ଆମ ଜିଲା ଖବର

କାଳବୈଶାଖୀ: ଉଡ଼ିଲା ଆଜବେଷ୍ଟସ୍‌, ଭାଙ୍ଗିଲା ଗଛ

ପାଟଣା,୨୨।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ଗୁରୁବାର ସକାଳୁ କାଳବୈଶାଖୀ ପ୍ରଭାବରେ ଘଡ଼ଘଡି ସହ ପ୍ରବଳ ବର୍ଷା ପବନରେ ବଡ଼ ବଡ଼ ଗଛ ଭାଙ୍ଗି ପଡ଼ିବା ସହ ଘରର ଆଜବେଷ୍ଟସ୍‌ ଉଡ଼ିଯାଇଛି। ମିଳିଥିବା ସୂଚନାନୁସାରେ, ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା…

ହାତ, ଗୋଡ଼ ପାପୁଲି ନ ଥିବା ବିରଳ ଶିଶୁ ଜନ୍ମ

ବ୍ରହ୍ମପୁର ଅଫିସ,୨୨।୪: ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ କଲେଜ ଓ ହସ୍ପିଟାଲରେ ଜନ୍ମ ହୋଇଛି ଏକ ବିରଳ ଶିଶୁ । ଶିଶୁଟି ବୁଧବାର ଅପରାହ୍ନରେ ଜନ୍ମ ହୋଇଥିଲା । ପରେ ତାକୁ ଆଇସିୟୁ ଭିତରେ ରଖି ଡାକ୍ତରମାନେ ଚିକିତ୍ସା କରୁଛନ୍ତି…

ନିରାମୟ ଯୋଜନା ପ୍ରହସନ

ଯାଜପୁର ରୋଡ୍‌,୨୨।୪: ଯାଜପୁରରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି) ପରିସରରେ ଘରୋଇ ଔଷଧ ଦୋକାନ ରହିବା ଯୋଗୁ ରାଜ୍ୟ ସରକାରଙ୍କ ନିରାମୟ ଯୋଜନା ପ୍ରତିହତ ହେଉଛି। ଗରିବ ଶ୍ରେଣୀର ରୋଗୀମାନଙ୍କୁ କେତେଜଣ ଡାକ୍ତର ନିରାମୟ ଯୋଜନାରେ ଔଷଧ ନ ଦେଇ ବାହାରେ କିଣିବାକୁ…

ଚକିତ ନୁହେଁ, ଚିନ୍ତିତ

ଅନୁଗୋଳ ଅଫିସ, ୨୨।୪: ରାଜ୍ୟରେ କରୋନା ଯେପରି କାୟା ମେଲାଇ ଚାଲିଛି, ତହିଁରେ ମାଟ୍ରିକ ପରୀକ୍ଷା କରିବା ସମ୍ଭବ ନୁହେଁ। ଏହା ଉପଲବ୍ଧି କରିବା ପରେ ଆସନ୍ତା ମେ’ ୩ ତାରିଖରୁ ହେବାକୁ ଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ସରକାର…

ସଂକ୍ରମଣ ରୋକିବାକୁ ସୀମା ସିଲ୍‌

ଭୋଗରାଇ,୨୨।୪(ଡି.ଏନ.ଏ.): ମହାମାରୀ କରୋନାର ଦ୍ୱିତୀୟ ଲହର କ୍ଷିପ୍ର ଗତିରେ ସଂକ୍ରମିତ ହେଉଥିବା ବେଳେ ରାଜ୍ୟ ସରକାର ସତର୍କତା ମୂଳକ ଆନ୍ତଃରାଜ୍ୟ ସଡ଼କ ପଥ ସୀମାକୁ ସିଲ୍‌ କରିଛନ୍ତି। ଏଭଳି ସ୍ଥିତିରେ ବାଲେଶ୍ୱର ଜିଲା ସୀମାନ୍ତ ପଶ୍ଚିମବଙ୍ଗକୁ ସଂଯୋଗ କରୁଥିବା ଜଳେଶ୍ୱର ଓ…

ଶ୍ରୀରାମ ନବମୀ ମହୋତ୍ସବ, କଟକଣାରେ ମହାଯଜ୍ଞ

ଭଦ୍ରକ ଅଫିସ,୨୨।୪- କରୋନା ମହାମାରୀ ଯୋଗୁ ଚଳିତବର୍ଷ ମଧ୍ୟ ଭଦ୍ରକର ପ୍ରସିଦ୍ଧ ଶ୍ରୀରାମ ନବମୀ ମହୋତ୍ସବ ଫିକା ପଡ଼ିଛି। ୩ ଦିନର ହୋମଯଜ୍ଞ, ହନୁମାନ ଚାଳିଶା ପାଠ, ଶ୍ରୀରାମ ମହାନବମୀ ଯଜ୍ଞ ଆଦି କଟକଣା ମଧ୍ୟରେ ସମ୍ପନ୍ନ ହୋଇଛି। ବୁଧବାର ଏହି…

