ଆମ ଜିଲା ଖବର

ପରିବାରର ୩ ସମେତ ୪ କରୋନା ସଂକ୍ରମିତ: ଜିଲାରେ ଭୟର ବାତାବରଣ

ଜଗତ୍‌ସିଂହପୁର ଅଫିସ, ୬ା୫: ଜଗତ୍‌ସିଂହପୁର ଜିଲାକୁ ବୁଧବାର କରୋନା ଛୁଇଁଛି। ଜିଲାର ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ନାଉଗାଁ ବ୍ଲକ ଅଞ୍ଚଳର ବୋଲି ଜଣାପଡିଛି। ଏହି ୪ ଜଣଙ୍କ ମଧ୍ୟରୁ ୩ଜଣ ଗୋଟିଏ ପରିବାରର। ମାତ୍ର...

ବାଲାନ୍ସ ଜାଣିବାକୁ ଚାଲିଲେ ୩୬ କିମି

ଭଞ୍ଜନଗର,୬।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୁଣ୍ଡିରିବାଡ଼ି ପଞ୍ଚାୟତ ଗୋହିରିବାଡ଼ିର ଏକ ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏଚ୍‌ଜି) ନାମରେ ଥିବା ଆକାଉଣ୍ଟର ବାଲାନ୍ସ ଜାଣିବାକୁ ୭ ମହିଳା ୧୮ କିମି ଚାଲିଚାଲି ମଙ୍ଗଳବାର ସକାଳେ ଭଞ୍ଜନଗର ଆଇଓବି ବ୍ୟାଙ୍କକୁ ଆସିଥିଲେ। ବ୍ୟାଙ୍କ...

ନୃସିଂହ ଚତୁର୍ଦ୍ଦଶୀରେ କଣଗୁଜ ଅନୁକୂଳ ହେଲାନି

ପୁରୀ ଅଫିସ, ୬ା୫: ବୁଧବାର ଥିଲା ପବିତ୍ର ନୃସିଂହ ଚତୁର୍ଦ୍ଦଶୀ। ଏହି ତିଥିରେ ପରମ୍ପରା ଅନୁଯାୟୀ ରଥଖଳାରେ ତିନିରଥର କଣଗୁଜ ଅନୁକୂଳ ହୋଇଥାଏ। କିନ୍ତୁ ଏଥର ନୃସିଂହ ଚତୁର୍ଦ୍ଦଶୀରେ କଣଗୁଜ ଅନୁକୂଳ ହୋଇପାରିଲା ନାହିଁ। କେତେଜଣ ରୂପକାର ସେବକ ରଥଖଳାକୁ...

ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି

ପୁରୀ ଅଫିସ, ୬ା୫: ପବିତ୍ର ନୃସିଂହ ଚତୁର୍ଦ୍ଦଶୀରେ ବୁଧବାର ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି ସମ୍ପନ୍ନ ହୋଇଛି। ସ୍ଥାନୀୟ ବ୍ରାହ୍ମଣ ଯୁବକମାନେ କୂଅରୁ ଜଳ ଆଣି ଏହି ନୀତିରେ ସାମିଲ ହୋଇ ଥିଲେ। ଠାକୁରାଣୀଙ୍କୁ ଜଳ ମଧ୍ୟରେ ନିମଗ୍ନ...

କରୋନା ମହାମାରୀରୁ ବର୍ତ୍ତିବା ପାଇଁ ସନସାଇନ୍‌ ପକ୍ଷରୁ ବିଶୋଧନ କାର୍ଯ୍ୟକ୍ରମ

ନିଆଳି,୬।୫(ଡି.ଏନ୍‌.ଏ.): କଟକ ନିଆଳି ବ୍ଲକ ଦେବୀକନ୍ଦଳ ଦ୍ୱୀପାଞ୍ଚଳର ଅଳତଳଙ୍ଗ ଗାଁରେ  ସନସାଇନ୍‌ ୟୁଥ୍‌ କ୍ଲବ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କରୋନା ମହାମାରୀରୁ ବର୍ତ୍ତିବା ପାଇଁ ସନସାଇନ୍‌ କ୍ଲବ ପକ୍ଷରୁ ଗାଁରେ ସଫେଇ କରାଯିବା ସହ ବିଶୋଧନ ସିଞ୍ଚନ...

୨୭କୁଇଣ୍ଟାଲ ମହୁଲ ପୋଚ ନଷ୍ଟ କଲା ଅବକାରୀ ବିଭାଗ

ଜୁନାଗଡ,୬।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ରଣପୁର ପୋଡଚୁଆଁ ପାହାଡରେ ଦେଶୀ ହାତରନ୍ଧା ମଦ ତିଆରି ହେଉଥିବା ଖବର ପାଇ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇଥିଲା। ସେଠାରେ ତଲାସୀ ପରେ ୨୭.୪୦ କୁଇଣ୍ଟାଲ ମହୁଲ ପୋଚ, ୩୫ଲିଟର ହାତରନ୍ଧା...

