟି ବୈଠକ ଚାଲିଥିବା ବେଳେ ହଠାତ୍‌ ସଙ୍ଘବଦ୍ଧ ଆକ୍ରମଣ ଘଟଣା ଘଟିଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଛତ୍ରପୁର ମେଡିକାଲ ଓ ପରେ ବ୍ରହ୍ମପୁର ମେଡିକାଲକୁ…

ସ୍ବାସ୍ଥ୍ୟକେନ୍ଦ୍ରରେ ଦିଆଯାଉଛି ଅସ୍ବାସ୍ଥ୍ୟକର ଖାଦ୍ୟ, ପ୍ୟାକେଟ୍‌ ଖୋଲିଦେବାକ୍ଷଣି ବାହାରିଲା ବିଛା

ପଦ୍ମପୁର,୨୫।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅସ୍ବାସ୍ଥ୍ୟକର ଖାଦ୍ୟ ଦିଆଯାଉଥିବା ଅଭିଯୋଗ ହୋଇଛି। ଜଣେ ପ୍ରସୂତିଙ୍କୁ ରବିବାର ସକାଳେ ଦିଆଯାଇଥିବା ଜଳଖିଆ ପ୍ୟାକେଟ୍‌ରେ ଏକ ମଲା ତେନ୍ତୁଳିଆ ବିଛା ବାହାରିଥିବା ଅଭିଯୋଗ ହୋଇଛି। ଲକ୍ଷ୍ମୀଦାସପୁର ପଞ୍ଚାୟତ ମାଟିପକା ଅଞ୍ଚଳର ବର୍ଷା…

ସପ୍ତାହାନ୍ତ ଶଟ୍‌ଡାଉନ୍‌: ପ୍ରଶାସନିକ ଯାଞ୍ଚ କଡ଼ାକଡ଼ି; ରାସ୍ତାଘାଟ ଖାଁ ଖାଁ

ବୁଗୁଡ଼ା,୨୫।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣର ଦ୍ୱିତୀୟ ଲହର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରତି ଶନିବାର ଓ ରବିବାର ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏ ନେଇ ଗଞ୍ଜାମ ଜିଲା ବୁଗୁଡ଼ା ଏନ୍‌ଏସିରେ ଦୋକାନ ବଜାର ସବୁ…

ଗଞ୍ଜାମର ୨ ଛାତ୍ରୀ ପାଇଲେ ସ୍ବର୍ଣ୍ଣପଦକ

ଗଞ୍ଜାମ/ଆସିକା,୨୫ା୪(ଡି.ଏନ.ଏ.): ଗଞ୍ଜାମ ଜିଲାର ୨ଜଣ ଛାତ୍ରୀ ଅର୍ଥନୀତି ସ୍ନାତକୋତ୍ତର ଓ କଳା ସ୍ନାତକ ପରୀକ୍ଷାରେ ସ୍ବର୍ଣ୍ଣପଦକ ହାସଲ କରିଛନ୍ତି। ସେମାନେ ହେଲେ ଅର୍ଥନୀତିରେ ଶୁଭଦର୍ଶିନୀ ସ୍ବାଇଁ ଓ କଳାରେ ଅପ୍‌ସାନା ଖାତୁନ। ଗଞ୍ଜାମ ବଡ଼ବଜାରର ପୂର୍ଣ୍ଣଚନ୍ଦ୍ର ସ୍ବାଇଁଙ୍କ ଝିଅ ଶୁଭଦର୍ଶିନୀ ଭଞ୍ଜବିହାର…

ଚାଇନାକୁ ଲମ୍ବିଛି ଭାଲୁ ର଼୍ୟାକେଟ

ଖୋର୍ଦ୍ଧା ଅଫିସ,୨୫ା୪: ଖୋର୍ଦ୍ଧାର ପିତାପଲ୍ଲୀ-ଗଙ୍ଗପଡ଼ା ରାସ୍ତା ପାର୍ଶ୍ୱସ୍ଥ ଭୁଆସୁୁଣୀ ମନ୍ଦିର ନିକଟରୁ ବନ୍ୟପ୍ରାଣୀ ବିଭାଗ କର୍ମଚାରୀମାନେ ଗତ ଗୁରୁବାର ୫ଟି ଭାଲୁଛୁଆକୁ ଉଦ୍ଧାର କରିଥିଲେ। ସେହିପରି ଉକ୍ତ ଦିନ ସନ୍ଧ୍ୟାରେ ଗଡ଼ଖୋର୍ଦ୍ଧାରୁ ୨ଟି ଭାଲୁଛୁଆକୁ ଉଦ୍ଧାର କରାଯାଇଥିଲା। ସମସ୍ତ ଭାଲୁଛୁଆକୁ ନନ୍ଦନକାନନକୁୁ…

ନାଲ୍‌କୋ କଲୋନିରେ ଜବରଦଖଲ

ବଅଁରପାଳ,୨୫ା୪(ଡି.ଏନ.ଏ.): ନବରତ୍ନପ୍ରାପ୍ତ ଅନୁଗୋଳ ଜିଲା ନାଲ୍‌କୋ ପ୍ଲାଣ୍ଟର କାର୍ଯ୍ୟରତ କର୍ମଚାରୀମାନଙ୍କ ରହିବା ନିମନ୍ତେ ଟାଉନଶିପ୍‌ରେ ରହିଛି ନାଲ୍‌କୋ କଲୋନି। ଏଠାରେ ୫ ହଜାରରୁ ଅଧିକ କର୍ମଚାରୀ ରହୁଛନ୍ତି। ସେହିପରି ବହୁ ସରକାରୀ ଅଧିକାରୀଙ୍କୁ ନାଲ୍‌କୋ କ୍ୱାର୍ଟର୍ସ ଯୋଗାଇ ଦେଇଛି। କଲୋନିରେ ରହୁଥିବା…

ସୀମାନ୍ତରେ ମୁହାଁମୁହିଁ ସ୍ଥିତି: ଓଡ଼ିଶା ପୋଲିସ ଉପରକୁ ବିଛୁଆତି ଫିଙ୍ଗିଲେ ପଶ୍ଚିମବଙ୍ଗବାସୀ

ଭୋଗରାଇ, ୨୫।୪(ଡି.ଏନ.ଏ.): ପଶ୍ଚିମବଙ୍ଗରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ପ୍ରତି ବିପଦ ଦେଖାଦେଇଛି। ଏହି ମାରାମତ୍କ ଭୂତାଣୁ ଅଧିକ ଘାତକ ସାବ୍ୟସ୍ତ ହେଉଥିବାରୁ ଓଡ଼ିଶା ସରକାର ଆଗୁଆ ସତର୍କତା ସ୍ବରୂପ ବାଲେଶ୍ୱର ଏବଂ…

ହସ୍ତକଳା କରିଛି ସ୍ବାବଲମ୍ବୀ

ଚିତ୍ରଡ଼ା,୨୫।୪(ଡି.ଏନ.ଏ.)- ହାଣ୍ଡିଶାଳରୁ ମହାକାଶ। ଘର ଅଗଣାରୁ ସଂସଦ ଭବନ। ସବୁ କ୍ଷେତ୍ରରେ ନାରୀ ନିଜର ରାକାଷ୍ଠା ପ୍ରତିପାଦିତ କରିଆସୁଛନ୍ତି। ଅବଳା ଦୁର୍ବଳା ଶବ୍ଦ ଆଜିର ନାରୀ ଆଗରେ ହାର ମାନିଛି। ଏହାର ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ମୋରଡା…

ଟଙ୍କା ଦେଇ ଟିକାକୁ ନା’

ଅନୁଗୋଳ ଅଫିସ, ୨୫।୪: କୋଭିଡ୍‌ରୁ ବର୍ତ୍ତିବା ପାଇଁ ଟିକା ନେବା ଜରୁରୀ। ଏ ନେଇ ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରାଯାଉଛି। କିପରି ଅଧିକରୁ ଅଧିକ ଲୋକଙ୍କୁ ଶୀଘ୍ର ଟିକାକରଣ କରାଯିବ ତାହା ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ସରକାରୀ…

କାର୍ଯ୍ୟକ୍ଷମ ହେବ ନୀଳାଚଳ ଅକ୍ସିଜେନ ପ୍ଲାଣ୍ଟ

ଯାଜପୁର ଅଫିସ,୨୫ା୪: ଦେଶର ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ଅଭାବରୁ ଲୋକେ ମରୁଛନ୍ତି। ନାସିକ କୋଭିଡ୍‌ ହସ୍ପିଟାଲରେ ବୁଧବାର ଅକ୍ସିଜେନ ଅଭାବରୁ ୨୪ ଜଣ ଏବଂ ଗତ ୪୮ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୫୦ଜଣ କୋଭିଡ୍‌ ରୋଗୀଙ୍କ ମୃତ୍ୟୁ ଘଟିଛି। ଏଭଳି ସ୍ଥିତିରେ ଯାଜପୁର…

୧୦ ଫୁଟର ଅହିରାଜ ଉଦ୍ଧାର

ବାଲିଗୁଡ଼ା,୨୪ା୪: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ସଗଡ଼ିଆ ସାହିରୁ ଶନିବାର ୧୦ଫୁଟର ଲମ୍ବର ଏକ ଅହିରାଜ ସାପ ବନ ବିଭାଗ ଉଦ୍ଧାର କରିଛି। କୋଟଗଡ଼ ବତାଗୁଡ଼ା ନିକଟ ସଗଡ଼ିଆ ସାହିର କିଛି ଲୋକ ବିଷଧର ଅହିରାଜକୁ ଦେଖି କୋଟଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?