ବିଭାଗୀୟ ଅଧିକାରୀଙ୍କ ଖାମଖିଆଲ ମନୋଭାବ ଯୋଗୁ ଭାଙ୍ଗିଲା କେନାଲ

ମାଲକାନଗିରି,୨୧ା୪: ମାଲକାନଗିରି ଜିଲା ପୋଟେରୁ ଜଳସେଚନ ବିଭାଗର ତମସା ମୁଖ୍ୟ କେନାଲ ଭାଙ୍ଗି ବୁଧବାର ଏକ ଘାଇ ସୃଷ୍ଟି ହୋଇଛି। ଫଳରେ ପାଣି ମାଡି ଚାଷ ଜମି ବାଲିଚର ହୋଇଯାଇଛି। ଏପରି କି ୬ ଜଣଙ୍କ ଘରେ ପାଣି ପଶିଛି। ମିଳିଥିବା…

ସୋନୀ ସାଜିଲେ ଛତିଶଗଡ଼ ବୋହୂ

ଝାରସୁଗୁଡ଼ା ଅଫିସ,୨୧।୪: ୫ବର୍ଷ ତଳେ ଛତିଶଗଡ଼ରୁ ମହାନଦୀ ବନ୍ୟାଜଳରେ ଭାସିଆସିଥିବା ଯୁବତୀ ସୋନୀ ଯାଦବଙ୍କ ବୁଧବାର ବାହାଘର ପରେ ବଧୂ ବେଶରେ ଓଡିଶାରୁ ଛତିଶଗଡ଼ ଫେରିଯାଇଛନ୍ତି। ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ୍‌ ବାଦିମାଲ ପଞ୍ଚାୟତ କୁଶମେଲ୍‌ ଗ୍ରାମର ପାଳିତ ମା’ବାପା ଝିଅ…

ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର କରୋନା ପଜିଟିଭ

ବଲାଙ୍ଗୀର ଅଫିସ,୨୧।୪: ବରିଷ୍ଠ କଂଗ୍ରେସ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ବୁଧବାର କରୋନା ଆକ୍ରାନ୍ତ ହୋଇଛନ୍ତି। ବଲାଙ୍ଗୀର ସ୍ଥିତ ବାସଭବନରେ ବିଧାୟକ ମିଶ୍ର କରୋନା ପରୀକ୍ଷା କରାଇଥିଲେ। ରିପୋର୍ଟ ପଜିଟିଭ ଆସିଥିଲା। କୌଣସି ଲକ୍ଷଣ ନ ଥିଲେ ମଧ୍ୟ…

ରେସିଂ କାର ତିଆରି କଲେ ଓଡ଼ିଆ ଇଞ୍ଜିନିୟରିଂ ଛାତ୍ର

ଭବାନୀପାଟଣା,୨୧।୪: କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ସରକାରୀ ଇଞ୍ଜିିନିୟରିଂ କଲେଜର ମେକାନିକାଲ ଓ ଇଲେକ୍ଟ୍ରିକାଲ ଛାତ୍ରମାନେ ନିଜ ପ୍ରଚେଷ୍ଟାରେ ଏକ ହାତ ତିଆରି ଦ୍ରୁତଗାମୀ କାର ନିର୍ମାଣ କରିଛନ୍ତି। ସେମାନେ ଉନ୍ନତମାନର ଯନ୍ତ୍ରପାତି ବ୍ୟବହାର କରି ଏହି କାରକୁ ଉଦ୍ଭାବନ କରିଛନ୍ତି। ବାହାରର…

ଘରକୁ ଘର ବୁଲି ବର୍ଜ୍ୟବସ୍ତୁ ସଂଗ୍ରହ କରିବେ କିନ୍ନର

ବାରିପଦା ଅଫିସ,୨୧ା୪: ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବାରିପଦା ପୌରପାଳିକାକୁ ସ୍ବଚ୍ଛ ଓ ସୁନ୍ଦର ରଖିତ୍ବା ପାଇଁ ଅଭିନବ ପଦକ୍ଷେପ ଗ୍ରହଣ କରାଯାଇଛି। ପ୍ରଥମ ଥର ପାଇଁ କିନ୍ନର ଓ ମହିଳାମାନେ ବ୍ୟାଟେରି ଚାଳିତ ୩ ଚକିଆ…

ବିବାହ ପ୍ରତିଶ୍ରୁତି ଦେଇ ୫ ବର୍ଷ ଧରି ଯୁବତୀଙ୍କୁ ବଳାତ୍କାର

ବାରିପଦା ଅଫିସ,୨୧।୪: ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଜନୈକା ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ବଳାତ୍କାର କରିଥିବା ବାରିପଦା ଟାଉନ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ.୪୦୧/୨୧) ରୁଜୁ କରି ତଦନ୍ତ ଜାରି ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?