ସଙ୍ଗରୋଧ ଗୃହରେ ପ୍ରବାସୀ ଶ୍ରମିକଙ୍କୁ ଭେଟିଲେ, ମାସ୍କ ବାଣ୍ଟିଲେ ବିଧାୟକ

କୋକସରା,୬।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଧର୍ମଗଡ ବିଧାୟକ ମୌଷଧି ବାଗ କୋକସରା ସହର ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ମାସ୍କ ଓ ସାବୁନ ବଣ୍ଟନ କରିଛନ୍ତି। ପରେ ସ୍ଥାନୀୟ ଜବାହର ଉଚ୍ଚ ବିଦ୍ୟାପୀଠରେ କରାଯାଇଥିବା ଅସ୍ଥାୟୀ କୋଭିଡ ସଙ୍ଗରୋଧ କେନ୍ଦ୍ରରେ ରହୁଥିବା...

ଅସ୍ଥାୟୀ ମେଡ଼ିକାଲ୍‌ କ୍ୟାମ୍ପ ପରିଦର୍ଶନ କଲେ ଏମ୍‌ପି

ବାରିପଦା ଅଫିସ, ୬ା୫- ମୟୂରଭଞ୍ଜ ଏମ୍‌ପି ଇଂ. ବିଶେଶ୍ୱର ଟୁଡ଼ୁ ଶିମିଳିପାଳ ଭିତରେ ଥିବା ୩ଟି ପଞ୍ଚାୟତର ସମସ୍ତ ଅସ୍ଥାୟୀ ମେଡିକାଲ କ୍ୟାମ୍ପ ବୁଲି ଦେଖିଛନ୍ତି। କେଉଁଠି ଖଟ ଓ ବେଡ୍‌ସିଟ ପଡ଼ି ନ ଥିବା ଏବଂ କେଉଁଠି ବିଦ୍ୟୁତ୍‌...

ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର ପରିଦର୍ଶନ କଲେ ଜିଲାପାଳ

ଜୁନାଗଡ,୬।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବୁଡିପଦର ଓ ତଳମଲାଠାରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରକୁ ବୁଧବାର ଅପରାହ୍ନରେ ଜିଲାପାଳ ଡ.ଗାଭାଲି ପରାଗ ହର୍ଷଦ ପରିଦର୍ଶନ କରିଥିଲେ। ସେଠାରେ ରହୁଥିବା ଶ୍ରମିକଙ୍କ ସେ ସ୍ଥିତି ବୁଝିବା ସହ କାର୍ଯ୍ୟର ସମୀକ୍ଷା...

କୃଷି, ଶିଳ୍ପ, ଶ୍ରମଭିତ୍ତିକ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଗୁରୁତ୍ୱ

କେନ୍ଦୁଝର,୬ା୫(ସ୍ବ.ପ୍ର/ଡି.ଏନ୍‌.ଏ.)-କେନ୍ଦୁଝର ଜିଲାରେ ମହାମାରୀ କରୋନାର ପ୍ରତିରୋଧ ପାଇଁ ନିଆଯାଇଥିବା ପଦକ୍ଷେପର ତଦାରଖ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ନୋଡାଲ୍‌ ଅଫିସର ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର ଏବଂ ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ସ୍ବତନ୍ତ୍ର...

ପୁଣି ଏକ ବାଲ୍ୟବିବାହ ରୋକିଲା ଚାଇଲ୍ଡଲାଇନ

ଦେବଗଡ଼, ୬ା୫(ଡି.ଏନ.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅନ୍ତର୍ଗତ ରାଇତାଳ ଗ୍ରାମରେ ବାଲ୍ୟବିବାହ ପାଇଁ ଯୋଜନା ଚାଲିଥିବା ବେଳେ ଚାଇଲ୍ଡଲାଇନ ପକ୍ଷରୁ ଏହାକୁ ରୋକାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଗତ ଏପ୍ରିଲ ୨୬ତାରିଖରେ ରାଇତାଳ ଗ୍ରାମରେ ଏକ ବାଲ୍ୟବିବାହ ପାଇଁ...

ଦେବଗଡରେ ସ୍ଥିତି ସମୀକ୍ଷା କଲେ କୋଭିଡ ପର୍ଯ୍ୟବେକ୍ଷକ

ଦେବଗଡ, ୬ା୫(ଡି.ଏନ.ଏ.): କୋଭିଡ-୧୯ ପାଇଁ ରାଜ୍ୟ ସରକାରଙ୍କ ଦେବଗଡ ଜିଲା ନିମନ୍ତେ ନିଯୁକ୍ତ ପର୍ଯ୍ୟବେକ୍ଷକ ତଥା ଶକ୍ତି ବିଭାଗର ସଚିବ ବିଷ୍ଫୁପଦ ସେଠୀ ଏବଂ ସ୍ବତନ୍ତ୍ର ସଚିବ ଗୋପବନ୍ଧୁ ଶତପଥୀ ବୁଧବାର ଦେବଗଡ ଜିଲା ଗସ୍ତରେ ଆସିଥିଲେ। ଜିଲା ପ୍ରଶାସନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri